Tag Archives: Home Middle

‘ବିରୋଧୀ ଯେତେ ଏକଜୁଟ ହୁଅନ୍ତୁ ନା କାହିଁକି, ମୋଦି ହିଁ ୨୦୨୪ରେ ପ୍ରଧାନମନ୍ତ୍ରୀ ହେବା ନିଶ୍ଚିତ’

ନୂଆଦିଲ୍ଲୀ,୨୩।୬: ୨୦୨୪ ନିର୍ବାଚନ ପାଇଁ ବିହାରର ପାଟନାରେ ଶୁକ୍ରବାର ବିରୋଧୀ ଦଳର ବୈଠକ ଅନୁଷ୍ଠିତ ହୋଇଛି। ଏହାକୁ ନେଇ ବର୍ତ୍ତମାନ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କହିଛନ୍ତି, ୨୦୨୪ରେ ମୋଦି ପୁଣି ଥରେ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ଜମ୍ମୁରେ...

ଜଟିଳ ମାଂସପେଶୀ ରୋଗର ଚିକିତ୍ସା ପାଇଁ ୩୦ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬(ଅସମାପିକା ସାହୁ): ବାଲେଶ୍ୱର ଜିଲାର ୩ଜଣ ରୋଗୀ ଯଥା ଖନ୍ତାପଡ଼ାର କିରଣ କୁମାର ମଲ୍ଲିକ, ଖନ୍ତାପଡ଼ାର ସୁରଜ କୁମାର ମଲ୍ଲିକ ଏବଂ ସିମୁଳିଆର ଦିବ୍ୟାଂଶୁ ଦୀକ୍ଷିତ, ଜଟିଳ ମାଂସପେଶୀ ରୋଗ (Duchenne Muscular Dystrophy)ରେ ପୀଡ଼ତ ଅଛନ୍ତି। ସେମାନଙ୍କ ଉତ୍ତମ...

ଆମେରିକା କଂଗ୍ରେସର ସଦସ୍ୟଙ୍କୁ ପ୍ରଶଂସା କଲେ ମୋଦି, ରାହୁଲଙ୍କୁ କଲେ ଟାର୍ଗେଟ

ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତ ସହ ଆମେରିକାର ସମ୍ପର୍କକୁ ନେଇ ଉତ୍ସବ ପାଳନ ପାଇଁ ଏକାଠି ହୋଇଥିବା ଆମେରିକା କଂଗ୍ରେସର ସଦସ୍ୟଙ୍କୁ ପ୍ରଶଂସା କରିଛନ୍ତି। ଏହାକୁ ନେଇ ସେ କହିଛନ୍ତି, ଘର ଭିତରେ ବିଚାରର ପ୍ରତିଯୋଗୀତା ହେବା ଦରକାର,...

କୁପୱାଡାରେ ୪ ଆତଙ୍କବାଦୀ ନିହତ…

ଶ୍ରୀନଗର,୨୩।୬: ଜମ୍ମୁ-କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୋଲିସ ଓ ଭାରତୀୟ ସେନାର ମିଳିତ ଅଭିଯାନରେ କୁପୱାଡାର ମଚ୍ଛଲ ସେକ୍ଟରେ ୪ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ବର୍ତ୍ତମାନ ଏହି ଅଞ୍ଚଳରେ ସର୍ଚ୍ଚ ଅପରେଶନ ଜାରି ରହିଛି। ଏହି...

ପାଟନାରେ ପହଞ୍ଚିଲେ ରାହୁଲ, ଖାର୍ଗେ, ଶରଦ ପାୱାର, ଆଉ କିଛି ସମୟ ପରେ ବୈଠକ

ପାଟନା,୨୩।୬: ବିହାରର ପାଟନାରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ନେତୃତ୍ୟରେ ଆଉ କିଛି ସମୟ ପରେ ବିରୋଧୀ ଦଳ ବୈଠକ ଆରମ୍ଭ ହେବ। ବୈଠକରେ ସାମିଲ ହେବା ପାଇଁ ବିରୋଧୀ ଦଳର ନେତାମାନେ ଲଗାତାର ପାଟନା ବିମାନବନ୍ଦରରେ ପହଞ୍ଚୁଛନ୍ତି। ଓମାର ଅବଦୁଲ୍ଲା,...

ଆସାମ ବନ୍ୟା: ୫ ଲକ୍ଷ ଲୋକ ପ୍ରଭାବିତ, ୧୪,୦୦୦ ବାସହୀନ, ଜଣେ ମୃତ

ଗୁଆହାଟୀ,୨୩।୬: ଆସାମରେ ବନ୍ୟା ପରିସ୍ଥିତି ଭୟଙ୍କର ହେବାରେ ଲାଗିଛି। ରାଜ୍ୟରେ ଲଗାତାର ବର୍ଷା ହେତୁ ଅନେକ ଅଞ୍ଚଳ ସମ୍ପୂର୍ଣ୍ଣ ଜଳବନ୍ଦୀ ହୋଇରହିଛି। ଏହି କାରଣରୁ ପ୍ରାୟ ୫ଲକ୍ଷ ଲୋକ ପ୍ରଭାବିତ ହୋଇଛନ୍ତି। ଏଥିସହ ଆସାମର ପ୍ରାୟ ୧୨ଟି ଜିଲା ବନ୍ୟା...

ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: ପଡ଼ୋଶୀଙ୍କ ଛାତରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର/ଭଦ୍ରକ,୨୩ା୬(ସତ୍ୟଜିତ ରାଉତ/ସନାତନ ରାଉତ): ନବରଙ୍ଗପୁର ଅତିରିକ୍ତ ଉପଜିଲାପାଳ ପ୍ରଶାନ୍ତ ରାଉତଙ୍କ ଘରେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି। ଭୁବନେଶ୍ୱର, ନବରଙ୍ଗପୁର ସମେତ ଭଦ୍ରକର ବହୁଦରଡ଼ା ଗ୍ରାମର ବାସଭବନରେ ଚଢ଼ାଉ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ...

ବାଇଡେନଙ୍କ କଥା ଶୁଣି ହସି ହସି ବେଦମ ହେଲେ ମୋଦି

ଓ୍ବାଶିଂଟନ,୨୩।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ ହାଉସରେ ଆୟୋଜିତ ଷ୍ଟେଟ ଡିନରରେ ସାମିଲ ହୋଇଛନ୍ତି, ଯାହାକୁ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ଫାଷ୍ଟ ଲେଡି ଜିଲ ବାଇଡେନ ହୋଷ୍ଟ କରିଥିଲେ। ଷ୍ଟେଟ ଡିନରର ମେନ୍ୟୁରେ ମ୍ୟାରିନେଟେଡ ମିଲେଟଠୁ...

ମୋଦିଙ୍କ ସହ ଚିୟର୍ସ କଲେ ବାଇଡେନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୩ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ହ୍ବାଇଟ୍‌ ହାଉସରେ ‘ଷ୍ଟେଟ୍‌ ଡିନର’ କରିଥିଲେ। ଏହି ସମୟରେ ପରସ୍ପର ଖୁସିର ମୁହୂର୍ତ୍ତ ବାଣ୍ଟିଥିଲେ। ରାଷ୍ଟ୍ରପତି ବାଇଡେନ ମଦ୍ୟପାନ ନ କରି ଟୋଷ୍ଟ ବା...

‘ଟାଇଟାନ’ ବୁଡ଼ିବା ଘଟଣା: ୫ ମୃତ

ବୋଷ୍ଟନ,୨୩ା୬: ଉତ୍ତର ଆଟ୍‌ଲାଣ୍ଟିକରେ ନିଖୋଜ ହୋଇଯାଇଥିବା ଏକ ବୁଡ଼ା ଜାହାଜରେ ଥିବା ସମସ୍ତ ୫ ଜଣଙ୍କର ଦୁଃଖଦ ମୃତ୍ୟୁ ଘଟିଛି। ସର୍ଚ୍ଚ ଅପରେଶନ ସମୟରେ ଟାଇଟାନିକ ଜାହାଜ ନିକଟରେ ନିଖୋଜ ବୁଡ଼ାଜାହାଜର ଭଗ୍ନାବଶେଷ ଦେଖିବାକୁ ମିଳିଥିଲା। ଆମେରିକାର କୋଷ୍ଟଗାର୍ଡ ଏହି...

ବିରୋଧୀ ମଞ୍ଚ ପ୍ରସ୍ତୁତ

ପାଟନା/ନୂଆଦିଲ୍ଲୀ,୨୩ା୬ (ପ୍ରସ୍ତୁତିି: ଦୁର୍ଯ୍ୟୋଧନ ମିଶ୍ର): ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୦୧୪ ଓ ୨୦୧୯ରେ ଲଗାତର ଦୁଇଥର ଭାଜପା ପାଇଁ ଅଭୂତପୂର୍ବ ସଫଳତା ଆଣିଦେଇ ନିରଙ୍କୁଶ କ୍ଷମତା ଉପଭୋଗ କରୁଛନ୍ତି। ମୋଦିଙ୍କ ଲୋକପ୍ରିୟତା ଆଗରେ ବିରୋଧୀଙ୍କ...

ହ୍ବାଇଟ ହାଉସରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭବ୍ୟ ସ୍ବାଗତ କଲେ ବାଇଡେନ

ଓ୍ବାଶିଂଟନ,୨୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦିଙ୍କୁ ହ୍ବାଇଟ ହାଉସରେ ସ୍ବରଗତ କରାଯାଇଥିଲା। ବାଇଡେନଙ୍କ ବ୍ୟତୀତ ଉପରାଷ୍ଟ୍ରପତି କମଳା ହାରିସ, ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri