Tag Archives: Home Middle

ହାରିସ୍‌ଙ୍କ ପ୍ରତି ବଢ଼ୁଛି ସମର୍ଥନ

ଓ୍ବାଶିଂଟନ,୨୩ା୭: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପାଇଁ ଡେମୋକ୍ରାଟ ଦଳର ପ୍ରାର୍ଥତ୍ତ୍ୱ ଦୌଡ଼ରୁ ରାଷ୍ଟ୍ରପତି ଜୋ ବାଇଡେନ୍‌ ଓହରିଯିବା ପରେ ଉପରାଷ୍ଟ୍ରପତି କମଲା ହାରିସ୍‌ଙ୍କ ପ୍ରତି ସମର୍ଥନ ବଢ଼ିଛି। ବାଇଡେନ୍‌ ନିର୍ବାଚନ ଲଢ଼ିବେ ନାହିଁ ବୋଲି ରବିବାର ଘୋଷଣା କରିବା ସହ...

ଶିକ୍ଷାମନ୍ତ୍ରୀଙ୍କୁ ରାହୁଲଙ୍କ ଟାର୍ଗେଟ

ନୂଆଦିଲ୍ଲୀ,୨୩ା୭(ପି.ଟି.): ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଥିବାବେଳେ ପ୍ରଥମ ଦିନରୁ ବିରୋଧୀ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଥିଲେ। ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଗୃହରେ ଏହି ପ୍ରସଙ୍ଗ ଉଠାଇବା ସହ ଏହା...

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ପ୍ରତ୍ୟାହାର କଲା କ୍ରୀଡ଼ା ବିଭାଗ

ଭୁବନେଶ୍ୱର,୨୨।୭: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବା ବିଜ୍ଞପ୍ତିକୁ ସୋମବାର କ୍ରୀଡ଼ା ବିଭାଗ ବିଧିବଦ୍ଧ ଭାବେ ପ୍ରତ୍ୟାହାର କରିନେଇଛି। ବିଜୁ ପଟ୍ଟନାୟକ କ୍ରୀଡ଼ା ସମ୍ମାନର ନାଁ ବଦଳରେ ଓଡ଼ିଶା ରାଜ୍ୟ କ୍ରୀଡ଼ା ସମ୍ମାନ ରହିବ ବୋଲି ଗତ ୧୯...

INS ବ୍ରହ୍ମପୁତ୍ରରେ ଭୟଙ୍କର ନିଆଁ, ଜଣେ ନାବିକ ନିଖୋଜ

ନୂଆଦିଲ୍ଲୀ,୨୨।୭: ଯୁଦ୍ଧ ଜାହାଜ INS ବ୍ରହ୍ମପୁତ୍ରରେ ରବିବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଥିଲା, ଯାହା ପରେ ଏହା ବହୁ ପରିମାଣରେ କ୍ଷତିଗ୍ରସ୍ତ ହୋଇଛି। ଏହି ଘଟଣା ପରେ ଜଣେ ନାବିକ ନିଖୋଜ ଅଛନ୍ତି । ସୋମବାର (ଜୁଲାଇ ୨୨)...

ନିଟ ପେପର ଲିକକୁ ନେଇ ରାହୁଲଙ୍କୁ ଟାର୍ଗେଟ କଲେ ଧର୍ମେନ୍ଦ୍ର, ଅଖିଳେଶଙ୍କୁ ଦେଖାଇଲେ ଆଇନା

ନୂଆଦିଲ୍ଲୀ,୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୋମବାର କହିଛନ୍ତି ଯେ ରାହୁଲ ଗାନ୍ଧୀ ଏବଂ ତାଙ୍କ ମେଣ୍ଟ ‘କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି’, ଏବଂ ଉତ୍ତର ପ୍ରଦେଶର ପୂର୍ବ ୟୁନାଇଟେଡ ପ୍ରଗତିଶୀଳ ଆଲାଇନ୍ସ (ୟୁପିଏ) ସରକାର ଏବଂ ଅଖିଳେଶ ଯାଦବଙ୍କ...

ବଜେଟ୍‌ରେ ହେବ ଏହି ୫ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୨ା୭: ବହୁ ପ୍ରତୀକ୍ଷିତ କେନ୍ଦ୍ର ବଜେଟ୍‌ ୨୦୨୪-୨୫ ଉପସ୍ଥାପନ ହେବାର ଠିକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସୋମବାର ଅର୍ଥର୍ନେତିକ ସର୍ଭେ ୨୦୨୩-୨୦୨୪ ଆଗତ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ୍‌କୁ ଚିହ୍ନିତ କରି ୨୦୨୪-୨୫ଆର୍ଥିକ...

ଯୋଗୀ ସରକାରଙ୍କୁ ବଡ ଝଟକା ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨।୭: ସୁପ୍ରିମକୋର୍ଟ ଉତ୍ତରପ୍ରଦେଶର ଯୋଗୀ ସରକାରଙ୍କୁ ଏକ ବଡ ଝଟକା ଦେଇଛନ୍ତି। କାଉଡି ଯାତ୍ରା ରୁଟ୍‌ ଦେଇ ପଡିଥିବା ଦୋକାନରେ ଦୋକାନୀଙ୍କ ନାମ ଲେଖିବା ପାଇଁ ଯୋଗୀ ସରକାରଙ୍କ ନିର୍ଦ୍ଦେଶକୁ କାର୍ଯ୍ୟକାରୀ କରିବା ଉପରେ କୋର୍ଟ ରୋକ ଲଗାଇଛନ୍ତି। ଏହା...

‘ଖାଲି ବଡ଼ ପାଟି କଲେ ମିଛ କେବେ ସତ ହୁଏ ନାହିଁ’

ନୂଆଦିଲ୍ଲୀ,୨୨ା୭: ସୋମବାର ସଂସଦ ଅଧିବେଶନ ଆରମ୍ଭ ହେବା ମାତ୍ରେ ନିଟ୍‌ ପେପର ଲିକ୍‌ ପ୍ରସଙ୍ଗରେ ଦଳ ଏବଂ ବିରୋଧୀଙ୍କ ମଧ୍ୟରେ ତୀବ୍ର ବିତର୍କ ଆରମ୍ଭ ହୋଇଥିଲା। କଂଗ୍ରେସ ଏମ୍‌ପି ତଥା ଲୋକ ସଭାର ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ...

ଲକ୍ଷ୍ମୀପୁର ଖେରୀ ମାମଲା: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅଙ୍କୁ ଜାମିନ ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୨ା୭: ଲକ୍ଷ୍ମୀପୁର ଖେରୀରେ ହୋଇଥିବା ହିଂସା ମାମଲାରେ ଜେଲ୍‌ରେ ଥିବା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷଙ୍କୁ ସୋମବାର ଜାମିନ ପ୍ରଦାନ କରାଯାଇଛି। ତେବେ ଏହି ହିଂସା ମାମଲାରେ ଶୁଣାଣି ତ୍ୱରାନ୍ବିତ କରିବା ଏବଂ ସମୟ ସ୍ଥିର କରିବାକୁ...

ରାହୁଲଙ୍କ ଏହି ପ୍ରଶ୍ନ ଶୁଣି ଚିହିଙ୍କି ଉଠିଲେ ଧର୍ମେନ୍ଦ୍ର

ନୂଆଦିଲ୍ଲୀ,୨୨ା୭: ସୋମବାର ଆରମ୍ଭ ହୋଇଛି ଲୋକ ସଭାର ଅଧିବେଶନ। ଆରମ୍ଭରୁ ପାର୍ଲାମେଣ୍ଟରେ ପେପର ଲିକ୍‌ ପ୍ରସଙ୍ଗ ପୁଣି ଥରେ ଉଠିଛି। କଂଗ୍ରେସ ଏମ୍‌ପି ତଥା ଲୋକ ସଭାରେ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ କହିଛନ୍ତି, ପରୀକ୍ଷା ବ୍ୟବସ୍ଥାରେ ଅନେକ...

‘ମୋ ସରକାର ନିରପେକ୍ଷତାର ସହ କାମ କରିବ’

ଭୁବନେଶ୍ୱର,୨୨ା୭: ସୋମବାର ଆରମ୍ଭ ହୋଇଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ରାଜ୍ୟପାଳ ରଘୁବର ଦାସ ଅଧିବେଶନ ଆରମ୍ଭରେ ଅଭିଭାଷଣ ଦେଇଛନ୍ତି। ରାଜ୍ୟପାଳ କହିଛନ୍ତି, ମୋର ସରକାର ନିରପେକ୍ଷତାର ସହ କାମ କରିବ। ଯୁବକଙ୍କୁ ରୋଜଗାର ଦେବା ମୋ ସରକାରର ପ୍ରାଥମିକତା...

ଆଉ କେତେ ଦିନ ଖେଳିବେ ବିରାଟ-ରୋହିତ ? ଗମ୍ଭୀର ଦେଲେ ସୂଚନା

ନୂଆଦିଲ୍ଲୀ,୨୨ା୭: ସୋମବାର ଅନୁଷ୍ଠିତ ଖବରତଦାତା ସମ୍ମିଳନୀରେ ଭାରତୀୟ ଦଳର ମୁଖ୍ୟ କୋଚ୍ ଗୌତମ ଗମ୍ଭୀର ଏବଂ ମୁଖ୍ୟ ଚୟନକର୍ତ୍ତା ଅଜିତ ଅଗରକର ଗଣମାଧ୍ୟମ ପ୍ରତିନିଧିଙ୍କ ସହିତ ଆଲୋଚନା କରି ବିଭିନ୍ନ ଖେଳାଳିଙ୍କ ଚୟନ ଏବଂ ଦଳରୁ ବାଦ ଦେବା ପ୍ରସଙ୍ଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri