Home Middle

ରାଷ୍ଟ୍ରପତିଙ୍କ ପାଖକୁ ପୁନଃ ଗୃହୀତ ବିଲ୍‌ ପଠାଇପାରିବେନି ରାଜ୍ୟପାଳ

ନୂଆଦିଲ୍ଲୀ,୨ା୧୨(ପି.ଟି.): ଜଣେ ରାଜ୍ୟପାଳ ରାଜ୍ୟ ବିଧାନସଭାରେ ପୁନଃ ଗୃହୀତ ବିଲ୍‌କୁ ରାଷ୍ଟ୍ରପତିଙ୍କ ନିକଟକୁ ଅନୁମୋଦନ ପାଇଁ ପଠାଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଏଥିସହ ୧୦…

11 months ago

ଭାରତ ସିରିଜ ବିଜୟୀ: ଅଷ୍ଟ୍ରେଲିଆକୁ ୨୦ ରନରେ ହରାଇଲା

ରାୟପୁର, ୧।୧୨: ରାୟପୁରର ଶହୀଦ ବୀର ନାରାୟଣ ସିଂ ଇଷ୍ଟରନ୍ୟାଶନାଲ ଷ୍ଟାଡିୟମରେ ଶୁକ୍ରବାର ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଚତୁର୍ଥ ଟି୨୦ କ୍ରିକେଟ ମ୍ୟାଚ ଅନୁଷ୍ଠିତ ହୋଇଛି।…

11 months ago

୨୦ଲକ୍ଷ ଟଙ୍କା ଲାଞ୍ଚ ନେବାବେଳେ ଧରାପଡିଲେ ଇଡି ଅଧିକାରୀ

ଚେନ୍ନାଇ,୧।୧୨: ଲାଞ୍ଚ ନେବାବେଳେ ଧରା ପଡିଛନ୍ତି ଜଣେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର(ଇଡି) ଅଧିକାରୀ। ତାମିଲନାଡୁରେ କଥିତ ରୂପେ ଲାଞ୍ଚ ନେବାବେଳେ ଜଣେ ଇଡି ଅଧିକାରୀ ଧରାପଡିଛନ୍ତି। ତାମିଲନାଡୁର ସରକାରୀ…

11 months ago

ବଦଳିଲା ମିଜୋରାମ ବିଧାନସଭା ନିର୍ବାଚନ ଫଳାଫଳର ତାରିଖ, ନୂଆ ତାରିଖ ଘୋଷଣା କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧।୧୨: ଆଉ ଦିନକ ପରେ ବିଧାନସଭା ନିର୍ବାଚନର ଫଳାଫଳ ଘୋଷଣା ହେବ। କିଏ ବାଜିମାତ୍‌ କଲା ଆଉ କିଏ ଧରାଶାୟୀ ହେଲା ଜଣାପଡିବ। ନଭେମ୍ବର ୩୦ରେ ତେଲଙ୍ଗାନା…

11 months ago

ୟୁସିସି ଲାଗୁ କରିବା ନେଇ କେନ୍ଦ୍ରକୁ ଦେଇ ପାରିବେନି ନିର୍ଦ୍ଦେଶ, ଯାଚିକା ଖାରଜ କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧।୧୨: ସମାନ ନାଗରିକ ସଂହିତା ଲାଗୁ କରିବା ନେଇ ଦାଖଲ କରାଯାଇଥିବା ଯାଚିକାକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଛନ୍ତି। ଏହି ମାମଲାର ଶୁଣାଣି କରି କୋର୍ଟ କହିଛନ୍ତି,…

11 months ago

୫ ବର୍ଷ ପୂର୍ବେ ହୋଇଯାଇଥିଲେ ଛାଡ଼ପତ୍ର: ହେଲେ ସ୍ବାମୀଙ୍କ ହୋଇଛି ହୃଦଘାତ, ତା’ପରେ…

ଗାଜିଆବାଦ,୧।୧୨: କୁହାଯାଏ ସ୍ବାମୀ-ସ୍ତ୍ରୀ ଗୋଟିଏ ମୁଦ୍ରାର ଦୁଇ ପାର୍ଶ୍ୱ ପରି। ଦୁଇ ଜଣଙ୍କ ଭିତରେ କେବେକେବେ ବୁଝାମଣା ବାଟବଣା ହେଲେ ବି ସମୟ ଆସିଲେ ପରସ୍ପର ପରସ୍ପର…

11 months ago

ମନକଥା କହିଲେ ରାହୁଲ ଗାନ୍ଧୀ, ଲେଖକ ହେବାର ଇଛା ଥିଲା ହେଲେ…

କନ୍ନୁର,୧।୧୨:କଂଗ୍ରେସ ଏମପି ରାହୁଲ ଗାନ୍ଧୀ କେରଳର କନ୍ନୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଯୋଗଦେଇ ନିଜ ମନକଥା ପ୍ରକାଶ କରିଛନ୍ତି। ସେ କହିଛନ୍ତି, ମୁଁ ଲେଖକ ହେବାକୁ ଚାହୁଁଥିଲି।…

11 months ago

ରୋଗୀ ପରିବର୍ତ୍ତେ ଆମ୍ବୁଲାନ୍ସରେ ହସ୍ପିଟାଲ ଯାଉଛି ମାଛ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୧୨: ଆମ୍ବୁଲାନ୍ସକୁ ଜରୁରୀକାଳୀନ ସେବା ପାଇଁ ନିୟୋଜିତ କରାଯାଇଥାଏ। ଗୁରୁତର ଅବସ୍ଥାରେ ଥିବା ରୋଗୀଙ୍କୁ ଯଥାଶୀଘ୍ର ହସ୍ପିଟାଲ ପହଞ୍ଚାଇବା କାମ ଆମ୍ବୁଲାନ୍ସ କରିଥାଏ। ତେବେ ରୋଗୀ ପରିବର୍ତ୍ତେ…

11 months ago

୬୨ବର୍ଷ ପରେ ଜାଣିଲେ ଦେଶର ନାଗରିକ ନୁହଁନ୍ତି, ଏବେ କୋର୍ଟ ଧାଉଁଛନ୍ତି ଡାକ୍ତର…

ଓ୍ବାଶିଂଟନ୍‌,୧।୧୨: ଆମେରିକାର ଉତ୍ତର ଭର୍ଜିନିଆରେ ଆଶ୍ଚର୍ଯ୍ୟ କରିଦେବା ଘଟଣା ସାମ୍ନାକୁ ଆସିଛି। ଏଠାରେ ରହୁଥିବା ଜଣେ ଡାକ୍ତର ଦୀର୍ଘ ୬୨ବର୍ଷ ପରେ ଦେଶର ନାଗରିକ ନୁହଁନ୍ତି ବୋଲି…

11 months ago

ମହିଳା ଜନ୍ମ କରନ୍ତୁ ୮ଟି ଲେଖାଏଁ ଶିଶୁ: ପୁଟିନ

ମସ୍କୋ,୧।୧୨: ଋଷିଆ-ୟୁକ୍ରେନ ସଂଘର୍ଷକୁ ଦେଢ ବର୍ଷରୁ ଅଧିକ ପୁରିଥିବାବେଳେ ଏଥିରେ ୩ଲକ୍ଷର ଅଧିକ ଲୋକ ନିହତ ହୋଇଛନ୍ତି। ପ୍ରାୟ ୮ରୁ ୯ଲକ୍ଷ ଲୋକ ଦେଶ ଛାଡି ପଳାୟନ…

11 months ago

କପ-୨୮ ସମ୍ମିଳନୀରେ ସାମିଲ ହୋଇଥିବା ନେତା ଏକାଠି ଆସିଲେ ନଜର, କ୍ଲିକ କରାଗଲା ଫଟୋ

ନୂଆଦିଲ୍ଲୀ,୧।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ବିଳମ୍ବିତ ରାତିରେ ସଂଯୁକ୍ତ ରାଜ୍ୟ ଏମିରେଟ୍ସର ରାଜଧାନୀ ଦୁବାଇରେ ପହଞ୍ଚିଥିଲେ। ଏହି ସମୟ ମଧ୍ୟରେ ଭାରତୀୟ ସମ୍ପ୍ରଦାୟ ତାଙ୍କୁ ସ୍ବାଗତ…

11 months ago

ଅନ୍ଧାରରେ କେମିତି ଖେଳାଯିବ ଭାରତ-ଅଷ୍ଟ୍ରେଲିଆ ମ୍ୟାଚ୍‌: ଷ୍ଟାଡିୟମରେ ବିଦ୍ୟୁତ କାଟ୍‌

ରାୟପୁର,୧।୧୨: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଚାଲିଛି। ଏହି ସିରିଜର ଚତୁର୍ଥ ମ୍ୟାଚ ଆଜି ରାୟପୁରର କ୍ରିକେଟ ଷ୍ଟାଡିୟମରେ  ସନ୍ଧ୍ୟା…

11 months ago