Tag Archives: Home Middle

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ: ଆକଳନ କରାଯାଇ ପାରୁନାହିଁ ମୃତକଙ୍କ ସଂଖ୍ୟା

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ...

୪ ଅଫିସରଙ୍କୁ ବଡ଼ ଦାୟିତ୍ୱ: ଘଟଣାସ୍ଥଳକୁ ଯିବାକୁ ମନ୍ତ୍ରୀ ଏବଂ ସିଆରସିଙ୍କୁ ନିର୍ଦ୍ଦେଶ

ସୋର,୨।୬(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁ ହୋଇଥିବା ଅନୁମାନ କରାଯାଉଛି। ମୃତକଙ୍କ ସଂଖ୍ୟା ଏଯାବତ୍‌ ସ୍ପଷ୍ଟ...

କରମଣ୍ଡଳ ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ

ସୋର,୨।୬(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନରେ ଶୁକ୍ରବାର ସନ୍ଧ୍ୟାରେ ୨ ଏକ୍ସପ୍ରେସ୍ ଟ୍ରେନ୍ କରମଣ୍ଡଳ ଏକ୍ସପ୍ରେସ ଓ ଯଶୱନ୍ତପୁର-ହାୱଡ଼ା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଛି।  ଏହି ଦୁର୍ଘଟଣାରେ ୬-୭ ବଗି ଲାଇନଚ୍ୟୁତ୍ ହୋଇଥିବା ଅନୁମାନ କରାଯାଉଛି। ମୃତକ ସଂଖ୍ୟା ୧୦କୁ ବୃଦ୍ଧି...

ନୂଆ ସଂସଦରେ ‘ଅଖଣ୍ଡ ଭାରତ’ ଚିତ୍ରକୁ ନେଇ ଚିନ୍ତା ପ୍ରକଟ କଲା ପାକିସ୍ଥାନ, କହିଲା ବିସ୍ତାରବାଦୀ ବିଚାରଧାରା ରଖିଛି ଭାରତ

ଇସଲାମବାଦ,୨।୬: ନୂଆ ସଂସଦ ଭବନ ଉଦ୍‌ଘାଟନକୁ ନେଇ ବିବାଦ ଲାଗି ରହିଥିବାବେଳେ ଏବେଆଉ ଏକ ବିବାଦ ମୁଣ୍ଡ ଟେକିଛି। ନୂଆ ସଂସଦକୁ ନିଜ ସରକାରୀ ମୁଖପାତ୍ର ‘ଗ୍ଲୋବାଲ ଟାଇମ୍ସ’ ମାଗାଜିନ୍‌ରେ ଚାଇନା ଏହାକୁ ପ୍ରଶଂସା କରିଛି। କିନ୍ତୁ ପଡୋଶୀ ଦେଶ...

ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ଦେଶ ବେରୋଜଗାର ନୁହେଁ: ତାମିଲନାଡୁ ଭାଜପା ଅଧ୍ୟକ୍ଷ

ଚେନ୍ନାଇ,୨।୬: ତାମିଲନାଡୁର ଭାଜପା ଅଧ୍ୟକ୍ଷ କେ ଅନ୍ନାମଲାଇ ଶୁକ୍ରବାର ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ଇଣ୍ଡିଆ ଟୁଡେକୁ ଏକ ସାକ୍ଷାତକାରରେ ସେ କହିଛନ୍ତି, ରାହୁଲ ବେରୋଜଗାର ଅଛନ୍ତି, ଏହାର ଅର୍ଥ ନୁହେଁ ଯେ ସାରା ଦେଶ େରୋଜଗାର ଅଛି। ସେ...

ହାଇକୋର୍ଟରୁ ସିସୋଡିଆଙ୍କୁ ସାମାନ୍ୟ ଆଶ୍ୱସ୍ତି

ନୂଆଦିଲ୍ଲୀ,୨।୬: ଦିଲ୍ଲୀ ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ହାଇକୋର୍ଟ ଆମ ଆଦମୀ ପାର୍ଟି(ଏଏପି) ନେତା ତଥା ପୂର୍ବତନ ଉପ ମୁଖ୍ୟମନ୍ତ୍ରୀ ମନିଷ ସିସୋଡିଆଙ୍କୁ ଶୁକ୍ରବାର ଅର୍ଥାତ୍‌ ୨ ଜୁନରେ ସାମାନ୍ୟ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। କୋର୍ଟ...

୨୦୦ ଭାରତୀୟ ମତ୍ସଜୀବୀ, ୩ କଏଦୀଙ୍କୁ ମୁକ୍ତ କରିବ ପାକିସ୍ତାନ, ଓ୍ବାଘା ସୀମା ଦେଇ ଭାରତକୁ କରିବ ହସ୍ତାନ୍ତର

ଇସଲାମାବାଦ,୨।୬: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ବିଲାଓ୍ବଲ ଭୁଟ୍ଟୋ ଜରଦାରୀ ଭାରତ ଗସ୍ତ କରିବା ପରେ ଏବେ ସେମାନଙ୍କ ମନୋଭାବରେ ସାମାନ୍ୟ ପରିବର୍ତ୍ତନ ଲକ୍ଷ୍ୟ କରାଯାଉଛି। ପ୍ରଥମେ ଭାରତକୁ ପ୍ରଶଂସା କରିବା ଆଉ ଏବେ ସେ ଘୋଷଣା କରିଛନ୍ତି କି ପାକିସ୍ତାନ...

କଂଗ୍ରେସର ୫ ଗ୍ୟାରେଣ୍ଟି ଉପରେ ମୋହର ଲଗାଇଲା କର୍ନାଟକ କ୍ୟାବିନେଟ

ବେଙ୍ଗାଲୁରୁ,୨।୬: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦାରାମାୟା ଶୁକ୍ରବାର କହିଛନ୍ତି, କଂଗ୍ରେସ ନିର୍ବାଚନ ପୂର୍ବରୁ ଯେଉଁ ୫ଟି କଥା ଦେଇଥିଲା ଏ ସବୁକୁ ଚଳିତ ଆର୍ଥିକ ବର୍ଷରେ ଲାଗୁ କରାଯିବ। ଜୁନ ୨ ଶୁକ୍ରବାର ସିଦ୍ଦାରାମାୟା କହିଛନ୍ତି, ନିର୍ବାଚନ ସମୟରେ ଓ ଏହା...

୬ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପାଣିରେ ବୁଡ଼ି ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ସହାୟତା ରାଶି ଘୋଷଣା କରିଛନ୍ତି। ଗୁରୁବାର ଗଞ୍ଜାମ ଜିଲା ଛତ୍ରପୁର ଆର୍ଯ୍ୟପଲ୍ଲୀ ସମୁଦ୍ରରେ ବୁଡ଼ି ୨ ଛାତ୍ରୀ ପ୍ରାଣ ହରାଇଥିଲେ। ସେହିପରି...

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୨ା୬(ବ୍ୟୁରୋ): ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପ୍ରକାଶ ପାଇଛି ଚଳିତବର୍ଷର ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ) ଫଳ। ବୈଷୟିକ ଶିକ୍ଷାମନ୍ତ୍ରୀ ପ୍ରୀତିରଞ୍ଜନ ଘଡ଼ାଇ ପରୀକ୍ଷା ଫଳ ପୁସ୍ତିକା ଉନ୍ମୋଚନ କରିଛନ୍ତି। ବିଭାଗୀୟ ସଚିବ ଉଷା ପାଢ଼ୀଙ୍କ ସମେତ ଓଜେଇଇର ଅଧିକାରୀମାନେ...

ଶିବାଜୀ ହିଁ ଶେଷ କରିଥିଲେ ଦାସତ୍ୱର ମାନସିକତା: ମୋଦି

ନୂଆଦିଲ୍ଲୀ,୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଛତ୍ରପତି ଶିବାଜୀ ମହାରାଜଙ୍କ ରାଜତିଳକର ୩୫୦ ବର୍ଷ ପୂର୍ତ୍ତି ଅବସରରେ ଦେଶବାସୀଙ୍କୁ ସମ୍ବୋଧିତ କରିଛନ୍ତି। ମୋଦି କହିଛନ୍ତି, ଛତ୍ରପତି ଶିବାଜୀ ମହାରାଜ ଦାସତ୍ୱର ମାନସିକତାକୁ ଶେଷ କରିଥିଲେ। ଶିବାଜୀ ମହାରାଜ ସର୍ବଦା ଦେଶର...

ଭାଟିକାନ ଚର୍ଚ୍ଚରେ ନଗ୍ନ ହେଲେ ବ୍ୟକ୍ତି

ଭାଟିକାନ,୨।୬: ଭାଟିକାନ ସିଟିର ସେଣ୍ଟ ପିଟର ଚର୍ଚ୍ଚରେ ଗୁରୁବାର ଜଣେ ବ୍ୟକ୍ତି ନଗ୍ନ ହୋଇଥିବା ସୂଚନା ମିଳିଛି। ମିଡିଆ ରିପୋର୍ଟର ସୂଚନା ଅନୁଯାୟୀ, ଅଭିଯୁକ୍ତ ବ୍ୟକ୍ତି ଚର୍ଚ୍ଚର ବେଦିକା ନିକଟରେ ନିଜର କପଡା ଖୋଲି ଦେଇଥିଲେ। କୁହାଯାଉଛି କି ୟୁକ୍ରେନ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri