Tag Archives: Home Middle

ଅରୁଣ ନଦୀ ଉପରେ ଭାରତ ଦ୍ୱାରା ବିକଶିତ ହେବାକୁ ଥିବା ଦ୍ୱିତୀୟ ଜଳ ବିଦ୍ୟୁତ ପ୍ରକଳ୍ପକୁ ନେପାଳ ସରକାରଙ୍କ ଅନୁମୋଦନ..

କାଠମାଣ୍ଡୂ,୨୯।୫ : ନେପାଳ ସରକାର ଭାରତର ସତଲେଜ ଜଳ ବିଦ୍ୟୁତ ନିଗମ (ଏସଜେଭିଏନ) ଲିମିଟେଡ ଦ୍ୱାରା ଦେଶରେ ଦ୍ୱିତୀୟ ଜଳ ବିଦ୍ୟୁତ ପ୍ରକଳ୍ପ ବିକାଶ କରିବାକୁ ଅନୁମତି ଦେବାକୁ ନିଷ୍ପତ୍ତି ନେଇଛନ୍ତି। ଏସଜେଭିଏନ ବର୍ତ୍ତମାନ ପୂର୍ବ ନେପାଳର ଅରୁଣ ନଦୀରେ...

ନାଭିଗେଶନ ଉପଗ୍ରହ ଏନଭିଏସ-୧ର ହେବ ଉତକ୍ଷେପଣ…

ହାଇଦ୍ରାବାଦ,୨୯।୫ : ନାଭିଗେଶନ ଉପଗ୍ରହ ଏନଭିଏସ-୧ର ସୋମବାର ଉତକ୍ଷେପଣ କରାଯିବ। ଏହା ଦ୍ୱାରା ନାବିକ ଏବଂ ଯବାନମାନଙ୍କର ଶକ୍ତି ବୃଦ୍ଧି ପାଇବ। ସ୍ପେସ ରିସର୍ଚ୍ଚ ଅର୍ଗାନାଇଜେସନ (ଇସ୍ରୋ) ସୋମବାର ପୂର୍ବାହ୍ନ ୧୦ଟା ୪୨ରେ ଜିଓଷ୍ଟେସନାରୀ ସାଟେଲାଇଟ ଲଞ୍ଚ ଯାନ (ଜିଏସଏଲଭି)...

ଗେହଲଟ୍‌-ପାଇଲଟ୍‌ ଦ୍ୱନ୍ଦ୍ୱର ଅବସାନ ପାଇଁ କଂଗ୍ରେସ ହାଇକମାଣ୍ଡଙ୍କ ଉଦ୍ୟମ

ଜୟପୁର, ୨୯ା୫ : ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ରହିଥିବା ବିବାଦର ସମାଧାନ ପାଇଁ କଂଗ୍ରେସ ହାଇକମାଣ୍ଡ ଯୋଜନା କରୁଥିବା ଦଳୀୟ ସୂତ୍ରରୁ ଜଣାପଡ଼ିଛି। ନୂଆଦିଲ୍ଲୀରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ...

ଡେଟ୍‌ ସିଲିଂ ବୃଦ୍ଧି ପାଇଁ ସହମତି

ଓ୍ବାଶିଂଟନ୍‌,୨୯ା୫: ବାହ୍ୟ ଋଣ ବୋଝରେ ନଇଁ ପଡ଼ିଥିବା ଆମେରିକା ଅର୍ଥନୀତିକୁ ଟ୍ରାକ୍‌କୁ ଫେରାଇ ଆଣି ଖିଲାପି ଅବସ୍ଥା ଏଡ଼ାଇବା ପାଇଁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓ ତାଙ୍କ ରିପବ୍ଲିକ୍‌ ବିରୋଧୀମାନେ ରବିବାର ଡେଟ୍‌ ସିଲିଂ ବୃଦ୍ଧି କରିବା ସକାଶେ ସହମତି...

ଏର୍ଡୋଗାନ୍‌ ଆଗରେ

ଆଙ୍କାରା,୨୯ା୫: ତୁର୍କୀ ସାଧାରଣ ନିର୍ବାଚନ ଫଳାଫଳ ରାଷ୍ଟ୍ରପତି ରେସେପ ତୈୟିପ୍‌ ଏର୍ଡୋଗାନ୍‌ଙ୍କ ସପକ୍ଷରେ ଯାଇଛି। ରିପୋର୍ଟ ଲେଖାଯିବା ସୁଦ୍ଧା ୯୬% ଭୋଟ ଗଣତି ହୋଇଥିବାବେଳେ ଏର୍ଡୋଗାନ୍‌ଙ୍କୁ ୫୨.୩% ଏବଂ ତାଙ୍କ ସେକ୍ୟୁଲାର ଚ୍ୟାଲେଞ୍ଜର କେମାଲ କିଲିକ୍‌ଡାରୋଗ୍ଲୁଙ୍କୁ ୪୭.୭% ଭୋଟ ମିଳିଥିବା...

‘ଭବନ ନୁହେଁ, ଲୋକଙ୍କ ଦ୍ୱାରା ଗଣତନ୍ତ୍ର ଚାଲେ’

ନୂଆଦିଲ୍ଲୀ, ୨୯ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂତନ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନ ଉତ୍ସବକୁ କଂଗ୍ରେସ ସମେତ ୨୧ ବିରୋଧୀ ଦଳ ବର୍ଜନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଉଦ୍‌ଘାଟନରୁ ବାଦ୍‌ ଦିଆଯିବା ଘଟଣାରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

ଗଣତନ୍ତ୍ରର ନୂଆ ମନ୍ଦିର

ନୂଆଦିଲ୍ଲୀ, ୨୯ା୫ : ଟାଟା ପ୍ରୋଜେକ୍ଟସ୍‌ ଲିଃ ଦ୍ୱାରା ନିର୍ମିତ ନୂତନ ପାର୍ଲାମେଣ୍ଟ ବିଲ୍ଡିଂରେ ପ୍ରାଣୀ ଆକୃତିଠାରୁ ଆରମ୍ଭ କରି ଅତ୍ୟାଧୁନିକ ପ୍ରଯୁକ୍ତି ପର୍ଯ୍ୟନ୍ତ ବିଶେଷତ୍ୱ ଦେଖିବାକୁ ମିଳିଛି। ୬୪,୫୦୦ ବର୍ଗମିଟର ସ୍ଥାନରେ ନିର୍ମିତ ତ୍ରିଭୁଜ ଆକୃତିର ଚାରି ମହଲା...

ବର୍ଷା: ରିଜର୍ଭ ଦିବସରେ ଆଇପିଏଲ୍‌ ଫାଇନାଲ

ଅହମଦାବାଦ, ୨୯।୫ :ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ରବିବାର ସମ୍ଭବ ହୋଇନାହିଁ। କ୍ରମାଗତ ବର୍ଷା ଲାଗି ରହିବାଦ୍ୱାରା ଏହା ରିଜର୍ଭ ଦିବସ ସୋମବାର ଖେଳାଯିବାକୁ ନିଷ୍ପତ୍ତି ହୋଇଛି। ଲିଗ୍‌ ଇତିହାସରେ ପ୍ରଥମଥରପାଇଁ ଏପରି ହେବାକୁ ଯାଉଛି।...

ଭାରତର ବିକାଶ ଯାତ୍ରାରେ ଅବିସ୍ମରଣୀୟ ମୁହୂର୍ତ୍ତ: ମୋଦି

ନୂଆଦିଲ୍ଲୀ, ୨୯ା୫(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ପୂର୍ବାହ୍ନରେ ନୂଆ ପାର୍ଲାମେଣ୍ଟ ଭବନର ଉଦ୍‌ଘାଟନ କରିଛନ୍ତି। ଦେଶର ବିକାଶ ଯାତ୍ରାରେ ଏହା ଏକ ଅବିସ୍ମରଣୀୟ ମୁହୂର୍ତ୍ତ ବୋଲି ପ୍ରଧାନମନ୍ତ୍ରୀ କହିବା ସହିତ ଏକ ଆତ୍ମନିର୍ଭର ଏବଂ ବିକଶିତ ଭାରତର ସୂର୍ଯ୍ୟୋଦୟର...

ନ୍ୟାୟ ମାଗି ଦଣ୍ଡିତ

ନୂଆଦିଲ୍ଲୀ,୨୯ା୫ : ରବିବାର ଦେଶକୁ ମିଳିଛି ଗଣତନ୍ତ୍ରର ନୂଆ ମନ୍ଦିର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାର୍ଲାମେଣ୍ଟର ନୂଆ ବିଲ୍ଡିଂକୁ ଲୋକାର୍ପଣ କରି ସମ୍ବୋଧନ କରୁଥିବାବେଳେ ସେଠାରୁ ଅଳ୍ପ ଦୂରରେ ଦେଶ ପାଇଁ ପଦକ ଜିତି ଗର୍ବ ଓ ଗୌରବ ଆଣିଦେଇଥିବା...

ଆଇପିଏଲ୍‌ ଫାଇନାଲ: ଅହମଦାବାଦରେ ବର୍ଷା

ଅହମଦାବାଦ,୨୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ଫାଇନାଲ ବର୍ଷା ଯୋଗୁ ବାଧାପ୍ରାପ୍ତ ହୋଇଛି। କ୍ରମାଗତ ବର୍ଷା ଲାଗି ରହିବା ଦ୍ୱାରା ଠିକ୍‌ ସମୟରେ ଟସ୍‌ ପଡ଼ି ପାରିନାହିଁ। ଫଳରେ ପିଚ୍‌କୁ କଭର କରି ରଖା ଯାଇଛି। କିଛି ସମୟ ବର୍ଷା...

ସୈନ୍ୟ ଅଭିଯାନ ଅଧିକ ଜୋରଦାର କରିବାକୁ ପୁଟିନଙ୍କ ନିର୍ଦ୍ଦେଶ…

ମସ୍କୋ,୨୮।୫ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଯୁଦ୍ଧ ଶେଷ ହେବାର ନାମ ନେଉନାହିଁ। ଏଥି ସହିତ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ୟୁକ୍ରେନ ଅଞ୍ଚଳରେ ରୁଷିଆର ସୈନ୍ୟଙ୍କ ଅଭିଯାନକୁ ଆହୁରି ଜୋରଦାର କରିବାକୁ ସୀମା ସୁରକ୍ଷା ବାହିନୀକୁ ନିର୍ଦ୍ଦେଶ ଦେଇଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri