Home Middle

ମୀନା, ଜ୍ୟୋତ୍ସ୍ନାଙ୍କୁ ସ୍ବର୍ଣ୍ଣ, ଝିଲି ରୌପ୍ୟ

ଭୁବନେଶ୍ୱର, ୧୩ା୭(ତପନ ସ୍ବାଇଁ): ଗ୍ରେଟର ନଏଡ଼ାଠାରେ ବୁଧବାର ଆରମ୍ଭ ହୋଇଥିବା ରାଜ୍ୟଗୋଷ୍ଠୀ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ର ପ୍ରଥମ ଦିବସରେ ଓଡ଼ିଶା ଭାରୋତ୍ତୋଳନ ଏଚ୍‌ପିସି ଆଥଲେଟ୍‌ ଜ୍ୟୋତ୍ସ୍ନା ଶବର ଓ…

1 year ago

ଭାରତୀୟ ଦଳରେ ଓଡ଼ିଶାର ରାକେଶ, ତପନ

ଭୁବନେଶ୍ୱର, ୧୩।୭ (ତପନ ସ୍ବାଇଁ): ଏସିଆନ ଗେମ୍ସ ୨୦୨୩ ପାଇଁ ଆର୍ଟିଷ୍ଟିକ୍ସ ଜିମ୍ନାଷ୍ଟିକ୍ସ ଚୟନ ଟ୍ରାଏଲ ବୁଧବାର କଳିଙ୍ଗ ଷ୍ଟାଡିୟମର ଜିମ୍ନାଷ୍ଟିକ୍ସ ସେଣ୍ଟରରେ ଶେଷ ହୋଇଛି। ଜିମ୍ନାଷ୍ଟିକ୍ସ…

1 year ago

ଅଶ୍ୱିନଙ୍କୁ ୫ ଉଇକେଟ

ଡୋମିନିକା, ୧୩ା୭: ଭାରତ ଓ ଓ୍ବେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଡୋମିନିକାରେ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରିଥିବା ଓ୍ବେଷ୍ଟଇଣ୍ଡିଜ୍‌ ଖବର ପ୍ରସ୍ତୁତ ସୁଦ୍ଧା…

1 year ago

ସେମିରେ ସାବାଲେଙ୍କା, ଜାବେର୍‌

ଓ୍ବିମ୍ବେଲଡନ୍‌, ୧୩ା୭: ଟେନିସ୍‌ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଓ୍ବିମ୍ବେଲଡନ୍‌ର ମହିଳା ସିଙ୍ଗଲ୍ସ ସେମି ଫାଇନାଲରେ ପ୍ରବେଶ କରିଛନ୍ତି ଆରିନା ସାବାଲେଙ୍କା ଓ ଓନ୍ସ ଜାବେର୍‌। ବୁଧବାର ଅନୁଷ୍ଠିତ କ୍ୱାର୍ଟର…

1 year ago

ଇଣ୍ଟରନେଟ୍‌ ପାଇଁ ବିନାଶ ଆଣିବ ସୌରଝଡ଼

ଓ୍ବାଶିଂଟନ୍‌,୧୩ା୭(ପି.ଟି.): ଆସନ୍ତା ୨ ବର୍ଷ ମଧ୍ୟରେ ସୂର୍ଯ୍ୟ ଚରମ ସ୍ଥିତିରେ ପହଞ୍ଚତ୍ବ। ଫଳରେ ଅନେକ ମାସ ଧରି ସୌରଝଡ଼ ଲାଗିରହିବ। ଇଣ୍ଟରନେଟ୍‌ ପାଇଁ ଏହା ବିନାଶକାରୀ ସାଜିବା…

1 year ago

ନାଟୋ: ୟୁକ୍ରେନ୍‌କୁ ସମର୍ଥନ, ସଦସ୍ୟତା ଅସ୍ପଷ୍ଟ

ଭିଲ୍‌ନିଅସ୍‌,୧୩ା୭: ୟୁରୋପୀୟ ଦେଶ ଲିଥୁଆନିଆ ରାଜଧାନୀ ଭିଲ୍‌ନିଅସ୍‌ରେ ବୁଧବାର ନର୍ଥ ଆଟଲାଣ୍ଟିକ୍‌ ଟ୍ରିଟି ଅର୍ଗାନାଇଜେଶନ୍‌ (ନାଟୋ)ର ଦୁଇଦିନିଆ ସମ୍ମିଳନୀ ଉଦ୍‌ଯାପିତ ହୋଇଯାଇଛି। ଏହି ଅବସରରେ ଆମେରିକା ରାଷ୍ଟ୍ରପତି…

1 year ago

ପରିବା ଦରରେ କେନ୍ଦ୍ରର ଲଗାମ ନାହିଁ

ନୂଆଦିଲ୍ଲୀ,୧୩ା୭: ଦେଶରେ ଲଗାଣ ବର୍ଷା ଯୋଗୁ ଟମାଟୋର ଯୋଗାଣ ବାଧାପ୍ରାପ୍ତ ହେବାରୁ ଅନେକ ଭାଗରେ ଏହାର ମୂଲ୍ୟ ୨୦୦ ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ରୋଷେଇ ଘରର…

1 year ago

ଜୁନ୍‌ ମୁଦ୍ରାସ୍ଫୀତି ୪.୮୧%

ନୂଆଦିଲ୍ଲୀ,୧୩ା୭(ପି.ଟି.): ପନିପରିବା ଓ ଖାଦ୍ୟ ମୂଲ୍ୟରେ ବୃଦ୍ଧି ଯୋଗୁ ଗତ ଜୁନ୍‌ରେ ଭାରତର ଖୁଚୁରା ମୁଦ୍ରାସ୍ଫୀତି ୪.୮୧%ରେ ପହଞ୍ଚତ୍ଥିଲା, ଯାହାକି ୩ ମାସରେ ସର୍ବାଧିକ ବୋଲି ସରକାରୀ…

1 year ago

ସୁପ୍ରିମକୋର୍ଟରେ ୨ ନୂଆ ବିଚାରପତି

ନୂଆଦିଲ୍ଲୀ,୧୩ା୭: ଦୁଇଜଣ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ବୁଧବାର ସୁପ୍ରିମକୋର୍ଟ ବିଚାରପତି ରୂପେ ପଦୋନ୍ନତି ମିଳିଛି। ଏନେଇ କେନ୍ଦ୍ର ଆଇନ ମନ୍ତ୍ରୀ ଅର୍ଜୁନରାମ ମେଘଓ୍ବାଲ ଟୁଇଟ୍‌ କରି ସୂଚନା…

1 year ago

ଉଛୁଳୁଛି ଯମୁନା, ଦିଲ୍ଲୀରେ ବନ୍ୟା

ନୂଆଦିଲ୍ଲୀ/କୁଲୁ/ଚଣ୍ଡିଗଡ଼,୧୩।୭: ଉତ୍ତର ଭାରତରେ ଲଗାଣ ବର୍ଷା ପରେ ଯମୁନା ନଦୀର ଜଳସ୍ତର ବଢ଼ିବାରେ ଲାଗିଛି। ବୁଧବାର ନଦୀ ଜଳସ୍ତର ବୃଦ୍ଧି ଘଟି ୨୦୭.୫୫ ମିଟର ଛୁଇଁଥିବାବେଳେ ରାଜଧାନୀରେ…

1 year ago

ସୋନିଆ ଦେବେ ଡିନର ପାର୍ଟି

ନୂଆଦିଲ୍ଲୀ,୧୨ା୭: ଆସନ୍ତା ସପ୍ତାହରେ ବେଙ୍ଗାଲୁରୁରେ ହେବାକୁ ଥିବା ବିରୋଧୀ ବୈଠକରେ କଂଗ୍ରେସ ସହ ଆଉ କେତେକ ଦଳ ଯୋଡ଼ି ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଆଲୋଚନା ହେଉଛି।…

1 year ago

ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୭ ରେଳ କର୍ମଚାରୀ ନିଲମ୍ବିତ

ବାଲେଶ୍ୱର,୧୨ା୭(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ଘଟଣାରେ ୭ଜଣ ରେଳ କର୍ମଚାରୀଙ୍କୁ ନିଲମ୍ବନ କରାଯାଇଛି। ଏନେଇ ବାଲେଶ୍ୱର ଗସ୍ତରେ ଆସିଥିବା ଦକ୍ଷିଣ ପୂର୍ବ ରେଳବାଇର…

1 year ago