Tag Archives: Home Middle

ଅଷ୍ଟ୍ରେଲିଆରୁ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲେ ମୋଦି, ଟୁଇଟ କରି ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଦେଲେ ଧନ୍ୟବାଦ

ସିଡନୀ,୨୪।୫: ବୈଦେଶିକ ମନ୍ତ୍ରଣାଳୟର ପ୍ରବକ୍ତା ଅରିନ୍ଦମ ବାଗଚି ବୁଧବାର ଟୁଇଟ କରି ସୂଚନା ଦେଇଛନ୍ତି କି ୩ ଦେଶର ସଫଳ ଯାତ୍ରା ଶେଷ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାପାନ, ପପୁଆ ନ୍ୟୁ ଗିନି ଓ ଅଷ୍ଟ୍ରେଲିଆ ଯାତ୍ରା କରିବା...

ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ ଅଫିସ,୨୪ା୫: ଆସନ୍ତା ଜୁଲାଇ ୩ରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ହେବ ବୋଲି ବୋର୍ଡ ପକ୍ଷରୁ ସୋମବାର ଘୋଷଣା କରାଯାଇଛି। ଏଥିନିମନ୍ତେ ମେ’ ୨୬ରୁ ଜୁନ୍‌ ୧ ପର୍ଯ୍ୟନ୍ତ ଫର୍ମଫିଲପ୍‌ କରାଯିବ। ଇଚ୍ଛୁକ ଥିବା ଛାତ୍ରୀଛାତ୍ର ଫର୍ମଫିଲପ୍‌ କରି ପରୀକ୍ଷା...

ବଦଳିଲା ମାଟ୍ରିକ ପରୀକ୍ଷା ଢାଞ୍ଚା

କଟକ ଅଫିସ,୨୪ା୫: ମାଟ୍ରିକ ପରୀକ୍ଷା ଢାଞ୍ଚା ବଦଳିଥିବା ବୋର୍ଡ ପକ୍ଷରୁ ବୁଧବାର ଘୋଷଣା କରାଯାଇଛି। ବୋର୍ଡ ସଭାପତି ରାମାଶିଷ ହାଜରା ଏକ ପ୍ରେସ୍‌ମିଟ୍‌ରେ ଏହା ପ୍ରକାଶ କରିଛନ୍ତି। କରୋନା ପାଇଁ ସମ୍ମେଟିଭ୍‌ ପରୀକ୍ଷା ବ୍ୟବସ୍ଥା ହୋଇଥିଲା। ଏଣିକି ପୁରୁଣା ପଦ୍ଧତିରେ...

ଅଷ୍ଟ୍ରେଲିଆ, ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀଙ୍କୁ ନିମନ୍ତ୍ରଣ କଲେ ବାଇଡେନ

ଓ୍ବାଶିଂଟନ,୨୪।୫: ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଆଗାମୀ ବୈଠକ ପାଇଁ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ଏନ୍ଥନି ଅଲବନିଜ ଓ ପପୁଆ ନ୍ୟୁ ଗିନିର ପ୍ରଧାନମନ୍ତ୍ରୀ ଜେମ୍ସ ମରାପେଙ୍କୁ ନିମନ୍ତ୍ରଣ କରିଛନ୍ତି। ଏହି ସୂଚନା ଇଣ୍ଡୋ-ପାସିଫିକର ରାଷ୍ଟ୍ରୀୟ ସୁରକ୍ଷା ପରିଷଦ ନିର୍ଦ୍ଦେଶକ ଦେଇଛନ୍ତି।...

ପ୍ରଧାନମନ୍ତ୍ରୀ ପଦ ପାଇଁ ମୋଦିଙ୍କୁ ଟକ୍କର ଦେଉଛନ୍ତି ରାହୁଲ: ମୋଦି ୪୩ ପ୍ରତିଶତଙ୍କ ପସନ୍ଦ, ରାହୁଲଙ୍କୁ ୩୪ ପ୍ରତିଶତ…

ନୂଆଦିଲ୍ଲୀ,୨୪।୫ : ଲୋକସଭା ନିର୍ବାଚନ ପୂର୍ବରୁ ଦେଶର ପ୍ରାୟ ୧୯ ଟି ରାଜ୍ୟରେ ପ୍ରଧାନମନ୍ତ୍ରୀ ପଦବୀ ନେଇ ଏକ ସର୍ଭେ କରାଯାଇଥିଲା। ଏହି ସର୍ଭେ ଉଭୟ ଭାଜପା ଏବଂ କଂଗ୍ରେସ ପାଇଁ ଏକ ଖୁସି ଖବର। ବାସ୍ତବରେ ଏହି ସର୍ଭେରେ...

ବାଇଡେନଙ୍କୁ ହତ୍ୟା କରିବାକୁ ଚାହୁଁଥିଲେ ଏହି ଭାରତୀୟ ବଂଶୋଭବ

ଓ୍ବାଶିଂଟନ,୨୪ା୫: ଦୁନିଆର ସବୁଠାରୁ ଶକ୍ତିଶାଳୀ ଦେଶର ରାଷ୍ଟ୍ରପତିଙ୍କୁ ହତ୍ୟା କରିବା ପାଇଁ ଏକ ଷଡ଼ଯନ୍ତ୍ର କରାଯାଇଥିଲା। ଜଣେ ଭାରତୀୟ ବଂଶୋଭବ ହ୍ବାଇଟ୍‌ ହାଉସ୍‌ ଭିତରକୁ ଯାଇ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ହତ୍ୟା କରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି। କ୍ଷମତାକୁ...

ପାକିସ୍ତାନର ପର୍ଦ୍ଦାଫାଶ କଲା ଆରଟିଆଇ: ଦଣ୍ଡାଦେଶ ଶେଷ ପରେ ୫୦୦ ଭାରତୀୟ ପାକିସ୍ତାନ ଜେଲରେ ବନ୍ଦୀ…

ନୂଆଦିଲ୍ଲୀ,୨୪।୫ : ପାକିସ୍ତାନୀ ସାମୁଦ୍ରିକ ସୀମାରେ ବେଆଇନ ମାଛ ଧରିବା ଅଭିଯୋଗରେ କରାଚିର ଏକ ଜେଲରେ ଥିବା ୧୯୮ ଜଣ ଭାରତୀୟ ମତ୍ସ୍ୟଜୀବୀଙ୍କ ଏକ ଦଳ ମେ ୧୩ରେ ୱାଘା ସୀମାରେ ଭାରତୀୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯାଇଥିଲା। ପ୍ରକାଶ ଥାଉକି,...

ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ ନୁହେଁ ଲୋକସଭା ବାଚସ୍ପତି କରନ୍ତୁ ସଂସଦ ଭବନର ଉଦଘାଟନ: ଓୱାଇସି…

ନୂଆଦିଲ୍ଲୀ,୨୪।୫ : ନୂତନ ସଂସଦ ଭବନର ଉଦଘାଟନକୁ ନେଇ ରାଜନୈତିକ ଉତ୍ତେଜନା ମଧ୍ୟରେ ଏଆଇଏମଆଇଏମ ମୁଖ୍ୟ ଅସଦୁଦ୍ଦିନ ଓୱାଇସି ଏକ ନୂଆ ପରାମର୍ଶ ଦେଇଛନ୍ତି। ଓୱାଇସି କହିଛନ୍ତି ଉଭୟ ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ନୂତନ ସଂସଦ ଗୃହର ଉଦଘାଟନ କରିବା...

ସଂସଦ ଅହଂକାରର ଇଟାରେ ନୁହେଁ, ସାମ୍ବିଧାନିକ ମୂଲ୍ୟବୋଧରେ ନିର୍ମିତ ହେବା ଜରୁରୀ,ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପ୍ରତି ଅପମାନ: ରାହୁଲ…

ନୂଆଦିଲ୍ଲୀ,୨୪।୫ : ୨୮ ମେରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ନୂତନ ସଂସଦ ଭବନର ଉଦଘାଟନ ନେଇ ବିରୋଧୀ ଦଳଙ୍କ ପକ୍ଷରୁ ଲଗାତାର ସମାଲୋଚନା ଜାରି ରହିଛି। କଂଗ୍ରେସ, ଟିଏମସି, ଏଏପି ସମେତ ୧୯ଟି ବିରୋଧୀ ଦଳ ବୁଧବାର ଉଦଘାଟନ...

ଆଜମ ଖାନ ଦୋଷମୁକ୍ତ…

ରାମପୁର,୨୪।୫ : ସମାଜବାଦି ପାର୍ଟିର ନେତା ତଥା ପୂର୍ବତନ ବିଧାୟକ ଆଜମ ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ମିଳିଛି। ବୁଧବାର ନିମ୍ନ ଅଦାଲତ ଘୃଣା ଭାଷଣ ମାମଲାରେ ତାଙ୍କ ଉପରେ ହୋଇଥିବା ଦଣ୍ଡାଦେଶ ଆଦେଶକୁ ଖାରଜ କରିଛନ୍ତି। ଘୃଣା ଭାଷଣ...

ରାଷ୍ଟ୍ରପତି ସଂସଦର ଅବିଚ୍ଛେଦ୍ୟ ଅଙ୍ଗ, ତାଙ୍କ ପ୍ରତି ଅପମାନ ଗଣତନ୍ତ୍ର ଉପରେ ପ୍ରତ୍ୟକ୍ଷ ଆକ୍ରମଣ: ବିରୋଧୀ…

ନୂଆଦିଲ୍ଲୀ,୨୪।୫ : ଦେଶର ନୂତନ ସଂସଦ ଭବନକୁ ଚଳିତ ମାସ ୨୮ ତାରିଖ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉଦଘାଟନ କରିବେ। କିନ୍ତୁ ଏହାପୂର୍ବରୁ ରାଜନୈତିକ ବିବାଦ ଆରମ୍ଭ ହୋଇଯାଇଛି। ବୁଧବାର ୧୯ ଟି ବିରୋଧୀ ଦଳ ମିଳିତ ବିବୃତ୍ତି...

ଶିନ୍ଦେଙ୍କ କ୍ୟାବିନେଟର ସମ୍ପ୍ରସାରଣ ନେଇ ଚର୍ଚ୍ଚା: ଆଶାୟୀଙ୍କ ସଂଖ୍ୟା ବଢ଼ିଚାଲିଛି…

ମୁମ୍ବାଇ,୨୪।୫ : ସୁପ୍ରିମକୋର୍ଟଙ୍କ ରାୟ ପରେ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଏବଂ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ସରକାରଙ୍କ କ୍ୟାବିନେଟର ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର ଧରିଛି। ଗୋଟିଏ ପଟେ ଶିନ୍ଦେ ପୂର୍ବପରି ସମ୍ପ୍ରସାରଣ ଖବରକୁ ନିଶ୍ଚିତ କରିଛନ୍ତି। ଅନ୍ୟପକ୍ଷରେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri