Home Middle

୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୬।୮ : ଭାରତରେ ୫୦୮ ରେଳ ଷ୍ଟେଶନର ପୁନର୍ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ସେ ଏହି…

1 year ago

ରୁଷିଆ-ୟୁକ୍ରେନ ବିବାଦର ସମାଧାନ ପାଇଁ ଭାରତ ସକ୍ରିୟ: ଡୋଭାଲ…

ଜେଦା,୬।୮ : ୟୁକ୍ରେନ ବିବାଦର ଶାନ୍ତିପୂର୍ଣ୍ଣ ସମାଧାନ ପାଇଁ ସାଉଦି ଆରବ ସହର ଜେଦାରେ ଆୟୋଜିତ ଦୁଇ ଦିନିଆ ସମ୍ମିଳନୀରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ…

1 year ago

ବାଲୁଚିସ୍ତାନରେ ଟିକାକରଣ ଟିମ ଉପରେ ଗୁଳି ବର୍ଷା କଲେ ବନ୍ଧୁକଧାରୀ…

ଇସଲାମାବାଦ,୫।୮ : ଅଶାନ୍ତ ପାକିସ୍ତାନରେ ସ୍ଥିତି କ୍ରମାଗତ ବିଗିଡ଼ିବାରେ ଲାଗିଛି। ବାଲୁଚିସ୍ତାନରେ କିଛି ଅଜଣା ବନ୍ଧୁକଧାରୀ ଟିକାକରଣ ଟିମ୍‌ ଉପରେ ଆଖିବୁଜା ଗୁଳି ବର୍ଷା କରିଛନ୍ତି। ଏହି…

1 year ago

ନବୀନଙ୍କୁ ଶାହାଙ୍କ ପ୍ରଶଂସା

ଭୁବନେଶ୍ୱର,୫ା୮(ଅନିଲ ଦାସ): ଓଡ଼ିଶାର ମାଓବାଦୀ ଦମନ ନୀତି ଏବଂ ପ୍ରାକୃତିକ ବିପର୍ଯ୍ୟୟ ପରିଚାଳନାକୁ ନେଇ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ରାଜ୍ୟ ସରକାରଙ୍କୁ ଭୂରିଭୂରି ପ୍ରଶଂସା…

1 year ago

ଚନ୍ଦ୍ର କକ୍ଷପଥରେ ସଫଳତାର ସହ ସ୍ଥାପିତ ହେଲା ଚନ୍ଦ୍ରାୟନ-୩…

ନୂଆଦିଲ୍ଲୀ,୫।୮ : ଚନ୍ଦ୍ରାୟନ-୩ ଚନ୍ଦ୍ର କକ୍ଷପଥରେ ସଫଳତାରେ ସହ ସ୍ଥାପିତ ହୋଇଛି। ଇସ୍ରୋ ପକ୍ଷରୁ ଏନେଇ ଟୁଇଟ କରି ସୂଚନା ପ୍ରଦାନ କରାଯାଇଛି। ଅଗଷ୍ଟ ୫ ଭାରତୀୟ…

1 year ago

ଆରିଜୋନାରେ ଉତ୍ତାପ: ମହୁମାଛିଙ୍କ ଜୀବନ ବିପଦରେ, ତରଳି ଯାଉଛି ମହୁଫେଣା…

ଫିନିକ୍ସ,୫।୮ : ଅତ୍ୟଧିକ ଉତ୍ତାପ ଉଭୟ ମଣିଷ ଏବଂ ପ୍ରାଣୀଙ୍କ ଜୀବନ ଉପରେ ପ୍ରଭାବ ପକାଉଛି। ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ, ଆରିଜୋନାରେ ଅଧିକ ତାପମାତ୍ରା ଯୋଗୁ…

