Tag Archives: Home Middle

ହାୱଡା- ମୁମ୍ବାଇ ଏକ୍ସପ୍ରେସ ଲାଇନଚ୍ୟୁତ: ଉଦ୍ଧାର ଜାରି

ରାଞ୍ଚି,୩୦।୭:ଝାଡଖଣ୍ଡର ଚକ୍ରଧରପୁରରେ ମଙ୍ଗଳବାର ଭୋରରୁ ଏକ ଟ୍ରେନ ଦୁର୍ଘଟଣା ଘଟିଛି। ହାୱଡା- ମୁମ୍ବାଇଏକ୍ସପ୍ରେସ ଚକ୍ରଧରପୁର ନିକଟରେ ଲାଇନଚ୍ୟୁତ ହୋଇଛି। ଟ୍ରେନର ୧୮ଟି ବଗି କ୍ଷତି ହୋଇଛି। ଏହି ଦୁର୍ଘଟଣାରେ ୬ ଜଣ ଆହତ ହୋଇଥିବା ଜଣରାପଡିଛି। ସୂଚନାନୁସାରେ, ଏହି ଟ୍ରେନ...

ନୀତି ଆୟୋଗ ବୈଠକରୁ ଫେରିବା ପରେ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୯।୭: ନୀତି ଆୟୋଗ ବୈଠକରେ ଯୋଗ ଦେଇ ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି। ଓଡ଼ିଶା ଫେରିବା ପରେ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ଦେଇ କହିଛନ୍ତି, ଓଡ଼ିଶାରେ ଆଗାମୀ ୫ ବର୍ଷରେ ବିରାଟ ପରିବର୍ତ୍ତନ ହେବ । ୨୦୩୬ରେ ସ୍ବତନ୍ତ୍ର ଉତ୍କଳ...

ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଦେଲେ ବଡ଼ ବୟାନ, କହିଲେ ଖୁବ୍‌ଶୀଘ୍ର…

ଭୁବନେଶ୍ୱର,୨୯।୭: ଆଳୁ ସମସ୍ୟାକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ପ୍ରତିକ୍ରିୟା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ ଆଲୋଚନା କରିଛି। କୋଲକାତାରୁ ଆଳୁ ଆସିବା ନେଇ ଆଲୋଚନା ହୋଇଛି। ଆମ ହକ ଦେବା ପାଇଁ ମୁଁ...

ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ୟେଲୋ ୱାର୍ନିଂ, ସତର୍କ ରହିବାକୁ ଏସ୍‌ଆରସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୭: ପ୍ରବଳ ବର୍ଷା ନେଇ ଆସନ୍ତାକାଲି ୫ ଜିଲାକୁ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି। ସେହି ଜିଲାଗୁଡିକ ମଧ୍ୟରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ରହିଛି। ଏହି ସବୁ ଜିଲାରେ ପ୍ରବଳ ବର୍ଷା ହେବ।...

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଆଶ୍ୱସ୍ତି

ରାଞ୍ଚି,୨୯।୭: ସୁପ୍ରିମକୋର୍ଟରୁ ଝଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ହେମନ୍ତ ସୋରେନଙ୍କ ଜାମିନ ଆଦେଶରେ ହସ୍ତକ୍ଷେପ କରିବାକୁ ମନା କରି ସୁପ୍ରିମକୋର୍ଟ ଇଡିଙ୍କ ଆବେଦନ ଶୁଣିବାକୁ ମନା କରି ଦେଇଛନ୍ତି। ହାଇକୋର୍ଟଙ୍କ ଦ୍ୱାରା ହେମନ୍ତ ସୋରେନଙ୍କୁ...

ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍‌ ବିଶ୍ୱନାଥ ଦେଲେ ଏହି ବଡ଼ ସୂଚନା, କହିଲେ ପ୍ରଥମେ…

ପୁରୀ,୨୯ା୭: ସୋମବାର ବସିଥିବା ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ବୈଠକ ପରେ ଜଷ୍ଟିସ୍‌ ବିଶ୍ବନାଥ ରଥ ଏକ ବଡ଼ ସୂଚନା ଦେଇଛନ୍ତି। ସେ କହିଛନ୍ତି, ପ୍ରଥମେ ରତ୍ନଭଣ୍ଡାର ଭିତରେ ଥିବା ଖାଲି ଆଲମିରାକୁ କଢ଼ାଯିବ। ଏହା ପରେ ମନ୍ଦିର ପ୍ରଶାସନ ପକ୍ଷରୁ...

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ଆସିଲା ସ୍ବାଧିକାର ଭଙ୍ଗ ନୋଟିସ୍‌

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍‌ ଆଣିଛି କଂଗ୍ରେସ। ଶୂନ୍ୟକାଳରେ ବାଚସ୍ପତି ବାଚସ୍ପତି ସୁରମା ପାଢ଼ୀ ନୋଟିସ୍‌କୁ ଗ୍ରହଣ ମଧ୍ୟ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ପଢ଼ିବା ବେଳେ...

ବିହାର ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟ୍‌କା

ନୂଆଦିଲ୍ଲୀ,୨୯ା୭: ସୋମବାର ବିହାର ସରକାର ସୁପ୍ରିମକୋର୍ଟଙ୍କଠାରୁ ଏକ ବଡ଼ ଝଟ୍‌କା ପାଇଛନ୍ତି। ବିହାରରେ ସଂରକ୍ଷଣକୁ ୬୫ପ୍ରତିଶତକୁ ବୃଦ୍ଧି କରିବା ବିରୋଧରେ ପାଟନା ହାଇକୋର୍ଟଙ୍କ ନିଷ୍ପତ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ରହିବ। ଏହାକୁ ନିଷିଦ୍ଧ କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। ସେପ୍ଟେମ୍ବରରେ...

ଆଜି ବସିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ: ଆସିପାରେ ବଡ଼ ନିଷ୍ପତ୍ତି

ପୁରୀ,୨୯ା୭: ସୋମବାର ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ବତନ୍ତ୍ର ତଦାରଖ କମିଟି ବୈଠକ ବସିବ। ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ନେଇ ଏଏସ୍‌ଆଇ ସହ ଏହି ବୈଠକ ବସିବ। ଉକ୍ତ ବୈଠକରେ ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟିତ୍ୱ ନେଇ ଆଲୋଚନା ହେବା ସହ...

ଅବକାରୀ ଜଏଣ୍ଟ କମିଶନରଙ୍କ ଘରେ ରେଡ୍‌

ଭୁବନେଶ୍ୱର,୨୯ା୭: ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସୋମବାର ଶ୍ରୀ ମିଶ୍ରଙ୍କ ଘରେ ରେଡ୍‌ ଚାଲିଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ରେଡ୍‌ ଚାଲିଥିବା ଜଣାପଡ଼ିଛି। ଏକାସାଙ୍ଗରେ ୧୦ଟି ସ୍ଥାନରେ ଭିଜିଲାନ୍ସ...

ମୋତେ ହରେଇବ ଯଦି ୧୦ ଲକ୍ଷ ଡଲାର ଦେବି, ବାଇଡେନଙ୍କୁ କାହିଁକି ଏମିତି ଅଫର ଦେଇଥିଲେ ଟ୍ରମ୍ପ

ଓ୍ବାଶିଂଟନ,୨୯ା୭: ଆମେରିକାର ବର୍ତ୍ତମାନର ରାଷ୍ଟ୍ରପତି ଜୋ ବାଇଡେନ ରାଷ୍ଟ୍ରପତି ନିର୍ବାଚନ ଦୌଡ଼ରୁ ନିଜକୁ ଦୂରେଇ ନେଇଛନ୍ତି। ରିପବ୍ଲିକାନ ରାଷ୍ଟ୍ରପତି ପ୍ରାର୍ଥୀ ଡୋନାଲ୍ଡ ଟ୍ରମ୍ପ ଏବଂ ବାଇଡେନଙ୍କ ମଧ୍ୟରେ ସର୍ବଦା ଏକ ନିର୍ବାଚନ ପ୍ରତିଯୋଗିତା ରହିଆସିଛି। ଟ୍ରମ୍ପଙ୍କ ଦ୍ୱାରା ବାଇଡେନଙ୍କୁ ଏହା...

ଓଡ଼ିଶାକୁ ଆସିବେ ୫ ବାଘ, ସଫଳତାକୁ ନେଇ ଆଶଙ୍କା

ଭୁବନେଶ୍ୱର, ୨୯ା୭(ଅସମାପିକା ସାହୁ): ଓଡ଼ିଶାରେ ବାଘବଂଶ ବୃଦ୍ଧି ପାଇଁ ଯୋଜନା କରିଛି ବନ ବିଭାଗ। ମଧ୍ୟପ୍ରଦେଶ ଓ ମହାରାଷ୍ଟ୍ରରୁ ୪ ବାଘୁଣୀ ସହ ୫ ମହାବଳ ବାଘ ଆସିବେ। ଏଥିପାଇଁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ଏବଂ କେନ୍ଦ୍ର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri