Tag Archives: Home Middle

ରାଜସ୍ଥାନରେ ତାଣ୍ଡବ ରଚୁଛି ସାଇକ୍ଲୋନିକ ଷ୍ଟ୍ରମ୍‌ ‘ବିପର୍ଯ୍ୟୟ’, ୩୬ଘଣ୍ଟା ମଧ୍ୟରେ ଦୂର୍ବଳ ହେବାର ସମ୍ଭାବନା

ନୂଆଦିଲ୍ଲୀ,୧୭।୬: ସିଭିୟର ସାଇକ୍ଲୋନିକ ଷ୍ଟ୍ରମ୍‌ ‘ବିପର୍ଯ୍ୟୟ’ ଶନିବାର ସକାଳେ ରାଜସ୍ଥାନରେ ପହଞ୍ଚିଛି। ବାତ୍ୟା ୬୫ କିମି ବେଗରେ ଯୋଧପୁର ଆଡକୁ ଗତି କରୁଛି । ବାତ୍ୟା ପାଇଁ ପ୍ରତିରକ୍ଷା ଏବଂ ଉଦ୍ଧାରକାରୀ ଦଳ ପ୍ରସ୍ତୁତ ରହିଛନ୍ତି। ବର୍ତ୍ତମାନ ସାଇକ୍ଲୋନିକ ବିପର୍ଯ୍ୟୟ...

ମଣିପୁର ହିଂସାକାଣ୍ଡକୁ ନେଇ ଦୁଃଖ ପ୍ରକାଶ କଲେ ଅବସରପ୍ରାପ୍ତ ଲେଫ୍ଟନାଣ୍ଟ ଜେନରାଲ, କହିଲେ କେତେବେଳେ ବି ମୃତ୍ୟୁ…

ଇମ୍ଫାଲ,୧୭।୬: ଦୀର୍ଘ ୪୦ଦିନ ଧରି ଜଳୁଛି ମଣିପୁର। ଦୁଇ ସମ୍ପ୍ରଦାୟ ମଧ୍ୟରେ ଜାତିଗତ ହିଂସା ଏବେ ଭୟଙ୍କର ରୂପ ନେଇଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଶାନ୍ତି ପାଇଁ ନିବେଦନ ସତ୍ତ୍ୱେ କୌଣସି ଲାଭ ମିଳୁନାହିଁ। ଏହି ସମୟରେ ଲେଫ୍ଟନାଣ୍ଟ...

କେରଳରୁ ଆସିଲା ଧର୍ମାନ୍ତରିକରଣ ଅଭିଯୋଗ, ଝିଅ ନିଖୋଜ ହେବା ପରେ ବାପା ଆଣିଲେ ଏପରି ଅଭିଯୋଗ

ଥିରୁଭାନନ୍ତପୁରମ୍‌,୧୭।୭: ଦି କେରଲା ଷ୍ଟୋରି ପରି ସମାନ ଘଟଣା କେରଳରେ ସାମ୍ନାକୁ ଆସିଛି। ଫିଲ୍ମରେ ୩୨ହଜାର ଯୁବତୀଙ୍କ ଧର୍ମ ପରିବର୍ତ୍ତନ ବିଷୟରେ ଉଲ୍ଲେଖ କରାଯାଇଥିଲା। ଯେତେବେଳେ ସୁପ୍ରିମକୋର୍ଟରେ ଏହି ମାମଲା ପହଞ୍ଚିଲା। ନିର୍ଦ୍ଦୋକ ଏହାକୁ ୩ଜଣ ଯୁବତୀଙ୍କ କାହାଣୀ ବୋଲି...

ପେଣ୍ଟାଗନ୍‌ର ଗୁପ୍ତ ଦସ୍ତାବିଜ ପ୍ରଘଟକାରୀ ୨୧ ବର୍ଷୀୟ

ନିଜ ସାମରିକ କ୍ୟାରିୟରର ମାତ୍ର ୩ ବର୍ଷ ମଧ୍ୟରେ ଜାକ୍‌ ଡୋଗଲାସ୍‌ ଟେକ୍ସେରା ଆମେରିକାର ସବୁଠୁ ସମ୍ବେଦନଶୀଳ ଗୋଇନ୍ଦା ଅପରେଶନ ତଥ୍ୟ ହାସଲ ପରେ ପ୍ରଘଟ କରିଛନ୍ତି। ଏଣିକି ଦେଶର କେଉଁମାନେ ଏଭଳି ଗୋପନୀୟ ତଥ୍ୟ ପାଇପାରିବେ ସେନେଇ ପେଣ୍ଟାଗନ୍‌...

ଇତିହାସ ଲିଭାଇବାକୁ କେନ୍ଦ୍ରର ଉଦ୍ୟମ

ନୂଆଦିଲ୍ଲୀ,୧୭ା୬(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର) ୧୯୨୯-୩୦ରେ ଜାତୀୟ ରାଜଧାନୀ ଦିଲ୍ଲୀର କେନ୍ଦ୍ରସ୍ଥଳରେ ବ୍ରିଟିଶ୍‌ ଆର୍ମି କମାଣ୍ଡର-ଇନ୍‌-ଚିଫ୍‌ଙ୍କ ବାସଭବନ ପ୍ରତିଷ୍ଠା କରାଯାଇଥିଲା। ସେତେବେଳେ ଏହାର ନାମ ରହିଥିଲା ଫ୍ଲାଗ୍‌ଷ୍ଟାଫ୍‌ ହାଉସ୍‌। ୧୯୪୭ରେ ଦେଶ ସ୍ବାଧୀନ ହେବା ପରେ ୧୯୪୮ରୁ ଏହି ଐତିହାସିକ ପ୍ରାସାଦ...

ନକଲି ମହାପ୍ରସାଦକୁ ନେଇ ଚିନ୍ତା

ମହାପ୍ରଭୁଙ୍କ ଅବଢ଼ା ନାଁ ଶୁଣିଦେଲେ ମନରେ ଭରିଯାଏ ଭକ୍ତି। ଟିକେ ମହାପ୍ରସାଦ ପାଇଗଲେ ଜୀବନ ଧନ୍ୟ ହୋଇଯିବା ଭଳି ମନେ ହୁଏ। ହେଲେ ମହାପ୍ରସାଦ ବି ନକଲି ପ୍ରସ୍ତୁତ ହେବା ସହ ବିକ୍ରି ହେଉଥିବା ଅଭିଯୋଗ ଉଠିଛି। ଶ୍ରୀମନ୍ଦିରରେ ଯେପରି...

୨୧ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୬ା୬(ଅନୁରାଧା ମହାରଣା): ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ବିଦ୍ୟାଳୟ ଆସନ୍ତା ୨୧ ତାରିଖରେ ଖୋଲିବ। ଏନେଇ ଶୁକ୍ରବାର ରାଜ୍ୟ ସରକାର ପରିବର୍ତ୍ତିତ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟରେ ଉଚ୍ଚ ତାପମାତ୍ରା ସହ ଗ୍ରୀଷ୍ମ ପ୍ରବାହ...

ଆମେରିକାର ପ୍ରଥମ ମହିଳା ମୁସଲିମ ଫେଡେରାଲ ବିଚାରପତି ହେଲେ ନୁସରତ ଜାହାନ ଚୌଧୁରୀ

ଓ୍ବାଶିଂଟନ୍‌,୧୬।୬: ଆମେରିକାର ସିନେଟ ଫେଡେରାଲ ବିଚାରପତି ଭାବରେ ପ୍ରଥମ ମୁସଲମାନ ମହିଳା ନୁସରତ ଜାହାନ ଚୌଧୁରୀଙ୍କ ନାମାଙ୍କନକୁ ଅନୁମୋଦନ କରାଯାଇଛି। ୪୬ ବର୍ଷିୟ ନୁସରତ ନ୍ୟୁୟର୍କର ପୂର୍ବ ଜିଲ୍ଲାରେ ୟୁଏଫ୍‌ଏସ୍‌ କୋର୍ଟର ବିଚାରପତି ଭାବରେ କାର୍ଯ୍ୟ କରିବେ। ସେ ଆମେରିକାର...

ପଞ୍ଜାବ ପୋଲିସ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଲେ ଇମ୍ରାନ ଖାନ୍‌, କହିଲେ ମୋ ମୁଖ୍ୟ ସଚିବ ନିଖୋଜ ଅଛନ୍ତି…

ଇସଲାମବାଦ,୧୬।୬: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ପାକିସ୍ତାନର ପିଟିଆଇ ମୁଖ୍ୟ ଇମ୍ରାନ ଖାନ ଏକ ବଡ ଅଭିଯୋଗ ଆଣିଛନ୍ତି। ତାଙ୍କ ମୁଖ୍ୟ ସଚିବ ଆଜାମ ଖାନ ଗୁରୁବାର ସାରୁ ନିଖୋଜ ଅଛନ୍ତି ବୋଲି ସେ ଅଭିଯୋଗ ଆଣିଛନ୍ତି। ଇମ୍ରାନ ଖାନ...

କେନ୍ଦ୍ର ମନ୍ତ୍ରୀଙ୍କ ଘରେ ନିଆଁ ଲଗାଇବା ନେଇ ସରକାରଙ୍କୁ ଘେରିଲେ ବିରୋଧୀ

ଇମ୍ଫାଲ,୧୬।୬: ମଣିପୁରରେ ହିଂସା ଥମିବାର ନାଁ ନେଉନାହିଁ। ତେବେ ଗୁରୁବାର ବିଳମ୍ବିତ ରାତିରେ ଉଗ୍ରବାଦୀମାନେ ଇମ୍ଫାଲରେ କେନ୍ଦ୍ରୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଆର.କେ ରଂଜନ ସିଂଙ୍କ ବାସଭବନରେ ପେଟ୍ରୋଲ ବୋମା ପକାଇ ନିଆଁ ଲଗାଇ ଦେଇଛନ୍ତି। ଏହି ଘଟଣାକୁ ନେଇ...

ଦଶମ ଶ୍ରେଣୀ ଛାତ୍ରଙ୍କୁ ପେଟ୍ରୋଲ ପକାଇ ଜିଅନ୍ତା ଜାଳିଦେଲେ

ଅମରାବତୀ,୧୬।୬: ଆନ୍ଧ୍ରପ୍ରଦେଶ ବାପାଟଲା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଶୁକ୍ରବାର ସେଠାରେ ଏକ ଦଶମ ଶ୍ରେଣୀର ଛାତ୍ରକୁ ପେଟ୍ରୋଲ ପକାଇ ଜିଅନ୍ତା ଜଳାଇ ଦିଆଯାଇଛି। ଯେଉଁଥିରେ ତାଙ୍କ ଶରୀରର ଅର୍ଦ୍ଦେକ ଅଂଶ ଜଳିପୋଡି ଯାଇଛି। ଆହତଙ୍କ ନାମ ଭେଙ୍କି...

ଶାରିରୀକ ସମ୍ପର୍କ ରଖିବା ପାଇଁ ବଢିଲା ବୟସ ସୀମା

ଟୋକିଓ,୧୬।୬: ଜାପାନର ଯୌନ ଅପରାଧ ଆଇନ୍‌ରେ ଏକ ବଡ ପରିବର୍ତ୍ତନ କରାଯାଇଛି। ନୂଆ ନିୟମ ଅନୁଯାୟୀ, ବିନା ଅନୁମତିରେ ଶାରୀରିକ ସମ୍ପର୍କକୁ ବଳାତ୍କାର ବୋଲି ଧରାଯିବ। ବର୍ତ୍ତମାନ ପର୍ଯ୍ୟନ୍ତ କେବଳ ଜବରଦସ୍ତି କରିବାକୁ ବଳାତ୍କାର ଭାବରେ ଦେଖାଯାଉଥିଲା। ଏହାଯୋଗୁ ବହୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri