Home Middle

ଦ୍ୱିତୀୟ ଥର ମୋଦି ସରକାର:ଶପଥ ନେଲେ ୨୪ କ୍ୟାବିନେଟ, ୯ ସ୍ବାଧୀନ, ୨୪ ରାଷ୍ଟ୍ରମନ୍ତ୍ରୀ

ନୂଆଦିଲ୍ଲୀ,୩୧।୫:ଭାଜପା ନେତୃତ୍ୱାଧୀନ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ର ବିପୁଳ ବିଜୟ ପରେ ଗୁରୁବାର ମୋଦି ସରକାରଙ୍କ ମନ୍ତ୍ରିମଣ୍ଡଳର ଶପଥଗ୍ରହଣ ଉତ୍ସବ ରାଷ୍ଟ୍ରପତି ଭବନ ପରିସରରେ ଅନୁଷ୍ଠିତ ହୋଇଛି।…

5 years ago

ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଭାରତର ପ୍ରଧାନମନ୍ତ୍ରୀ ଭାବେ ଗୁରୁବାର ଶପଥ ଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ସମାରୋହରେ ସନ୍ଧ୍ୟା ୭ଟାରେ…

5 years ago

ମୋଦି ବ୍ରିଗେଡ୍‌ରେ ସାମିଲ୍‌ ହେବାକୁ ଆସିଲା ଫୋନ୍‌ କଲ୍‌

ନୂଆଦିଲ୍ଲୀ,୩୦।୫: ନରେନ୍ଦ୍ର ମୋଦିଙ୍କ ନୂଆ ବ୍ରିଗେଡ଼୍‌ରେ ସାମିଲ୍‌ ହେବା ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଫୋନ୍‌ କଲ୍‌ ଆସିଛି। ଫୋନ୍‌ କଲ୍‌ ଆସିଥିବା ନେତାଙ୍କ ମଧ୍ୟରେ ଧର୍ମେନ୍ଦ୍ର…

5 years ago

ଷୋଡ଼ଶ ବିଧାନସଭା: ବିଧାୟକ ଭାବେ ଶପଥ ନେଲେ ନବୀନ

ଭୁବନେଶ୍ୱର,୩୦।୫(ବ୍ୟୁରୋ): ଷୋଡ଼ଶ ବିଧାନସଭାର ପ୍ରଥମ ଅଧିବେଶନ ଗୁରୁବାର ଆରମ୍ଭ ହୋଇଛି। ଏଥିରେ ନବ ନିର୍ବାଚିତ ବିଧାୟକମାନେ ଶପଥ ଗ୍ରହଣ କରୁଛନ୍ତି। କାମଚଳା ବାଚସ୍ପତି ଅମର ପ୍ରସାଦ ଶତପଥୀ…

5 years ago

ଖଣ୍ଡାଧାରରେ ସ୍ବାସ୍ଥ୍ୟସେବା: ୫୪ ପ୍ରତିଶତ କର୍ମଚାରୀଙ୍କର ନାହିଁ ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା

ନୂଆଦିଲ୍ଲୀ, ୩୦।୫: ଦେଶରେ ସ୍ବାସ୍ଥ୍ୟସେବା ଖଣ୍ଡାଧାରରେ ଚାଲିଛି। ଏହି କ୍ଷେତ୍ରରେ କାର୍ଯ୍ୟ କରୁଥିବା ଡାକ୍ତର, ନର୍ସ, ମିଡ୍‌ଓ୍ବାଇଫ୍‌ ଏବଂ ପାରାମେଡିକାଲ କର୍ମଚାରୀଙ୍କର ଆବଶ୍ୟକ ଶିକ୍ଷାଗତ ଯୋଗ୍ୟତା ନାହିଁ।…

5 years ago

ଗଗନ ମିଶନରେ ୩ ଭାରତୀୟ କରିବେ ଯାତ୍ରା: ଇସ୍ରୋ ସହିତ ବାୟୁସେନା କଲା ବୁଝାମଣା

ବେଙ୍ଗାଲୁର,୩୦।୫: ଭାରତ ମହାକାଶ ମାନବ ମିଶନରେ କାର୍ଯ୍ୟ ଜାରି ରଖିଛି। ଆସନ୍ତା ୨୦୨୧-୨୨ ସୁଦ୍ଧା ୩ ଭାରତୀୟ ଗଗନ ମିଶନରେ ସାମିଲ୍‌ ହେବେ। ଏଥିପାଇଁ ଭାରତୀୟ ବାୟୁସେନା…

5 years ago

ଉଜୁଡ଼ା କ୍ଷେତକୁ ସଜଡ଼ା ଯୋଜନା: ଟିଭି ତର୍କ-ବିତର୍କରେ ମାସେ ଯାଏଁ ଯୋଗ ଦେବେନି କଂଗ୍ରେସ ପ୍ରବକ୍ତା

ନୂଆଦିଲ୍ଲୀ,୩୦।୫: ଲୋକ ସଭା ନିର୍ବାଚନରେ ବିପର୍ଯ୍ୟୟ ପରେ କଂଗ୍ରେସ ପକ୍ଷରୁ ଏହାର ପ୍ରବକ୍ତାଙ୍କ ଉଦ୍ଦେଶ୍ୟରେ ଜାରି ହୋଇଛି ନୂଆ ନିର୍ଦ୍ଦେଶ। ଏକ ମାସ ପର୍ଯ୍ୟନ୍ତ ସମସ୍ତ ପ୍ରବକ୍ତାଙ୍କୁ…

5 years ago

ଶପଥ ଗ୍ରହଣ ପୂର୍ବରୁ ମହାତ୍ମା-ଅଟଳ-ଶହୀଦ୍‌ଙ୍କୁ ମୋଦି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ, ୩୦।୫: ଦେଶର ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ପୂର୍ବରୁ ନରେନ୍ଦ୍ର ମୋଦି ଗୁରୁବାର ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।…

5 years ago

କେନ୍ଦ୍ର କ୍ୟାବିନେଟ: ମୋଦି, ଶାହଙ୍କ ମନ୍ତ୍ରଣା

ନୂଆଦିଲ୍ଲୀ,୩୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଦ୍ୱିତୀୟ ଥର ଲାଗି ସରକାର ଗଢ଼ିବାକୁ ଯାଉଥିଲାବେଳେ କେଉଁମାନେ ତାଙ୍କ କ୍ୟାବିନେଟରେ ସ୍ଥାନ ପାଇବେ ଏହାକୁ ନେଇ ଚର୍ଚ୍ଚା ଜୋର…

5 years ago

ଶୁଭିବନି ଏମାନଙ୍କ ସ୍ବର

ନୂଆଦିଲ୍ଲୀ,୩୦ା୫(ଆଇଏଏନ୍‌ଏସ୍‌): ଭାରତର ନିର୍ବାଚନୀ ଇତିହାସରେ ବିଗତ ୩ ଦଶନ୍ଧି ଧରି ସେମାନେ ନିଜ ନିଜ ଦଳର ଦୃଢ଼ ସ୍ବର ପାଲଟିଥିଲେ। ନିଜ ନିର୍ବାଚନମଣ୍ଡଳୀ ତଥା ରାଜ୍ୟର ସ୍ବାର୍ଥ…

5 years ago

ଇଂଲଣ୍ଡରେ କ୍ରିକେଟ ମହାକୁମ୍ଭ

ଲଣ୍ଡନ, ୩୦।୫: କ୍ରିକେଟ ବିଶ୍ୱକପର ଦ୍ୱାଦଶ ସଂସ୍କରଣ ପାଇଁ କ୍ଷେତ୍ର ପ୍ରସ୍ତୁତ। ଇଂଲଣ୍ଡ ଆଣ୍ଡ ଓ୍ବେଲ୍ସ କ୍ରିକେଟ ବୋର୍ଡ ଆନୁକୂଲ୍ୟରେ ଗୁରୁବାରଠାରୁ ଆରମ୍ଭ ହେବାକୁ ଯାଉଛି ଏହି…

5 years ago

ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଶପଥ ଗ୍ରହଣ: ନୂଆ ମନ୍ତ୍ରୀଙ୍କୁ ‘ଟାଇମ୍‌’ ମନ୍ତ୍ର

ଭୁବନେଶ୍ୱର,୩୦ା୫(ବ୍ୟୁରୋ):ରାଜ୍ୟରେ ପୁଣିଥରେ ବିଜେଡି କ୍ଷମତାସୀନ ହୋଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ପରେ ନୂଆ ମନ୍ତ୍ରିମଣ୍ଡଳ…

5 years ago