1 year ago

ଆର୍ଜେଣ୍ଟିନାରେ ଭୂକମ୍ପ, ତୀବ୍ରତା ୬.୦…

ବ୍ୟୁଏନ୍ସ ଆରିସ,୫।୮ : ନ୍ୟାଶନାଲ ସେଣ୍ଟର ଫର ସେସମୋଲୋଜି (ଏନସିଏସ) ଅନୁଯାୟୀ ଶନିବାର ଆର୍ଜେଣ୍ଟିନାରେ ଭୂକମ୍ପ ଅନୁଭୁତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୦ ରେକର୍ଡ…

1 year ago

ମେଟଲ୍‌ ମିଟ୍‌-୨୦୨୩ର ପ୍ରଥମ ଦିବସ କାର୍ଯ୍ୟକ୍ରମ ଶେଷ, ଫିନାଲେରେ ୧୬ଟିମ୍

ଭୁବନେଶ୍ୱର,୫ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଆୟୋଜିତ ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତା ‘ମେଟଲ ମିଟ୍‌-୨୦୨୩’ ଶନିବାର ଭୁବନେଶ୍ୱରସ୍ଥିତ ହୋଟେଲ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ…

1 year ago

ଇମ୍ରାନଙ୍କୁ ଗିରଫ ପରେ ପାକିସ୍ତାନରେ ସାଧାରଣ ନିର୍ବାଚନ ସ୍ଥଗିତ…

ଇସଲାମାବାଦ,୫।୮ : ପାକିସ୍ତାନରେ ତୋଶଖାନା ମାମଲାରେ ଦଣ୍ଡିତ ହେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ଗିରଫ କରାଯାଇଛି। ପାକିସ୍ତାନର ଲାହୋରରେ ଅବସ୍ଥିତ ତାଙ୍କ ଘର ଜମାନ…

1 year ago

ଆଫଗାନିସ୍ତାନର ସଙ୍କଟ ବୃଦ୍ଧି ପାଇଲା,ବ୍ରିଟେନ ୫୯ ପ୍ରତିଶତ ସହାୟତା ହ୍ରାସ କଲା…

କାବୁଲ,୫।୮ : ଆଫଗାନିସ୍ତାନରେ ତାଲିବାନ କ୍ଷମତାକୁ ଆସିବା ଦିନଠାରୁ ସେଠାରେ ଦିନକୁ ଦିନ ସ୍ଥିତି ଖରାପ ହେବାରେ ଲାଗିଛି। ଏହି ସମୟରେ ଆଫଗାନିସ୍ତାନ ଏକ ବଡ଼ ଧରଣର…

1 year ago

କିଏ ହେବେ କାର୍ଯ୍ୟ ନିର୍ବାହୀ ପ୍ରଧାନମନ୍ତ୍ରୀ: ପାକିସ୍ତାନରେ ଚର୍ଚ୍ଚା…

ଇସଲାମାବାଦ,୫।୮ : ପିଏମଏଲ-ଏନ ଅଧ୍ୟକ୍ଷ ଶେହବାଜ ସରିଫ ସହଯୋଗୀ ଦଳର ନେତାଙ୍କ ସହ ଏକ ବୈଠକ କରି ଦେଶରେ ସାଧାରଣ ନିର୍ବାଚନର ତଦାରଖ କରିବା ପାଇଁ ଜଣେ…

1 year ago

ଥାନା ଜାଳିଦେଲେ ଉତ୍ୟକ୍ତ ଲୋକ: ଏସ୍‌ଡିପିଓ, ତହସିଲଦାରଙ୍କୁ ଗୋଡେଇ ପିଟିଲେ

ଫୁଲବାଣୀ/ଫିରିଙ୍ଗିଆ, ୫।୮(ରାକେଶ କୁମାର ରାଉତ/ବିକ୍ରମ ଦିଗାଲ): କନ୍ଧମାଳ ଜିଲା ଫିରିଙ୍ଗିଆ ଥାନାଧିକାରୀଙ୍କ ନିଲମ୍ବନ ଏବଂ ଗିରଫ ଦାବିରେ ଉତ୍ୟକ୍ତ ଲୋକ ଥାନା ପୋଡି ଦେଇଛନ୍ତି। ଶନିବାର ଫିରିଙ୍ଗିଆ-ବାଲିଗୁଡା…

1 year ago