Tag Archives: Home Middle

ରାଜସ୍ଥାନ ଭାଜପାରେ ସବୁ କିଛି ଠିକ୍‌ ଚାଲିନି

ଜୟପୁର, ୨୩।୫: ଭାଜପା ସୂତ୍ରରୁ ମିଳୁଥିବା ଖବର ଅନୁଯାୟୀ ରାଜସ୍ଥାନରେ ଗୈରିକ ଦଳ ଭିତରେ ସବୁକିଛି ଠିକ୍‌ ଚାଲିଥିବା ଭଳି ବିଶ୍ୱାସ ହେଉ ନାହିଁ। ଶନିବାର ନାଗାଉର ଜିଲାର ଲାଡ୍‌ନୁନ୍‌ଠାରେ ରାଜସ୍ଥାନ ଭାଜପା କାର୍ଯ୍ୟକାରୀ କମିଟି ବୈଠକ ଅନୁଷ୍ଠିତ ହୋଇଥିବା ବେଳେ...

ନିରଞ୍ଜନଙ୍କ ହାତରୁ ଗଲା ଅର୍ଥ ବିଭାଗ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୩ ପୂର୍ବତନ ମନ୍ତ୍ରୀଙ୍କୁ ପୁଣିଥରେ ନିଜ କ୍ୟାବିନେଟ୍‌ରେ ସାମିଲ କରିଛନ୍ତି। ସେମାନେ ହେଲେ ବିକ୍ରମ କେଶରୀ ଆରୁଖ, ସାରଦା ପ୍ରସାଦ ନାୟକ ଓ ସୁଦାମ ମାରାଣ୍ଡି। ଏହି ୩ ଜଣ ସୋମବାର କ୍ୟାବିନେଟ୍‌ ମନ୍ତ୍ରୀ...

ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ନେଇ ଭାଜପାକୁ ଖାର୍ଗେଙ୍କ ସମାଲୋଚନା

ନୂଆଦିଲ୍ଲୀ, ୨୩ା୫: ନୂଆ ପାର୍ଲାମେଣ୍ଟ ଭବନ ଉଦ୍‌ଘାଟନକୁ ରାଷ୍ଟ୍ରପତି ଏବଂ ପୂର୍ବତନ ରାଷ୍ଟ୍ରପତିଙ୍କୁ ଆମନ୍ତ୍ରଣ ନ କରି କେନ୍ଦ୍ର ସରକାର କ୍ରମାଗତ ଭାବେ ସେମାନଙ୍କ ମର୍ଯ୍ୟାଦା ହାନି କରୁଥିବା କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ସୋମବାର ଅଭିଯୋଗ କରିଛନ୍ତି। ଭାଜପା-ଆର୍‌ଏସ୍‌ଏସ୍‌ ସରକାରରେ...

ପୁଣି ମଣିପୁରରେ ସଂଘର୍ଷ: ଲାଗିଲା କର୍ଫ୍ୟୁ

ଇମ୍ଫାଲ,୨୨।୫: କିଛି ଦିନର ଶାନ୍ତି ପରେ ପୁଣି ମଣିପୁରରେ ଅଶାନ୍ତ ପରିବେଶ ସୃଷ୍ଟି ହୋଇଛି। ରାଜଧାନୀ ଇମ୍ଫାଲର କିଛି ସ୍ଥାନରେ ସୋମବାର ଆଦିବାସୀ ଏବଂ ଅଣଆଦିବାସୀଙ୍କ ମଧ୍ୟରେ ସଂଘର୍ଷ ଘଟିଛି। ଏନେଇ କେତେକ ସ୍ଥାନରେ ପୋଡା ଜଳା ଏବଂ ଭଙ୍ଗାରୁଜା...

୨୦୦୦ ଟଙ୍କିଆ ବିମୁଦ୍ରୀକରଣ: ବଢ଼ିଲା ସୁନା ଚାହିଦା, ପେଟ୍ରୋଲ ପମ୍ପରେ ଭିଡ଼…

ନୂଆଦିଲ୍ଲୀ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ଗତ ସପ୍ତାହରେ ଶୁକ୍ରବାର ୨୦୦୦ ଟଙ୍କିଆ ନୋଟ ପ୍ରତ୍ୟାହାର କରିବାକୁ ଘୋଷଣା କରିଥିଲେ। ଏହି ନିଷ୍ପତ୍ତି ୨୦୧୬ରେ ହୋଇଥିବା ବିମୁଦ୍ରୀକରଣର ସ୍ମୃତିକୁ ଲୋକଙ୍କ ମନରେ ଫେରାଇ ଆଣିଛି। ଯଦିଓ ଏଥର ବିମୁଦ୍ରୀକରଣର ପ୍ରଭାବ...

୨୦୨୪ ପୂର୍ବରୁ ୟୁପି ଭାଜପାରେ ମତଭେଦ ପଦାରେ…

ଲକ୍ଷ୍ନୌ,୨୨।୫ : ଉତ୍ତରପ୍ରଦେଶ ବିଧାନସଭା ବାଚସ୍ପତି ସତୀଶ ମହାନା ଗତ ବର୍ଷ ନଭେମ୍ବର ୧୮ ରେ କାନପୁର ମହାନଗରର ସାମଗ୍ରିକ ବିକାଶ ପାଇଁ ଏକ ବୈଠକ ଡାକିଥିଲେ। ବୈଠକ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ତା’ପରେ କାନପୁର ଏମପି ସତ୍ୟଦେବ...

ଅଗ୍ନିଶମ ଡିଜି ଭାବେ ଦାୟିତ୍ୱ ନେଲେ ସୁଧାଂଶୁ ଷଡ଼ଙ୍ଗୀ

କଟକ ଅଫିସ,୨୨ା୫: ରାଜ୍ୟ ଅଗ୍ନିଶମ ଓ ଜରୁରୀକାଳିନ ସେବା ସଂସ୍ଥା ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି ଡକ୍ଟର ସୁଧାଂଶୁ ଷଡ଼ଙ୍ଗୀ। ୧୯୯୦ ବ୍ୟାଚ୍‌ର ବରିଷ୍ଠ ଆଇପିଏସ୍‌ ଅଫିସର ସୁଧାଂଶୁ ଷଡ଼ଙ୍ଗୀ ଦାୟିତ୍ୱ ଗ୍ରହଣ କରିବା ପରେ କୌଣସି ସଂଗଠନର...

ଆମେରିକାରେ ମୋଦିଙ୍କୁ ଦିଆଯିବ ୨୧ ତୋପ ସଲାମୀ, ୨୦ ସହରରେ ଏକତା ପଦଯାତ୍ରା…

ଓ୍ବାଶିଂଟନ,୨୨।୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜୁନ ମାସରେ ଆମେରିକା ଗସ୍ତ କରିବାକୁ ଯାଉଛନ୍ତି। ଏହି ଯାତ୍ରା ବିଷୟରେ ଆମେରିକାରେ ରହୁଥିବା ଭାରତୀୟ ସମ୍ପ୍ରଦାୟଙ୍କ ମଧ୍ୟରେ ବହୁତ ଉତ୍ସାହ ଅଛି। ପ୍ରଧାନମନ୍ତ୍ରୀଙ୍କ ଏହି ଗସ୍ତକୁ ସ୍ବତନ୍ତ୍ର କରିବା ପାଇଁ ଭାରତୀୟ...

ବାଲିଆରେ ଡଙ୍ଗାବୁଡ଼ି: ୪ ମୃତ, ୨୫ ନିଖୋଜ…

ବାଲିଆ,୨୨।୫ : ଉତ୍ତରପ୍ରଦେଶର ବାଲିଆରେ ଏକ ବଡ଼ ଦୁର୍ଘଟଣା ଘଟିଛି । ୪୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଗଙ୍ଗା ନଦୀରେ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ମିଳିଥିବା ସୂଚନା...

ସିଦ୍ଦରାମାୟାଙ୍କ କ୍ୟାବିନେଟର ୯ ମନ୍ତ୍ରୀଙ୍କ ବିରୋଧରେ ମାମଲା…

ବେଙ୍ଗାଲୁରୁ,୨୨।୫ : କର୍ନାଟକର ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟାଙ୍କ କ୍ୟାବିନେଟରେ ଶପଥ ଗ୍ରହଣ କରିଥିବା ସମସ୍ତ ୯ ମନ୍ତ୍ରୀଙ୍କ ବିରୋଧରେ ଅପରାଧିକ ମାମଲା ରହିଛି। ସମସ୍ତ ମନ୍ତ୍ରୀ ମଧ୍ୟ କୋଟିପତି ଅଟନ୍ତି। କର୍ନାଟକ ଇଲେକଶନ ୱାଚ ଏବଂ ଆସୋସିଏଶନ ଫର୍‌ ଡେମୋକ୍ରାଟିକ ରିଫର୍ମସ...

ପ୍ରତିଦିନ ଜମା ହେଉଥିବା ୨୦୦୦ ଟଙ୍କିଆ ନୋଟ ବିଷୟରେ ସୂଚନା ରଖିବାକୁ ବ୍ୟାଙ୍କଗୁଡିକୁ ଆରବିଆଇର ନିର୍ଦ୍ଦେଶ…

ମୁମ୍ବାଇ,୨୨।୫ : ଭାରତୀୟ ରିଜର୍ଭ ବ୍ୟାଙ୍କ ସମସ୍ତ ବ୍ୟାଙ୍କକୁ ପ୍ରତିଦିନ ୨୦୦୦ ଟଙ୍କତଆ ନୋଟ ଜମା କରାଯାଉଥିବା ତଥ୍ୟ ବଜାୟ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ସହ ଜଡିତ ନିର୍ଦ୍ଦେଶନାମା ଆରବିଆଇ ଦ୍ୱାରା ମେ ୨୨ ଜାରି କରାଯାଇଛି। ରିଜର୍ଭ...

୪ ମାସ ସମୟ ଅଛି, ଚିନ୍ତା କରିବାର କୌଣସି କାରଣ ନାହିଁ : ଆରବିଆଇ ଗଭର୍ନର

ନୂଆଦିଲ୍ଲୀ,୨୨।୫:  ୨ ହଜାର ଟଙ୍କିଆ ନୋଟକୁ ବନ୍ଦ ହେବାର ଘୋଷଣା ପରେ ଆରବିଆଇ ଗଭର୍ନର ଶକ୍ତିକାନ୍ତ ଦାସ ନିଜର ପ୍ରଥମ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି,ଆରବିଆଇର ୨ ଟଙ୍କିଆ ନୋଟ ଆଣିବାର ଉଦ୍ଦେଶ୍ୟ ପୂରଣ ହୋଇଛି। ଚାରିମାସ ସମୟ ଦିଆଯାଇଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri