Tag Archives: Home Middle

୫୦ ପ୍ରତିଶତ ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କକୁ ଫେରିଛି, ମୋଟ ପରିମାଣ ୧.୮ ଲକ୍ଷ କୋଟି…

ନୂଆଦିଲ୍ଲୀ,୮।୬ : ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ କହିଛନ୍ତି ବର୍ତ୍ତମାନ ପର୍ଯ୍ୟନ୍ତ ୧.୮ ଲକ୍ଷ କୋଟି ଟଙ୍କାର ୨୦୦୦ ଟଙ୍କିଆ ନୋଟ ବ୍ୟାଙ୍କିଙ୍ଗ ସିଷ୍ଟମକୁ ଫେରି ଆସିଛି। ସେ କହିଛନ୍ତି ୩୧ ମାର୍ଚ୍ଚ ୨୦୨୩ ପର୍ଯ୍ୟନ୍ତ କାରବାର ହେଉଥିବା ମୋଟ...

କଂଗ୍ରେସର ପ୍ରତିଶ୍ରୁତି କେବଳ ପାଣିର ଗାର: ଭାଜପାର କଟାକ୍ଷ…

ଭୋପାଳ,୮।୬ : ମଧ୍ୟପ୍ରଦେଶ ଗୃହମନ୍ତ୍ରୀ ଡକ୍ଟର ନରୋତ୍ତମ ମିଶ୍ର ପୁଣି ଥରେ କଂଗ୍ରେସକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି କଂଗ୍ରେସ ସବୁବେଳେ ପ୍ରତିଶ୍ରୁତି ପୂରଣରେ ବିଫଳ ରହିଆସିଛି ଏବଂ ପୁଣି ଥରେ ସମାନ କାର୍ଯ୍ୟ କରିଛି। କର୍ନାଟକରେ ବିଦ୍ୟୁତ...

ନିଶ୍ଚିତ ବିଜୟ ଆସନରୁ ଲଢ଼ିବା ଜରୁରୀ: ଶରଦ ପାଓ୍ବାର…

ମୁମ୍ବାଇ,୮।୬ : ଏନସିପି ମୁଖ୍ୟ ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ଶରଦ ପାୱାର ଔରଙ୍ଗାବାଦରେ କହିଛନ୍ତି ରାଜନୈତିକ ଦଳମାନେ ପ୍ରଥମେ କେଉଁ ଆସନ ଜିତିବେ ସେନେଇ ନିଶ୍ଚିତ ହେବା ପରେ ନିବ;ାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ନେଇ ଆକଳନ କରିବା ଉଚିତ। କିନ୍ତୁ...

ଗାନ୍ଧୀ ଉପନାମ ଯୋଗୁ ରାହୁଲଙ୍କ ଚିନ୍ତାଧାରା ମହାତ୍ମାଙ୍କ ପରି ହେବ ବୋଲି ଭାବିବା ଭୁଲ:…

ଲକ୍ଷ୍ନୌ,୮।୬ : ପୁଣିଥରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ଏକ ବିବାଦୀୟ ବିବୃତ୍ତି ଦେଇଛନ୍ତି। ତ୍ରିବେନ୍ଦ୍ର ସିଂ ରାୱତ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେଙ୍କୁ ଦେଶଭକ୍ତ ବୋଲି କହିଛନ୍ତି। ଯେ ପର୍ଯ୍ୟନ୍ତ ମୁଁ...

ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ବିବାଦୀୟ ବୟାନ, ‘ଗୋଡସେ ଦେଶଭକ୍ତ ଥିଲେ’

ଡେରାଡୁନ,୮।୮:ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାୱତ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗୋଡସେ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ବିବାଦରେ ଛନ୍ଦି ହୋଇଯାଇଛନ୍ତି। ସେ ଗୋଡସେଙ୍କୁ ଦେଶପ୍ରେମୀ ବୋଲି କହିଛନ୍ତି। ଏଥିସହ ସେ କଂଗ୍ରେସର ପୂର୍ବତନ ସଭାପତି ରାହୁଲ...

ଦୈନିକ ସଂକ୍ରମଣ ୧୯୯…

ନୂଆଦିଲ୍ଲୀ, ୮।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ...

କର୍ନାଟକରେ ବଜରଙ୍ଗ ବାଲୀ କଲେନି ସହାୟତା, ଏବେ ମହାରାଷ୍ଟ୍ରରେ ଔରେଙ୍ଗଜେବ ଉପରେ ଭରସା: ଭାଜପାକୁ ସଞ୍ଜୟଙ୍କ କଟାକ୍ଷ…

ମୁମ୍ବାଇ,୮।୬ : ମହାରାଷ୍ଟ୍ରର ଔରଙ୍ଗଜେବକୁ ନେଇ ଦୁଇଟି ଜିଲାରେ ଉତ୍ତେଜନା ଦେଖାଦେଇଛି। ପ୍ରଥମ ଘଟଣା କୋଲହାପୁରରେ ଘଟିଥିଲା ଯେଉଁଠାରେ ମଙ୍ଗଳବାର କିଛି ଯୁବକ ସୋସିଆଲ ମିଡିଆରେ ଔରଙ୍ଗଜେବଙ୍କ ସମର୍ଥନରେ ପୋଷ୍ଟ କରିଥିଲେ। ବୁଧବାର ଏହାକୁ ବିରୋଧ କରାଯାଇଥିବା ଏକ ପ୍ରତିବାଦ...

ଲିଭ୍‌ ଇନରେ ରହିବାର କରୁଣ ପରିଣତି: ହତ୍ୟା ପରେ ମୃତଦେହକୁ ଆରିରେ କାଟି ପ୍ରେସର କୁକରରେ ସିଝାଇଲେ…

ମୁମ୍ବାଇ,୮।୬ : ଦିଲ୍ଲୀର ଶ୍ରଦ୍ଧା ୱାକର ହତ୍ୟା ମାମଲା ସାରା ଦେଶରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ବର୍ତ୍ତମାନ ମୁମ୍ବାଇରେ ମଧ୍ୟ ହୃଦୟ ବିଦାରକ ମାମଲା ସାମ୍ନାକୁ ଆସିଛି। ବାସ୍ତବରେ ମୁମ୍ବାଇର ମୀରା ରୋଡ ଅଞ୍ଚଳର ଆକାଶଗଙ୍ଗା ସୋସାଇଟିରେ ଜଣେ ମହିଳାଙ୍କୁ...

ବିଶ୍ୱ ମହାସାଗର ଦିବସରେ ଚେନ୍ନାଇ ସମୁଦ୍ର କୂଳ ସଫା କଲେ କିରେନ ରିଜିଜୁ…

ଚେନ୍ନାଇ,୮।୬ : ବିଶ୍ୱ ମହାସାଗର ଦିବସରେ ଚେନ୍ନାଇର ବେସନ୍ତ ନଗର ବେଳାଭୂମିର ସଫେଇ କାର୍ଯ୍ୟରେ କେନ୍ଦ୍ର ପୃଥିବୀ ବିଜ୍ଞାନ ମନ୍ତ୍ରୀ କିରେନ ରିଜିଜୁ ଅଂଶଗ୍ରହଣ କରିଥିଲେ। ସେ ପରିମଳ କର୍ମଚାରୀଙ୍କ ସହ ସମୁଦ୍ର କୂଳ ମଧ୍ୟ ସଫା କରିଥିଲେ। ସ୍ବଚ୍ଛତା...

ପ୍ରଚାର ମଇଦାନକୁ ଯିବେ ନିର୍ବାଚନ ଲଢ଼ି ନ ଥିବା ଜୟଶଙ୍କର, ବଖାଣିବେ ୯ ବର୍ଷର ଉପଲବ୍ଧି…

ନୂଆଦିଲ୍ଲୀ,୮।୬ : ଆସନ୍ତା ବର୍ଷ ହେବାକୁ ଥିବା ସାଧାରଣ ନିର୍ବାଚନ ପାଇଁ ଭାଜପା ଏକ ମାସର ଅଭିଯାନ ଆରମ୍ଭ କରିଛି। ଏହି ସମୟ ମଧ୍ୟରେ, ଗତ ୯ ବର୍ଷ ମଧ୍ୟରେ କେନ୍ଦ୍ର ସରକାର କରିଥିବା କାର୍ଯ୍ୟ ବିଷୟରେ ଲୋକଙ୍କୁ ସୂଚନା...

ଆରବିଆଇ ମୁଦ୍ରା ନୀତି ଜୁନ ୨୦୨୩: ଋଣ , ଇଏମଆଇ ବୋଝରୁ ମୁକ୍ତି, ରେପୋ ରେଟ ଅପରିବର୍ତ୍ତିତ…

ନୂଆଦିଲ୍ଲୀ,୮।୬ : ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ) ଗୁରୁବାର ନୂଆ ମୁଦ୍ରା ନୀତି ଘୋଷଣା କରିଛନ୍ତି। ଜୁନ ୬ ରୁ ୮ ପର୍ଯ୍ୟନ୍ତ ଚାଲିଥିବା ଆରବିଆଇର ମୁଦ୍ରା ନୀତି କମିଟି ବର୍ତ୍ତମାନ ପର୍ଯ୍ୟନ୍ତ ରେପୋ ହାରରେ କୌଣସି ପରିବର୍ତ୍ତନ ନ...

ଭାରତ-ଆମେରିକା ମିଳିତ ଭାବେ ମହାକାଶରେ ଚାଇନାକୁ ଦେବେ ଟକ୍କର !…

ଓ୍ବାଶିଂଟନ,୮।୬ : : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ୨୧ ରୁ ଆମେରିକା ଗସ୍ତରେ ଯିବେ। ଦୁଇ ଦେଶ ମଧ୍ୟରେ ସମ୍ପର୍କ ଦୃଷ୍ଟିରୁ ଏହି ଗସ୍ତକୁ ବହୁ ଗୁରୁତ୍ୱ ଦିଆଯାଉଛି। ବର୍ତ୍ତମାନ ହ୍ବାଇଟ ହାଉସ କହିଛି ପିଏମ ମୋଦିଙ୍କ ଆଗାମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri