Tag Archives: Home Middle

୩ ଶହ ତଳେ ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ, ୩୦।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି ସକ୍ରିୟ ମାମଲାରେ ହ୍ରାସ...

ମସ୍କୋରେ ଡ୍ରୋନ୍‌ ଆକ୍ରମଣ: ବହୁ କୋଠା କ୍ଷତିଗ୍ରସ୍ତ…

ମସ୍କୋ,୩୦।୫ : ମଙ୍ଗଳବାର ସକାଳେ ରୁଷିଆର ରାଜଧାନୀ ମସ୍କୋରେ ଡ୍ରୋନ ଆକ୍ରମଣ ହୋଇଛି। ଡ୍ରୋନ ଆକ୍ରମଣ ସମ୍ପର୍କରେ ମସ୍କୋ ମେୟର ସର୍ଗେଇ ସୋବିୟାନିନ ସୂଚନା ଦେଇଛନ୍ତି। ମେୟର ଟେଲିଗ୍ରାମରେ ଏକ ପୋଷ୍ଟରେ କହିଛନ୍ତି, ଏହି ଆକ୍ରମଣରେ ବହୁ କୋଠାରେ କ୍ଷତି...

ଅଲିମ୍ପିକ ମେଡାଲକୁ ଗଙ୍ଗାରେ କରିବେ ବିସର୍ଜନ, ଆମରଣ ଅନଶନରେ ବସିବେ କୁସ୍ତିଯୋଦ୍ଧା

ନୂଆଦିଲ୍ଲୀ,୩୦।୫: ରେସଲିଂ ଫେଡେରେଶନ ମୁଖ୍ୟ ବ୍ରଜ୍‌ ଭୂଷଣ ଶରଣ ସିଂଙ୍କ ଗିରଫ ପ୍ରତିବାଦରେ କୁସ୍ତିଯୋଦ୍ଧାଙ୍କ ଆନ୍ଦୋଳନ ଜାରି ରହିଛି। ଏହି ସମୟରେ ମଙ୍ଗଳବାର କୁସ୍ତିଯୋଦ୍ଧାମାନେ ଅଲିମ୍ପିକ ମେଡାଲଙ୍କୁ ଗଙ୍ଗାରେ ବିସର୍ଜନ କରିବେ ବୋଲି ବିନେଶ ଫୋଗାଟ ସୋସିଆଲ ମିଡିଆରେ ଏକ...

ମୋଦିଙ୍କ ନେତୃତ୍ୱରେ ଦେଶ ସୁରକ୍ଷିତ: ଶାହା

ନୂଆଦିଲ୍ଲୀ,୩୦।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ଚଳିତ ବର୍ଷ ୯ବର୍ଷର ଶାସନ କାଳ ପୂରଣ କରିଛନ୍ତି। ଏହି ଅବସରରେ ଭାଜପା ୯ବର୍ଷର କାର୍ଯ୍ୟକାଳକୁ ସାରା ଦେଶରେ ପ୍ରଚାର କରି ଜନସାଧାରଣଙ୍କ ଆଗରେ ରଖିଛି। ଏହି କ୍ରମରେ କେନ୍ଦ୍ର...

ଉତ୍ତର ସୀମାରେ ବଢୁନାହିଁ ଚାଇନା ସେନାଙ୍କ ଉପସ୍ଥିତି

ପୁଣେ,୩୦।୫: ମହାରାଷ୍ଟ୍ରର ପୁଣେରେ ମଙ୍ଗଳବାର ଏନଡିଏର ପାସିଂ ଆଉଟ ପରେଡ ସମୟରେ ସିଡିଏସ ଜେନରାଲ ଅନିଲ ଚୌହାନ ଭାରତୀୟ ସେନାଙ୍କ ଚ୍ୟାଲେଞ୍ଜଠାରୁ ମଣିପୁର ହିଂସା ପର୍ଯ୍ୟନ୍ତ ସବୁକୁ ନେଇ ନିଜର ମତ ରଖିଛନ୍ତି। ସେ କହିଛନ୍ତି କି ଚାଇନାର ପିପୁଲ୍ସ...

ସିସୋଡିଆଙ୍କ ଜାମିନ ଆବେଦନ ଖାରଜ

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆଙ୍କ ଜାମିନ ଆବେଦନକୁ ଦିଲ୍ଲୀ ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏହି ଆବେଦନକୁ ଖାରଜ କରି କୋର୍ଟ କହିଛନ୍ତି ଯେ ମନୀଷ ସିସୋଡିଆଙ୍କ ବିରୋଧରେ ଅଭିଯୋଗ...

ସିସୋଡିଆଙ୍କୁ ମିଳିବ କି ଜାମିନ? ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଆଜି ହାଇକୋର୍ଟରେ ଶୁଣାଣି

ନୂଆଦିଲ୍ଲୀ,୩୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ଆମ ଆଦମୀ ପାର୍ଟି(ଏଏପି)ନେତା ମନୀଷ ସିସୋଡିଆ ଜାମିନ ପାଇବେ କି ନାହିଁ ତାହା ଆଜି ଦିଲ୍ଲୀ ହାଇକୋର୍ଟ ନିଷ୍ପତ୍ତି ନେବେ। ଦିଲ୍ଲୀ ହାଇକୋର୍ଟ ମନୀଷ ସିସୋଡିଆଙ୍କ ଜାମିନ ଉପରେ ମଙ୍ଗଳବାର...

ଉତ୍ତର କୋରିଆ ଜୁନରେ ଉତକ୍ଷେପଣ କରିବ ପ୍ରଥମ ସାମରିକ ଗୁପ୍ତଚର ଉପଗ୍ରହ

ପୋଙ୍ଗୟାଙ୍ଗ,୩୦।୫: ଉତ୍ତର କୋରିଆ ଜୁନରେ ପ୍ରଥମ ଗୁପ୍ତଚର ଉପଗ୍ରହ ଲଞ୍ଚ କରିବାକୁ ପ୍ରସ୍ତୁତ ହେଲାଣି। ଉତ୍ତର କୋରିଆର ସରକାରୀ ସମାଚାର ଏଜେନ୍ସିର ସାମରିକ ମାମଲାର ପ୍ରଭାରି ଜଣେ ବରିଷ୍ଠ ଅଧିକାରୀଙ୍କ ସୂତ୍ରର ସୂଚନା ଅନୁଯାୟୀ କହିଛି ଯେ ନିୟୋଜିତ ଲଞ୍ଚର...

ଅର୍ଥ ଆସୁନି, କାମ ଆଗଉନି

ବାଲେଶ୍ୱର ଅଫିସ, ୩୦।୫ (ମାନସ ବିଶ୍ୱାଳ): କୋଷ୍ଟାଲ ହାଇଓ୍ବେ ନିର୍ମାଣ ହେଲେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳରେ ସାମାଜିକ ଓ ଅର୍ଥନୈତିକ ଅଭିବୃଦ୍ଧି ଘଟିବ। ଏହି ଲକ୍ଷ୍ୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ କୋଷ୍ଟାଲ୍‌ ହାଇୱେ ନିର୍ମାଣ ପ୍ରକଳ୍ପ ଯୋଜନାର ଘୋଷଣା କରାଯାଇଥିଲା।...

ଚେନ୍ନାଇକୁ ପଞ୍ଚମ ଟାଇଟଲ

ଅହମଦାବାଦ, ୩୦।୫ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୬ଶ ସଂସ୍କରଣରେ ବିଜୟ ମୁକୁଟ ପିନ୍ଧିଛି ଚେନ୍ନାଇ ସୁପର କିଙ୍ଗ୍ସ। ସୋମବାର ଅନୁଷ୍ଠିତ ସଂଘର୍ଷପୂର୍ଣ୍ଣ ଏବଂ ରୋମାଞ୍ଚକ ମେଗା ଫାଇନାଲରେ ଏହି ଦଳ ଗତଥରର ଚାମ୍ପିୟନ ଗୁଜରାଟ ଟାଇଟନ୍ସକୁ ୫ ଉଇକେଟରେ...

ହିଂସା କ୍ଷତିଗ୍ରସ୍ତ ମଣିପୁରରେ ଶାହା

ନୂଆଦିଲ୍ଲୀ/ଇମ୍ଫାଲ, ୩୦ା୫: ହିଂସା ପ୍ରଭାବିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ସୋମବାର ପହଞ୍ଚତ୍ଛନ୍ତି। ତାଙ୍କର ଏହି ୪ ଦିନିଆ ଗସ୍ତ ଅବସରରେ ସେ ବିଭିନ୍ନ ନେତା, ପଦାଧିକାରୀଙ୍କୁ ଭେଟି ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତିର ସମୀକ୍ଷା କରିବେ।...

ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା

ଅହମଦାବାଦ,୨୯।୫: ଗୁଜରାଟର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଉଥିବା ଇଣ୍ଡିଆନ ପ୍ରିମିୟର ଲିଗ୍‌-୨୦୨୩(ଆଇପିଏଲ୍‌)ର ଫାଇନାଲ ମ୍ୟାଚ୍‌ରେ ପୁଣି ବର୍ଷା ବାଧକ ସାଜିଛି। ଫଳରେ ମ୍ୟାଚ୍‌ ଅଧାରୁ ବନ୍ଦ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ) ଅଧିନାୟକ ମହେନ୍ଦ୍ର ସିଂ ଧୋନି ଟସ୍‌...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri