Home Middle

ଚଳିତ ସପ୍ତାହରେ କ୍ୟାବିନେଟରେ ଅଦଳ ବଦଳ କରିପାରନ୍ତି କାନାଡା ପ୍ରଧାନମନ୍ତ୍ରୀ ଟ୍ରୁଡୋ

ଓଟାଓ୍ବା,୨୫।୭: କାନାଡାର ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ଚଳିତ ସପ୍ତାହରେ ତାଙ୍କ ମନ୍ତ୍ରିମଣ୍ଡଳରେ ଅଦଳବଦଳ କରିବାର ଯୋଜନା କରିପାରନ୍ତି। ଦୁଇଟି ସରକାରୀ ସୂତ୍ରରୁ ଏହି ସୂଚନା ମିଳିଛି। କ୍ୟାବିନେଟ…

1 year ago

ଆଜି ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ବର, ୨୫ା୭(ସୁନିତ୍‌ ମିଶ୍ର):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାରଠାରୁ ୩ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମୁର୍ମୁ ରାଷ୍ଟ୍ରପତି ଭବନରୁ ୩ଟା ୨୫ମିନିଟ୍‌ରେ ବାହାରି ୩ଟା ୪୦ମିନିଟ୍‌ରେ ପାଲମ…

1 year ago

ସ୍ବିଜରଲ୍ୟାଣ୍ଡରେ ଘୂର୍ଣ୍ଣିଝଡ଼

ଜେନେଭା,୨୫।୭: ସ୍ବିଜରଲ୍ୟାଣ୍ଡରେ ଆସିଥିବା ପ୍ରବଳ ଘୂର୍ଣ୍ଣିଝଡ଼ ବ୍ୟାପକ କ୍ଷୟକ୍ଷତି ଘଟାଇଛି। ଏହି ଘୂର୍ଣ୍ଣିଝଡ଼ରେ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏହାସହ ପାହାଡିଆ ଅଞ୍ଚଳରେ ନିର୍ମିତ ଘର…

1 year ago

ମଣିପୁର ହିଂସା: ତୃତୀୟ ଦିନ ଗୃହ ଅଚଳ

ନୂଆଦିଲ୍ଲୀ,୨୫ା୭: ମଣିପୁର ହିଂସା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତି ଦାବିରେ ସୋମବାର ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିବାରୁ ପାର୍ଲାମେଣ୍ଟରେ ତୃତୀୟ ଦିନ ପାଇଁ ଅଚଳାବସ୍ଥା ଦେଖାଦେଇଥିଲା।…

1 year ago

ମେଘାଳୟ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରେ ଆକ୍ରମଣ

ତୁରା,୨୫।୭: ମେଘାଳୟ ମୁଖ୍ୟମନ୍ତ୍ରୀ କନରାଡ ସାଙ୍ଗ୍‌ମାଙ୍କ ତୁରାସ୍ଥିତ କାର୍ଯ୍ୟାଳୟ ଉପରକୁ ସୋମବାର ସନ୍ଧ୍ୟାରେ ବିକ୍ଷୋଭକାରୀ ଟେକାମାଡ଼ କରିଛନ୍ତି। ଆକ୍ରମଣରେ ସାଙ୍ଗ୍‌ମାଙ୍କ ୫ ସୁରକ୍ଷାକର୍ମୀ ଆହତ ହୋଇଥିବା ଜଣାପଡ଼ିଛି। ତୁରାକୁ…

1 year ago

ବହିଷ୍କୃତ ମନ୍ତ୍ରୀଙ୍କୁ ଗୃହରୁ ଘୋଷାଡ଼ି ବାହାରକଲେ

ନୂଆଦିଲ୍ଲୀ,୨୫ା୭: ରାଜସ୍ଥାନ ମନ୍ତ୍ରିମଣ୍ଡଳରୁ ଶୁକ୍ରବାର ବହିଷ୍କୃତ ମନ୍ତ୍ରୀ ରାଜେନ୍ଦ୍ର ଗୁଧାଙ୍କୁ ସୋମବାର ବିଧାନସଭାରୁ ଘୋଷାଡ଼ି ବାହାର କରିଦିଆଯାଇଛି। ସୋମବାର ରାଜସ୍ଥାନ ବିଧାନସଭାରେ ଅଭୂତପୂର୍ବ ଘଟଣା ଦେଖିବାକୁ ମିଳିଥିଲା। ବହିଷ୍କୃତ…

1 year ago

ପଶ୍ଚିମବଙ୍ଗ ରାମନବମୀ ହିଂସାର ତଦନ୍ତ କରିବ ଏନ୍‌ଆଇଏ

ନୂଆଦିଲ୍ଲୀ,୨୫ା୭: ପଶ୍ଚିମବଙ୍ଗ ରାମନବମୀ ଶୋଭାଯାତ୍ରା ବେଳେ ଘଟିଥିବା ହିଂସାକାଣ୍ଡର ତଦନ୍ତ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) କରିବାକୁ କାଲ୍‌କାଟା ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ସୁପ୍ରିମକୋର୍ଟ ସୋମବାର ଉକ୍ତ ରାୟକୁ…

1 year ago

ଇସିଙ୍କ କ୍ଷମତାର ସାମ୍ବିଧାନିକ ବୈଧତା ଯାଞ୍ଚ ହେବ

ନୂଆଦିଲ୍ଲୀ,୨୫ା୭ (ପି.ଟି.): ନିର୍ବାଚନ କମିଶନ ଆସାମର ଲୋକ ସଭା ଓ ବିଧାନସଭା ନିର୍ବାଚନ ମଣ୍ଡଳୀଗୁଡ଼ିକର ସୀମା ପୁନଃ ନିର୍ଦ୍ଧାରଣ ପ୍ରକ୍ରିୟା ଚଳାଇଥିବାବେଳେ ଏହା ଉପରେ ସ୍ଥଗିତାଦେଶ ଲଗାଇବାକୁ ସୁପ୍ରିମକୋର୍ଟ…

1 year ago

ଭାରତ ସିରିଜ୍‌ ବିଜୟୀ

ପୋର୍ଟ ଅଫ୍‌ ସ୍ପେନ୍‌, ୨୫ା୭: ଓ୍ବେଷ୍ଟଇଣ୍ଡିଜ୍‌ ଗସ୍ତରେ ରହିଥିବା ଭାରତୀୟ ଦଳ ଟେଷ୍ଟ ସିରିଜକୁ ଜିତି ନେଇଛି। ଅନ୍ତିମ ଟେଷ୍ଟ ଅମୀମାଂସିତ ଭାବରେ ଶେଷ ହେବାରୁ ରୋହିତ…

1 year ago

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଉପରକୁ ପଥର ମାଡ଼

ଶିଲଂ,୨୪।୭: ମେଘାଳୟର ସହର ତୁରାକୁ ଶୀତକାଳୀନ ରାଜଧାନୀ ଘୋଷଣା ଦାବି ତେଜୁଛି। ଏହାକୁ ଦେଇ ବିକ୍ଷୋଭ ପ୍ରଦର୍ଶନ ମଧ୍ୟ ହେଉଛି। ବିକ୍ଷୋଭକାରୀ ମେଘାଳୟର ମୁଖ୍ୟମନ୍ତ୍ରୀ କର୍ନଡ ସାଙ୍ଗମାଙ୍କ…

1 year ago

ଅଜିତ ହେବେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କ’ଣ କହିଲେ ଫଡନଭିସ

ମୁମ୍ବାଇ,୨୪।୭: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନଭିସ ବିରୋଧୀ ଦଳର ନେତାଙ୍କ ମୁଖ୍ୟମନ୍ତ୍ରୀ ପରିବର୍ତ୍ତନର ଦାବିକୁ ପ୍ରତ୍ୟାଖ୍ୟାନ କରି ଏହାର ଜବାବ ଦେଇଛନ୍ତି। ସୋମବାର ଦେବେନ୍ଦ୍ର ଫଡନଭିସ କହିଛନ୍ତି…

1 year ago

୨୭ ଜୁଲାଇ ପର୍ଯ୍ୟନ୍ତ ‘ଗୋ ଫାଷ୍ଟ’ର ଉଡାଣ ବାତିଲ

ନୂଆଦିଲ୍ଲୀ,୨୪।୭: ‘ଗୋ ଫାଷ୍ଟ’ ଏୟାରଲାଇନ୍ସ ୨୭ ଜୁଲାଇ ପର୍ଯ୍ୟନ୍ତ ଏହାର ବିମାନ କାର୍ଯ୍ୟ ବାତିଲ କରିବାକୁ ଘୋଷଣା କରିଛି।‘ଗୋ ଫାଷ୍ଟ’ ଟୁଉଟ୍‌ କରି କହିଛି ଯେ, ପରିଚାଳନାଗତ…

1 year ago