Tag Archives: Home Middle

କୁସ୍ତିଯୋଦ୍ଧାଙ୍କ ମାମଲାରେ ନୂଆ ମୋଡ: ପୋଲିସ ସୁରକ୍ଷାରେ ବ୍ରିଜ୍‌ଭୂଷଣଙ୍କ ଘରେ ପହଞ୍ଚିଲେ ମହିଳା କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୯।୬: ଭାରତୀୟ ରେସଲିଂ ଫେଡେରେଶନ (ଡବ୍ଲ୍ୟୁଏଫଆଇ) ପୂର୍ବତନ ସଭାପତି ତଥା ଭାଜପା ଏମ୍‌ପି ବ୍ରିଜ୍‌ଭୂଷଣ ସିଂଙ୍କ ବିରୋଧରେ ତଦନ୍ତ ମାମଲାରେ ଏକ ନୂଆ ମୋଡ଼ ଆସିଛି। କୁସ୍ତିଯୋଦ୍ଧାଙ୍କ ଧାରଣାରେ ସାମିଲ ଥିବା ଜଣେ ମହିଳା କୁସ୍ତିଯୋଦ୍ଧା ପୋଲିସ ସୁରକ୍ଷା ଅଧୀନରେ...

ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଲେ ରୋହିତ ପୂଜାରୀ

ଭୁବନେଶ୍ୱର,୯ା୬(ବ୍ୟୁରୋ): ରାଜ୍ୟ ମନ୍ତ୍ରିମଣ୍ଡଳରୁ ବାଦ୍‌ ପଡ଼ିଛନ୍ତି ରୋହିତ ପୂଜାରୀ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ସୁପାରିସ କରିଥିବା ଜଣାପଡ଼ିଛି। ଉଚ୍ଚଶିକ୍ଷା ବିଭାଗ ବାର୍ଷିକ ସମୀକ୍ଷାରେ ଖରାପ ପ୍ରଦର୍ଶନ ପାଇଁ ତାଙ୍କୁ ବାଦ୍‌ କରାଯାଇଥିବା ସୂଚନାରୁ...

ବାପା ରାଷ୍ଟ୍ରପତି, ପୁଅ ନିଶାଡ଼ି

ଓ୍ବାଶିଂଟନ,୯ା୬: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନଙ୍କ ପୁଅ ହଣ୍ଟର୍‌ ବାଇଡେନଙ୍କ ଲାପଟପରୁ ପ୍ରାୟ ୯୦୦୦ ଫଟୋ ଲିକ୍‌ ହୋଇଛି। ଏଥିରେ ହଣ୍ଟର୍‌ ବିଡେନ ଡ୍ରଗ୍ସ ନେଉଥିବା, ଗଣିକାମାନଙ୍କ ସହିତ ନଗ୍ନ ଏବଂ ପରିବାର ସହିତ ମଜା କରିବାର ଫଟୋ ମଧ୍ୟ...

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ନୂଆ ମାନଦଣ୍ଡ ସୃଷ୍ଟି କରିବ: ପେଣ୍ଟାଗନ ଅଧିକାରୀ

ନୂଆଦିଲ୍ଲୀ/ଓ୍ବାଶିଂଟନ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ମାସରେ ଆମେରିକା ଗସ୍ତରେ ଯାଉଛନ୍ତି। ଏହି ଗସ୍ତରୁ ଭାରତ ଏବଂ ଆମେରିକାର ଲୋକମାନେ ବହୁତ ଆଶା ରଖିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଆମେରିକା ଗସ୍ତ ଭାରତ-ଆମେରିକା ପ୍ରତିରକ୍ଷା ସଂପର୍କରେ ନୂଆ ମାନଦଣ୍ଡ ସୃଷ୍ଟି କରିବ...

ରାଷ୍ଟ୍ରପତି ବାଇଡେନଙ୍କ ବଡ ଘୋଷଣା, ଯୁଦ୍ଧ ଶେଷ ନ ହେବା ପର୍ଯ୍ୟନ୍ତ ୟୁକ୍ରେନକୁ ଦେବେ ସେନା ସହାୟତା

ଓ୍ବାଶିଂଟନ,୯।୬: ରୁଷିଆ ୟୁକ୍ରେନ ଯୁଦ୍ଧକୁ ଏକ ବର୍ଷରୁ ଅଧିକ ସମୟ ହୋଇଗଲାଣି। ହେଲେ ଉଭୟ ଦେଶ ପଛକୁ ହଟିବାକୁ ରାଜି ନୁହଁନ୍ତି। ଇତିମଧ୍ୟରେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଶ୍ଚର୍ଯ୍ୟ କଲା ଭଳି ଏକ ଘୋଷଣା କରିଛନ୍ତି। ବାଇଡେନ କହିଛନ୍ତି,...

ଶରଦ ପାୱାରଙ୍କୁ ‘ଔରଙ୍ଗଜେବଙ୍କ ପୁନର୍ଜନ୍ମ’ କହିବା ଉପରେ ବିବାଦ, ଏନ୍‌ସିପି ଦେଲା ଚେତାବନୀ

ମୁମ୍ବାଇ, ୯।୬: ମହାରାଷ୍ଟ୍ରରେ ମୋଗଲ ସମ୍ରାଟ ଔରଙ୍ଗଜେବଙ୍କ ଉପରେ ଚାଲିଥିବା ବିବାଦ ବନ୍ଦ ହେବାର ନାଁ ନେଉନାହିଁ। ଭାଜପା ନେତା ନୀଳେଶ ରାଣେ ଏନ୍‌ସିପି ସୁପ୍ରିମୋ ଶରଦ ପାୱାରଙ୍କୁ ‘ଔରଙ୍ଗଜେବଙ୍କ ପୁନର୍ଜନ୍ମ’ ବୋଲି କହିବା ପରେ ବିବାଦ ଆହୁରି ଗଭୀର...

ଏନସିପି ମୁଖ୍ୟ ଶରଦ ପାଓ୍ବାରଙ୍କୁ ହତ୍ୟା ଧମକ

ମୁମ୍ବାଇ,୯।୬: ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି(ଏନସିପି) ମୁଖ୍ୟ ଶରଦ ପାଓ୍ବାରଙ୍କୁ ଟୁଇଟରରେ ହତ୍ୟା ଧମକ ଦିଆଯାଇଛି। ଏହାପରେ ଏନସିପି ଏମପି ତଥା ଶରଦ ପାଓ୍ବାରଙ୍କ ଝିଅ ସୁପ୍ରିୟା ସୁଲେଙ୍କ ନେତୃତ୍ୱରେ ପାର୍ଟିର ବରିଷ୍ଠ ନେତାମାନେ ମୁମ୍ବାଇ ପୋଲିସ କମିଶନରଙ୍କ ନିକଟରେ ପହଞ୍ଚିଛନ୍ତି।...

ଆସନ୍ତା ୩୬ ଘଣ୍ଟା ମଧ୍ୟରେ ଭୟଙ୍କର ରୂପ ନେବ ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’, ଭାରତ ସମେତ ପାକିସ୍ତାନ ଉପରେ ପଡିପାରେ ପ୍ରଭାବ

ନୂଆଦିଲ୍ଲୀ, ୯।୬: ଆସନ୍ତା ୩୬ ଘଣ୍ଟା ମଧ୍ୟରେ ସାମୁଦ୍ରିକ ଝଡ ‘ବିପର୍ଯ୍ୟୟ’ ଆହୁରି ତୀବ୍ର ହୋଇ ଆଗାମୀ ୨ ଦିନ ମଧ୍ୟରେ ଉତ୍ତର-ଉତ୍ତର-ପଶ୍ଚିମ ଉପକୂଳରେ ଗତି କରିବା ନେଇ ସମ୍ଭାବନା ରହିଛି। ଏନେଇ ଶୁକ୍ରବାର ଭାରତୀୟ ପାଣିପାଗ ବିଭାଗ (ଆଇଏମଡି)...

ନନ୍ଦିନୀ ଶତପଥୀଙ୍କ ୯୨ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬(ବ୍ୟୁରୋ): ଓଡ଼ିଶାର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ ସ୍ବର୍ଗତ ନନ୍ଦିନୀ ଶତପଥୀଙ୍କ ୯୨ତମ ଜନ୍ମ ଜୟନ୍ତୀ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଭୁବନେଶ୍ୱର ରାଜଭବନ ନିକଟସ୍ଥ ଏଲଆଇସି ଅଫିସ ଛକସ୍ଥିତ ପ୍ରତିମୂର୍ତ୍ତରେ ମାଲ୍ୟାର୍ପଣ ପୂର୍ବକ ସ୍ମୃତିଚାରଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ...

ବାହାନଗା ବିଦ୍ୟାଳୟ କୋଠରି ଭଙ୍ଗାଯିବ

ବାଲେଶ୍ୱର ଅଫିସ, ୯।୬: ବାଲେଶ୍ୱର ଜିଲା ବାହାନଗା ନିକଟରେ ଗତ ୨ ତାରିଖ ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତଦେହଗୁଡ଼ିକୁ ସ୍ଥାନୀୟ ବାହାନଗା ହାଇସ୍କୁଲରେ ରଖାଯାଇଥିଲା। ହାଇସ୍କୁଲର ବିଭିନ୍ନ କୋଠରିରେ ପ୍ରାୟ ୨ଶହରୁ ଊର୍ଦ୍ଧ୍ୱ ମୃତଦେହ...

ବ୍ୟାଟିଂ ବିପର୍ଯ୍ୟୟ: ୩୧୮ ରନ୍‌ ପଛରେ ଭାରତ

ଦ ଓଭାଲ,୯ା୬: ଦ ଓଭାଲରେ ଅନୁଷ୍ଠିତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଫାଇନାଲର ଦ୍ୱିତୀୟ ଦିନରେ ଭାରତ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ପ୍ରଥମେ ବ୍ୟାଟିଂ କରିଥିବା...

ମହାରାଷ୍ଟ୍ରର ସବୁ ଲୋକ ସଭା, ବିଧାନସଭା ସିଟ୍‌ ଉପରେ ଭାଜପାର ବଡ଼ ନିଷ୍ପତ୍ତି

ମୁମ୍ବାଇ, ୮।୬: ମହାରାଷ୍ଟ୍ରରେ ଭାଜପା ଗୁରୁବାର ରାଜ୍ୟର ୪୮ ଲୋକ ସଭା ଏବଂ ୨୮୮ବିଧାନସଭା ଆସନ ପାଇଁ ‘ ନିର୍ବାଚନ ମୁଖ୍ୟ’ଙ୍କ ଘୋଷଣା କରିଛି। ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର ବାୱନକୁଲେ ଏଠାରେ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି ଯେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri