Tag Archives: Home Middle

ହ୍ୟାଟ୍ରିକ୍‌ ବିଜୟ ଭାରତର ଲକ୍ଷ୍ୟ

ଭୁବନେଶ୍ୱର, ୧୫।୬ (ତପନ ସ୍ବାଇଁ): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ଚତୁଃରାଷ୍ଟ୍ରୀୟ ଇଣ୍ଟରକଣ୍ଟିନେଣ୍ଟାଲ କପ୍‌ ଫୁଟବଲ ଟୁର୍ନାମେଣ୍ଟର ଶେଷ ଦୁଇଟି ଲିଗ୍‌ମ୍ୟାଚ ଗୁରୁବାର ଅନୁଷ୍ଠିତ ହେବ। ଅପରାହ୍ନ ୪ଟା ୩୦ରେ ମଙ୍ଗୋଲିଆ ଓ ଭାନୁଆଟୁ ଏବଂ ସନ୍ଧ୍ୟା ୭ଟା ୩୦ରେ ଭାରତ...

ଆର୍‌ବିଆଇ ନିର୍ଦ୍ଦେଶକୁ କଂଗ୍ରେସର ବିରୋଧ

ନୂଆଦିଲ୍ଲୀ,୧୫।୬(କୁଲ୍‌ଦୀପ୍‌ ସିଂ): ଜାଣିଶୁଣି ଋଣ ଖିଲାପ କରିଥିବା ବ୍ୟକ୍ତି ଓ ସଂସ୍ଥା ସହ ବୁଝାମଣା କରି ସେମାନଙ୍କ ଋଣକୁ ଫଇସଲା କରିବାକୁ ଗତ ୮ ତାରିଖରେ ଆର୍‌ବିଆଇ ବ୍ୟାଙ୍କ ଗୁଡ଼ିକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶ ବିରୋଧରେ କଂଗ୍ରେସ କେନ୍ଦ୍ର...

ଭାରତ ଛାଡ଼ୁଛନ୍ତି ମିଲିଅନେୟାର

ନୂଆଦିଲ୍ଲୀ,୧୫ା୬: ଚଳିତବର୍ଷ ଭାରତରୁ ମିଲିଅନେୟାର ମାନଙ୍କ ଗଣପଳାୟନ ହେବ। ୨୦୨୩ରେ ଦେଶ ୬,୫୦୦ ହାଇ-ନେଟ୍‌-ଓର୍ଥ ଇଣ୍ଡିଭିଜୁଆଲ (ଏଚ୍‌ଏନ୍‌ଡବ୍ଲ୍ୟୁଆଇ)ଙ୍କୁ ହରାଇବ ବୋଲି ହେନ୍‌ଲେ ପ୍ରାଇଭେଟ୍‌ ଓ୍ବେଲ୍‌ଥ ମାଇଗ୍ରେଶନ୍‌ ରିପୋର୍ଟରେ ପ୍ରକାଶ ପାଇଛି। ସମ୍ପତ୍ତି ଓ ନିବେଶ ମାଇଗ୍ରେଶନ୍‌ ଟ୍ରେଣ୍ଡ ଉପରେ ନଜର...

ଚାପ ଯୋଗୁ ଚାକିରି ଛାଡ଼ୁଛନ୍ତି କର୍ମଚାରୀ

ଓ୍ବାଶିଂଟନ୍‌,୧୫।୬: କାର୍ଯ୍ୟାଳୟରେ କର୍ମଚାରୀଙ୍କ ଉପରେ ଚାପ କ୍ରମାଗତ ବଢ଼ିବାରେ ଲାଗିଛି। ଏହାର ପ୍ରଭାବ ସେମାନଙ୍କ କାର୍ଯ୍ୟଶୈଳୀ ଉପରେ ପଡ଼ିଛି। ଆମେରିକାର ଆନାଲିଟିକ୍ସ ଆଡ୍‌ଭାଇଜରି କମ୍ପାନୀ ଗଲୁପ ପକ୍ଷରୁ କରାଯାଇଥିବା ସର୍ଭେ ଅନୁସାରେ କର୍ମକ୍ଷେତ୍ରରେ ଚାପ ବଢ଼ିବା ଯୋଗୁ କର୍ମଚାରୀ ଓ...

