Tag Archives: Home Middle

ଶତ୍ରୁ ହେବେ ମିତ୍ର: ଚାଇନାରେ ବ୍ଲିଙ୍କେନ…

ବେଜିଂ,୧୮।୬ : ପୃଥିବୀର ଦୁଇ ବୃହତ ଅର୍ଥନୀତି ତଥା ଶତ୍ରୁ ଆମେରିକା ଚାଇନା ମଧ୍ୟରେ ବନ୍ଧୁତ୍ୱ ସମ୍ପର୍କର ପ୍ରସ୍ତୁତି ଆରମ୍ଭ ହୋଇଛି। ଆମେରିକାର ବୈଦେଶିକ ମନ୍ତ୍ରୀ ଆଣ୍ଟୋନି ବ୍ଲିଙ୍କେନ ଦୁଇ ଦିନିଆ ଗସ୍ତରେ ରବିବାର ଚାଇନାରେ ପହଞ୍ଚିଛନ୍ତି। ଏହି ସମୟ...

ନଓ୍ବାଜ ଶରିଫଙ୍କ ଘରବାହୁଡ଼ା ପ୍ରସ୍ତୁତି ଆରମ୍ଭ : ସିନେଟରେ ବିଲ ପାରିତ…

ଇସଲାମାବାଦ,୧୮।୬ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ ଦୀର୍ଘ ଦିନ ଧରି ଇଂଲଣ୍ଡରେ ରହୁଥିଲେ କିନ୍ତୁ ବର୍ତ୍ତମାନ ତାଙ୍କ ଘରକୁ ଫେରିବା ପାଇଁ ପ୍ରସ୍ତୁତି ଆରମ୍ଭ କୌଣସି ବ୍ୟକ୍ତି ଆଜୀବନ ଅଯୋଗ୍ୟ ହୋଇପାରିବ ନାହିଁ। ବିରୋଧୀଦଳ ଅଭିଯୋଗ କରିଛନ୍ତି...

ସିଡିସି ମୁଖ୍ୟ ହେବେ ମେଣ୍ଡି କୋହେନ…

ଓ୍ବାଶିଂଟନ,୧୮।୬ : ଉତ୍ତର କାରୋଲିନା ରାଜ୍ୟର ପୂର୍ବତନ ଅଧିକାରୀ ଡ. ମେଣ୍ଡି କୋହେନ ରୋଗ ନିୟନ୍ତ୍ରଣ ଏବଂ ପ୍ରତିରୋଧ କେନ୍ଦ୍ର (ସିଡିସି) ର ନୂତନ ନିର୍ଦ୍ଦେଶକ ହେବେ। ହ୍ବାଇଟ ହାଉସ ପକ୍ଷରୁ ଏହା ଘୋଷଣା କରାଯାଇଛି। କୋହେନଙ୍କର ଅନେକ ବର୍ଷର...

ଏସଟିଏ ଚୁକ୍ତିନାମା ଉପରେ ଆମେରିକା ଚାଇନା ନଜର…

ଓ୍ବାଶିଂଟନ,୧୮।୬ : ଆମେରିକା ଚାଇନା ପ୍ରତିଦ୍ୱନ୍ଦ୍ୱିତା ମଧ୍ୟରେ ଐତିହାସିକ ବିଜ୍ଞାନ ଚୁକ୍ତି ଏସଟିଏ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ୪୦ ବର୍ଷରୁ ଅଧିକ ସମୟ ପାଇଁ, ଆମେରିକା ଏବଂ ଚାଇନା ମଧ୍ୟରେ ଏହି ଗୁରୁତ୍ୱପୂର୍ଣ୍ଣ ଚୁକ୍ତିନାମା ବିଭିନ୍ନ ବୈଜ୍ଞାନିକ ଏବଂ...

୧୧ କୋଟି ଟଙ୍କାର ସିଗାରେଟ୍‌ ଜବତ

ଇସଲାମାବାଦ,୧୮ା୬: ବେଲୁଚିସ୍ତାନର କିଛି ସ୍ଥାନରେ ପୃଥକ୍‌ ଭାବେ ଚଢ଼ାଉ କରାଯାଇଥିବା ବେଳେ ପାକିସ୍ତାନ କଷ୍ଟମ୍ସ ୧୧ କୋଟି ଟଙ୍କାର ବିଦେଶୀ ସିଗାରେଟ୍‌ ଜବତ କରିଛି। ୪ଟି ପ୍ରଦେଶରେ ଆରମ୍ଭ ହୋଇଥିବା ସିଗାରେଟ୍‌ ଚୋରା ଚାଲାଣ ବିରୋଧୀ ଅପରେଶନ ସମୟରେ ଗତ...

ପ୍ରକାଶ ପାଇଲା ଜେଇଇ ଆଡଭାନ୍ସ ପରୀକ୍ଷା ଫଳ

ନୂଆଦିଲ୍ଲୀ,୧୮ା୬: ରବିବାର ପୂର୍ବାହ୍ନରେ ଜେଇଇ ଆଡଭାନ୍ସ-୨୦୨୩ ପରୀକ୍ଷା ଫଳ ପ୍ରକାଶ ପାଇଛି। ଉଭୟ ପ୍ରଥମ ଓ ଦ୍ବିତୀୟ ପେପରରେ ମୋଟ୍‌ ୧ ଲକ୍ଷ ୮୦ ହଜାର ୩୭୨  ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ବେଳେ ୪୩ ହଜାର ୩୭୩ ଜଣ ପାସ୍‌...

‘୨୦୨୫ ସୁଦ୍ଧା ଟିବି ମୁକ୍ତ ହେବ ଭାରତ’ ‘ମନ କି ବାତ’ରେ ମୋଦି କହିଲେ ଲକ୍ଷ୍ୟ ବଡ ନିଶ୍ଚିତ ହେଲେ…

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ କି ବାତ’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କ ସହ କଥାବାର୍ତ୍ତା ହୋଇଛନ୍ତି। ଏଥର ଥିଲା ମନ କି ବାତ କାର୍ଯ୍ୟକ୍ରମର ୧୦୨ତମ ଅଧ୍ୟାୟ। ମନ କି ବାତ କାର୍ଯ୍ୟକ୍ରମ ମାସର ଶେଷ ରବିବାରରେ...

ଆଜି ପ୍ରଚାରିତ ହେବ ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ, ବିଶେଷ କାରଣ ପାଇଁ ଗୋଟିଏ ସପ୍ତାହ ପୂର୍ବରୁ ହେବ ପ୍ରଚାରିତ

ନୂଆଦିଲ୍ଲୀ,୧୮।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ଅର୍ଥାତ୍‌ ୧୮ ଜୁନରେ ତାଙ୍କର ମାସିକ ରେଡିଓ କାର୍ଯ୍ୟକ୍ରମ ‘ମନ କି ବାତ’ ଜରିଆରେ ଜୁନ ୧୮ରେ ଦେଶବାସୀଙ୍କୁ ସମ୍ବୋଧିତ କରିବେ। ମୋଦିଙ୍କ ଏହି କାର୍ଯ୍ୟକ୍ରମର ଏହା ହେଉଛି ୧୦୨ ତମ ଅଧ୍ୟାୟ।...

ସୁପ୍ରିମକୋର୍ଟ ଗଲେ ମମତା

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏବଂ ଭାଜପା ମଧ୍ୟରେ କ୍ଷମତା ପାଇଁ ଲଢ଼େଇ ଜାରି ରହିଥିବାବେଳେ ଜୁଲାଇ ୮ରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ହେବାକୁ ଯାଉଛି। ବ୍ୟାପକ ହିଂସାକୁ ଦୃଷ୍ଟିରେ ରଖି ନିର୍ବାଚନ ବେଳେ କେନ୍ଦ୍ରୀୟ ଅର୍ଦ୍ଧସାମରିକ...

ବୋରିସ୍‌ଙ୍କୁ ମିଳିଲା ସ୍ତମ୍ଭକାର ନିଯୁକ୍ତି

ଲଣ୍ଡନ, ୧୮ା୬: ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ବୋରିସ ଜନ୍‌ସନଙ୍କୁ ‘ଡେଲି ମେଲ୍‌’ ଖବରକାଗଜରେ ସ୍ତମ୍ଭକାର ଭାବେ ନିଯୁକ୍ତି ମିଳିଛି। ଦୀର୍ଘଦିନ ପରେ ବୋରିସ୍‌ ତାଙ୍କ ସାମ୍ବାଦିକତା କ୍ୟାରିୟରକୁ ଫେରିଛନ୍ତି। ସେ ପୂର୍ବରୁ ବିଭିନ୍ନ ଅଗ୍ରଣୀ ବ୍ରିଟିଶ ଖବରକାଗଜ ପାଇଁ ଲେଖୁଥିଲେ।...

ୟୁକ୍ରେନ ପାଇଁ ନାଟୋରେ ସାମିଲ ହେବା ବାଟ ନୁହେଁ ସହଜ…

ଓ୍ବାଶିଂଟନ,୧୭।୬ : ୟୁକ୍ରେନ ପାଇଁ ନାଟୋରେ ସାମିଲ ହେବା ବାଟ ଏମେବ ସହଜ ପରିବର୍ତ୍ତେ କଠିନ ହେବାରେ ଲାଗିଛି। ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ ସତ୍ତ୍ୱେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ କହିଛନ୍ତି ନାଟୋରେ ସାମିଲ କରିବା ଲାଗି ୟୁକ୍ରେନ...

ଯୋଗ ଦିବସରେ ସାମିଲ ହେବେ ୧୮୦ରୁ ଅଧିକ ଦେଶ, ମୋଦି ନେବେ ନେତୃତ୍ୱ…

ନୂଆଦିଲ୍ଲୀ,୧୭।୬ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜୁନ ୨୧ରେ ଆୟୋଜିତ ହେବାକୁ ଥିବା ଯୋଗ ଦିବସରେ ପୃଥିବପୀର ୧୮୦ରୁ ଅଧିକ ଦେଶ ଅଂଶଗ୍ରହଣ କରିବେ। ବିଭିନ୍ନ ଦେଶର ରାଜନେତା, ଶିକ୍ଷାବିତ୍‌, କଳାକାର, ଶିଳ୍ପପତି ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri