Home Middle

ଯୁକ୍ତ ୩, ପିଜି ଛାତ୍ରୀଛାତ୍ରଙ୍କୁ ମିଳିଲା ‘ନୂଆ-ଓ’ ସ୍କଲାରଶିପ୍‌

ଭୁବନେଶ୍ୱର,୨୬ା୨: ରାଜ୍ୟ ସରକାର ସୋମବାର ୩ଟି ଜିଲାର ଛାତ୍ରୀଛାତ୍ରଙ୍କୁ ବଡ଼ ଉପହାର ପ୍ରଦାନ କରିଛନ୍ତି। ଆଜି ସମ୍ବଲପୁର, ଦେବଗଡ଼ ଏବଂ ଅନୁଗୋଳ ଜିଲାର ଯୁକ୍ତ ୩ ତିନି…

8 months ago

ଆରମ୍ଭ ହେଲା ଦେଶର ସର୍ବବୃହତ ଗ୍ଲୋବାଲ ଟେକ୍ସଟାଇଲ ଇଭେଣ୍ଟ, ଉଦଘାଟନ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ଦେଶରେ ଆୟୋଜିତ ସର୍ବ ବୃହତ ବିଶ୍ୱ ବୟନ କାର୍ଯ୍ୟକ୍ରମ ମଧ୍ୟରୁ ‘ଭାରତ ଟେକ୍ସ -୨୦୨୪’ ଉଦଘାଟନ କରିଛନ୍ତି। ଭାରତ ଟେକ୍ସ…

8 months ago

Video: ମାତ୍ର ୧୯ ବର୍ଷରେ ୯୦ ମିଟର ଜାଭେଲିନ ଫିଙ୍ଗିଲେ ଏହି ଖେଳାଳି, ଅଲମ୍ପିକ୍ସ ପୂର୍ବରୁ ଚିନ୍ତାରେ ନୀରଜ

ନୂଆଦିଲ୍ଲୀ,୨୬।୨: ଚଳିତ ବର୍ଷର ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ନୀରାଜ ଚୋପ୍ରାଙ୍କ ଚିନ୍ତା ବଢିଯାଇଛି। ଜର୍ମାନୀର ୧୯ ବର୍ଷୀୟ ମ୍ୟାକ୍ସ ଡିହନିଙ୍ଗ ୨୫ ଫେବୃଆରୀ ରବିବାର ହାଲରେ ଚାଲିଥିବା…

8 months ago

ମୁସଲମାନ ପକ୍ଷକୁ ବଡ଼ ଝଟ୍‌କା: ଜ୍ଞାନବ୍ୟାପିରେ ପୂଜା ଜାରି ରଖିବାକୁ ହାଇକୋର୍ଟ ଦେଲେ ନିର୍ଦ୍ଦେଶ

ଲକ୍ଷ୍ନୌ,୨୬।୨: ଉତ୍ତରପ୍ରଦେଶର ବାରାଣାସୀରେ ଅବସ୍ଥିତ ଜ୍ଞାନବ୍ୟାପି ପରିସରରେ ବ୍ୟାସ ଜୀଙ୍କର ତେହଖାନାରେ ପୂଜା ହେବ କି ନାହିଁ ସେନେଇ ଆହ୍ଲାବାଦ ହାଇକୋର୍ଟ ଏକ ରାୟ ଦେଇଛନ୍ତି। ଏଠାରେ…

8 months ago

ଦଶମ ଗଣିତ ପ୍ରଶ୍ନ ଭାଇରାଲ ଅଭିଯୋଗ, ସୋସିଆଲ ମିଡିଆରେ ଘୂରିବୁଲୁଛି ପ୍ରଶ୍ନପତ୍ର

ଭୁବନେଶ୍ୱର,୨୬।୨: ପୁଣି ଆସିଲା ଦଶମ ପ୍ରଶ୍ନପତ୍ର ଲିକ୍ ହୋଇଥିବା ଅଭିଯୋଗ ହୋଇଛି। ପରୀକ୍ଷା ଆରମ୍ଭ ହେବାର କିଛି ସମୟ ପରେ ଭାଇରାଲ ଅଭିଯୋଗ ହୋଇଛି। ସୋସିଆଲ ମିଡିଆରେ…

8 months ago

ମଞ୍ଚ କଳାକାରଙ୍କୁ ନେଇ ଯାଉଥିବା ବୋଲେରୋ ଗଛରେ ପିଟିହେଲା: ୩ ମୃତ. ୪ ଗୁରୁତର

କେନ୍ଦ୍ରାପଡା,୨୬।୨ (ଜଗନ୍ନାଥ ଧଳ): କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଗଣ୍ଡାକିଆ କେନାଲ ରାସ୍ତ ରାସ୍ତାର ଓସ୍ତପୁର ଠାରେ ବୋଲେରୋ ଗାଡି ସୋମବାର ସକାଳେ ଦୁର୍ଘଟଣାଗସ୍ତ ହୋଇଛି। ଏହି…

8 months ago

ଭାରତରେ ଅଧିକ ବେରୋଜଗାରି, ପଡ଼ୋଶୀ ଦେଶଗୁଡ଼ିକ ତୁଳନାରେ ସର୍ବାଧିକ

ନୂଆଦିଲ୍ଲୀ,୨୬।୨: ୨୦୨୨ରେ ଭାରତର ଯୁବ ବେରୋଜଗାରି ହାର ୨୩.୨୨% ଥିଲା, ଯାହାକି ଅନ୍ୟ ପଡ଼ୋଶୀ ଦେଶଗୁଡ଼ିକ ତୁଳନାରେ ସର୍ବାଧିକ। ଯୁବ ବେରୋଜଗାରି ହାର ପାକିସ୍ତାନରେ ୧୧.୩% ଥିବାବେଳେ…

8 months ago

ବାରବାଟୀ ଷ୍ଟାଡିୟମର ନବୀକରଣ କାର୍ଯ୍ୟ: ୨୭ରେ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ, ଯୋଗ ଦେବେ ଜୟ ଶାହା

କଟକ,୨୬।୨(ଶିଳ୍ପା ପ୍ରିୟଦର୍ଶିନୀ): ଆସନ୍ତା ୨୭ ତାରିଖରେ ଐତିହାସିକ କଟକ ବାରବାଟୀ ଷ୍ଟାଡିୟମର ନବୀକରଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଭାସୀ ମାଧ୍ୟମରେ ଏହାର…

8 months ago

ଆମେ ୩୧ ହଜାର ସୈନିକଙ୍କୁ ହରାଇଛୁ: ୨ ବର୍ଷର ଯୁଦ୍ଧକୁ ନେଇ ମୁହଁ ଖୋଲିଲେ ଜେଲେନସ୍କି

କିଭ୍‌,୨୬।୨: ରୁଷିଆ-ୟୁକ୍ରେନ ଯୁଦ୍ଧର ଦୁଇ ବର୍ଷ ବିତିଗଲାଣି । ଏହି ଦୁଇ ଦେଶ ମଧ୍ୟରେ ଯୁଦ୍ଧ ୨୪ ଫେବୃଆରୀ ୨୦୨୨ରେ ଆରମ୍ଭ ହୋଇଥିଲା, ଯାହା ଏବେବି ଜାରି…

8 months ago

ବିଜୁବାବୁଙ୍କ ପ୍ରତିମୂର୍ତ୍ତିରୁ ମୁଣ୍ଡ ଅଲଗା କଲେ ଦୁର୍ବୃତ୍ତ, ବିଜେଡି ପକ୍ଷରୁ ଥାନାରେ ଅଭିଯୋଗ

ରଣପୁର,୨୬।୨(ସୁକାନ୍ତ କିଶୋର ଡାକୁଆ): ନୟାଗଡ଼ ଜିଲା ରଣପୁର ଏନ୍‌ଏସି ଅନ୍ତର୍ଗତ ମା’ ମଣିନାଗ ପୀଠ ନିକଟସ୍ଥ କଲ୍ୟାଣ ମଣ୍ଡପ ପରିସରରେ ପ୍ରବାଦପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତି ଥିଲା।…

8 months ago

ଆପାର୍ଟମେଣ୍ଟରୁ ଚୋରି ରୋକିବାକୁ ବ୍ଲୁପ୍ରିଣ୍ଟ୍‌

ଭୁବନେଶ୍ୱର,୨୬।୨(ସତ୍ୟଜିତ୍‌ ରାଉତ):ରାଜଧାନୀର ଆପାର୍ଟମେଣ୍ଟଗୁଡିକରେ ଚୋରି ରୋକିବାକୁ କମିଶନରେଟ ପୋଲିସ ବ୍ଲୁପ୍ରିଣ୍ଟ୍‌ ପ୍ରସ୍ତୁତ କରୁଛି। ଏଥିପାଇଁ କମିଶନରେଟ ପୋଲିସ ମୁଖ୍ୟାଳୟରେ ଚାଲିଥିବା ଦୁଇଦିନିଆ ବୈଠକ ରବିବାର ଶେଷ ହୋଇଛି।…

8 months ago

ଧରାପଡ଼ିବା ପରେ ବି କାର୍ଯ୍ୟାନୁଷ୍ଠାନ ନାହିଁ, ଏଆଇ ଧରୁଛି ମାଟ୍ରିକ ତ୍ରୁଟି

ଭୁବନେଶ୍ୱର, ୨୬।୨(ଅସମାପିକା ସାହୁ): ପ୍ରତିବର୍ଷ ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଭାଇରାଲ, ଲିକ୍‌, ବିଭ୍ରାଟ ଘଟଣା ସୋସିଆଲ ମିଡିଆରେ ଘୂରିବୁଲେ। ମାତ୍ର ତାହାର ସତ୍ୟାସତ୍ୟ ଧରାପଡ଼େ ନାହିଁ କି…

8 months ago