Tag Archives: Home Middle

ବଦଳିଲେ ରାଜ୍ୟପାଳଙ୍କ ପ୍ରମୁଖ ସଚିବ: ଶାଶ୍ୱତ ମିଶ୍ରଙ୍କ ସ୍ଥାନ ନେଲେ ଏହି ଆଇଏଏସ୍‌

ଭୁବନେଶ୍ୱର,୨୮।୭: ରାଜ୍ୟପାଳ ରଘୁବର ଦାସଙ୍କ ପ୍ରମୁଖ ସଚିବଙ୍କ ବଦଳି ହୋଇଛି। ଏନ୍‌ବିଏସ ରାଜପୁତଙ୍କୁ ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଭାବେ ନିଯୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଆଜି ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି।...

ନିମ୍ନ ଅଦାଲତଙ୍କ କାର୍ଯ୍ୟଧାରା ଉପରେ ପ୍ରଶ୍ନ ଉଠାଇଲେ ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି

ନୂଆଦିଲ୍ଲୀ,୨୮ା୭: ସୁପ୍ରିମକୋର୍ଟ ମୁଖ୍ୟ ବିଚାରପତି (ସିଜେଆଇ) ଡି.ଏ. ଚନ୍ଦ୍ରଚୂଡ଼ ପୁଣି ଥରେ ନିମ୍ନ ଅଦାଲତର ବିଚାରପତିଙ୍କ କାର୍ଯ୍ୟକଳାପ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଅପରାଧର ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆବେଦନକାରୀଙ୍କୁ ଜାମିନ ନାମଞ୍ଜୁର କରିବା ଅତ୍ୟନ୍ତ ସନ୍ଦେହଜନକ ମନେହୁଏ। ପ୍ରଧାନ...

ଭାରତକୁ ପ୍ରଥମ ପଦକ ମିଳିବା ପରେ ଖୁସିରେ ଗଦ୍‌ଗଦ୍‌ ହେଲେ ପ୍ରଧାନମନ୍ତ୍ରୀ ମୋଦି: ମନୁ ଭାକରଙ୍କ ପାଇଁ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୮।୭: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତ ପାଇଁ ପଦକ ଜିତିଛନ୍ତି ମନୁଭାକର। ସେ ୧୦ ମିଟର ଏୟାର ପିସ୍ତଲରେ ପ୍ରଥମ ଭାରତୀୟ ମହିଳା ଭାବେ ପ୍ରେଞ୍ଜ ପଦକ ଜିତିଛନ୍ତି। ତାଙ୍କ ସଫଳତାରେ ଭାରତରେ ଖୁସିର ମାହୋଲ ଦେଖାଯାଇଛି। ଏଥିରେ ସାମିଲ ହୋଇନ୍ତି...

ଇତିହାସ ରଚିଲେ ମନୁ ଭାକର: ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ

ପ୍ୟାରିସ୍‌,୨୮।୭: ପ୍ୟାରିସ୍‌ ଅଲିମ୍ପିକ୍ସରେ ମନୁ ଭାକର ଭାରତର ପଦକ ଖାତା ଖୋଲିଛନ୍ତି। ୧୦ ମିଟର ଏୟାର ପିସ୍ତଲ ମହିଳା ଫାଇନାଲରେ ମନୁ ଭାକର ଚମତ୍କାର ପ୍ରଦର୍ଶନ କରି ବ୍ରୋଞ୍ଜ ପଦକ ଜିତିଛନ୍ତି। ସେ ମହିଳା ୧୦ ମିଟର ଏୟାର ପିସ୍ତଲ...

ଏହି ନେତାଙ୍କୁ ବିରୋଧୀ ଦଳର ନେତା ବାଛିଲେ ଅଖିଳେଶ

ଲକ୍ଷ୍ନୌ,୨୮ା୭: ଉତ୍ତରପ୍ରଦେଶ ବିଧାନସଭାରେ ବିରୋଧୀ ଦଳର ନେତା କିଏ ହେବେ ସେନେଇ ଉତ୍ତରପ୍ରଦେଶ ରାଜନୀତିରେ ଦୀର୍ଘଦିନ ଧରି ଚାଲିଥିବା ଆଲୋଚନା ଶେଷ ହୋଇଛି। ବିଧାନସଭାରେ ବିରୋଧୀ ଦଳର ନେତା ଭାବରେ ସମାଜବାଦୀ ପାର୍ଟି ଦ୍ୱାରା ପ୍ରସାଦ ପାଣ୍ଡେଙ୍କ ନାମ ଅନୁମୋଦନ...

ଆଇଏଏସ୍‌ କୋଚିଂ ସେଣ୍ଟରରେ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁ: ମାଲିକଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୨୮ା୭: ଦିଲ୍ଲୀର ପୁରୁଣା ରାଜେନ୍ଦ୍ର ନଗର ଅଞ୍ଚଳରେ ପ୍ରବଳ ବର୍ଷା ପରେ ରାଓ ଆଇଏଏସ୍‌ କୋଚିଂ ସେଣ୍ଟର ବିଲ୍ଡିଂର ତଳ ମହଲାରେ ପାଣି ହୋଇଯିବାରୁ ୩ ଛାତ୍ରୀଛାତ୍ରଙ୍କ ମୃତ୍ୟୁଘଟିଛି। ସମସ୍ତ ୩ ଛାତ୍ର ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତୁତ...

ଆସନ୍ତାକାଲି ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୮ା୭: ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ ଚାଲୁ ରହିଥିବାରୁ ଆସନ୍ତାକାଲି ଜୁଲାଇ ୨୯ ତାରିଖ (ସୋମବାର) ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା...

‘ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଚରଣ ଭୁଲ୍‌ ଥିଲା’

ନୂଆଦିଲ୍ଲୀ,୨୮ା୭: ନୂଆଦିଲ୍ଲୀରେ ନୀତି ଆୟୋଗର ନବମ ପରିଚାଳନା ପରିଷଦ ବୈଠକ ଶନିବାର ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅଧ୍ୟକ୍ଷତା କରିଥିଲେ। କେନ୍ଦ୍ର ବଜେଟ୍‌ରେ ଭେଦଭାବ ଅଭିଯୋଗ କରି କିଛି ଅଣ-ଭାଜପା ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏହି...

‘ମନ୍‌ କି ବାତ୍‌’ରେ ସମ୍ବଲପୁର ଶାଢ଼ି କଥା କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୭ା୭:  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ମନ୍‌ କି ବାତ୍‌’ କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ରବିବାର ସମ୍ବୋଧିତ କରିଛନ୍ତି। ଏହା ପ୍ରଧାନମନ୍ତ୍ରୀଙ୍କ ୧୧୨ତମ ଏବଂ ତାଙ୍କ ତୃତୀୟ କାର୍ଯ୍ୟକାଳ ମଧ୍ୟରେ ଦ୍ୱିତୀୟ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ। ଏଥିରେ ପ୍ରଧାନମନ୍ତ୍ରୀ ସମ୍ବଲପୁର...

ପଶ୍ଚିମବଙ୍ଗର ଅବସ୍ଥା କଶ୍ମୀର ପରି ହେବ? ପ୍ରତିଦିନ ଆସୁଛନ୍ତି ୫-୧୦ ହଜାର ରୋହିଙ୍ଗ୍ୟା ମୁସଲମାନ…

କୋଲକାତା,୨୮।୭: କେବେ ନେମ୍‌ପ୍ଲେଟ୍‌ ତ କେବେ ପରଦା, ହିନ୍ଦୁ ମୁସଲମାନ ପ୍ରସଙ୍ଗକୁ ନେଇ ସାରା ଦେଶରେ ଏକ ପ୍ରକାର ବିବାଦ ଦେଖାଦେଇଛି। ତାଜା ବିବାଦ ପଶ୍ଚିମବଙ୍ଗରୁ ଆସିଛି। ବିଷ୍ଣୁପୁରରୁ ଭାଜପା ଏମ୍‌ପି ସୌମିତ୍ର ଖାନ୍‌ ରାଜ୍ୟରେ ପ୍ରତିଦିନ ରୋହିଙ୍ଗ୍ୟା ମୁସଲମାନଙ୍କ...

୧୦ ରାଜ୍ୟର ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ, ୨୮।୭: ୧୦ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି। ପଞ୍ଜାବ ଓ ଚଣ୍ଡିଗଡ଼ର ନୂଆ ରାଜ୍ୟପାଳ ହେଲେ ଗୁଲାବ ଚାନ୍ଦ କଟରିଆ। ସେହିପରି ରାଜସ୍ଥାନର ନୂଆ ରାଜ୍ୟପାଳ ହେଲେ ହରିଭାଓ କିଷାନରାଓ ବାଗ୍‌ଦେ। ପଞ୍ଜାବର ନୂଆ ରାଜ୍ୟପାଳ ହେଲେ...

ଝଞ୍ଜାବତୀ ନଦୀରେ ଭାସିଗଲେ ୮ ମାସର ଗର୍ଭବତୀ ମହିଳା, ୬ ବର୍ଷର ଝିଅ

କୋରାପୁଟ,୨୭ା୭(ଅମିତାଭ ବେହେରା ): କୋରାପୁଟ ଜିଲା ନାରାୟଣପାଟଣା ବ୍ଲକ ତଳଗୁମାଣ୍ଡି ଡକରିଘାଟି ଅନ୍ତର୍ଗତ ଝଞ୍ଜାବତୀ ନଦୀରେ ୮ମାସର ଗର୍ଭବତୀ ଓ ତାଙ୍କ ୬ ବର୍ଷର ଝିଅ ଶନିବାର ଭାସିଯାଇଛନ୍ତି। ତାଙ୍କର ଅଗଷ୍ଟ ୧୮ରେ ପ୍ରସବ ଥିଲା। ମା’ ଗୃହରୁ ସେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri