Tag Archives: Home Middle

ଏହି ମୁଖ୍ୟମନ୍ତ୍ରୀ ଆଜିର ଦିନରେ କରିଥିଲେ ପ୍ରଥମ ଫୋନ୍‌ କଲ୍‌, ଗୋଟିଏ ମିନିଟ୍‌ରେ ଖର୍ଚ୍ଚ ହୋଇଥିଲା ଏତିକି ଟଙ୍କା…

ନୂଆଦିଲ୍ଲୀ,୩୧ା୭: ଆଜି ପ୍ରତ୍ୟେକ ବ୍ୟକ୍ତିଙ୍କ ହାତରେ ସ୍ମାର୍ଟଫୋନ୍‌ ଅଛି। ପ୍ରତ୍ୟେକ ପିଲା ଫୋନ୍‌ କିପରି ବ୍ୟବହାର କରିବେ ଜାଣନ୍ତି। କିନ୍ତୁ ୨୯ ବର୍ଷ ପୂର୍ବେ ଫୋନ୍‌ ବ୍ୟବହାର କରିବା ଏତେ ସହଜ ନ ଥିଲା କିମ୍ବା ସାଧାରଣ ଲୋକଙ୍କ ସହିତ...

ବିଜେଡିରୁ ଇସ୍ତଫା ଦେଲେ ମମତା ମହନ୍ତ: ଦଳ ଛାଡିବା ପଛରେ ରହିଛି ଏମିତି କାରଣ

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧।୭: ରାଜ୍ୟ ସଭାରୁ ବିଜେଡି ଏମ୍‌ପି ମମତା ମହନ୍ତ ଇସ୍ତଫା ଦେବାର କିଛି ସମୟ ପରେ ଦଳରୁ ମଧ୍ୟ ଇସ୍ତଫା ଦେଇଛନ୍ତି। ଏନେଇ ସେ ଏକ୍ସ ଯୋଗେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୁଁ ଆଜି ରାଜ୍ୟ ସଭା ସଦସ୍ୟ...

ରାଜ୍ୟସଭାରୁ ଇସ୍ତଫା ଦେଲେ ମମତା ମହନ୍ତ; ବିଜେଡିକୁ ବଡ଼ ଝଟକା

ଭୁବନେଶ୍ୱର,୩୧।୭: ବିଜୁ ଜନତା ଦଳର ଏମପି ମମତା ମହନ୍ତ ରାଜ୍ୟ ସଭାରୁ ଇସ୍ତଫା ଦେଇଛନ୍ତି। ଏନେଇ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନକର ଗୃହରେ ଏହି ସୂଚନା ଦେଇଛନ୍ତି। ମମତା ୨୦୨୦ରେ ରାଜ୍ୟ ସଭାକୁ ବିଜେଡି ଟିକେଟ୍‌ରେ ନିର୍ବାଚିତ ହୋଇଥିଲେ।...

କେରଳ ସରକାରଙ୍କ ସହ ଯୋଗାଯୋଗରେ ରହିବାକୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୭: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଗଭୀର ଶୋକ ପ୍ରକାଶ କରିଛନ୍ତି। ସେ ସ୍ବର୍ଗତ ଚିନାରାଙ୍କ ପରିବାରବର୍ଗଙ୍କୁ ସମବେଦନା ମଧ୍ୟ...

ଆଇଏଏସ୍‌ ଅଧିକାରୀ ରହିବେ ନାହିଁ ପୂଜା ଖେଡ୍‌କର, ପରୀକ୍ଷା ଦେବାରେ ବି ଲାଗିବ ରୋକ୍‌

ନୂଆଦିଲ୍ଲୀ,୩୧ା୭: ବିବାଦ ଘେରରେ ରହିଥିବା ଆଇଏଏସ୍‌ ପୂଜା ଖେଡ୍‌କରଙ୍କ ବିରୋଧରେ ୟୁପିଏସ୍‌ସି ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ବର୍ତ୍ତମାନ ସେ ଆଉ ଆଇଏଏସ୍‌ ରହିବେ ନାହିଁ। ୟୁପିଏସ୍‌ସି ପୂଜାଙ୍କୁ ଭବିଷ୍ୟତରେ କୌଣସି ପରୀକ୍ଷା କିମ୍ବା ଚୟନରେ ହାଜର ହେବାରେ ବି...

ବ୍ୟାଡମିଣ୍ଟନରେ ପଦକ ଆଶା ବଢାଇଲେ ଲକ୍ଷ୍ୟ ସେନ୍‌: ବିଶ୍ୱର ୩ ନମ୍ବର ଖେଳାଳିଙ୍କୁ ଶୋଚନୀୟ କଲେ ପରାସ୍ତ

ପ୍ୟାରିସ୍‌,୩୧।୭: ଭାରତର ବ୍ୟାଡମିଣ୍ଟନ ତାରକା ଲକ୍ଷ୍ୟ ସେନ ଇଣ୍ଡୋନେସିଆର ଜୋନାଥନ କ୍ରିଷ୍ଟିଙ୍କୁ ସିଧା ସେଟ୍‌ରେ ୨୧-୧୮, ୨୧-୧୨ରେ ପରାସ୍ତ କରିଛନ୍ତି। ଏହି ବିଜୟ ସହିତ ଲକ୍ଷ୍ୟ ପ୍ରି-କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ବିଶ୍ୱ ନମ୍ବର ତିନି ବିପକ୍ଷରେ ପ୍ରଥମ ଗେମ୍‌ରେ...

