Home Middle

ଝିଅପୁଅଙ୍କୁ ନୋମିନି କରିପାରିବେ ମହିଳା କର୍ମଚାରୀ

ନୂଆଦିଲ୍ଲୀ,୩୦।୧(ପି.ଟି.): ପରିବାର ପେନ୍‌ସନ ପାଇଁ ଜଣେ ମହିଳା କର୍ମଚାରୀ ତାଙ୍କ ସ୍ବାମୀଙ୍କ ପରିବର୍ତ୍ତେ ଝିଅ କିମ୍ବା ପୁଅଙ୍କୁ ନୋମିନି କରିପାରିବେ। କେନ୍ଦ୍ର ସରକାର ଏନେଇ ଏକ ଐତିହାସିକ ନିଷ୍ପତ୍ତି…

9 months ago

ଜୋର୍ଡାନ ପରେ ଏବେ ସିରିଆରେ ଆମେରିକା ସେନା ବିରୋଧରେ ରକେଟ ଆକ୍ରମଣ

ଓ୍ବାଶିଂଟନ,୩୦।୧: ଜୋର୍ଡାନ ପରେ ସିରିଆରେ ଆମେରିକା ଏବଂ ଏହାର ସହଯୋଗୀ ବାହିନୀ ଉପରେ ରକେଟ ଆକ୍ରମଣ ହୋଇଛି। ଆମେରିକାର ପ୍ରତିରକ୍ଷା ଅଧିକାରୀ କହିଛନ୍ତି ଯେ ସିରିଆରେ ଆମେରିକୀୟ…

9 months ago

ଉତ୍ତର ପ୍ରଦେଶ ସମେତ ୧୫ ରାଜ୍ୟର ୫୬ ଆସନ ପାଇଁ ଫେବୃଆରୀ ୨୭ରେ ନିର୍ବାଚନ

ନୂଆଦିଲ୍ଲୀ,୩୦।୧:ନିର୍ବାଚନ କମିଶନ ୧୫ ଟି ରାଜ୍ୟରେ ୫୬ ଟି ରାଜ୍ୟ ସଭା ଆସନ ପାଇଁ ନିବର୍ର୍ାଚନ ସୂଚୀ ପ୍ରକାଶ କରିଛନ୍ତି। ଏଥିମଧ୍ୟରୁ ସର୍ବାଧିକ ୧୦ ଟି ଆସନ…

9 months ago

ରାହୁଲଙ୍କ ଏହି ପଦିଏ କଥା ନୀତୀଶଙ୍କୁ ଲାଗିଥିଲା ଖରାପ, ସେହି ଦିନ ହିଁ ଇଣ୍ଡିଆ ମେଣ୍ଟ ଛାଡିବାକୁ ନେଇଥିଲେ ନିଷ୍ପତ୍ତି

ପାଟନା,୨୯।୧: ବିହାର ରାଜନୀତି ଏହି କିଛି ଦିନ ହେବ ଚର୍ଚ୍ଚାରେ ରହିଛି। ରବିବାର ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇ ପୁଣିଥରେ ଭାଜପାରେ ଯୋଗ ଦେଇ୯ମ…

9 months ago

ନରେନ୍ଦ୍ର ମୋଦି ଯଦି ପୁଣି ପ୍ରଧାନମନ୍ତ୍ରୀ ହୁଅନ୍ତି, ତେବେ ଏହା ଦେଶର ଶେଷ ନିର୍ବାଚନ ହେବ: ଖାର୍ଗେ

ନୂଆଦିଲ୍ଲୀ,୨୯।୧: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଆଶଙ୍କା ବ୍ୟକ୍ତ କରିଛନ୍ତି ଯେ ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁନର୍ବାର ଜିତନ୍ତି ତେବେ ଏହା ଦେଶର ଶେଷ…

9 months ago

ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଭାରତକୁ ଡବଲ୍‌ ଝଟ୍‌କା: ଦଳରୁ ବାଦ୍‌ ପଡ଼ିଲେ ୨ ଗୁରୁତ୍ୱପୂର୍ଣ୍ଣ ଖେଳାଳି

ନୂଆଦିଲ୍ଲୀ,୨୯।୧: ହାଇଦ୍ରାବାଦରେ ପରାଜୟ ପରେ ଟିମ ଇଣ୍ଡିଆକୁ ଡବଲ୍‌ ଝଟକା ଲାଗିଛି। ବିଶାଖାପାଟନମରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟେଷ୍ଟରୁ ଷ୍ଟାର ଅଲରାଉଣ୍ଡର ରବିନ୍ଦ୍ର ଜେଜା ଏବଂ ମିଡିଲ…

9 months ago

ବାଜିମାରିଲା ଓଡ଼ିଶା ପ୍ରଜ୍ଞାପନ ମେଢ଼: ଦିଲ୍ଲୀ ପରେଡରେ ଅଧିକାର କଲା ପ୍ରଥମ ସ୍ଥାନ

ନୂଆଦିଲ୍ଲୀ,୨୬।୧: ଗତ ସାଧାରଣତନ୍ତ୍ର ଦିବସରେ ଦିଲ୍ଲୀର କର୍ତ୍ତବ୍ୟପଥରେ ଗଡିଥିବା ଓଡ଼ିଶାର ପ୍ରଜ୍ଞାପନ ମେଢ଼(ଟାବ୍ଲୋ) ପ୍ରଥମ ସ୍ଥାନ ହାସଲ କରିଛି। ରାଜ୍ୟ ସରକାର ବିକଶିତ ଭାରତ ଉପରେ ପ୍ରଜ୍ଞାପନ…

9 months ago

ଚାଇନାର ଶେୟାର ବଜାର ଭୁଶୁଡ଼ିବାରେ ଲାଗିଛି…

ବେଜିଂ,୨୯।୧ : ୨୦୨୧ ଠାରୁ ଆରମ୍ଭ ହୋଇଥିବା ଚାଇନାର ଷ୍ଟକ ମାର୍କେଟର ଅବନତି ଜାରି ରହିଛି। ଏହି ହ୍ରାସକୁ ରୋକିବା ପାଇଁ ଚାଇନା ସରକାର କରିଥିବା ସମସ୍ତ…

9 months ago

୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ଫେବୃଆରୀ ୨୭ରେ ମତଦାନ…

ନୂଆଦିଲ୍ଲୀ,୨୯।୧ : ଫେବୃଆରୀ ୨୭ ରେ ଦେଶର ୧୫ ରାଜ୍ୟର ୫୬ ରାଜ୍ୟସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନଙ୍କ ପକ୍ଷରୁ ବିଜ୍ଞପ୍ତି…

9 months ago

ଦୁନିଆର ସବୁଠୁ ବଡ଼ କମ୍ପାନୀ ବିକିବ ଚାଇନା

ବେଜିଂ,୨୯ା୧: ଚାଇନା ଉପରେ ଏକ ଦୁଃଖର ପାହାଡ଼ ପଡ଼ିଛି। ପ୍ରଥମେ ଷ୍ଟକ୍‌ ମାର୍କେଟରେ ଦ୍ରୁତ ହ୍ରାସ ହେତୁ କୋଟି କୋଟି ଟଙ୍କା ନିବେଶକ ନଷ୍ଟ ହେଲା। ବର୍ତ୍ତମାନ…

9 months ago

Pariksha Pe Charcha 2024: ପିଲାଙ୍କ ରିପୋର୍ଟ କାର୍ଡକୁ ଭିଜିଟିଂ କାର୍ଡ.ନ କରନ୍ତୁ, କହିଲେ ମୋଦି…

ନୂଆଦିଲ୍ଲୀ,୨୯।୧ : ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଲାମାନଙ୍କୁ ପରୀକ୍ଷା ଚାପରୁ ମୁକ୍ତି ପାଇବାକୁ ପରାମର୍ଶ ଦେଇଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

9 months ago

ଖାଲି ପଡିଥିବା ଓଡ଼ିଶାର ୩ ରାଜ୍ୟ ସଭା ଆସନ ପାଇଁ ତାରିଖ ଘୋଷଣା

ଭୁବନେଶ୍ୱର,୨୯।୧: ଓଡ଼ିଶାର ଖାଲି ପଡିଥିବା ୩ ରାଜ୍ୟ ସଭା ଆସନ ପାଇଁ ନିର୍ବାଚନ ପାଇଁ ସୋମବାର ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ନିର୍ବାଚନ ପାଇଁ ଫେବ୍ରୁଆରୀ…

9 months ago