Home Middle

ସୌର ପ୍ୟାନେଲ ଦ୍ୱାରା ଚାର୍ଜ ହେଉଛି ପ୍ରଜ୍ଞାନ, ଭିଡିଓ ଜାରି କଲା ଇସ୍ରୋ

ନୂଆଦିଲ୍ଲୀ,୨୫।୮: ଚନ୍ଦ୍ରପୃଷ୍ଠରେ ଚହଳ ପକାଇଛି ଭାରତର ବିକ୍ରମ। ଚନ୍ଦ୍ରାବତରଣ କରିଛି ଚନ୍ଦ୍ରାୟାନ ୩। ତେବେ ଲ୍ୟାଣ୍ଡିଂର ଭିଡିଓ ଟୁଇଟ୍‌ କରିବା ପରେ ଇସ୍ରୋ ରୋଭର ପ୍ରଜ୍ଞାନର ଏକ…

1 year ago

ଆମେରକାରେ ଗୃହଯୁଦ୍ଧରେ ହୋଇଥିବା ନରସଂହାରରେ ଦୋଷୀ କର୍ଣ୍ଣେଲଙ୍କୁ ୨୦ବର୍ଷର ଦଣ୍ଡ ଶୁଣାଇଲେ ବିଚାରପତି

ଓ୍ବାଶିଂଟନ୍‌,୨୫।୮: ପ୍ରାୟ ୪୦ ବର୍ଷ ପୂର୍ବେ ଗୃହଯୁଦ୍ଧରେ ୨୫ଜଣ ଆଦିବାସୀଙ୍କୁ ହତ୍ୟା କରିଥିଲେ ଅବସରପ୍ରାପ୍ତ ଗୁଆଟେମାଲା କର୍ଣ୍ଣେଲ ଜୁଆନ ଓଭାଲେ ସାଲାଜର। ଏନେଇ ତାଙ୍କୁ ୨୦ବର୍ଷ କାରାଦଣ୍ଡରେ…

1 year ago

ତିନି ଦିନ ସଟଡାଉନ ରହିବ ଦିଲ୍ଲୀ! କାହିଁକି ନିଆଗଲା ଏତେବଡ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୫।୮: ଭାରତରେ ହେବାକୁ ଥିବା ଜି-୨୦ ଶିଖର ସମ୍ମିଳନୀ ପାଇଁ ସଟଡାଉନ ହେବ ଦିଲ୍ଲୀ। ସେପ୍ଟେମ୍ବର ମାସରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଜି -୨୦ ଶିଖର…

1 year ago

ମଣିପୁରରେ ହୋଇନି ଧାର୍ମିକ ହିଂସା, ଆମେରିକାର ଥିଙ୍କ୍‌ ଟ୍ୟାଙ୍କ୍‌ କହିଲା ହିଂସାର କାରଣ

ଓ୍ବାଶିଂଟନ୍‌,୨୫।୮: ମଣିପୁରରେ ଧାର୍ମିକ ହିଂସା ହେବାର କୌଣସି ପ୍ରମାଣ ନାହିଁ। ଏନେଇ ଏକ ରିପୋର୍ଟ ପ୍ରକାଶ କରିଛି ଆମେରିକାର ଥିଙ୍କ ଟ୍ୟାଙ୍କ। ରିପୋର୍ଟରେ ଦର୍ଶାଯାଇଛି ଯେ ହିଂସା…

1 year ago

ତୋସାଖାନା ଦୁର୍ନୀତି: ୨୮ରେ ହେବ ଶୁଣାଣି

ଇସଲାମବାଦ,୨୫।୮: ତୋସାଖାନା ଦୁର୍ନୀତି ମାମଲାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ଅଡୁଆ ଦିନକୁ ଦିନ ବଢିବାରେ ଲାଗିଛି। ଶୁକ୍ରବାର ଆବେଦନ ଉପରେ ଶୁଣାଣି କରି ପାକିସ୍ତାନ ହାଇକୋର୍ଟ…

1 year ago

ମୋଦି କହିଲେ ଭାରତ ଆଉ ଗ୍ରୀସ ବିଶ୍ୱର ଦୁଇ ପ୍ରାଚୀନ ସଭ୍ୟତା

ଏଥେନ୍ସ,୨୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଗ୍ରୀସର ପ୍ରଧାନମନ୍ତ୍ରୀ ମିରିୟାକୋସ ମିତ୍ସୋଟାକିସଙ୍କ ସହ ଦ୍ୱିପାକ୍ଷିକ ବର୍ତ୍ତା ପରେ ପ୍ରେସକୁ ସମ୍ବୋଧିତ କରିଛନ୍ତି। ଏହି ସମୟରେ ପ୍ରଧାନମନ୍ତ୍ରୀ ମୋଦି…

1 year ago

ପୁରସ୍କାର ପାଇବା ପରେ ଗ୍ରୀସ ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ/ଏଥେନ୍ସ,୨୫।୮: ଗ୍ରୀସ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଦ୍ୱିତୀୟ ସର୍ବୋଚ୍ଚ ନାଗରିକ ପୁରସ୍କାର ପ୍ରଦାନ କରିଛି। ଏଥେନ୍ସରେ ଗ୍ରୀସର ରାଷ୍ଟ୍ରପତି କାଟେରିନା ଏନ. ସାକେଲାରାପୋଲୁ ଗ୍ରାଣ୍ଡ କ୍ରସ ଅଫ…

1 year ago

‘ଗ୍ରାଣ୍ଡ କ୍ରସ ଅଫ ଅର୍ଡର ଅଫ ଅନର’ରେ ସମ୍ମାନିତ ହେଲେ ମୋଦି, ସମ୍ମାନିତ କଲେ ଗ୍ରୀସ ରାଷ୍ଟ୍ରପତି

ଏଥେନ୍ସ,୨୫।୮: ବ୍ରିକ୍ସ ଶିଖର ସମ୍ମିଳନୀ ପରେ ପ୍ରଧାନମନ୍ତ୍ରୀ ମୋଦି ନିଜର ଦିନିକିଆ ଗସ୍ତରେ ଗ୍ରୀସରେ ପହଞ୍ଚିଛନ୍ତି। ମୋଦିଙ୍କୁ ଏଥେନ୍ସ ଅନ୍ତର୍ଜାତୀୟ ବିମାନବନ୍ଦରରେ ଗ୍ରୀକ ବୈଦେଶିକ ମନ୍ତ୍ରୀ ଜର୍ଜ…

1 year ago

ବ୍ରିକ୍ସ ସମ୍ମିଳନୀ ୨୦୨୩: ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଲେ ମୋଦି

ଜୋହାନ୍ସବର୍ଗ,୨୫।୮: ଜୋହାନ୍ସବର୍ଗରେ ଅନୁଷ୍ଠିତ ହୋଇଥିବା ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଂଲାଦେଶର ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଭେଟିଛନ୍ତି। ଦୁହେଁ ବ୍ରିକ୍ସ ଆଫ୍ରିକା ଆଉଟ୍ରିଚ ଏବଂ ବ୍ରିକ୍ସ…

1 year ago

ଅଗଷ୍ଟରେ ହେବନି ‘ଇଣ୍ଡିଆ’ର ବୈଠକ

ନୂଆଦିଲ୍ଲୀ,୨୫।୮: ୩୦-୩୧ ଅଗଷ୍ଟରେ ମୁମ୍ବାଇରେ ହେବାକୁ ଥିବା ‘ଇଣ୍ଡିଆ’ ବୈଠକ ବର୍ତ୍ତମାନ ସେପ୍ଟେମ୍ବର ୧ ତାରିଖରେ ଅନୁଷ୍ଠିତ ହେବ। ଏନେଇ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପାଟନାରେ ଶୁକ୍ରବାର…

1 year ago

ସତ କହୁନାହାନ୍ତି ମୋଦି: ରାହୁଲ

ନୂଆଦିଲ୍ଲୀ,୨୫।୮: ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। କାରଗିଲରେ ରାହୁଲ ଗାନ୍ଧୀ ଦାବି କରିଛନ୍ତି ଯେ ଚାଇନା ଭାରତର ହଜାର…

1 year ago

ବିଏମ୍‌ସି ପାଇଁ ୪୧୬ ନୂଆ ପଦବୀକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୫ା୮(ଅସମାପିକା ସାହୁ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ରାଜ୍ୟର ସବୁଠାରୁ ବୃହତ ସ୍ବାୟତ୍ତ ଶାସନ ଅନୁଷ୍ଠାନ। ରାଜ୍ୟର ରାଜଧାନୀ ତଥା ଏକ ଆଧୁନିକ ସହର ଭାବେ ଭୁବନେଶ୍ୱରର…

1 year ago