କଚ୍ଛ ମୁହାଁ ‘ବିପର୍ଯ୍ୟୟ’

ନୂଆଦିଲ୍ଲୀ,୧୫।୬: ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି)ର ପୂର୍ବନୁମାନ ଅନୁସାରେ ଭୀଷଣ ସାମୁଦ୍ରିକ ଝଡ଼ ‘ବିପର୍ଯ୍ୟୟ’ ଗୁରୁବାର ଗୁଜରାଟର ସୌରାଷ୍ଟ୍ର, କଚ୍ଛ ଏବଂ ପାକିସ୍ତାନ ଉପକୂଳରେ ସ୍ଥଳଭାଗ ଛୁଇଁବ। ସୁରକ୍ଷା ଦୃଷ୍ଟିରୁ ସମୁଦ୍ରକୂଳିଆ ଅଞ୍ଚଳକୁ ଖାଲି କରିଦିଆଯାଇଛି। ପ୍ରଶାସନ ପକ୍ଷରୁ ଉପକୂଳବର୍ତ୍ତୀ...

୧୬% ବୟସ୍କା ମହିଳା ଦୁର୍ବ୍ୟବହାରର ଶିକାର

ନୂଆଦିଲ୍ଲୀ,୧୫।୬: ଦେଶରେ ମହିଳା ନିର୍ଯାତନାକୁ ରୋକିବା ଲାଗି ସରକାରଙ୍କ ପକ୍ଷରୁ ବହୁ ପଦକ୍ଷେପ ଗ୍ରହଣ କରାଯାଇଛି। ମହିଳା ସଶକ୍ତୀକରଣ ପାଇଁ ଅନେକ ଯୋଜନା ଗଠନ ସତ୍ତ୍ୱେ ମହିଳାଙ୍କ ପ୍ରତି ହେଉଥିବା ଅତ୍ୟାଚାର କମିପାରି ନାହିଁ। ଆଜି ବି ଅନେକ ସ୍ଥାନରେ...

ବିରୋଧୀ ଦମନ ପାଇଁ ଇଡି ଅସ୍ତ୍ର

ଚେନ୍ନାଇ/ନୂଆଦିଲ୍ଲୀ,୧୫ା୬ (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ଦିଲ୍ଲୀ, ମହାରାଷ୍ଟ୍ର, ପଶ୍ଚିମବଙ୍ଗ, ତାମିଲନାଡୁ, କର୍ନାଟକ, ପଞ୍ଜାବ, କେରଳ, ରାଜସ୍ଥାନ, ଛତିଶଗଡ଼, ବିହାର ଓ ଝାଡ଼ଖଣ୍ଡ ସବୁଠି କେନ୍ଦ୍ରୀୟ ଏଜେନ୍ସିଗୁଡ଼ିକର ପ୍ରାଦୁର୍ଭାବ ବଢ଼ିବାରେ ଲାଗିଛି। କେନ୍ଦ୍ରରେ କ୍ଷମତାସୀନ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାର ୨୦୨୪...

କୋଲକାତା ବିମାନବନ୍ଦରରେ ଭୟଙ୍କର ଅଗ୍ନିକାଣ୍ଡ

କୋଲକତା,୧୪।୬: କୋଲକାତା ବିମାନବନ୍ଦରର ବୁଧବାର ରାତିରେ ଭୟଙ୍କର ଅଗ୍ନିକାଣ୍ଡ ଘଟିିଛି। ବିମାନବନ୍ଦରର ସୁରକ୍ଷା ଯାଞ୍ଚ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ବିମାନବନ୍ଦର ଧୂଆଁମୟ ହୋଇଯିବାରୁ ଯାତ୍ରୀଙ୍କୁ ବାହାର କରିବାକୁ ଉଦ୍ୟମ ଜାରି ରହିଛି। ଏପରିକି ନିଆଁ ଲିଭାଇବା...

ଗ୍ୟାସଚୁଲାରେ ରୋଷେଇ କରୁଥିବାବେଳେ ଛୋଟ ପିଲାଙ୍କୁ ରଖନ୍ତୁ ଦୂରେଇ, ଆମେରିକାର ଏକ ଗବେଷଣା ସଂସ୍ଥା ଦେଲା ବଡ ଚେତାବନୀ

ଓ୍ବାଶିଂଟନ୍‌,୧୪।୬: ଗ୍ୟାସଚୁଲାରୁ ବାହାରୁଥିବା ନାଇଟ୍ରୋଜେନ୍‌ ଡାଇ ଅକ୍ସାଇଡ ଖୁବ୍‌ ହାନିକାରକ। ଏହି ନାଇଟ୍ରୋଜେନ୍‌ ଅକ୍ସାଇଡ୍‌ ଦ୍ୱାରା ପିଲାଙ୍କୁ ହେଉଛି ଆଜମା। ଏପରି ଦାବି କରିଛି ଆମେରିକାର ସ୍ବତନ୍ତ୍ର ଉପଭୋକ୍ତା ଉତ୍ପାଦ ସୁରକ୍ଷା ଆୟୋଗ। ଆଉ ଏଥିପାଇଁ ଆମେରିକାରେ ଗ୍ୟାସ୍‌ ଚୁଲା...

ଲଣ୍ଡନରେ ହାଇଦ୍ରାବାଦ ଯୁବତୀଙ୍କୁ ହତ୍ୟା

ଲଣ୍ଡନ,୧୪ା୬: ଲଣ୍ଡନର ଓ୍ବେମ୍ବଲିରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ହାଇଦ୍ରାବାଦର ଜଣେ ୨୭ ବର୍ଷୀୟା ଯୁବତୀଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ସୂଚନାନୁଯାୟୀ, ମଙ୍ଗଳବାର ପୂର୍ବାହ୍ନରେ ଲଣ୍ଡନରେ ଏହି ହାଇଦ୍ରାବାଦ ଯୁବତୀଙ୍କୁ ବ୍ରାଜିଲର ଜଣେ ଯୁବକ ଆକ୍ରମଣ ହୋଇଥିବା...

୯ ହଜାର ସ୍କୁଲ ପିଲାଙ୍କୁ ସ୍କୁଟି ଦେବେ ଶିବରାଜ ସରକାର…

ଭୋପାଳ,୧୪।୬ : ବୁଧବାର ମଧ୍ୟପ୍ରଦେଶ ରାଜଧାନୀ ଭୋପାଳରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ଏକ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏକ ନିଷ୍ପତ୍ତି ନେଇ ସରକାରୀ କର୍ମଚାରୀଙ୍କ ସ୍ଥାନାନ୍ତର ଉପରେ...

ପ୍ରିୟଙ୍କା ଦୋହରାଇବେ କି ଇନ୍ଦିରା ଗାନ୍ଧୀଙ୍କ ଜିତାପଟ

ନୂଆଦିଲ୍ଲୀ,୧୪।୬: କର୍ନାଟକ ବିଧାନସଭା ନିର୍ବାଚନରେ ବଡ ବିଜୟ ମିଳିବା ପରେ କଂଗ୍ରେସରେ ଉତ୍ସାହ ଦେଖାଦେଇଛି। ଆଗାମୀ ତେଲେଙ୍ଗାନା ନିର୍ବାଚନରେ ଦଳ ବହୁମତ ହାସଲ କରିବା ନେଇ ଆଶା ରଖିଛି। ତେବେ ଏଭଳି ପରିସ୍ଥିତିରେ ରାଜ୍ୟ କଂଗ୍ରେସ ନେତାମାନେ ଦଳର ମହାସଚିବ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri