Home Middle

ପି-୨୦ ସମ୍ମିଳନୀକୁ ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୧୦: ‘ପାର୍ଲାମେଣ୍ଟ-୨୦’ ଶିଖର ସମ୍ମିଳନୀ ଅର୍ଥାତ୍‌ ପି-୨୦ ଭାରତରେ ଆୟୋଜିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି  ପି -୨୦କୁ ଉଦ୍‌ଘାଟନ କରି ଦେଶର ନେତାମାନଙ୍କୁ ସମ୍ବୋଧିତ କରିଛନ୍ତି।…

1 year ago

ଶାଳୀନ ପୋଷାକ ପିନ୍ଧିବେ ଭକ୍ତ: ସମସ୍ତ ନିଯୋଗ, ପ୍ରଶାସନ, ହୋଟେଲକୁ ଚିଠି ଲେଖିଲା ଶ୍ରୀମନ୍ଦିର ପ୍ରଶାସନ

ପୁରୀ, ୧୩ା୧୦(ଅଜିତ ମହାନ୍ତି): ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ଆସୁଥିବା ଭକ୍ତମାନେ ଶାଳୀନତାପୂର୍ଣ୍ଣ ପୋଷାକ ପରିଧାନ ପ୍ରସଙ୍ଗରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ…

1 year ago

ଆଫଗାନିସ୍ତାନରେ ପୁଣି ଭୂକମ୍ପ…

କାବୁଲ,୧୩।୧୦: ଆଫଗାନିସ୍ତାନରେ ପୁଣି ଥରେ ଭୂକମ୍ପ ଅନୁଭୂତ ହୋଇଛି। ଏକ ସପ୍ତାହ ମଧ୍ୟରେ ଦାରିଦ୍ର୍ୟର ଶିକାର ହୋଇଥିବା ଦେଶରେ ଏହା ହେଉଛି ଦ୍ୱିତୀୟ ଭୂକମ୍ପ। ନ୍ୟାଶନାଲ ସେଣ୍ଟର…

1 year ago

ଇସ୍ରାଏଲ୍‌ରୁ ଆସିଲା ଲୋମଟାଙ୍କୁରା ଦୃଶ୍ୟ: ଶିଶୁଙ୍କୁ ଗୁଳି କରି ଜାଳିଦେଲେ

ଜେରୁଜେଲମ,୧୩।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ହେବାର ୬ ଦିନ ବିତିଗଲାଣି। ଯୁଦ୍ଧ ମଧ୍ୟରେ ଇସ୍ରାଏଲ ପ୍ରଧାନମନ୍ତ୍ରୀ ନେତାନ୍ୟାହୁଙ୍କ କାର୍ଯ୍ୟାଳୟ ଏକ ଫଟୋ ଜାରି କରିଛି।…

1 year ago

ସବୁକିଛି ବହୁତ ଭୟାନକ, ଆମେ ଇସ୍ରାଏଲ ସହ ଅଛୁ: ଆମେରିକାର ବୈଦେଶିକ ମନ୍ତ୍ରୀ

ଜେରୁଜେଲମ,୧୩।୧୦: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଯୁଦ୍ଧ ଚାଲିଛି। ଏହି ଯୁଦ୍ଧରେ ଇସ୍ରାଏଲ ସହିତ ଛିଡା ହୋଇଛି ଆମେରିକା। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଇସ୍ରାଏଲରେ…

1 year ago

୧୦ ମାସର ଯମଜ ସନ୍ତାନଙ୍କୁ ରକ୍ଷା କରିବା ପାଇଁ ହମାସ ଆକ୍ରମଣକାରୀଙ୍କ ସହ ଲଢିଲେ ମା’-ବାପା: ଶେଷରେ…

ଜେରୁଜେଲମ,୧୩।୧୦: ନିଜ ସନ୍ତାନଙ୍କୁ ରକ୍ଷା କରିବା ପାଇଁ ମା’-ବାପା ସବୁକିଛି କରିପାରନ୍ତି। ଏହାର ନିଚ୍ଛକ ଉଦାହରଣ ଇସ୍ରାଏଲ-ହମାସ ଯୁଦ୍ଧରେ ଦେଖିବାକୁ ମିଳିଛି। ୧୦ ମାସର ଯମଜ ସନ୍ତାନଙ୍କୁ…

1 year ago

ଫେରିଲା ମୌସୁମୀ

ଭୁବନେଶ୍ୱର,୧୩।୧୦(ଅନିଲ ଦାସ): ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ରାଜ୍ୟରୁ ଫେରିବା ଆରମ୍ଭ କରିଛି। ଗୁରୁବାର ଓଡ଼ିଶାର କିଛି ଅଂଶରୁ ମୌସୁମୀ ଅପସରିଯାଇଛି ବୋଲି ଭାରତୀୟ ପାଣିପାଗ ବିଭାଗ…

1 year ago

ଇସ୍ରାଏଲ୍‌ରୁ ଫେରିଲେ ୨୧୨ ଭାରତୀୟ: ମୋଦି ସରକାରଙ୍କୁ ଦେଲେ ଧନ୍ୟବାଦ

ନୂଆଦିଲ୍ଲୀ,୧୩।୧୦: ଇସ୍ରାଏଲରେ ଫସି ରହିଥିବା ଭାରତୀୟମାନଙ୍କର ପ୍ରଥମ ବ୍ୟାଚ ସ୍ବତନ୍ତ୍ର ବିମାନ ଯୋଗେ ନୂଆଦିଲ୍ଲୀରେ ପହଞ୍ଚିଛି। ପ୍ରଥମ ବ୍ୟାଚରେ ମହିଳା, ବୃଦ୍ଧ ଏବଂ ଶିଶୁଙ୍କ ସମେତ ମୋଟ…

1 year ago

ଦେଶରେ ଘୃଣାକୁ ପ୍ରୋତ୍ସାହିତ କରିବାରେ ମେଟା ଦୋଷୀ, ଜୁକରବର୍ଗଙ୍କୁ ପତ୍ର ଲେଖିଲା ‘ଇଣ୍ଡିଆ’ ମେଣ୍ଟ

ନୂଆଦିଲ୍ଲୀ,୧୨।୧୦: ବିରୋଧୀ ଦଳର ମେଣ୍ଟ ‘ଇଣ୍ଡିଆ’ ଫେସବୁକ ପ୍ରତିଷ୍ଠାତା ମାର୍କ ଜୁକରବର୍ଗଙ୍କୁ ଗୁରୁବାର ଏକ ଚିଠି ଲେଖିଛି। ଏହି ଚିଠିକୁ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋସିଆଲ…

1 year ago

ଚନ୍ଦ୍ରବାବୁ ନାଇଡୁଙ୍କ ଅଡୁଆ ବଢିଲା

ଅମରାବତୀ,୧୨।୧୦: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁଙ୍କୁ ଏସିବି କୋର୍ଟରେ ସୋମବାର ଅର୍ଥାତ୍‌ ଅକ୍ଟୋବର ୧୬ରେ ଫାଇବରନେଟ ସ୍କାମ ମାମଲାରେ ହାଜର କରାଯିବ। ଫାଇବରନେଟ ସ୍କାମ ମାମଲାରେ…

1 year ago

ଅଷ୍ଟ୍ରେଲିଆକୁ ହରାଇ ଦକ୍ଷିଣ ଆଫ୍ରିକାର ଦ୍ୱିତୀୟ ବିଜୟ

ଲକ୍ଷ୍ନୌ,୧୨।୧୦: ଲକ୍ଷ୍ନୌର ଇକାନା କ୍ରିକେଟ ଷ୍ଟାଡ଼ିୟମରେ ଖେଳାଯାଇଥିବା ୨୦୨୩ ବିଶ୍ୱକପ୍‌ର ଗୁରୁବାର ଦଶମ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ୧୩୪ ରନ୍‌ରେ ବିଜୟୀ ହୋଇ ପଏଣ୍ଟ ଟେବୁଲର ଶୀର୍ଷରେ…

1 year ago

‘ସେ ପର୍ଯ୍ୟନ୍ତ ପାଣି ମିଳିବନି ଯେ ପର୍ଯ୍ୟନ୍ତ…’, ଗାଜାକୁ ଇସ୍ରାଏଲର ଚେତାବନୀ

ଜେରୁଜେଲମ,୧୨।୧୦: ହମାସ ସହିତ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ବନ୍ଦୀମାନଙ୍କୁ ମୁକ୍ତ କରିବା ପାଇଁ ଏକ ନୂତନ ରଣନୀତି ଆପଣେଇଛି। ଇସ୍ରାଏଲ ସ୍ପଷ୍ଟ କରିଛି ଯେ, ଯେ…

1 year ago