Tag Archives: Home Middle

ୟୁପି କଳି ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି, ଖାଲି ମୁଖ୍ୟମନ୍ତ୍ରୀ କି ଉପମୁଖ୍ୟମନ୍ତ୍ରୀ ନୁହନ୍ତି, ସହକର୍ମୀ ବି ଉଠାଇଲେଣି ସ୍ବର

ନୂଆଦିଲ୍ଲୀ,୨୭ା୭: ଉତ୍ତରପ୍ରଦେଶର ରାଜନୈତିକ ସଙ୍କଟ ବର୍ତ୍ତମାନ ରାଜ୍ୟ ସୀମା ଅତିକ୍ରମ କରି ରାଜଧାନୀ ଦିଲ୍ଲୀରେ ପହଞ୍ଚିଛି। ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ବ୍ରଜେଶ ପାଠକଙ୍କ ମଧ୍ୟରେ କଳି ଦାଣ୍ଡରେ ପଡ଼ି ହାଟରେ...

ରାଜନୈତିକ ହଲ୍‌ଚଲ୍‌ ଭିତରେ ଦିଲ୍ଲୀରେ ପହଞ୍ଚିଲେ ଯୋଗୀ ଆଦିତ୍ୟନାଥ, ଭାଜପା ବୈଠକରେ ଦେଖିବାକୁ ମିଳିଲା ଏମିତି କିଛି ଦୃଶ୍ୟ

ନୂଆଦିଲ୍ଲୀ,୨୭ା୭: ଶନିବାର ଦେଶର ରାଜଧାନୀ ଦିଲ୍ଲୀଠାରେ ଭାରତୀୟ ଜନତା ପାର୍ଟି (ଭାଜପା)ର ଦୁଇ ଦିନିଆ ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ଭାଜପା ଶାସିତ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ବ୍ୟତୀତ ଅନ୍ୟ ବଡ଼ ନେତାମାନେ ମଧ୍ୟ ସାମିଲ ହୋଇଛନ୍ତି। ଉତ୍ତରପ୍ରଦେଶ ରାଜନୀତି...

ମମତାଙ୍କ ଅଭିଯୋଗ ଉପରେ ନୀତି ଆୟୋଗଙ୍କ ବଡ଼ ବୟାନ, ସିଇଓ କହିଲେ…

କୋଲକାତା,୨୭ା୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ବସିଥିବା ନୀତି ଆୟୋଗ ବୈଠକ ଅଧାରୁ ଉଠି ଚାଲି ଆସିଥିଲେ। ସେ ଅଭିଯୋଗ କରିଥିଲେ ଯେ, ତାଙ୍କୁ କହିବାକୁ ଅନୁମତି ଦିଆଯାଇ ନାହିଁ ଏବଂ ମାଇକ୍‌ ବନ୍ଦ ହୋଇଯାଇଥିଲା। ଏହାକୁ ନେଇ...

ମମତା ବାନାର୍ଜୀଙ୍କୁ ପ୍ରଧାନମନ୍ତ୍ରୀ କରିବାକୁ ପଡ଼ିବ, କାହିଁକି ଏମିତି କହିଲେ ଏହି ଏମ୍‌ପି

ନୂଆଦିଲ୍ଲୀ,୨୭ା୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶନିବାର ନୀତି ଆୟୋଗ ବୈଠକ ଅଧାରୁ ଉଠି ଚାଲି ଆସିଥିଲେ। ସେ ଅଭିଯୋଗ କରିଛନ୍ତି ଯେ, ତାଙ୍କୁ ବୈଠକରେ ଭାଷଣ ଦେବାର ସୁଯୋଗ ଦିଆଯାଇ ନ ଥିଲା ଏବଂ ସେ ଏହାର ପ୍ରତିବାଦରେ...

କେନ୍ଦ୍ରୀୟ ସହଯୋଗ ଲୋଡ଼ିଲେ ମୋହନ, କଲେ ଏହି ବଡ଼ ଦାବି

ଭୁବନେଶ୍ୱର,୨୭ା୭: ନୀତି ଆୟୋଗ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି କେନ୍ଦ୍ରର ସହଯୋଗ ଲୋଡ଼ିଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ବୃହତ୍ତ ବନ୍ଦର ଭିତ୍ତିକ ଶିଳ୍ପ ଜୋନ୍‌ ପ୍ରତିଷ୍ଠା ପାଇଁ ଦାବି କରିଛନ୍ତି। ବିଭିନ୍ନ ପ୍ରକଳ୍ପ ପାଇଁ ତ୍ୱରିତ ବଜେଟ୍‌, ଭିତ୍ତିଭୂମି,...

ସାମ୍ବାଦିକା ମଧୁମିତାଙ୍କ ମୃତ୍ୟୁ ମାମଲା: ଲ୍ୟାବ୍‌କୁ ପଠାଯିବ ମୋବାଇଲ, ତଥ୍ୟ ନେଲେ ବାୟୁସେନା ଅଧିକାରୀ

ଭୁବନେଶ୍ୱର,୨୭ା୭: ଭୁବନେଶ୍ବରରେ ମହିଳା ସାମ୍ବାଦିକା ମଧୁମିତାଙ୍କ ଆତ୍ମହତ୍ୟା ଘଟଣାର ଖୋଳତାଡ଼ ଆରମ୍ଭ ହୋଇଛି। ବାୟୁସେନା ଅଧିକାରୀ ଏ ସମ୍ପର୍କିତ ତଥ୍ୟ ସଂଗ୍ରହ କରିଛନ୍ତି। ମଧୁମିତାଙ୍କ ସ୍ବାମୀ ତଥା ଗିରଫ ଅଭିଯୁକ୍ତ ଶ୍ରୀଧର ଜେନା ବାୟୁସେନାରେ ଚାକିରି କରିଥିବାରୁ କମିଶନରେଟ୍‌ ପୋଲିସ...

ମମତାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ନୂଆଦିଲ୍ଲୀ,୨୭।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଶନିବାର ନୂଆ ଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ପହଞ୍ଚି ସେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ସାକ୍ଷାତ କରିଛନ୍ତି। ମମତାଙ୍କୁ ସାକ୍ଷାତ କରି ଆଳୁ ଯୋଗାଣ ସମସ୍ୟାର ସମାଧାନ ପାଇଁ ଆଲୋଚନା କରିଛନ୍ତି...

ଓଡ଼ିଶାକୁ ଆସୁଛି ଆଳୁ: ଗର୍ଜିଲେ ତାରା, ନବୀନ ଚିଠି ଲେଖିଲେ ବୋଲି…

ଭୁବନେଶ୍ୱର,୨୭।୭: ରାଜ୍ୟରେ ହୁ ହୁ ହୋଇ ବଢୁଛି ଆଳୁଦର। ଭୁବନେଶ୍ୱର କଟକରେ ଆଳୁ କିଲୋ ପ୍ରତି ୫୦ରୁ ୬୦ ଟଙ୍କାରେ ବିକ୍ରି ହେଉଛି। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର କହିଛନ୍ତି, ପଶ୍ଚିମବଙ୍ଗରୁ ଆଳୁ ଆସିବା ଆରମ୍ଭ ହୋଇଛି। ଏବେ...

ପଲଟି ଗଲେ କି ପଲଟୁରାମ! ନୀତି ଆୟୋଗ ବୈଠକରେ ଯୋଗ ଦେଲେନି ନୀତିଶ କୁମାର

ନୂଆଦିଲ୍ଲୀ,୨୭।୭: ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଧ୍ୟକ୍ଷତାରେ NITI ଆୟୋଗର ପରିଚାଳନା ପରିଷଦର ବୈଠକ ଆରମ୍ଭ ହୋଇଛି। ଏହି ବୈଠକରେ ରାଜ୍ୟର ଅନେକ ମୁଖ୍ୟମନ୍ତ୍ରୀ ଅଂଶଗ୍ରହଣ କରିଛନ୍ତି। ରାଷ୍ଟ୍ରପତି ଭବନର ସାଂସ୍କୃତିକ କେନ୍ଦ୍ରରେ ଏହି ସଭା ଅନୁଷ୍ଠିତ ହେଉଛି। ଇଣ୍ଡିଆ ମେଣ୍ଟ ଶାସିତ...

ପଶ୍ଚିମବଙ୍ଗରେ ଆଳୁ ସଙ୍କଟ, ଓଡ଼ିଶାରେ ହାହାକାର

ଭୁବନେଶ୍ୱର,୨୭।୭: ରାଜ୍ୟରେ ଆଳୁ ଦର ହୁ ହୁ ହୋଇ ବଢୁଛି । କଟକ, ଭୁବନେଶ୍ବର, ବ୍ରହ୍ମପୁର, ବାଲେଶ୍ବର, ସମ୍ବଲପୁର ସବୁଠି ଆଳୁ ଦର ୫୦ ଟଙ୍କା ଟପିଯାଇଛି । କିଛି କିଛି ସ୍ଥାନରେ ମାର୍କେଟରେ ଆଳୁ ମିଳୁନାହିଁ । ବାହାର...

ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଲା ହାରିସ

ଓ୍ବାଶିଂଟନ,୨୭।୭: ଡେମୋକ୍ରାଟିକ ପାର୍ଟିର ରାଷ୍ଟ୍ରପତି ପ୍ରାର୍ଥୀ ହେଲେ କମଳା ହାରିସ । ସୋସିଆଲ ମିଡିଆରେ ଉପରାଷ୍ଟ୍ରପତି ହାରିସ ସୂଚନା ଦେଇ କହିଛନ୍ତି, ପ୍ରତି ଭୋଟ ଜିତିବା ପାଇଁ ପ୍ରୟାସ କରାଯିବ। ତେବେ ଦଳ ତାଙ୍କୁ ବିଶ୍ବାସ କରିଥିବାରୁ କମଲା ହାରିସ...

ଆଜି ଭାରତ-ଶ୍ରୀଲଙ୍କା ମ୍ୟାଚ୍‌

ପାଲିକେଲ, ୨୭।୭: ଭାରତ ଓ ଘରୋଇ ଶ୍ରୀଲଙ୍କା ମଧ୍ୟରେ ସୀମିତ ଓଭର ସିରିଜ ଶନିବାରଠାରୁ ଆରମ୍ଭ ହେବ। ଭ୍ରମଣକାରୀ ଦଳ ନୂଆ କୋଚ୍‌ ଗୌତମ ଗମ୍ଭୀର ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ପ୍ରଥମେ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri