Home Middle

ଗୋଟିଏ ବର୍ଷରେ ପ୍ରାୟ ୯୭ ହଜାର ଭାରତୀୟ ବେଆଇନ ଭାବେ ପହଞ୍ଚିଛନ୍ତି ଆମେରିକାରେ

ଓ୍ବାଶିଂଟନ,୩।୧୧: ଆମେରିକାର କଷ୍ଟମ ଏବଂ ସୀମା ସୁରକ୍ଷା ତଥ୍ୟ ଅନୁଯାୟୀ, ଅକ୍ଟୋବର ୨୦୨୨ ରୁ ସେପ୍ଟେମ୍ବର ୨୦୨୩ମଧ୍ୟରେ ୯୬,୯୧୭ ଭାରତୀୟ ବେଆଇନ ଭାବେ ଆମେରିକାରେ ପ୍ରବେଶ କରିଛନ୍ତି।…

12 months ago

ପୁରୁଷଙ୍କ ପାଖରେ କମୁଛି ପ୍ରଜନନ କ୍ଷମତା: ପ୍ରାୟ ୧୮ ପ୍ରତିଶତ ବୟସ୍କ ହୋଇପାରୁ ନାହାନ୍ତି ବାପା

ମେଲବର୍ନ,୩।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(ଡବ୍ଲୁଏଚଓ) ରିପୋର୍ଟ କହୁଛି ଯେ ଛଅ ଦଶନ୍ଧି ମଧ୍ୟରେ ବିଶ୍ୱର ମୋଟ ପ୍ରଜନନ ହାର (ଟିଏଫଆର) ୫.୩ ରୁ ମାତ୍ର ୨.୩କୁ ହ୍ରାସ…

12 months ago

‘ତୁମକୁ ବ୍ୟାଗରେ ପୁରାଇ ପଠାଇଦେବୁ’, ଇସ୍ରାଏଲ ସେନାଙ୍କୁ ଧମକାଇଲା ହମାସ

ଜେରୁଜେଲମ,୩।୧୧: ଲଗାତାର ୨୭ ଦିନ ଧରି ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଅକ୍ଟୋବର ୭ ରେ, ହମାସର ଯୋଦ୍ଧାମାନେ ହଠାତ୍‌ ଇସ୍ରାଏଲ ଉପରେ ଆକ୍ରମଣ…

12 months ago

ଅମିତ ଶାହାଙ୍କ ଉପରକୁ ଜୋତା ଫିଙ୍ଗିଲେ ଦିବ୍ୟାଙ୍ଗ ଯୁବକ

ନୂଆଦିଲ୍ଲୀ,୩।୧୧: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ହରିୟାଣାର କର୍ଣ୍ଣଲରେ ପହଞ୍ଚିଛନ୍ତି। ମୁଖ୍ୟ ଅତିଥି ଭାବରେ ଏଠାରେ ସେକ୍ଟର ୪ର ଦଶହରା ଗ୍ରାଉଣ୍ଡରେ ଆୟୋଜିତ ଆନ୍ତୋଦୟ ମହାସମ୍ମିଳନୀରେ…

12 months ago

ଚକ୍ରଧାରୀ ହେବେ ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି

କଟକ,୩ା୧୧(କାର୍ତ୍ତିକ ସାହୁ): ଓଡ଼ିଶା ହାଇକୋର୍ଟର ନୂତନ ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍‌ ଚକ୍ରଧାରୀ ଶରଣ ସିଂ ନିଯୁକ୍ତ ହେବେ। ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ଡି.ୱାଇ. ଚନ୍ଦ୍ରଚୁଡ଼, ବିଚାରପତି…

12 months ago

ଧୂଆଁମୟ ରାଜଧାନୀ: ସ୍କୁଲ ବନ୍ଦ

ନୂଆଦିଲ୍ଲୀ,୩।୧୧: ଦେଶର ରାଜଧାନୀ ଦିଲ୍ଲୀର ବାୟୁ କ୍ରମାଗତ ଭାବେ ଖରାପ ହେବାରେ ଲାଗିଛି। ଦିଲ୍ଲୀର ଅନେକ ଅଞ୍ଚଳରେ ଏୟାର କ୍ୱାଲିଟି ଇଣ୍ଡେକ୍ସ (ଏକ୍ୟୁଆଇ) ୪୨୨ରେ ପହଞ୍ଚିଛି। ଲୋକମାନେ…

12 months ago

ଦେଶର ସବୁଠୁ ବଡ଼ ଦାନବୀର: ଏତିକି ଟଙ୍କା ଦେଲେ ଦାନ

ନୂଆଦିଲ୍ଲୀ,୩।୧୧: ଦେଶର ଅଗ୍ରଣୀ ଆଇଟି କମ୍ପାନୀ ଏଚ୍‌ସିଏଲ୍‌ ଟେକ୍ନୋଲୋଜିର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଶିବ ନାଦର ସବୁଠାରୁ ବଡ ଦାନବୀର ଭାବରେ ଉଭା ହୋଇଛନ୍ତି। ୨୦୨୨-୨୩ ଆର୍ଥିକ…

12 months ago

୨୦୨୩ କ୍ରିକେଟ ବିଶ୍ୱକପ୍‌: ସେମିଫାଇନାଲରେ ପ୍ରଥମ ଦଳ ଭାବେ ସ୍ଥାନ ପକ୍କା କଲା ଭାରତ

ମୁମ୍ବାଇ,୨।୧୧: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ୨୦୨୩ କ୍ରିକେଟ ବିଶ୍ୱକପ୍‌ର ୩୩ତମ ମ୍ୟାଚ୍‌ରେ ଭାରତ ଉଭୟ ବ୍ୟାଟିଂ ଏବଂ ବୋଲିଂରେ ଚମତ୍କାର ପ୍ରଦର୍ଶନ କରି ୩୦୨…

12 months ago

ଶ୍ରୀଲଙ୍କା ଆଗରେ ୩୫୮ରନ୍‌ର ବିଶାଳ ଟାର୍ଗେଟ୍‌ ରଖିଲା ଭାରତ

ମୁମ୍ବାଇ,୨।୧୦: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମରେ ଖେଳାଯାଉଥିବା ୨୦୨୩ କ୍ରିକେଟ ବିଶ୍ୱକପ୍‌ର ୩୩ତମ ମ୍ୟାଚ୍‌ରେ ଶ୍ରୀଲଙ୍କା ଅଧିନାୟକ କୁଶଲ ମେଣ୍ଡିସ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି…

12 months ago

ଗାଜାରେ ଦିନକୁ ଦିନ ବୃଦ୍ଧି ପାଉଛି ଇସ୍ରାଏଲର ଆକ୍ରମଣ

ଜେରୁଜେଲମ୍‌,୨ା୧୧: ଇସ୍ରାଏଲ-ହମାସ୍‌ ମଧ୍ୟରେ ଚାଲିଥିବା ଯୁଦ୍ଧ ଆଜିକୁ ୨୭ ଦିନ ବିତିଲାଣି। ତଥାପି ଥମୁନି ଆକ୍ରମଣ। ଗାଜାରେ ଇସ୍ରାଏଲର ଆକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି।…

12 months ago

ଗାଜାର ଜବାଲିଆ କ୍ୟାମ୍ପରେ ଆକ୍ରମଣ ପରେ ହସ୍ପିଟାଲରେ ଜେନେରେଟର ସେବା ବନ୍ଦ

ଜେରୁଜେଲମ,୨।୧୧: ଇସ୍ରାଏଲ-ହମାସ ଯୁଦ୍ଧ ହେବାର ୨୭ ଦିନ ବିତିଗଲାଣି । ଗାଜାରେ ଇସ୍ରାଏଲର କାର୍ଯ୍ୟ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ହମାସକୁ ହଟାଇବା ପାଇଁ ଇସ୍ରାଏଲ…

12 months ago

ଯେଉଁଦିନ ନିର୍ବାଚନ ଫଳାଫଳ ଆସିବ ଜାଣିନି ମୁଁ ବାହାରେ ଥିବି କି ଜେଲ୍‌ରେ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨ା୧୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍‌ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗୁରୁବାର ଇଡି ପଚରାଉଚରା ପାଇଁ ଡକାଇଥିଲା। ଏହି ସମୟରେ ସେ ଇଡିରେ ହାଜର…

12 months ago