Tag Archives: Home Middle

୯୯ରେ ସାପ କାମୁଡ଼େ, କଂଗ୍ରେସକୁ ଏମିତି କହିଦେଲେ କେନ୍ଦ୍ରମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୦୭: ବରିଷ୍ଠ ଜନତା ଦଳ ୟୁନାଇଟେଡ (ଜେଡିୟୁ) ନେତା ତଥା କେନ୍ଦ୍ର ମନ୍ତ୍ରୀ ରାଜୀବ ରଂଜନ (ଲଲନ ସିଂ) ଶୁକ୍ରବାର ଦିନ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି । ଲୋକସଭାରେ ଭାଷଣ ଦେଇ ଲଲନ ସିଂ କହିଛନ୍ତି ଯେ ଭାରତୀୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା କରିଛନ୍ତି । ଏହାସହିତ ‘ଅଗ୍ନିବୀର’ଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି...

କଂଗ୍ରେସର ନିକଟତର ହେଉଛନ୍ତି ନବୀନ-ରେଡ୍ଡୀ, ଏପଟେ ମୋଦିଙ୍କୁ ଭେଟିବେ ମମତା, ଜାତୀୟ ରାଜନୀତିରେ ହଲଚଲ

ନୂଆଦିଲ୍ଲୀ,୨୬।୭: ଇଣ୍ଡିଆ ମେଣ୍ଟର ଅନ୍ୟତମ ପ୍ରମୁଖ ସଦସ୍ୟ ଟିଏମସି ସୁପ୍ରିମୋ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟକୁ ନେଇ ଏବେ ଜୋରଦାର ଚର୍ଚ୍ଚା। ଯାହା ମେଣ୍ଟରେ ଫାଟ ହେବାନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ନୀତି ଆୟୋଗକୁ ବିରୋଧୀ ଦଳରେ ଥିବା ମୁଖ୍ୟମନ୍ତ୍ରୀ...

୨ ପ୍ରକଳ୍ପକୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ୨ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି। ଏହି ଦୁଇଟି ନୂଆ ପ୍ରକଳ୍ପ ହେଉଛି ଇଏସଆଇ ହସ୍ପିଟାଲ। କେନ୍ଦୁଝର ଓ ସୋନପୂର ସହରରେ ଏହି ହସ୍ପିଟାଲ ପ୍ରତିଷ୍ଠା ହେବ। ଏହାଦ୍ବାରା ସ୍ଥାନୀୟ...

ଇଣ୍ଡିଆ ମେଣ୍ଟରେ ଫାଟ! ମମତା ବାନାର୍ଜୀ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬।୭: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ନୀତି ଆୟୋଗ ବୈଠକରେ ଯୋଗଦେବେ। ସେ ମଧ୍ୟ ଏହି ବୈଠକରେ ଯୋଗଦେବା ପାଇଁ ଦିଲ୍ଲୀ ଯାଇଛନ୍ତି। ତାଙ୍କ ସହ ଦିଲ୍ଲୀର ତୃଣମୂଳ କଂଗ୍ରେସର ଜାତୀୟ ସାଧାରଣ ସମ୍ପାଦକ ଅଭିଷେକ ବାନାର୍ଜୀ ମଧ୍ୟ ଆସୁଛନ୍ତି।...

ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬ା୭: ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ପୁଣି ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା ବେଳେ ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ। ଏହା ପ୍ରଭାବରେ...

ଲୋୟର ସୁକତେଲ୍‌ ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କ ଅମାପ ସମ୍ପତ୍ତି; ମଥୁରାରେ କିଣିଥିଲେ ଜମି, ଲକର ଖୋଲିବା ଅଛି ବାକି

ବଲାଙ୍ଗୀର/ ଭୁବନେଶ୍ୱର,୨୬ା୭: ବଲାଙ୍ଗୀର ଲୋୟର ସୁକ୍‌ତେଲ ପ୍ରକଳ୍ପର ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଭିଜିଲାନ୍ସ ଚଢ଼ାଉ ପରେ ତାଙ୍କର ସମ୍ପତ୍ତି ତାଲିକା ଲମବିବାରେ ଲାଗିଛି।...

କାର୍‌ଗିଲ୍‌ରୁ ପାକିସ୍ତାନକୁ ଚେତାବନୀ ଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଦାଖର ୟୁନିଅନ ଟେରିଟୋରୀରେ ପହଞ୍ଚିଥିଲେ। କାର୍‌ଗିଲ ବିଜୟ ଦିବସ ଅବସରରେ ସେ ଓ୍ବାର୍‌ ମେମୋରିଆଲରେ ପହଞ୍ଚି ପାକିସ୍ତାନ ବିରୋଧରେ ଯୁଦ୍ଧରେ ଶହୀଦ ହୋଇଥିବା ସୈନିକମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କାର୍ଗିଲରୁ ପାକିସ୍ତାନକୁ...

ମୋ ମୁହଁରେ ଭର୍ତ୍ତି କରି ଦେଇଥିଲେ AK-47, ସେଦିନର ଲୋମଟାଙ୍କୁରା ଘଟଣା ବଖାଣିଲେ ପାଇଲଟ୍‌

ନୂଆଦିଲ୍ଲୀ,୨୬ା୭: ଆଜି ଅର୍ଥାତ୍‌ ୨୬ ଶୁକ୍ରବାର କାର୍‌ଗିଲ ବିଜୟ ଦିବସର ୨୫ବର୍ଷ ପୂରଣ ହୋଇଛି। ଏହି ଦିନ କାର୍‌ଗିଲ ଯୁଦ୍ଧରେ ଭାରତୀୟ ସେନା ପାକିସ୍ତାନକୁ ପରାସ୍ତ କରିଥିଲା। ଏହି ଅବସରରେ କାର୍‌ଗିଲ ଯୁଦ୍ଧ ସହ ଜଡ଼ିତ ଅନେକ କାହାଣୀ ସାମ୍ନାକୁ...

କାର୍‌ଗିଲ ଯୋଦ୍ଧାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରତିରକ୍ଷା ମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଶୁକ୍ରବାର ଅର୍ଥାତ୍‌ ଜୁଲାଇ ୨୬ରେ ସମଗ୍ର ଦେଶ ପାଳୁଛି କାର୍‌ଗିଲ ବିଜୟ ଦିବସ। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି ବୀରମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିନ ପାଳନ କରାଯାଉଛି। ଏହି...

ଗୋଟିଏ ଗୁଳିରେ ୩ ଶିକାର

ଲକ୍ଷ୍ନୌ,୨୬ା୭: ଲୋକ ସଭା ନିର୍ବାଚନ ପରଠାରୁ ଉତ୍ତରପ୍ରଦେଶର ଭାରତୀୟ ଜନତା ପାର୍ଟି ମଧ୍ୟରେ ଅସନ୍ତୋଷ କୁହୁଳିବାରେ ଲାଗିଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ କ୍ରମାଗତ ଭାବରେ କହି ଆସୁଛନ୍ତି ଯେ, ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ ଏବଂ ଅନ୍ୟ...

କାର୍‌ଗିଲ ଯୋଦ୍ଧାଙ୍କୁ ମନେ ପକାଉଛି ଦେଶ, ଶ୍ରଦ୍ଧାଞ୍ଜଳି ଦେବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୬ା୭: ଦେଶରେ ପ୍ରତିବର୍ଷ ୨୬ ଜୁଲାଇରେ କାର୍‌ଗିଲ ବିଜୟ ଦିବସ ପାଳନ କରାଯାଉଛି। ୧୯୯୯ର କାର୍‌ଗିଲ ଯୁଦ୍ଧରେ ପାକିସ୍ତାନକୁ ପରାସ୍ତ କରି ଶହୀଦ ହୋଇଥିବା ସେହି ଶହୀଦମାନଙ୍କୁ ସ୍ମରଣ କରିବା ପାଇଁ ଏହି ଦିନ ପାଳନ କରାଯାଏ। ଏହି ଦିନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri