Tag Archives: Home Middle

ଖୋଲିଲା ମା’ ମଝିଘରିଆଣୀଙ୍କ ୯ ହୁଣ୍ଡି, ମିଳିଲା ଏତିକି ଟଙ୍କା…

ରାୟଗଡ଼ା,୨୪ା୭(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣୀଙ୍କ ମନ୍ଦିର ହୁଣ୍ଡି ବୁଧବାର ଖୋଲାଯାଇଛି। ମନ୍ଦିରରେ ଥିବା ୯ଟି ଦାନହୁଣ୍ଡି ହୁଣ୍ଡି ଖୋଲାଯାଇ ଗଣତି କରାଯାଇଛି। ହୁଣ୍ଡିରୁ ନଗଦ ନଗଦ ୯୯ ଲକ୍ଷ ୧୫ ହଜାର ୪୨୨...

‘କାଳିଆ ଯୋଜନା’କୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ; ଜାଣନ୍ତୁ ବିଧାନସଭାରେ କ’ଣ କହିଲେ…

ଭୁବନେଶ୍ୱର, ୨୪।୭: ରାଜ୍ୟରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ବିଜେଡି ସମୟରେ କରାଯାଇଥିବା ‘କାଳିଆ ଯୋଜନା’ ବନ୍ଦ ହେବ କି ନାହିଁ ସେନେଇ ଅନେକଙ୍କ ମନରେ ପ୍ରଶ୍ନ। ବୁଧବାର ଏହି ପ୍ରସଙ୍ଗକୁ ନେଇ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ...

ଡ୍ୟାମ୍‌ରେ ଦୁଇ ଛାତ୍ର ବୁଡ଼ିଯିବା ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪ା୭: କଟକ ଜିଲା ଚୌଦ୍ୱାର ମଙ୍ଗରାଜପୁର ଡମଣୀ ଡ୍ୟାମ୍‌ରେ ବୁଡି ବୁଧବାର ୨ ଛାତ୍ର ମୃତ୍ୟୁ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଦୁଃଖପ୍ରକାଶ କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏଥିସହିତ ମୁଖ୍ୟମନ୍ତ୍ରୀ ମୃତକଙ୍କ...

ଚାଇନା ବୈଜ୍ଞାନିକଙ୍କୁ ଜହ୍ନ ମାଟିରୁ ମିଳିଲା ପାଣି, ‘ଚନ୍ଦ୍ରଯାନ-୧’ କରିଥିବା ଦାବି ହେଲା ସତ…

ନୂଆଦିଲ୍ଲୀ,୨୪।୭: ପୃଥିବୀ ପରେ ମଣିଷ ମହାକାଶରେ ଜଳ ସନ୍ଧାନ କରୁଛି। ମଣିଷର ଏହି ଆବିଷ୍କାର ଚନ୍ଦ୍ରରେ ପହଞ୍ଚିଛି,ଯେଉଁଥିଲାଗି ଅନେକ ମିଶନ ପଠାଯାଉଛି। ଭାରତ, ଆମେରିକା ଏବଂ ରୁଷିଆ ପରେ ଚାଇନା ମଧ୍ୟ ଚନ୍ଦ୍ର ପୃଷ୍ଠରେ ଅନେକ ମିଶନକୁ ଅବତରଣ କରିଛି।...

ନେପାଳ ବିମାନ ଦୁର୍ଘଟଣା: ବିମାନ କର୍ମଚାରୀଙ୍କ ସମେତ ସ୍ତ୍ରୀ-ପୁଅଙ୍କ ଜୀବନ ଗଲା, ଭିଡିଓ ଦେଖିଲେ…

କାଠମାଣ୍ଡୁ,୨୪ା୭: ବୁଧବାର ନେପାଳର ରାଜଧାନୀ କାଠମାଣ୍ଡୁରେ ବିମାନ ଦୁର୍ଘଟଣାଗ୍ରସ୍ତ ହେବାର ଏକ ଦୁଃଖଦ କାହାଣୀ ସାମ୍ନାକୁ ଆସିଛି। ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ତିନିଜଣ ସଦସ୍ୟଙ୍କ ସମେତ ମୋଟ୍‌ ୧୮ ଜଣଙ୍କର ମୃତ୍ୟୁ ଘଟିଛି। ପାଇଲଟ ଗୁରୁତର ହୋଇଛନ୍ତି। ତ୍ରିଭୂବନ...

ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ

ଭୁବନେଶ୍ୱର,୨୪ା୭: ବୁଧବାର ବିଧାନସଭାରେ ଅର୍ଥନୈତିକ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏହି ରିପୋର୍ଟରେ ମାଧ୍ୟମିକ ସ୍ତରରେ ଅଧାରୁ ପାଠ ଛାଡ଼ିବା ହାରରେ ଓଡ଼ିଶା ଦେଶରେ ପ୍ରଥମ ବୋଲି ସାଂଘାତିକ ତଥ୍ୟ ପ୍ରକାଶ ପାଇଛି। ଓଡ଼ିଶାରେ ଏବେ ମାଧ୍ୟମିକ ସ୍ତରରେ ପାଠ...

କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବଡ଼ ଘୋଷଣା: ଏଣିକି ଅଗ୍ନିବୀରଙ୍କୁ ମିଳିବ ଆଶ୍ୱସ୍ତି

ନୂଆଦିଲ୍ଲୀ,୨୪।୭: ଅବସରପ୍ରାପ୍ତ କିମ୍ବା ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କ ପାଇଁ ବିଏସଏଫ ଏକ ବଡ଼ ଘୋଷଣା କରିଛି। ପୂର୍ବତନ ଅଗ୍ନିବୀର କର୍ମଚାରୀଙ୍କୁ ବିଏସଏଫ, ସିଏସଏଫ, ଏସସିବି ଏବଂ ଆରପିଏଫ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଦିଆଯିବ ବୋଲି କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ...

ଚାନ୍ଦିପୁରରୁ ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ

ବାଲେଶ୍ୱର,୨୪ା୭: ଅବଦୁଲ୍‌ କଲାମ ଦ୍ୱୀପରୁ ବୁଧବାର ଇଣ୍ଟରସେପ୍ଟର କ୍ଷେପଣାସ୍ତ୍ର ପରୀକ୍ଷଣ ହୋଇଛି। ଅପରାହ୍ନ ୪ଟା ୧୫ ମିନିଟ୍‌ରେ ବ୍ୟାବହାରିକ ପରୀକ୍ଷଣ ହୋଇଛି। ପ୍ରଥମେ ଚାନ୍ଦିପୁରର ୩ ନଂ ଲଞ୍ଚପ୍ୟାଡ୍‌ରୁ ପୃଥ୍ବୀ-୨ ଉତ୍‌କ୍ଷେପଣ କରାଯାଇଥିଲା। ଏହାର କିଛି ସମୟ ପରେ ଇଣ୍ଟରସେପ୍ଟର...

ଉପବାଚସ୍ପତି ହେଲେ ଭବାନୀ ଭୋଇ

ଭୁବନେଶ୍ୱର,୨୪ା୭:  ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଭୋଇ ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହୋଇଛନ୍ତି। ତଳସରାରୁ ସେ ବିଧାନସଭାକୁ ଦୁଇଥର ନିର୍ବାଚିତ ହୋଇଛନ୍ତି। ବାଚସ୍ପତି ସୁରମା ପାଢ଼ୀ ପ୍ରଥମେ ଭବାନୀଙ୍କ ନାଁ ଘୋଷଣା କରିଥିଲେ। ସେ ନିର୍ଦ୍ୱନ୍ଦ୍ୱରେ ଉପବାଚସ୍ପତି...

୨୦୨୭ରେ ଆମେ ଗଢ଼ିବୁ ସରକାର: ଅଖିଳେଶ

ନୂଆଦିଲ୍ଲୀ,୨୪ା୭: ଅଖିଳେଶ ଯାଦବ ଉତ୍ତରପ୍ରଦେଶର ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିଷୟରେ ସୋସିଆଲ ମିଡିଆରେ ଅନେକ କିଛି ପୋଷ୍ଟ କରିଛନ୍ତି। ସେ କହିଛନ୍ତି, କେଶବ ପ୍ରସାଦଙ୍କ ବିଷୟରେ କ’ଣ କହିବେ, ତାଙ୍କ ପାଇଁ ଅଫର ଜାରି ରହିବ। ତାଙ୍କ ସହ...

ଜଗନମୋହନଙ୍କୁ ସମର୍ଥନ ଦେଲେ ଅଖିଳେଶ,ଇଣ୍ଡିଆ ମେଣ୍ଟରେ ସାମିଲ୍‌ ହେବେ କି ଜଗନମୋହନ! ଜନ୍ତରମନ୍ତରରେ ଭେଟିଲେ…

ନୂଆଦିଲ୍ଲୀ,୨୪।୭: ବଜେଟ ଏବଂ କୃଷକ ପ୍ରସଙ୍ଗକୁ ନେଇ ବିରୋଧୀ କେନ୍ଦ୍ର ସରକାରଙ୍କୁ ସଂସଦରେ ଘେରିବାରେ ଲାଗିଛନ୍ତି। ସମାଜବାଦୀ ପାର୍ଟି ଏବଂ କଂଗ୍ରେସ ସମେତ ଅନେକ ବିରୋଧୀ ଦଳ ସରକାର ଉପରେ ତୁହାକୁ ତୁହା ଆକ୍ରମଣ କରିଛନ୍ତି। ଏହି ସମୟରେ, ଆନ୍ଧ୍ରପ୍ରଦେଶର...

ବିମାନ ଦୁର୍ଘଟଣା: ୧୮ ଜଣଙ୍କ ମୃତ୍ୟୁ ସୂଚନା, ପାଇଲଟ ଗୁରୁତର

କାଠମାଣ୍ଡୁ,୨୪।୭: ନେପାଳର ରାଜଧାନୀ କାଠମାଣ୍ଡୁରେ ଉଡ଼ାଣ ସମୟରେ ଏକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବିମାନରେ ୧୯ ଜଣ ଯାତ୍ରୀ ଥିଲେ। ତେବେ ଦୁର୍ଘଟଣାରେ ୧୮ ଜଣଙ୍କର ମୃତ୍ୟୁ ହୋଇଥିବା ନିଶ୍ଚିତ କରାଯାଇଛି। ଏଥିସହିତ ବିମାନର ପାଇଲଟ ଗୁରୁତର ଆହତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri