Home Middle

ଭାରତ କେବେ ଚାଇନା ଭଳି ହୋଇ ପାରିବ ନାହିଁ, କାହିଁକି ଏମିତି କହିଲେ ରଘୁରାମ ରାଜନ

ନୂଆଦିଲ୍ଲୀ,୨୪।୩: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ର ପୂର୍ବତନ ଗଭର୍ନର ରଘୁରାମ ରାଜନ କହିଛନ୍ତି ଯେ ଭାରତ କେବେ ଚାଇନା ଭଳି ହୋଇପାରିବ ନାହିଁ। ଭାରତର ଗଣତନ୍ତ୍ର…

7 months ago

ବିଜେଡିରେ ଯୋଗଦେଲେ ଇରାନୀ ରାୟ; ଅରୁଣଙ୍କ ରାସ୍ତା ସଫା, ସମ୍ବିତଙ୍କ ପାଇଁ ସମସ୍ୟା

ଭୁବନେଶ୍ୱର,୨୪।୩: ଭାଜପା ନେତ୍ରୀ ଇରାନୀ ରାୟ ରବିବାର ବିଜେଡିରେ ଯୋଗ ଦେଇଛନ୍ତି। ଶତାଧିକ କର୍ମୀଙ୍କ ସହିତ ଆସି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ବିଧିବଦ୍ଧ ଭାବେ…

7 months ago

ନରେନ୍ଦ୍ର ମୋଦି କରୁଛନ୍ତି ଏକଛତ୍ରବାଦୀ ଶାସନ, ବିରୋଧୀଙ୍କୁ ଧ୍ୱଂସ କରିବାକୁ କରାଯାଉଛି ପ୍ରୟାସ: ଗୋପାଳ ରାୟ

ନୂଆଦିଲ୍ଲୀ,୨୪।୩: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଇଡି ଦ୍ୱାରା ଗିରଫ ହେବା ପରଠାରୁ ଏହାକୁ ନେଇ ସାରା ଦେଶରେ ରାଜନୈତିକ ବାତାବରଣର ଉଷ୍ମତା ସହଜରେ ବାରି ହୋଇ…

7 months ago

ହୋଲି ରଙ୍ଗରେ ବୁଡିଲା ପାକିସ୍ତାନ, ହିନ୍ଦୁଙ୍କୁ ଶୁଭେଚ୍ଛା ଜଣାଇଲେ ପୂର୍ବତନ ବୈଦେଶିକ ମନ୍ତ୍ରୀ

ଇସଲାମାବାଦ,୨୪।୩: ପାକିସ୍ତାନରେ ମଧ୍ୟ ହୋଲି ଉତ୍ସବ ପାଇଁ ଜୋର ସୋରରେ ପ୍ରସ୍ତୁତି ଆରମ୍ଭ ହୋଇଛି। ଲୋକମାନେ ହୋଲିର ମଜାରେ ବୁଡି ରହିଛନ୍ତି। ପାକିସ୍ତାନର ପୂର୍ବତନ ବୈଦେଶିକ ମନ୍ତ୍ରୀ…

7 months ago

ସମ୍ବଲପୁରରେ ମୁହାଁମୁହିଁ ହୋଇପାରନ୍ତି ଦୁଇ ହେବିୱେଟ୍ ନେତା, ଖୁବଶୀଘ୍ର ହୋଇପାରେ ଘୋଷଣା

ଭୁବନେଶ୍ୱର,୨୪।୩: ବିଜୁ ଜନତା ଦଳ(ବିଜେଡି) ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ସମ୍ବଲପୁରରୁ ବିଜେଡି ଲୋକସଭା ପ୍ରାର୍ଥୀ ହେବାର ଅଧିକ ସମ୍ଭାବନା ରହିଛି। ଏହାରି ମଧ୍ୟରେ ବିଜେଡି…

7 months ago

ସ୍ବାମୀମାନେ ଜେଲ୍‌ରେ, ନିର୍ବାଚନ ମଇଦାନକୁ ଓହ୍ଲାଇବେ ସ୍ତ୍ରୀ, ଜାଣନ୍ତୁ କିଏ ଏହି ତାଲିକାରେ…

ନୂଆଦିଲ୍ଲୀ,୨୪ା୩: ଦେଶର ହାଇ ଭୋଲଟେଜ୍‌ ନେତାମାନେ ଜେଲ୍‌ ଯିବା ପରେ ସ୍ତ୍ରୀମାନେ ରାଜନୈତିକ ମଇଦାନକୁ ଓହ୍ଲାଇବା ଯଦିଓ ନୂଆ କଥା ନୁହେଁ, ତେବେ ୨୦୨୪ ଲୋକ ସଭା…

7 months ago

ଶଙ୍ଖ ଭବନରେ ମକରନ୍ଦ, ବିଜେଡିରେ ଯୋଗ ଦେବାକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୨୪ା୩: ରବିବାର ଶଙ୍ଖ ଭବନରେ ରାୟଗଡ଼ାର ସ୍ବାଧୀନ ବିଧାୟକ ମକରନ୍ଦ ମୁଦୁଲି ପହଞ୍ଚିଛନ୍ତି। ସେ ବିଜେଡି କାର୍ଯ୍ୟାଳୟରେ ପହଞ୍ଚିବା ପରେ ଚର୍ଚ୍ଚା ଜୋର୍‌ ଧରିଛି। ୨୦୧୯ ନିର୍ବାଚନରେ…

7 months ago

ସମ୍ବଲପୁର-ପୁରୀ-ଭୁବନେଶ୍ୱର ପାଇଁ ପ୍ରାର୍ଥୀ ଫାଇନାଲ କଲା ଭାଜପା! ଜାଣନ୍ତୁ ୩ ସମ୍ଭାବ୍ୟ ପ୍ରାର୍ଥୀ କିଏ…

ଭୁବନେଶ୍ୱର,୨୪।୩: ରାଜ୍ୟରେ ମେଣ୍ଟ ସରକାରଙ୍କୁ ନେଇ ସମସ୍ତ କଳ୍ପନାଜଳ୍ପନାରେ ପୂର୍ଣ୍ଣଚ୍ଛେଦ ପଡ଼ିବା ପରେ ଏବେ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଉପରେ ସମସ୍ତଙ୍କ ନଜର ରହିଛି। ଏହାକୁ ନେଇ…

7 months ago

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ସୁପ୍ରିମକୋର୍ଟ ଗଲା କେରଳ

ନୂଆଦିଲ୍ଲୀ,୨୪।୩: କେରଳ ବିଧାନସଭାରେ ଗୃହୀତ ୪ ବିଲ୍‌କୁ ମଞ୍ଜୁରୀ ନ ଦେଇ ପକାଇରଖିଥିବାରୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ବିରୋଧରେ ରାଜ୍ୟ ସରକାର ସୁପ୍ରିମକୋର୍ଟରେ ପିଟିଶନ ଦାଏର କରିଛନ୍ତି।…

7 months ago

ଏପ୍ରିଲ ପ୍ରଥମ ସପ୍ତାହରେ ଆସିପାରେ ବିଜେଡିର ପ୍ରଥମ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର,୨୩।୩: ଆସନ୍ତା ସାଧାରଣ ନିର୍ବାଚନ ପାଇଁ ବିଜୁ ଜନତା ଦଳ(ବିଜେଡି) ଏହାର ପ୍ରଥମ ପ୍ରାର୍ଥୀ ତାଲିକା ଏପ୍ରିଲ ପ୍ରଥମ ସପ୍ତାହରେ ପ୍ରକାଶ କରିପାରେ। ରିପୋର୍ଟ ଅନୁଯାୟୀ ନବୀନ…

7 months ago

‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’: ବ୍ୟବସାୟରେ ସ୍ବଚ୍ଛତା ଗୁରୁତ୍ୱ ବହନ କରେ

ଭୁବନେଶ୍ୱର,୨୩।୩(ଅସମାପିକା ସାହୁ): ‘ଧରିତ୍ରୀ’ ଏବଂ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ ୨୦୨୪’ ଶନିବାର ସ୍ଥାନୀୟ ଏକ ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ‘ବିଜନେସ ଏମିନେନ୍ସ ଆଓ୍ବାର୍ଡ’ର…

7 months ago

ସମସ୍ତ ଛୁଟି ବାତିଲ କଲା ଶିକ୍ଷା ବିଭାଗ: ହୋଲି ଦିନ ବି ଆସିବେ ଶିକ୍ଷକ

ପାଟନା,୨୩ା୩: ବିହାରର ଶିକ୍ଷା ବିଭାଗ ସହ ଜଡ଼ିତ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଯେଉଁଠାରେ ଶିକ୍ଷକମାନଙ୍କ ଉପରେ ଏକ ବଡ଼ ଆଦେଶ ଜାରି କରାଯାଇଛି। ଶିକ୍ଷା…

7 months ago