Home Middle

ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ବାର୍ବାଡୋସ, ୨୯।୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ କ୍ରିକେଟ ମ୍ୟାଚ ଶନିବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ଦିନିକିଆକୁ ୫ ଉଇକେଟରେ…

1 year ago

ଅଧ ଘଣ୍ଟାରେ ଫେରି ଆସିଲା ଦିଲ୍ଲୀରୁ ପ୍ୟାରିସ ଯାଉଥିବା ବିମାନ

ନୂଆଦିଲ୍ଲୀ,୨୮।୭: ଦିଲ୍ଲୀର ଇନ୍ଦିରା ଗାନ୍ଧୀ ଇଣ୍ଟରନ୍ୟାସନାଲ ଏୟାରପୋର୍ଟ(ଆଇଜିଆଇ)ରେ ଶୁକ୍ରବାର ଯାତ୍ରୀଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଥିଲା। ଯେତେବେଳେ ଦିଲ୍ଲୀରୁ ପ୍ୟାରିସ ଯାଉଥିବା ଏୟାର ଇଣ୍ଡିଆର ଏକ ବିମାନ…

1 year ago

ମଣିପୁର ଘଟଣାକୁ ନେଇ ପାର୍ଲାମେଣ୍ଟରେ ଆଲୋଚନା କରିବାକୁ ପ୍ରସ୍ତୁତ ଅଛନ୍ତି ମୋଦି: ଗୋୟଲ

ନୂଆଦିଲ୍ଲୀ,୨୮।୭: ମଣିପୁର ଘଟଣାକୁ ନେଇ ଜାରି ରହିଥିବା ହଙ୍ଗାମା ଭିତରେ ଉଭୟ ଲୋକ ସଭା ଓ ରାଜ୍ୟ ସଭାକୁ ସୋମବାର ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି। ଇତିମଧ୍ୟରେ ବିରୋଧୀ…

1 year ago

ଭିମା କୋରେଗାଓଁ ମାମଲା: ଦୁଇ ଅଭିଯୁକ୍ତଙ୍କୁ ମିଳିଲା ଜାମିନ

ନୂଆଦିଲ୍ଲୀ,୨୮।୭: ସୁପ୍ରିମକୋର୍ଟ ୨୦୧୮ରେ ଭିମା କୋରୋଗାଓଁ ହିଂସା ସହ ଜଡିତ ଏଲ୍ଗାର ପରିଷଦ ମାମଲାରେ ଅଭିଯୁକ୍ତ ବର୍ନୋନ ଗ୍ୟାସଲିଭସ ଓ ଅରୁଣ ଫେରେରାଙ୍କୁ ଶୁକ୍ରବାର ଜାମିନ ପ୍ରଦାନ…

1 year ago

ଜୁଲାଇରେ ବରଫପାତ, ବୈଜ୍ଞାନିକ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୮ା୭: ଜୁଲାଇ ଶେଷ ହେବାକୁ ଥିବାବେଳେ କାଲିଫର୍ନିଆର ପର୍ବତଗୁଡ଼ିକ ବରଫରେ ଆଚ୍ଛାଦିତ ହୋଇରହିଛି। ଯାହା ଦେଖି ପାଣିପାଗ ବିଜ୍ଞାନୀମାନେ ଆଶ୍ଚର୍ଯ୍ୟ ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ, ପାଣିପାଗ ବିଜ୍ଞାନୀମାନେ…

1 year ago

ଏଲଏସି ନିକଟରେ ନିଜର ସେନା ଶକ୍ତି ମଜଭୁତ କରୁଛି ଚାଇନା

ନୂଆଦିଲ୍ଲୀ,୨୮।୭: ଭାରତ ଓ ଚାଇନା ମଧ୍ୟରେ ସୀମା ବିବାଦ ଶେଷ ହେବାର ନାଁ ନେଉନାହିଁ, ଉଭୟ ସେନାଙ୍କ ମଧ୍ୟରେ ଅନେକ ଥର ଏହାକୁ ନେଇ ଆଲୋଚନା ବି…

1 year ago

ଡକ୍ଟର ଆଶିଷ ଘୋଷ ଭୁବନେଶ୍ୱର ଇଣ୍ଟରନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍‌ମେଶନ ଟେକ୍ନୋଲୋଜିର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୨୮ା୭(ଅସମାପିକା ସାହୁ): ମାନ୍ୟବର ରାଜ୍ୟପାଳ ତଥା କୁଳପତି ପ୍ରଫେସର ଗଣେଶୀ ଲାଲ୍‌ ଡକ୍ଟର ଆଶିଷ ଘୋଷଙ୍କୁ ଭୁବନେଶ୍ୱରର ଇଣ୍ଟରନ୍ୟାଶନାଲ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇନ୍‌ଫର୍‌ମେଶନ ଟେକ୍ନୋଲୋଜି ନିର୍ଦ୍ଦେଶକ ଭାବରେ…

1 year ago

୩୧ ଜୁଲାଇ ପର୍ଯ୍ୟନ୍ତ ରାଜ୍ୟ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୮।୭: ରାଜ୍ୟ ସଭାରେ ମଣିପୁର ଘଟଣାକୁ ନେଇ ଆରମ୍ଭ ହୋଇଥିବା ଚର୍ଚ୍ଚା ମଧ୍ୟରେ ସ୍ଲୋଗାନ ଓ ହଙ୍ଗାମା ପରେ ରାଜ୍ୟ ସଭାର କାର୍ଯ୍ୟକୁ ସୋମବାର ଅର୍ଥାତ୍‌ ୩୧…

1 year ago

ଯୁଦ୍ଧ ପାଇଁ ରୁଷିଆକୁ ସେନା ଉପକରଣ ଦେଉଛି ଚାଇନା, ଆମେରିକା ଗୁଇନ୍ଦା ବିଭାଗର ଦାବି

ଓ୍ବାଶିଂଟନ,୨୮।୭: ରୁଷିଆ ଓ ଚାଇନାର ବନ୍ଧୁତ୍ୱ ଏବେ ପଦାରେ ପଡିଛି। ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା ବିନା କୌଣସି ଦ୍ୱିଧାରେ ରୁଷିଆକୁ ସହଯୋଗ କରିଛି। ହେଲେ ଚାଇନା କହିଛି…

1 year ago

ନ୍ୟାୟିକ ସୁଧାର ଆଇନକୁ ନେଇ ତୀବ୍ର ହୋଇପାରେ ବିରୋଧ ପ୍ରଦର୍ଶନ, ଶାନ୍ତି ପାଇଁ ଜନତାଙ୍କୁ ଅପିଲ କଲେ ରାଷ୍ଟ୍ରପତି

ଜେରୁଜେଲମ,୨୮।୭: ଇସ୍ରାଏଲ ସଂସଦ ସୋମବାର ଅର୍ଥାତ୍‌ ଜୁଲାଇ ୨୪ରେ ବିବାଦସ୍ପଦ ନ୍ୟାୟିକ ସୁଧାର ବିଲକୁ ଆଇନର ରୂପ ଦେଇଦେଇଛନ୍ତି। ଏହି ବିଧେୟକକୁ ଶାସକ କଟ୍ଟର ଦକ୍ଷିଣପନ୍ଥି ମେଣ୍ଟର…

1 year ago

ପ୍ରଧାନ ବିଚାରପତି ଅସୁସ୍ଥ: ମଣିପୁର ମହିଳାଙ୍କ ସହ ହୋଇଥିବା ଅସଦାଚରଣ ମାମଲା ଉପରେ ଆଜି ହେବନାହିଁ ଶୁଣାଣି

ନୂଆଦିଲ୍ଲୀ,୨୮।୭: ସୁପ୍ରିମକୋର୍ଟରେ ମଣିପୁର ହିଂସା ଏବଂ ଦୁଇ ଜଣ ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ମାମଲାର ଶୁଣାଣି କରିବାକୁ ସିଜେଆଇ ଡି.ଓ୍ବାଇ ଚନ୍ଦ୍ରଚୂଡ ଏବଂ ଜଷ୍ଟିସ ମନୋଜ…

1 year ago

ଚାଇନାରେ ତାଣ୍ଡବ ରଚିବ ‘ଡୋକସୁରି’! ଚଳିତ ବର୍ଷର ପଞ୍ଚମ ଘୂର୍ଣ୍ଣିଝଡ଼

ବେଜିଂ,୨୮।୭: ପ୍ରଶାନ୍ତ ମହାସାଗରେ ରବିବାର ସୃଷ୍ଟି ହୋଇଥିବା ‘ଡୋକସୁରି’ ଘୂର୍ଣ୍ଣିଝଡ଼ ଚାଇନାରେ ତାଣ୍ଡବ ରଚିବାକୁ ପ୍ରସ୍ତୁତ ହୋଇଗଲାଣି। ଏବେ ଚାଇନାରେ ଖୁବ ଜୋରରେ ପବନ ବହିବା ସହ…

1 year ago