Tag Archives: Home Middle

ସ୍ନାନମଣ୍ଡପରେ ଚତୁର୍ଦ୍ଧାମୂର୍ତ୍ତି

ପୁରୀ ଅଫିସ,୪।୬: ବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଏ ନେଇ ସଜେଇ ହୋଇଛି ସ୍ନାନବେଦି। ଏପଟେ ଶ୍ରୀମନ୍ଦିର ରତ୍ନସିଂହାସନରେ ଓହ୍ଲାଇ ଆସିଛନ୍ତି ଦାରୁଦିଅଁ। ପହଣ୍ଡି କରି ସ୍ନାନମଣ୍ଡପ ବିଜେ ହେଲେ ଚତୁର୍ଦ୍ଧାମୂର୍ତ୍ତି। ସ୍ନାନବେଦିରେ ୧୦୮ ଗରା ସୁବାସିତ ଜଳ ଚତୁର୍ଦ୍ଧାମୂର୍ତ୍ତିଙ୍କୁ...

ଆଜି ଦାରୁଦିଅଁଙ୍କ ସ୍ନାନଯାତ୍ରା

ପୁରୀ ଅଫିସ, ୪।୬: ରବିବାର ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ସେଥିପାଇଁ ସଜେଇ ହୋଇଛି ସ୍ନାନବେଦି। ଅପେକ୍ଷା କରିଛି ମହାପ୍ରଭୁଙ୍କ ଆଗମନକୁ। ଆଉ କେଇ ଘଣ୍ଟା ପରେ ଚତୁର୍ଦ୍ଧାବିଗ୍ରହ ରନତ୍ବେଦୀରୁ ସ୍ନାନବେଦିକୁ ଓହ୍ଲାଇ ଆସିବେ। ପହଣ୍ଡି ପାଇଁ ରନତ୍ସିଂହାସନ ତଳେ ଚାରମାଳ...

ଆଜି ଜେଇଇ ଆଡ୍‌ଭାନ୍ସଡ୍‌

ଭୁବନେଶ୍ବର, ୪।୬(ବ୍ୟୁରୋ): ଭାରତୀୟ ପ୍ରଦ୍ୟୋଗିକ ସଂସ୍ଥାନ (ଆଇଆଇଟି)ଗୁଡ଼ିକରେ ନାମଲେଖା ପାଇଁ ଜେଇଇ ଆଡ୍‌ଭାନ୍ସଡ୍‌ ପରୀକ୍ଷା ରବିବାର ଅନୁଷ୍ଠିତ ହେବ। ଅଢ଼େଇ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର ଏହି ପ୍ରପେଶିକା ପରୀକ୍ଷା ପାଇଁ ମନୋନୀତ ହୋଇଥିବାବେଳେ ଆଡ୍‌ମିଟ୍‌ କାର୍ଡ ଅନ୍‌ଲାଇନ୍‌ରେ ଉପଲବ୍ଧ ହୋଇଛି।...

ବିଭୀଷିକା

ଲହୁ ଓ ଲୁହରେ ଭିଜିଛି ବାହାନଗା ମାଟି। ଶୁକ୍ରବାର ସନ୍ଧ୍ୟା ପ୍ରାୟ ୭ଟାରେ ଏଠାରେ ଘଟିଥିବା ୩ ଟ୍ରେନ ଦୁର୍ଘଟଣା ୨୮ବର୍ଷର ରେକର୍ଡ ଭାଙ୍ଗିଛି। ଉଦ୍ଧାର କାର୍ଯ୍ୟକୁ ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ବିତିଯାଇଥିଲେ ମଧ୍ୟ ତାହା ସରିନାହିଁ। ମୋଡ଼ିଭାଙ୍ଗି...

ଅଖିଳେଶ କେବଳ ନାମକୁ ମାତ୍ର ଅଧ୍ୟକ୍ଷ: ଭାଜପା…

ଲକ୍ଷ୍ନୌ,୩।୬ : ସମାଜବାଦୀ ପାର୍ଟି (ଏସପି)ର ପୃଷ୍ଠପୋଷକ ତଥା ଉତ୍ତରପ୍ରଦେଶର ପୂର୍ବତନ ବିଧାୟକ ମୁଲାୟମ ସିଂ ଯାଦବଙ୍କ ସମୁଦି ତଥା ପୂର୍ବତନ ବିଧାୟକ ହରିଓମ ଯାଦବ ପୁଣି ଥରେ ଏସପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅଖିଳେଶ ଯାଦବ ଏବଂ ଏସପି ଜାତୀୟ...

ବିଶ୍ୱାସଘାତକଙ୍କ ଉପରେ ଛେପ ପକାଇବା ହିନ୍ଦୁ ସଂସ୍କୃତି: ସଞ୍ଜୟ ରାଉତ…

ମୁମ୍ବାଇ,୩।୬ : ବିଶ୍ୱାସଘାତକ ଲୋକଙ୍କ ଉପରେ ଛେପ ପକାଇବା ହିନ୍ଦୁ ସଂସ୍କୃତି। ଏପରିକି ସ୍ବାଧୀନତା ସଂଗ୍ରାମୀ ବୀର ସାବରକର ମଧ୍ୟ ବିଶ୍ୱାସଘାତକଙ୍କ ଉପରେ ଛେପ ପକାଇଥିଲେ। ମୁଁ ଯାହା କରିଛି ସେଥିପାଇଁ କାହିଁକି ଏତେ ପାଟି ତୁଣ୍ଡ ହେଉଛି? ଏହା...

ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ: ଭାଜପା…

ମୁମ୍ବାଇ,୩।୬ : ମହାରାଷ୍ଟ୍ର ଭାଜପା ରାଜ୍ୟ ସଭାପତି ଚନ୍ଦ୍ରଶେଖର ବାୱାଲକଲେ ବିଧାୟକ ପଙ୍କଜା ମୁଣ୍ଡେଙ୍କ ବିବୃତ୍ତିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ସେ କହିଛନ୍ତି ପଙ୍କଜା ଦଳର, କିନ୍ତୁ ଦଳ ପଙ୍କଜାଙ୍କର ନୁହେଁ। ପାର୍ଲି ବିଧାନସଭା ନିର୍ବାଚନରେ ପରାଜୟ ପରେ ଭାଜପାର ବରିଷ୍ଠ...

ଆସନ ଭାଗବଣ୍ଟା ପାଇଁ ଏମଭିଏ କରିବ ବୈଠକ: ଅଜିତ ପାଓ୍ବାର…

ମୁମ୍ବାଇ,୩।୬ : ଏନସିପି ନେତା ଅଜିତ ପାୱାର ପୁଣେ ଏବଂ ଭାୟନ୍ଦର-ଗୋନ୍ଦିଆ ଲୋକସଭା ଆସନରେ ପରିବର୍ତ୍ତନ ହେବାର ଚର୍ଚ୍ଚାକୁ ଗୁଜବ ପ୍ରଚାର ବୋଲି କରିଛନ୍ତି। ନାଗପୁରରେ ସେ କହିଛନ୍ତି ସିଟ ବାଣ୍ଟିବା ପାଇଁ ଆଲୋଚନା ଚାଲିଛି। ଶନିବାର ନାଗପୁରରେ ସେ...

ବିଶ୍ୱର ସବୁଠୁ ବଡ଼ ଟ୍ରେନ୍‌ ଦୁର୍ଘଟଣା, ଜାଣନ୍ତୁ କେତେ ଲୋକଙ୍କର ହୋଇଥିଲା ମୃତ୍ୟୁ

କଲମ୍ବୋ,୩ା୬: ଶୁକ୍ରବାର ଓଡ଼ିଶାର ବାଲେଶ୍ୱର ଜିଲାର ବାହାନଗା ଷ୍ଟେଶନରେ ଟ୍ରେନ ଦୁର୍ଘଟଣା ଭାରତକୁ ଥରାଇ ଦେଇଛି। ଏହା ଭାରତର ଦ୍ୱିତୀୟ ବୃହତ୍ତମ ରେଳ ଦୁର୍ଘଟଣା ବୋଲି କୁହାଯାଉଛି। ଯେଉଁଥିରେ ଖବର ଲେଖିବା ପର୍ଯ୍ୟନ୍ତ ୨୮୮ ଜଣଙ୍କର ମୃତ୍ୟୁ ଘଟିଛି। ଏହାପୂର୍ବରୁ...

ସରକାର ସବ୍‌କା ସାଥ୍‌ ନାହାନ୍ତି, କେବଳ ବ୍ରିଜ ଭୁଷଣଙ୍କ ସହିତ ଅଛନ୍ତି: ସିବଲଙ୍କ କଟାକ୍ଷ…

ନୂଆଦିଲ୍ଲୀ,୩।୬ : ଦେଶର କୁସ୍ତିଯୋଦ୍ଧାମାନେ ସଂଘର ସଭାପତି ବ୍ରିଜ ଭୂଷଣ ଶରଣ ସିଂଙ୍କ ଇସ୍ତଫା ଦାବି କରୁଛନ୍ତି। ବର୍ତ୍ତମାନ ରାଜ୍ୟସଭା ଏମପି କପିଲ ସିବଲ ବ୍ରିଜ ଭୂଷଣ ଶରଣ ସିଂ ମାମଲାରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କରିଛନ୍ତି। ସିବଲ ପ୍ରଧାନମନ୍ତ୍ରୀ...

ବଳାତ୍କାର ପୀଡ଼ିତାଙ୍କ ଜାତକରେ ମାଙ୍ଗଳିକ ଦୋଷ ଯାଞ୍ଚ୍‌: ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୩।୬ : ବଳାତ୍କାର ପୀଡିତାଙ୍କ ଜାତକ ଯାଞ୍ଚ୍‌ କରିବାକୁ ଲକ୍ଷ୍ନୌ ବିଶ୍ୱବିଦ୍ୟାଳୟର ଜ୍ୟୋତିଷ ବିଭାଗକୁ ହାଇକୋର୍ଟ ନିର୍ଦ୍ଦେଶ ଦେବା ପରେ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ସୁପ୍ରିମକୋର୍ଟ ଏହି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ ଉପରେ ରୋକ ଲଗାଇଛନ୍ତି। ବଳାତ୍କାରରଅଭିଯୁକ୍ତଙ୍କ...

ରାଜଦ୍ରୋହ ଆଇନ ପରେ, ଏବେ ୟୁନିଫର୍ମ ସିଭିଲ କୋଡ: ଆଇନ ଆୟୋଗ ଖୁବ ଶୀଘ୍ର ଦାଖଲ କରିବେ ରିପୋର୍ଟ…

ନୂଆଦିଲ୍ଲୀ,୩।୬ : ଭାରତର ଆଇନ ଆୟୋଗ ରାଜଦ୍ରୋହ ଆଇନ ସମ୍ବନ୍ଧୀୟ ରିପୋର୍ଟ ଭାରତ ସରକାରଙ୍କ ନିକଟରେ ଦାଖଲ କରିଛନ୍ତି। ରାଜଦ୍ରୋହ ଆଇନକୁ ବଜାୟ ରଖିବା ପାଇଁ ସରକାରଙ୍କୁ ଏହାର ସୁପାରିଶ ଦାଖଲ କରିବା ପରେ ଆଇନ ଆୟୋଗ ବର୍ତ୍ତମାନ ୟୁନିଫର୍ମ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri