Home Middle

ଆଜି ଇସ୍ତଫା ଦେବେ ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ

ଶିମଲା,୨୮।୨: ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ପଦରୁ ଇସ୍ତଫା ଦେଇପାରନ୍ତି। କଂଗ୍ରେସ ହାଇକମାଣ୍ଡଙ୍କ ପକ୍ଷରୁ ପଠାଇଥିବା ପର୍ଯ୍ୟବେକ୍ଷକଙ୍କ ସାମ୍ନାରେ ସେ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା…

8 months ago

ହିମାଚଳ ପ୍ରଦେଶ: ପୂର୍ବତନ ମୁଖ୍ୟମନ୍ତ୍ରୀ ଜୟରାମ ଠାକୁରଙ୍କ ସମେତ ୧୫ ବିଧାୟକଙ୍କୁ ନିଲମ୍ବନ କଲେ ବାଚସ୍ପତି

ଶିମଲା,୨୮।୨: ହିମାଚଳ ପ୍ରଦେଶରେ ରାଜନୈତିକ ସଙ୍କଟ ଦେଖାଯାଇଛି। ଏହି ସମୟରେ ହିମାଚଳ ପ୍ରଦେଶ ବିଧାନସଭା ବାଚସ୍ପତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳର ନେତା ଜୟରାମ ଠାକୁରଙ୍କ…

8 months ago

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ…

8 months ago

ଆଜି ଚାଷୀଙ୍କ ଖାତାକୁ ଆସିବ ୧୬ତମ କିସ୍ତି, ୯ କୋଟି କୃଷକ ପାଇବେ ଲାଭ

ନୂଆଦିଲ୍ଲୀ,୨୮।୨: ପିଏମ୍‌ କିଷାନ ନିଧି ଯୋଜନା ଅଧୀନରେ ବୁଧବାର ୧୬ତମ କିସ୍ତି ଚାଷୀଙ୍କ ଖାତାକୁ ଆସିବ। ଏହାପୂର୍ବରୁ ୧୫ ନଭେମ୍ବର ୨୦୨୩ରେ ୧୫ତମ କିସ୍ତି ଆସିଥିଲା। ଯାହା…

8 months ago

ମାଲିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ବ୍ରିଜ୍‌ରୁ ଖସିଲା ବସ୍‌, ୩୧ ମୃତ

ବମାକୋ,୨୮।୨: ଆଫ୍ରିକୀୟ ଦେଶ ମାଲିରେ ବଡ଼ ଦୁର୍ଘଟଣା ଘଟିଛି। ଏକ ବସ୍‌ ବ୍ରିଜରୁ ଖସି ପଡିଛି। ଏହି ଦୁର୍ଘଟଣାରେ ୩୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ଜଣ…

8 months ago

ମିଶନ ଶକ୍ତି ବଜାର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୮ା୨(ଅନିଲ ଦାସ)ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ବରରେ ମିଶନ ଶକ୍ତି ବଜାରକୁ ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି, ରାଜ୍ୟର ଗ୍ରାମାଞ୍ଚଳ ଏବଂ ଅର୍ଦ୍ଧ ସହରାଞ୍ଚଳରେ…

8 months ago

ଭୁବନେଶ୍ୱର ପହଞ୍ଚିଲେ ମାଇକ୍ରୋସଫ୍ଟ ସିଇଓ ବିଲ ଗେଟ୍ସ

ଭୁବନେଶ୍ୱର,୨୭।୨: ଭୁବନେଶ୍ବରରେ ପହଞ୍ଚିଲେ ମାଇକ୍ରୋସଫ୍ଟର ପୂର୍ବତନ ସିଇଓ ବିଲ ଗେଟ୍ସ। ବୁଧବାର ଅର୍ଥାତ୍‌ କାଲି କୃଷି ଭବନ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ଏହି ଗସ୍ତରେ ବିଲ ଗେଟ୍ସ…

8 months ago

Rajya Sabha election: ସଙ୍କଟରେ ହିମାଚଳ ସରକାର, କଂଗ୍ରେସ ବିିଧାୟକ କଲେ କ୍ରସ୍‌ ଭୋଟିଂ

ନୂଆଦିଲ୍ଲୀ,୨୭।୨ : ଉତ୍ତରପ୍ରଦେଶ, କର୍ନାଟକ ଏବଂ ହିମାଚଳପ୍ରଦେଶରୁ ମୋଟ ୧୫ ଆସନ ପାଇଁ ନିର୍ବାଚନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। କର୍ନାଟକରେ କଂଗ୍ରେସ ୩ଟି ରାଜ୍ୟ ସଭା ଆସନରେ…

8 months ago

ମେ’ ୧୫ ଭିତରେ ଯୁକ୍ତ୨ ପରୀକ୍ଷା ଫଳ

ଭୁବନେଶ୍ୱର, ୨୭।୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍‌ଏସ୍‌ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଫଳ ମେ’ ୧୫ ଭିତରେ ପ୍ରକାଶ ପାଇପାରେ। ଚଳିତ ବର୍ଷ ଗୋଟିଏ…

8 months ago

ବାରବାଟୀ ଷ୍ଟାଡିୟମର ନବୀକରଣ ପ୍ରକଳ୍ପର ଶିଳାନ୍ୟାସ: ବିଭିନ୍ନ ଜିଲାରେ ହେବ ୪୧କ୍ରିକେଟ ଏକାଡେମୀ

କଟକ,୨୭।୨: କଟକ ବାରବାଟୀ ଷ୍ଟାଡିୟମ ନବୀକରଣ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିସହ ରାଜ୍ୟର ବିଭିନ୍ନ ଜିଲାରେ ହେବାକୁଥିବା ଥିବା ୪୧ଟି କ୍ରିକେଟ…

8 months ago

ନିର୍ବାଚନ କମିଶନରଙ୍କ ଛାଟ: ୧୫୬ ଓଏଏସ ଅଫିସରଙ୍କ ବଦଳି

ଭୁବନେଶ୍ୱର,୨୭।୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ସରକାରୀ କର୍ମଚାରୀଙ୍କ ବଦଳି ନିୟମକୁ କଡାକଡି ପାଇଁ ନିର୍ବାଚନ କମିଶନର ନିର୍ଦ୍ଦେଶ ଦେବା ପରେ ରାଜ୍ୟର ବଦଳି ପ୍ରକ୍ରିୟା ଜାରି…

8 months ago

ସ୍ତ୍ରୀଙ୍କ ଗହଣା ଉପରେ ରହିଛି ସ୍ବାମୀଙ୍କ କେତେ ଅଧିକାର? କୋର୍ଟ ଦେଲେ ବଡ ରାୟ

ନୂଆଦିଲ୍ଲୀ,୨୭।୨: ବିବାହରେ ମହିଳାଙ୍କୁ ମିଳୁଥିବା ଜମି, ଘର ଓ ଗହଣାରେ କାହାର ଅଧିକାର ଏନେଇ ବିଭିନ୍ନ ଖବର ସାମ୍ନାକୁ ଆସିଛି। ନିକଟରେ ଦିଲ୍ଲୀ ହାଇକୋର୍ଟରେ ମଧ୍ୟ ଏଭଳି…

8 months ago