Home Middle

ଆମେ କ’ଣ ସବୁ ଏମ୍‌ପିଙ୍କ ଦେହରେ ଚିପ୍‌ ଲଗାଇବୁ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨ା୩: ଦେଶର ସମସ୍ତ ଏମ୍‌ପି ଏବଂ ବିଧାୟକମାନଙ୍କ ଉପରେ ଡିଜିଟାଲି ନଜର ରଖିବା ପାଇଁ ସୁପ୍ରିମକୋର୍ଟରେ ଦାଏର ଏକ ଜନସ୍ବାର୍ଥ ମାମଲାକୁ ସିଜେଆଇ ଡି.ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ ଖଣ୍ଡପୀଠ…

8 months ago

ପ୍ରାର୍ଥୀ ସଂଖ୍ୟା ୪ ଗୁଣ ବଢ଼ିଛି

ନୂୂଆଦିଲ୍ଲୀ,୨।୩(ପି.ଟି.): ଭାରତରେ ୧୯୫୨ରେ ଲଢ଼ାଯାଇଥିବା ପ୍ରଥମ ଲୋକ ସଭା ନିର୍ବାଚନରୁ ୨୦୧୯ ନିର୍ବାଚନ ମଧ୍ୟରେ ପ୍ରାର୍ଥୀ ସଂଖ୍ୟା ୪ ଗୁଣରୁ ଅଧିକ ବଢ଼ିଛି। ସରକାରୀ ତଥ୍ୟ ଅନୁଯାୟୀ ୧୯୫୨ରେ…

8 months ago

ଅସହ୍ୟ ହେବ ତାତି

ନୂଆଦିଲ୍ଲୀ / ଭୁବନେଶ୍ୱର,୨।୩(ଅନିଲ ଦାସ): ଚଳିତ ବର୍ଷ ତାତି କଲବଲ କରିବ। ପାରଦ ଉପରମୁହଁା ହେବ। ଗ୍ରୀଷ୍ମଲହର (ହିଟ୍‌ଓ୍ବେଭ) ଅଧିକାଂଶ ସମୟରେ ଜାରି ରହିବ। ଉପାନ୍ତରୁ ଉପକୂଳ…

8 months ago

ଓଡ଼ିଶାରେ ହେବନାହିଁ ମେଣ୍ଟ: ମନମୋହନ ସାମଲ

ଭୁବନେଶ୍ୱର,୧ା୩: ଶୁକ୍ରବାର ରାତି କିମ୍ବା ଶନିବାର ସୁଦ୍ଧା ଭାଜପାର ପ୍ରଥମ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀ ତାଲିକା ଆସିବ। ଦିଲ୍ଲୀରୁ ଫେରି ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖି ଏପରି…

8 months ago

Photo: ଉଦଘାଟନ ହେଲା ନବନିର୍ମିତ ଭୀମ୍‌ରାଓ ଆମ୍ବେଡକର ବସ୍‌ ଟର୍ମିନାଲ, ଦେଖନ୍ତୁ କ’ଣ ରହିଛି ନୂଆ ସୁବିଧା ସୁଯୋଗ

ଭୁବନେଶ୍ୱର,୧ା୩: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭୁବନେଶ୍ୱର ବରମୁଣ୍ଡାଠାରେ ନବନିର୍ମିତ ବାବା ସାହେବ ଭୀମ୍‌ରାଓ ଆମ୍ବେଡକର ବସ୍‌ ଟର୍ମିନାଲର ଶୁଭ ଉଦ୍‌ଘାଟନ କରିଛନ୍ତି। ବରମୁଣ୍ଡା ବସ୍‌ ଷ୍ଟାଣ୍ଡ…

8 months ago

ଜାତି-ଧର୍ମକୁ ନେଇ ମାଗନ୍ତୁ ନାହିଁ ଭୋଟ୍‌: ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୩: ପାଖେଇ ଆସିଲାଣି ଲୋକସଭା ନିର୍ବାଚନ। ତେବେ ତାରିଖ ଘୋଷଣା ହେବା ପୂର୍ବରୁ ନିର୍ବାଚନ ଆୟୋଗ ରାଜନୈତିକ ଦଳଙ୍କୁ ଆଡଭାଇଜରୀ ଜାରି କରିଛନ୍ତି। ଇସି କହିଛନ୍ତି, ପ୍ରଚାର…

8 months ago

୫ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ପ୍ରସ୍ତୁତି ତଦାରଖ କଲେ ମୁଖ୍ୟ ସଚିବ

ଭୁବନେଶ୍ୱର,୧।୩(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୫ ତାରିଖରେ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ସେଦିନ ପ୍ରଧାନମନ୍ତ୍ରୀ ତେଲଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ବତନ୍ତ୍ର ବାୟୁସେନା…

8 months ago

ମନି ଲଣ୍ଡରିଂ ନିୟମ ଉଲ୍ଲଂଘନ ପାଇଁ ପେଟିଏମ୍ ଉପରେ ଲାଗିଲା ୫.୪୯ କୋଟି ଟଙ୍କା ଜରିମାନା

ନୂଆଦିଲ୍ଲୀ,୧।୩: ମନି ଲଣ୍ଡରିଂ ନିୟମ ଉଲ୍ଲଂଘନ ପାଇଁ ପେଟିଏମ୍ ପେମେଣ୍ଟ ବ୍ୟାଙ୍କ ଉପରେ ୫.୪୯ କୋଟି ଟଙ୍କା ଜୋରିମାନା ଲଗାଇଛି ଫାଇନାନ୍ସିଆଲ ଇଣ୍ଟେଲିଜେନ୍ସ ୟୁନିଟ୍-ଇଣ୍ଡିଆ। ଏକ ବିବୃତ୍ତିରେ…

8 months ago

ମୋଦିଙ୍କ ପାଖରେ ରହିଛି ଏତେ ସମ୍ପତ୍ତି, ମାସକୁ ମିଳେ ଏତିକି ଦରମା…

ନୂଆଦିଲ୍ଲୀ,୧।୩: The Indian Express ଦ୍ୱାରା କରାଯାଇଥିବା Most Powerful Indians ସର୍ଭେ ଅନୁସାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରଥମ ସ୍ଥାନ ଅଧିକାର କରିଛନ୍ତି। ୨୦୧୪ରୁ ଲଗାତାର…

8 months ago

ବାବାସାହେବ ଭୀମରାଓ ଆମ୍ବେଡକର ବସ୍‌‌ ଟର୍ମିନାଲ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩: ବହୁ ପ୍ରତିକ୍ଷିତ ନବନିର୍ମିତ ବାବାସାହେବ ଭୀମରାଓ ଆମ୍ବେଦକର ବସ୍‌‌ ଟର୍ମିନାଲକୁ ଲୋକାର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ବରମୁଣ୍ଡାଠାରେ ପ୍ରାୟ ୨୧୧ କୋଟି ଟଙ୍କା…

8 months ago

ଓଡ଼ିଶା କଲା ବଡ଼ ରେକର୍ଡ, ଫେବୃଆରୀ ମାସରେ ସଂଗ୍ରହ ହେଲା ସର୍ବାଧିକ ଜିଏସ୍‌ଟି

ଭୁବନେଶ୍ୱର,୧ା୩: ଗତ ଫେବୃଆରୀ ମାସରେ ଓଡ଼ିଶାରେ ସଂଗ୍ରହ ହୋଇଛି ସର୍ବକାଳୀନ ସର୍ବାଧିକ ମୋଟ ବସ୍ତୁ ଏବଂ ସେବା କର(ଜିଏସ୍‌ଟି)। ୨୦୨୪ ଫେବୃଆରୀରେ ୫୧୩୫.୮୧ କୋଟି ଟଙ୍କା ଜିଏସ୍‌ଟି…

8 months ago

୯୭୭ ଅଧ୍ୟାପକ, ୮୭ ଅଧିକାରୀ, ୫୭ କମର୍ଚାରୀଙ୍କୁ ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧ା୩(ଅସମାପିକା ସାହୁ): ଶୁକ୍ରବାର ମୋଟ୍‌ ୧୧୫୨ ନୂଆ ଅଧ୍ୟାପକ, ଅଧିକାରୀ ଏବଂ କର୍ମଚାରୀଙ୍କୁ ନିଯୁକ୍ତି ମିଳିଛି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ନିଯୁକ୍ତିପତ୍ର ବଣ୍ଟନ କରିଛନ୍ତି।…

8 months ago