ଓ୍ବାୟନାଡ ଭୂସ୍ଖଳନ: ଡାକ୍ତର ବିଷ୍ଣୁଙ୍କ ମିଳିଲା ମୃତଦେହ

ଭୁବେନେଶ୍ୱର,୩୧।୭: କେରଳ ଓ୍ବାୟନାଡରେ ହୋଇଥିବା ଭୂସ୍ଖଳନରେ ଏପର୍ଯ୍ୟନ୍ତ ୧୫୮ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ତେବେ ଏହି ଘଟଣାରେ ମଙ୍ଗଳବାର ୨ ଓଡ଼ିଆ ପୁଅ ନିଖୋଜ ହୋଇଯାଇଥିଲେ। ତନ୍ମଧ୍ୟରୁ ଜଣଙ୍କ ମୃତଦେହ ମିଳିଛି ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ...

ରାହୁଲ ସିଲେଇ କଲେ ଜୋତା, ଲକ୍ଷେ ନୁହେଁ କୋଟି କୋଟି ଟଙ୍କାରେ କିଣିବାକୁ ଲାଇନ୍‌ ଲଗାଇଲେ ଲୋକେ

ନୂଆଦିଲ୍ଲୀ,୩୧।୭: ପୂର୍ବାଞ୍ଚଳ ଏକ୍ସପ୍ରେସ ୱେ ନିକଟସ୍ଥ ବିଧାୟକ ନଗର ଛକରେ ଆଜିକାଲି ଲୋକଙ୍କ ଭିଡ ଜମୁଛି । ଏଠାରେ କୌଣସି ନୂଆ ହୋଟେଲ କିମ୍ବା ମଲ ଖୋଲିନି । ଭିଡ ଜମୁଛି ଜଣେ ମୋଚୀଙ୍କ ଦୋକାନରେ । ସେହି ମୋଚୀ...

ବର୍ଷାରେ କ୍ଷତି ହୋଇଛି କି ଫସଲ, ମିଳିବ ସହାୟତା, ଜାଣନ୍ତୁ କ’ଣ କହିଲେ କୃଷି ମନ୍ତ୍ରୀ

ଭୁବନେଶ୍ୱର,୩୧।୭: ବର୍ଷା କ୍ଷତିଗ୍ରସ୍ତ ଚାଷୀଙ୍କୁ କ୍ଷତିପୂରଣ ମିଳିବ। ଆର୍‌ଆଇଙ୍କ ରିପୋର୍ଟ ପରେ କ୍ଷତିପୂରଣ ମିଳିବ ବୋଲି ବୁଧବାର ଗୃହରେ କୃଷିମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ବର୍ଷାରେ ଯଦି ଫସଲ କ୍ଷତି ହୋଇଛି, ତା’ହେଲେ ତାହାର କ୍ଷତିପୂରଣ...

କମଲାଙ୍କୁ ‘ବିପଜ୍ଜନକ ଉଦାରବାଦୀ ମହିଳା’ ବୋଲି କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩୧।୭: ଆମେରିକାର ଉପରାଷ୍ଟ୍ରପତି କମଲା ହାରିସଙ୍କ ଆଗମନ ସହିତ ଡେମୋକ୍ରାଟିକମାନେ ପୁଣି ଥରେ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରେ ଆଗେଇ ଆସିଛନ୍ତି। ଲୋକପ୍ରିୟତା ବୃଦ୍ଧି ହେତୁ ହାରିସ ବର୍ତ୍ତମାନ ଟ୍ରମ୍ପଙ୍କୁ ପଛରେ ପକାଇ ଦେଇଛନ୍ତି। ତେବେ ଟ୍ରମ୍ପ ତାଙ୍କ ନିର୍ବାଚନ ପ୍ରଚାର...

ହକିରେ ଭାରତର ଦମଦାର ପ୍ରଦର୍ଶନ, ୨ ମ୍ୟାଚ ବାକିଥାଇ କ୍ୱାଟର ଫାଇନାଲରେ ପ୍ରବେଶ

ପ୍ୟାରିସ,୩୧।୭: ପ୍ୟାରିସ ଅଲିମ୍ପିକ୍ସରେ ଦମଦାର ପ୍ରଦର୍ଶନ ସହ ଭାରତୀୟ ହକି ଦଳ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି। ଟିମ ଇଣ୍ଡିଆ ମଧ୍ୟ ଏହାର ଗ୍ରୁପ ବିରେ ଶେଷ ୮ରେ ସ୍ଥାନ ପାଇଥିବା ପ୍ରଥମ ଦଳ ହୋଇପାରିଛି। ଭାରତ ଏପର୍ଯ୍ୟନ୍ତ ତିନୋଟି...

ଦୁର୍ଘଟଣାର ଶିକାର ହେଲେ ଓ୍ବାୟନାଡ ଯାଉଥିବା କେରଳ ସ୍ବାସ୍ଥ୍ୟମନ୍ତ୍ରୀ, ହସ୍ପିଟାଲରେ ଭର୍ତ୍ତି

ଥିରୁଭାନନ୍ତପୁରମ,୩୧।୭: ବୁଧବାର (ଜୁଲାଇ ୩୧) ରେ କେରଳ ସ୍ବାସ୍ଥ୍ୟମନ୍ତ୍ରୀ ବୀଣା ଜର୍ଜ ମାଲାପୁରାମ ଜିଲାରେ ଏକ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ମାଲାପୁରାମ ଜିଲାର ମଞ୍ଜେରୀ ନିକଟରେ ଜର୍ଜଙ୍କ କାର ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲା। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri