Tag Archives: Home Middle

ରପ୍ତାନୀ ପୂର୍ବରୁ କଫ ସିରପର ହେବ ଗୁଣବତ୍ତା ଯାଞ୍ଚ୍‌: ଜୁନ୍‌ ୧ରୁ ନିୟମ ଲାଗୁ…

ନୂଆଦିଲ୍ଲୀ,୨୩।୫ : ଭାରତୀୟ ଫାର୍ମାସ୍ୟୁଟିକାଲ ସଂସ୍ଥା ଦ୍ୱାରା ରପ୍ତାନି ହୋଇଥିବା କଫ ସିରପକୁ ନେଇ ବିଶ୍ୱବ୍ୟାପୀ ଆକ୍ରୋଶ ପରେ ସରକାର ଏକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି। ଔଷଧ ବିଦେଶ ପଠାଯିବା ପୂର୍ବରୁ ଗୁଣବତ୍ତା ପରୀକ୍ଷା କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି।...

ସ୍ବଇଛାରେ ଶାରୀରିକ ସମ୍ପର୍କ ରଖିବା ନୁହେଁ ଅପରାଧ, ମାତ୍ର ସର୍ବସାଧାରଣ ସ୍ଥାନରେ ବାରଣ: କୋର୍ଟ…

ମୁମ୍ବାଇ,୨୩।୫ : ମୁମ୍ବାଇର ଏକ ସେସନ୍ସ କୋର୍ଟ ୩୪ ବର୍ଷ ବୟସ୍କା ମହିଳା ଯୌନ କର୍ମୀଙ୍କ ଦ୍ୱାରା ଦାଖଲ ହୋଇଥିବା ଏକ ଆବେଦନ ଉପରେ ଶୁଣାଣି କରି କହିଛନ୍ତି ସ୍ବଇଛାରେ ସ୍ବଇଛାରେ ଶାରୀରିକ ସମ୍ପର୍କ ରଖିବାକୁ ଅପରାଧ ଭାବରେ ବିବେଚନା...

ଉତ୍ତରପ୍ରଦେଶରେ ଭାଜପାର ହେଲିକପ୍ଟର ଯୋଜନା: ୧୦ରୁ ୨୦ ମଧ୍ୟରେ ହେବ ୮୦ ରାଲି…

ନୂଆଦିଲ୍ଲୀ,୨୩।୫ : ଉତ୍ତରପ୍ରଦେଶରେ ଭାଜପା ଲୋକସଭା ନିର୍ବାଚନ ପୂର୍ବରୁ ତୋଫାନୀ ଯାତ୍ରା ପାଇଁ ଯୋଜନା ପ୍ରସ୍ତୁତ କରିଛି। ମେ ୩୦ ରୁ ଜୁନ ୩୦ ମଧ୍ୟରେ ପ୍ରସ୍ତୁତ ଯୋଜନାଗୁଡିକରେ ବହୁ ଗୁରୁତ୍ୱପୂର୍ଣ୍ଣ ରାଲି ହେବ। ସେଥିମଧ୍ୟରୁ ହେଲିକପ୍ଟର ଯୋଜନା ଅନ୍ତର୍ଗତ...

କୁଡୋସ ବ୍ୟାଙ୍କରେ ମନ୍ତ୍ରୋଚାରଣ ସହିତ ମୋଦିଙ୍କୁ ସ୍ବାଗତ…

ସିଡନୀ,୨୩।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଅଷ୍ଟ୍ରେଲିଆ ଗସ୍ତର ଦ୍ୱିତୀୟ ଦିନରେ ସିଡନୀର କୁଡୋସ ବ୍ୟାଙ୍କ ମଇଦାନରେ ପହଞ୍ଚି ଛନ୍ତି। ତାଙ୍କ ସହ ଅଷ୍ଟ୍ରେଲୀୟ ପ୍ରଧାନମନ୍ତ୍ରୀ ଆନ୍ଥୋନୀ ଆଲବାନେ ମଧ୍ୟ ଉପସ୍ଥିତ ଅଛନ୍ତି। କୁଡୋସ ବ୍ୟାଙ୍କ ମଇଦାନରେ ଦୁଇ...

ଦୈନିକ ସଂକ୍ରମଣ ୪ ଶହ ..

.ନୂଆଦିଲ୍ଲୀ, ୨୩।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ମୋଦିଙ୍କ ପ୍ରଶଂସାରେ ଅଷ୍ଟ୍ରେଲିଆର ବଡ ବଡ ବ୍ୟକ୍ତିତ୍ୱ, କହିଲେ ତାଙ୍କୁ ଭେଟିବା ସମ୍ମାନର କଥା

ସିଡନୀ,୨୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ମଙ୍ଗଳବାର ତାଙ୍କର ଭ୍ରମଣର ଦ୍ୱିତୀୟ ଦିନରେ ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲିଆର ବରିଷ୍ଠ ଶିଳ୍ପପତିମାନଙ୍କୁ ଭେଟିଛନ୍ତି। ଏହି ବୈଠକରେ ପ୍ରଧାନମନ୍ତ୍ରୀ ମୋଦି ଅଷ୍ଟ୍ରେଲୀୟ ଶିଳ୍ପପତିମାନଙ୍କୁ ଭାରତରେ ନିବେଶ କରିବାକୁ ଆମନ୍ତ୍ରଣ କରିଛନ୍ତି।...

ଆଜି ପ୍ରଥମ କ୍ୱାଲିଫାୟର ମ୍ୟାଚ ଖେଳିବେ ସିଏସ୍‌କେ-ଜିଟି

ଆଇପିଏଲ ୨୦୨୩ର ୧୬ ତମ ସିଜନରେ ମଙ୍ଗଳବାରଠାରୁ ପ୍ଲେ ଅଫ ମ୍ୟାଚ ଖେଳାଯିବ। ତେବେ ଏହି ସିଜନର ପ୍ରଥମ କ୍ୱାଲିଫାୟର ମ୍ୟାଚ ଆଜି ଚେନ୍ନାଇ ସୁପର କିଙ୍ଗ୍ସ(ସିଏସ୍‌କେ)କୁ ଭେଟିବ ଗୁଜୁରାଟ ଟାଇଟାନ୍ସ (ଜିଟି)। ଚେନ୍ନାଇର ଏମ ଚିଦାମ୍ବରମ ଷ୍ଟାଡିୟମରେ ସନ୍ଧ୍ୟା...

ଗୋଟିଏ ପରିବାରର ୪ଜଣଙ୍କୁ ହତ୍ୟା, ଥାନାରେ ଆତ୍ମସମର୍ପଣ କଲେ ଅଭିଯୁକ୍ତ

ବରଗଡ଼ ଅଫିସ,୨୩।୫: ବରଗଡ଼ ଜିଲା ଭଟଲି ଥାନା ଅଧୀନ ଝିକିଝିକି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗୋଟିଏ ପରିବାରର ୪ଜଣଙ୍କୁ ଅତି ନିର୍ମମ ଭାବେ ହତ୍ୟା କରାଯାଇଛି। ମୃତକମାନେ ହେଲେ, ଗ୍ରାମର ଗୁରୁଦେବ ବାଗ(୫୫)...

‘ମୋଦି ଏୟାରଓ୍ବେଜ’ରେ ସିଡନୀ ପହଞ୍ଚୁଛନ୍ତି ପ୍ରବାସୀ ଭାରତୀୟ

ସିଡନୀ,୨୩।୫: ପ୍ରଧାନମନ୍ତ୍ରୀ ମୋଦି ଏବେ ଜାପାନର ହିରୋଶିମା ଏବଂ ପାପୁଆ ନ୍ୟୁ ଗିନି ଦେଇ ଅଷ୍ଟ୍ରେଲିଆରେ ପହଞ୍ଚିଛନ୍ତି। ଯେଉଁଠାରେ ତାଙ୍କୁ ସ୍ବାଗତ କରାଯାଇଛି। ସିଡନୀ ଅଲିମ୍ପିକ ପାର୍କରେ ମୋଦି ହଜାର ହଜାର ପ୍ରବାସୀ ଭାରତୀୟ ବା ଏନଆରଆଇଙ୍କୁ ସମ୍ବୋଧିତ କରିବେ,...

‘କୌଣସି ଅଢେଇ-ଅଢେଇ ବର୍ଷର ଫର୍ମୁଲା ନୁହେଁ’, କର୍ନାଟକରେ ୫ ବର୍ଷ ପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ ରହିବେ ସିଦ୍ଦାରାମାୟା, ମନ୍ତ୍ରୀଙ୍କ ଦାବି

ବେଙ୍କାଲୁରୁ,୨୩।୫: କର୍ନାଟକରେ ବେଶ କିଛି ସମୟ ମନ୍ଥନ ପରେ କଂଗ୍ରେସ ହାଇକମାଣ୍ଡ ସିଦ୍ଦାରାମାୟାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଶୁଣିବାକୁ ମିଳୁଥିଲା କି ସିଦ୍ଦାରାମାୟା ଓ ତାଙ୍କ ଡେପୁଟି ବା ଉପ ମୁଖ୍ୟମନ୍ତ୍ରୀ ଡିକେ ଶିବକୁମାରଙ୍କ ମଧ୍ୟରେ ମୁଖ୍ୟମନ୍ତ୍ରୀ ପଦକୁ...

୩ ବର୍ଷ ପାଇଁ ଚାଷୀଙ୍କୁ ଶସ୍ୟବୀମା ମାଗଣା

ଭୁବନେଶ୍ବର, ୨୩ା୫(ବ୍ୟୁରୋ): ଚାଷୀଙ୍କ ଶସ୍ୟବୀମା ଆସନ୍ତା ୩ ବର୍ଷ ପାଇଁ ସମ୍ପୂର୍ଣ୍ଣ ମାଗଣା ହେବ ବୋଲି ସୋମବାର ସମବାୟ ବିଭାଗ କାର୍ଯ୍ୟକ୍ରମ ସମୀକ୍ଷା ବୈଠକରେ ବିଭାଗୀୟ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ ସୂଚନା ଦେଇଛନ୍ତି। ବିଭାଗୀୟ ସଫଳତା ନେଇ ମନ୍ତ୍ରୀ...

ମୋଦିଙ୍କୁ ଫିଜିର ସର୍ବୋଚ୍ଚ ସମ୍ମାନ

ପୋର୍ଟ ମୋରେସ୍‌ବି, ୨୩ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସୋମବାର ଫିଜିର ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ କରାଯାଇଛି। ମୋଦିଙ୍କ ବିଶ୍ୱ ନେତୃତ୍ୱର ସ୍ବୀକୃତି ସ୍ବରୂପ ଫିଜି ପ୍ରଧାନମନ୍ତ୍ରୀ ସିଟିଭେନି ରାବୁକା ତାଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି। ଫିଜି ବାହାରର କୌଣସି ବ୍ୟକ୍ତିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri