Tag Archives: Home Middle

୨୦୪୭ ସୁଦ୍ଧା ବିକଶିତ ରାଷ୍ଟ୍ର ପାଲଟିବ ଭାରତ

ବେଲ୍‌ଗ୍ରେଡ୍‌,୮ା୬ : ଭାରତ ହେଉଛି ବିଶ୍ୱର ସବୁଠୁ ଦ୍ରୁତତମ ଅଭିବୃଦ୍ଧିଶୀଳ ଅର୍ଥନୀତି, ଯାହାର ମୋଟ ଘରୋଇ ଉତ୍ପାଦ (ଜିଡିପି) ୩.୫ ଟ୍ରିଲିୟନ୍‌ ଡଲାର ଛୁଇଁବାକୁ ଯାଉଛି। ଚଳିତ ଦଶନ୍ଧି ଶେଷ ହେବା ପୂର୍ବରୁ ଆମେ ବିଶ୍ୱର ତୃତୀୟ ବୃହତ୍‌ ଅର୍ଥନୀତି...

ରୁଷିଆରେ ଫସିଛନ୍ତି ଏୟାର ଇଣ୍ଡିଆର ୨୩୨ ଯାତ୍ରୀ

ମସ୍କୋ/ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୮ା୬: ଦିଲ୍ଲୀରୁ ଆମେରିକାର ସାନ୍‌ଫ୍ରାନ୍ସିସ୍କୋ ଅଭିମୁଖେ ଯାତ୍ରା କରୁଥିବା ଏୟାର ଇଣ୍ଡିଆର ଏକ ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେବାରୁ ରୁଷିଆର ମଗଦାନସ୍ଥିତ ଗୁଲାଗରେ ବିମାନଟି ଜରୁରୀ ଅବତରଣ କରିଛି। ଫଳରେ ଫ୍ଲାଇଟ୍‌ ଏଆଇ୧୭୩ରେ ଥିବା ସମସ୍ତ ୨୧୬ ଯାତ୍ରୀ ଓ...

ଭାଜପା ଆଡ଼କୁ ଢଳୁଛି ଜେଡିଏସ୍‌

ନୂଆଦିଲ୍ଲୀ,୮ା୬: କର୍ନାଟକ ବିଧାନସଭା ନିର୍ବାଚନରେ ସବୁଠୁ ଖରାପ ପ୍ରଦର୍ଶନ କରିଥିବା ଧର୍ମନିରପେକ୍ଷ ଜନତା ଦଳ (ଜେଡିଏସ୍‌) ଏବେ ଭାଜପା ଆଡ଼କୁ ଢଳିବା ଆରମ୍ଭ କରିଛି। ଏଥିଲାଗି ୨୦୨୪ ସାଧାରଣ ନିର୍ବାଚନ ବେଳେ ଦୁଇଦଳ ମଧ୍ୟରେ ମେଣ୍ଟ ହୋଇପାରେ ବୋଲି ଚର୍ଚ୍ଚା...

ମା’ପୁଅ, ସମ୍ପର୍କୀୟ ଜୀବନ୍ତ ଦଗ୍ଧ

ଗୁଆହାଟୀ,୮ା୬: ହିଂସା ପ୍ରଭାବିତ ଉତ୍ତର-ପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ଅଶାନ୍ତି ଲାଗିରହିଛି। ଜଣେ ମହିଳା ନିଜ ୮ ବର୍ଷର ଗୁଳିବିଦ୍ଧ ପୁଅକୁ ଚିକିତ୍ସା ପାଇଁ ହସ୍ପିଟାଲକୁ ନେଉଥିବାବେଳେ ସେମାନଙ୍କ ଆମ୍ବୁଲାନ୍ସରେ ଦୁର୍ବୃତ୍ତମାନେ ନିଅଁା ଲଗାଇଦେଇଛନ୍ତି। ଏଥିରେ ଉଭୟଙ୍କ ସହ ସେମାନଙ୍କ ଜଣେ...

ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକଙ୍କୁ ସ୍ପିନୋଜା ପୁରସ୍କାର

ନୂଆଦିଲ୍ଲୀ,୮ା୬: ଭାରତୀୟ ବଂଶୋଦ୍ଭବ ବୈଜ୍ଞାନିକ ଜୋୟିତା ଗୁପ୍ତାଙ୍କୁ ନେଦରଲାଣ୍ଡ୍ସ ସରକାର ସ୍ପିନୋଜା ପୁରସ୍କାର ପ୍ରଦାନ କରିଛନ୍ତି। ନେଦରଲାଣ୍ଡ୍ସର ବିଜ୍ଞାନ କ୍ଷେତ୍ରରେ ଏହାକୁ ସର୍ବୋଚ୍ଚ ସମ୍ମାନ ‘ଡଚ୍‌ ନୋବେଲ ପ୍ରାଇଜ୍‌’ ଭାବେ ବିବେଚନା କରାଯାଏ। ୟୁନିଭର୍ସିଟି ଅଫ୍‌ ଆମଷ୍ଟରଡାମ୍‌ ପକ୍ଷରୁ ଜାରି...

ମହିଳାଙ୍କୁ ମହାସଂଘ ମୁଖ୍ୟ କରାଯାଉ

ନୂଆଦିଲ୍ଲୀ,୮ା୬: ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ମୁଖ୍ୟ ପଦରେ ଜଣେ ମହିଳା ରହିବା ଉଚିତ ବୋଲି ବିଦାୟୀ ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ ବିରୋଧରେ ଯୌନ ନିର୍ଯାତନା ଅଭିଯୋଗ ଆଣିଥିବା କୁସ୍ତିଯୋଦ୍ଧାମାନେ ବୁଧବାର କେନ୍ଦ୍ର କ୍ରୀଡ଼ାମନ୍ତ୍ରୀ ଅନୁରାଗ ଠାକୁରଙ୍କ ନିକଟରେ...

ପୋଲାଭରମ୍‌ ପାଇଁ ୧୨,୯୧୧ କୋଟି ମଞ୍ଜୁର କଲା କେନ୍ଦ୍ର

ନୂଆଦିଲ୍ଲୀ,୮ା୬: ଆନ୍ଧ୍ର ପ୍ରଦେଶର ଗୋଦାବରୀ ନଦୀରେ ନିର୍ମାଣାଧୀନ ପୋଲାଭରମ୍‌ ପ୍ରକଳ୍ପ ପାଇଁ ବୁଧବାର କେନ୍ଦ୍ର ସରକାର ୧୨,୯୧୧ କୋଟି ଟଙ୍କା ପ୍ରଦାନ ପ୍ରସ୍ତାବକୁ ମଞ୍ଜୁର କରିଛନ୍ତି। ଅର୍ଥ ମନ୍ତ୍ରଣାଳୟ ଅଧୀନ ବ୍ୟୟ ବିଭାଗ ପକ୍ଷରୁ ଦିଆଯିବାକୁ ଥିବା ଏହି ପାଣ୍ଠିରୁ...

ଡିଏନ୍‌ଏକୁ ନଷ୍ଟ କରିପାରେ କୃତ୍ରିମ ମିଠା

ଓ୍ବାଶିଂଟନ୍‌,୮ା୬: ମଧୁମେହ ରୋଗୀମାନେ ଚା’ ଓ ଅନ୍ୟ ଖାଦ୍ୟଗୁଡ଼ିକରେ ଶର୍କରାଯୁକ୍ତ ଚିନି ପରିବର୍ତ୍ତେ କୃତ୍ରିମ ସ୍ବିଟ୍‌ନର ବ୍ୟବହାର କରିଥାଆନ୍ତି। କିନ୍ତୁ ଏହି କୃତ୍ରିମ ମିଠାରେ ବ୍ୟବହୃତ ରାସାୟନିକ ପଦାର୍ଥ ଡିଏନ୍‌ଏକୁ ନଷ୍ଟ କରିପାରେ ବୋଲି ଆମେରିକୀୟ ବୈଜ୍ଞାନିକମାନେ ସତର୍କ କରାଇଛନ୍ତି।...

ଧାନ ଏମ୍‌ଏସ୍‌ପି ୧୪୩ ଟଙ୍କା ବଢ଼ିଲା

ନୂଆଦିଲ୍ଲୀ,୮ା୬: କେନ୍ଦ୍ର ସରକାର ୨୦୨୩-୨୪ ଖରିଫ ବର୍ଷ ନିମନ୍ତେ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୭% ଅର୍ଥାତ୍‌ ୧୪୩ ଟଙ୍କା ବୃଦ୍ଧି କରିଛନ୍ତି। ଫଳରେ କୁଇଣ୍ଟାଲ ପିଛା ସାଧାରଣ ଧାନର ଏମ୍‌ଏସ୍‌ପି ୨,୦୪୦ ଟଙ୍କାରୁ ୨୧୮୩...

‘ମୋଦି, ଅଶ୍ୱିନୀଙ୍କ ନଁ।ରେ ଏଫ୍‌ଆଇଆର୍‌ ହେଉ’

ନୂଆଦିଲ୍ଲୀ,୮ା୬: ବାଲେଶ୍ୱର ଜିଲା ବାହାନଗା ଟ୍ରେନ୍‌ ଦୁର୍ଘଟଣା ପାଇଁ କଂଗ୍ରେସ ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ଦାୟୀ କରିଛି। ଏଥିସହ ଉଭୟଙ୍କ ବିରୋଧରେ ମାମଲା ରୁଜୁ କରିବାକୁ ଦାବି କରିଛି। କଂଗ୍ରେସ ମୁଖପାତ୍ର ଅଜୟ...

ଆଜି ଯୁକ୍ତ ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ

ଭୁବନେଶ୍ୱର,୮ା୬(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପରିଚାଳିତ ଯୁକ୍ତ୨ କଳା ଓ ଧନ୍ଦାମୂଳକ ପରୀକ୍ଷାଫଳ ଗୁରୁବାର ପ୍ରକାଶ ପାଇବ। ଅପରାହ୍ନ ୪ଟାରେ ବିଧିବଦ୍ଧ ଭାବେ ଫଳ ଘୋଷଣା କରାଯିବ ବୋଲି ପରିଷଦ ଅଧ୍ୟକ୍ଷ ଅଶ୍ୱିନୀ ମିଶ୍ର ସୂଚନା ଦେଇଛନ୍ତି।...

ହେଡ୍‌ଙ୍କ ଶତକ: ବଡ଼ ସ୍କୋର ଆଗରେ ଅଷ୍ଟ୍ରେଲିଆ

ଲଣ୍ଡନ,୭।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି)ର ଫାଇନାଲ ଦି ଓଭାଲ ଗ୍ରାଉଣ୍ଡରେ ବୁଧବାର ଆରମ୍ଭ ହୋଇଯାଇଛି। ଟ୍ରାଭିସ ହେଡ୍‌ଙ୍କ ଶତକ ଏବଂ ଷ୍ଟିଭେନ୍‌ ସ୍ମିଥଙ୍କ ଦୃଢ଼ ବ୍ୟାଟିଂ ବଳରେ ଅଷ୍ଟ୍ରେଲିଆ ବଡ଼ ସ୍କୋର ଦିଗରେ ଅଗ୍ରସର ହୋଇଛି। ଅଷ୍ଟ୍ରେଲିଆ ୮୩ ଓଭରରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri