Tag Archives: Home Middle

ଶିଳ୍ପପତିଙ୍କ ପସନ୍ଦ ପାଲଟିଛି ଓଡ଼ିଶା

ଭୁବନେଶ୍ୱର,୧୮ା୫(ବ୍ୟୁରୋ) : ଶିଳ୍ପପତିଙ୍କ ପ୍ରଥମ ପସନ୍ଦ ଓଡ଼ିଶା। ଦେଶ ହେଉ କି ବିଦେଶ, ନିବେଶ ପାଇଁ ଶିଳ୍ପପତି ଓଡ଼ିଶା ଆସୁଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ ଶିଳ୍ପପତିଙ୍କ ଭରସା ବଢ଼ାଇଛି। ପୁଞ୍ଜିନିବେଶ, ଜାତୀୟ ହାରକୁ ବହୁ...

ବିଜୟ ଆଶାରେ ଏର୍ଡୋଗାନ୍‌

ଆଙ୍କାରା,୧୮ା୫: ତୁର୍କୀ ରାଷ୍ଟ୍ରପତି ରେସେପ୍‌ ତୟିପ୍‌ ଏର୍ଡୋଗାନ୍‌ ମେ’ ୨୮ ନିର୍ବାଚନ ଫଳ ତାଙ୍କ ସପକ୍ଷରେ ଯିବା ନେଇ ଦାବି କରିଛନ୍ତି। ଗତ ୧୪ରେ ଅନୁଷ୍ଠିତ ତୁର୍କୀ ରାଷ୍ଟ୍ରପତି ନିର୍ବାଚନରେ ଆମେ ହାସଲ କରିଥିବା ସଫଳତା ପାଇଁ ଏବେ ଉତ୍ସବ...

ୟୁକ୍ରେନ୍‌ ଯୁଦ୍ଧର ଅବସାନ ପାଇଁ ରାମାଫୋସାଙ୍କ ଉଦ୍ୟମ

କେପ୍‌ଟାଉନ,୧୮ା୫: ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ସିରିଲ ରାମାଫୋସା ମଙ୍ଗଳବାର କହିଛନ୍ତି ଯେ ତାଙ୍କ ରୁଷୀୟ ଓ ୟୁକ୍ରେନୀୟ ପ୍ରତିପକ୍ଷ ଏକ ଆଫ୍ରିକୀୟ ପ୍ରତିନିଧି ଦଳ ସହ ଶାନ୍ତି ଆଲୋଚନା ପାଇଁ ରାଜି ହୋଇଛନ୍ତି। ୟୁକ୍ରେନ୍‌-ରୁଷିଆ ଯୁଦ୍ଧର ପରିସମାପ୍ତି ଦିଗରେ ପ୍ରତିନିଧି...

ଅପରେଶନ ଧ୍ୱସ୍ତ: ୩୨୪ ସ୍ଥାନରେ ଚଢ଼ାଉ

ନୂଆଦିଲ୍ଲୀ,୧୮ା୫: ଆତଙ୍କବାଦୀ-ଗ୍ୟାଙ୍ଗ୍‌ଷ୍ଟର-ନାର୍କୋ ମେଣ୍ଟ ବିରୋଧରେ ୯ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୩୨୪ ସ୍ଥାନରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ପକ୍ଷରୁ ବୁଧବାର ଚଢ଼ାଉ କରାଯାଇଛି। ପଞ୍ଜାବ ଓ ହରିୟାଣା ପୋଲିସ ସହଯୋଗରେ କରାଯାଇଥିବା ଏହି କାର୍ଯ୍ୟାନୁଷ୍ଠାନକୁ ‘ଅପରେଶନ ଧ୍ୱସ୍ତ’...

ଅନାହାରରେ ୮,୭୫,୦୦୦ ଆଫ୍‌ଗାନ୍‌ ଶିଶୁ

କାବୁଲ, ୧୮।୫: ତାଲିବାନୀ ଶାସକ କାବୁଲକୁ ବଳପୂର୍ବକ ଦଖଲ କରିବା ପରେ ଆଫଗାନିସ୍ତାନବାସୀ ନାନାଦି ସମସ୍ୟା ଭିତର ଦେଇ ଗତି କରୁଥିବାବେଳେ ଖାଦ୍ୟାଭାବ ମୁଖ୍ୟ ସମସ୍ୟା ଭାବେ ଉଭା ହୋଇଛି। ଦେଶରେ ୮,୭୫,୦୦୦ ଶିଶୁ ଅନାହାରରେ ଥିବା ଏନ୍‌ଜିଓ ହ୍ୟୁମାନ...

ମଣିପୁର ହାଇକୋର୍ଟଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୧୮।୫: ମଣିପୁରର ଅଣଆଦିବାସୀ ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ବର୍ଗରେ ଅନ୍ତର୍ଭୁକ୍ତ କରିବା ପାଇଁ ହାଇକୋର୍ଟ ଜଜ୍‌ ଏମ୍‌.ଭି. ମୁରଲିଧରନ ଦେଇଥିବା ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ନିନ୍ଦା କରିଛନ୍ତି। ମଣିପୁର ହିଂସା ସମ୍ପର୍କିତ ଶୁଣାଣି ବେଳେ ବୁଧବାର ପ୍ରଧାନ ବିଚାରପତି...

୨୧ ସୁଦ୍ଧା ଡେଟ୍‌ ସିଲିଂ ଡିଲ୍‌

ଓ୍ବାଶିଂଟନ୍‌,୧୮ା୫: ଆମେରିକାରେ ଆର୍ଥିକ ସଙ୍କଟ ଘନେଇବାରେ ଲାଗିଛି। ସ୍ଥିତି ଏପରି ହୋଇଛି ଯେ ସରକାର ଓ ବିରୋଧୀଙ୍କ ମଧ୍ୟରେ ସିଲିଂ ଡିଲ୍‌ ଚୂଡ଼ାନ୍ତ ନ ହେଲେ ଦେଶ ଦେବାଳିଆ ଅବସ୍ଥାକୁ ଚାଲିଯିବ। ଫଳରେ ସରକାରୀ କର୍ମଚାରୀଙ୍କୁ ଦରମା ଦେବା ମଧ୍ୟ...

୨୦୨୩-୨୭ ହେବ ସବୁଠୁ ଉତ୍ତପ୍ତ: ଜାତିସଂଘ

ଜେନେଭା, ୧୮।୫: ଆହୁରି ବଢ଼ିବ ବୈଶ୍ୱିକ ତାପମାତ୍ରା। ସବୁଜ ଗୃହ ଗ୍ୟାସ୍‌, ଏଲ୍‌ ନିନୋ ପ୍ରଭାବରେ ଆସନ୍ତା ୫ ବର୍ଷ ସବୁଠୁ ଉତ୍ତପ୍ତ ଅବଧି ହେବ ବୋଲି ଜାତିସଂଘର ବିଶ୍ୱ ପାଣିପାଗ ଅର୍ଗାନାଇଜେଶନ୍‌ (ଡବ୍ଲ୍ୟୁଏମ୍‌ଓ) ପକ୍ଷରୁ ସତର୍କ କରାଯାଇଛି। ୨୦୨୩ରୁ...

ଅଗଷ୍ଟ ୧୪ ସୁଦ୍ଧା ତଦନ୍ତ ସାର

ନୂଆଦିଲ୍ଲୀ,୧୮ା୫: ଆଦାନୀ ଗ୍ରୁପ୍‌ ବିରୋଧରେ ଆଗତ ଷ୍ଟକ୍ସ ହେରଫେର ଦୁର୍ନୀତିର ତଦନ୍ତ ଶେଷ କରିବା ପାଇଁ ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି)କୁ ସୁପ୍ରିମକୋର୍ଟ ଅଗଷ୍ଟ ୧୪ ପର୍ଯ୍ୟନ୍ତ ସମୟ ଦେଇଛନ୍ତି। ଏଥିସହ ଅପ୍‌ଡେଟେଡ୍‌ ଷ୍ଟାଟସ୍‌ ରିପୋର୍ଟ ଦାଖଲ...

ଉପ ହେବାକୁ ଶିବକୁମାରଙ୍କ ନା

ନୂଆଦିଲ୍ଲୀ/ବେଙ୍ଗାଲୁରୁ,୧୮ା୫ : କର୍ନାଟକ ବିଧାନସଭା ନିର୍ବାଚନ ଫଳ ମେ’ ୧୩ରେ ଆସିଥିଲା। ୨୨୪ ଆସନ ମଧ୍ୟରୁ କଂଗ୍ରେସ ୧୩୫ ଦଖଲକରି ଅଭୂତପୂର୍ବ ବିଜୟ ହାସଲ କରିଛି। ଗୁରୁବାର ନୂଆ ମୁଖ୍ୟମନ୍ତ୍ରୀ ଶପଥ ନେବେ। ଶପଥ ଗ୍ରହଣ ପାଇଁ ମଞ୍ଚ ସଜ୍ଜା...

ପଞ୍ଜାବକୁ ହରାଇଲା ଦିଲ୍ଲୀ

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ୧୫ ରନ୍‌ରେ ବିଜୟୀ ହୋଇଛି। ପଞ୍ଜାବର ଲିଆମ ଲିଭିଂଷ୍ଟୋନଙ୍କ ଲଢ଼ୁଆ ବ୍ୟାଟିଂ ସତ୍ତ୍ୱେ ପଞ୍ଜାବ ୨୦ ଓଭରରେ ୮ ଉଇକେଟ...

ପଞ୍ଜାବ ଆଗରେ ୨୧୪ ରନ୍‌ର ଟାର୍ଗେଟ୍‌

ଧର୍ମଶାଳା,୧୭।୫: ଧର୍ମଶାଳା ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଖେଳାଯାଇଥିବା ଆଇପିଏଲର ୬୪ତମ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ନିର୍ଦ୍ଧାରିତ ୨୦ ଓଭରରେ ୨ ଉଇକେଟ ହରାଇ ୨୧୩ ରନ୍‌ କରିଛି। ଫଳରେ ପଞ୍ଜାବ ଆଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri