Home Middle

ମଣିପୁରରେ ପୁଣି ହିଂସାକାଣ୍ଡ: ୨ ମୃତ, ୫୦ ଆହତ

ଗୁଆହାଟୀ,୯।୯: ମଣିପୁରର ଟେଙ୍ଗନୌପାଲ ଓ କାକଚିଂ ଜିଲାରେ ଶୁକ୍ରବାର ପୁଣି ହିଂସାକାଣ୍ଡ ଘଟିଛି। ଏଥିରେ ୨ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୫୦ ଜଣ ଆହତ ହୋଇଛନ୍ତି। ଶୁକ୍ରବାର ସକାଳୁ…

1 year ago

ଜି୨୦ରେ ବିଶ୍ୱନେତା

ନୂଆଦିଲ୍ଲୀ,୯ା୯: ଭାରତ ଅଧ୍ୟକ୍ଷତା କରୁଥିବା ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ବ୍ରିଟେନ୍‌ ପ୍ରଧାନମନ୍ତ୍ରୀ ଋଷି ସୁନକ୍‌ଙ୍କ ସମେତ ଅନେକ ବିଶ୍ୱନେତା ନୂଆଦିଲ୍ଲୀରେ…

1 year ago

ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ ଗିରଫ

ଅମରାବତୀ,୯।୯: ତେଲୁଗୁ ଦେଶମ ପାର୍ଟି (ଟିଡିପି) ମୁଖ୍ୟ ତଥା ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏନ ଚନ୍ଦ୍ରବାବୁ ନାଇଡୁଙ୍କୁ ଗିରଫ କରାଯାଇଛି। ଟିଡିପି ଏ ବିଷୟରେ ସୂଚନା ଦେଇଛି।…

1 year ago

ବିଶ୍ୱ ମଙ୍ଗଳ ପାଇଁ ବନ୍ଧୁତା

ନୂଆଦିଲ୍ଲୀ,୯ା୯: ବିଶ୍ୱ ମଙ୍ଗଳ ପାଇଁ ଭାରତ-ଆମେରିକା ବନ୍ଧୁତା ବଡ଼ ଭୂମିକା ନେବ ବୋଲି ୨ ଦିନିଆ ଜି୨୦ ସମ୍ମିଳନୀରେ ଯୋଗଦେବା ପାଇଁ ନୂଆଦିଲ୍ଲୀ ଗସ୍ତରେ ଥିବା ଆମେରିକା…

1 year ago

ଉପନିର୍ବାଚନ: ଆଇ.ଏନ.ଡି.ଆଇ.ଏ ହାତେଇଲା ୪, ଭାଜପାକୁ ମିଳିଲା ୩

ନୂଆଦିଲ୍ଲୀ,୮।୯: ଦେଶରେ ୬ଟି ରାଜ୍ୟର ୭ଟି ବିଧାନସଭା ଆସନରେ ହୋଇଥିବା ଉପ ନିର୍ବାଚନ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ୭ ବିଧାନସଭା ଆସନରୁ ବିରୋଧୀ ମେଣ୍ଟ ୪…

1 year ago

ଶସ୍ତା ହେଲା ସୋଲା, ମସୁର ଡାଲି

ନୂଆଦିଲ୍ଲୀ,୮।୯: ଭାରତ ସୋଲା, ମସୁର ଡାଲି ଓ ସେଓ ସମେତ ୬ଟି ଆମେରିକୀୟ ଉତ୍ପାଦ ଉପରେ ଅତିରିକ୍ତ ଟିକସ ହଟାଇ ଦେଇଛି। ବର୍ତ୍ତମାନ ଏହି ଜିନିଷଗୁଡ଼ିକ ଶସ୍ତା…

1 year ago

କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ ସିଇଓ ଉଦୟ କୋଟାକ୍‌ଙ୍କ ଇସ୍ତଫା: ଦୀପକ ଗୁପ୍ତାଙ୍କୁ ନିଯୁକ୍ତି କଲା ଆରବିଆଇ

ନୂଆଦିଲ୍ଲୀ,୮।୯: କୋଟାକ୍‌ ମହିନ୍ଦ୍ରା ବ୍ୟାଙ୍କ୍‌ ସିଇଓ ଉଦୟ କୋଟାକ୍‌ଙ୍କ ଇସ୍ତଫା ପରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆ (ଆରବିଆଇ) ମଧ୍ୟବର୍ତ୍ତୀ ପରିଚାଳନା ନିର୍ଦ୍ଦେଶକ ତଥା ମୁଖ୍ୟ କାର୍ଯ୍ୟନିର୍ବାହୀ…

1 year ago

ଆଧାର ଅପଡେଟ୍‌ କରିବାର ସମୟସୀମା ୩ମାସ ବୃଦ୍ଧି

ନୂଆଦିଲ୍ଲୀ,୮।୯: ୟୁନିକ ଆଇଡେଣ୍ଟିଫିକେସନ ଅଥରିଟି ଅଫ ଇଣ୍ଡିଆ (ୟୁଆଇଡିଏଆଇ) ଆଧାରକୁ ଅପଡେଟ୍‌ କରିବାର ସମୟସୀମା ଆଉ ତିନିମାସକୁ ବୃଦ୍ଧି କରିଛି। ଅପଡେଟ୍‌ କରିବାର ସମୟସୀମା ସେପ୍ଟେମ୍ବର ୧୪…

1 year ago

ଦିଲ୍ଲୀରେ ବାଇଡେନ

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀ ବୈଠକ ପାଇଁ ବିଭିନ୍ନ ଦେଶର ପ୍ରମୁଖ ନେତା ଦିଲ୍ଲୀରେ ପହଞ୍ଚି ସାରିଛନ୍ତି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ସଂଧ୍ୟାରେ ଆମେରିକା ରାଷ୍ଟ୍ରପତି ଜୋ…

1 year ago

ମାଳଦ୍ୱୀପ ରାଷ୍ଟ୍ରପତି ନିର୍ବାଚନ: ରାଜନୈତିକ ପ୍ରସଙ୍ଗ ‘ଭାରତ’

ମାଲେ,୮।୯: ହିନ୍ଦ୍‌ ମହାସାଗରସ୍ଥିତ ମାଳଦ୍ୱୀପରେ ରାଷ୍ଟ୍ରପତି ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ଶନିବାର ଅନୁଷ୍ଠିତ ହେବ। ଏହା ପୂର୍ବରୁ ପ୍ରଚାର ପ୍ରସ୍ତୁତି ଶେଷ ହୋଇଛି। ସମସ୍ତ ପ୍ରାର୍ଥୀ…

1 year ago

ଜି-୨୦: ଦିଲ୍ଲୀରେ ପହଞ୍ଚିଲେ ଏହି ସବୁ ଦେଶର ପ୍ରମୁଖ ଅତିଥି

ନୂଆଦିଲ୍ଲୀ,୮।୯: ଜି-୨୦ ଶିଖର ସମ୍ମିଳନୀରେ ଯୋଗଦେବାକୁ ୩୦ଦେଶର ରାଷ୍ଟ୍ର ମୁଖ୍ୟଙ୍କ ସହ ବଡ ବଡ ଅଧିକାରୀଙ୍କୁ ନିମନ୍ତ୍ରଣ କରାଯାଇଛି। ବ୍ରିଟେନ ପ୍ରଧାନମନ୍ତ୍ରୀ ଋଷି ସୁନକଙ୍କ ପରେ ଜାପାନ…

1 year ago

ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀ ଆବୁ କାସିମଙ୍କୁ ପାକିସ୍ତାନରେ ହତ୍ୟା

ଇସଲାମବାଦ,ନୂଆଦିଲ୍ଲୀ,୮।୯: ଭାରତର ମୋଷ୍ଟ ଓ୍ବାଣ୍ଟେଡ ଆତଙ୍କବାଦୀଙ୍କ ଗୋଟିକ ପରେ ଗୋଟିଏ ପାକିସ୍ତାନରେ କରାଯାଉଛି ହତ୍ୟା। ଏହି ଆତଙ୍କବାଦୀଙ୍କୁ ଅଜ୍ଞାତ ବନ୍ଧୁକଧାରୀମାନେ ହତ୍ୟା କରୁଛନ୍ତି। ଯାହାକୁ ପାକିସ୍ତାନୀ ପୋଲିସ…

1 year ago