Tag Archives: Home Middle

୧୭ ସହର ପ୍ରାକୃତିକ ବିପର୍ଯ୍ୟୟ କ୍ଷତିଗ୍ରସ୍ତ ଘୋଷିତ

ଢାକା/ୟାଙ୍ଗୋନ, ୧୬।୫ : ବାତ୍ୟା ମୋଚା ପ୍ରଭାବରେ ବାଂଲାଦେଶ ଓ ମ୍ୟାନ୍‌ମାରରେ ବହୁ କ୍ଷତି ଘଟିଛି। ବର୍ଷା ଓ ଭୀଷଣ ପବନ ଯୋଗୁ ବିଭିନ୍ନ ସ୍ଥାନରେ ଶୋଚନୀୟ ପରିସ୍ଥିତି ସୃଷ୍ଟି ହୋଇଛି। ୫ ଝଡ଼ର ବଳ ରଖିଥିବା ମୋଚାରେ ୫...

ଗେହଲଟଙ୍କୁ ୧୫ ଦିନିଆ ମହଲତ ଦେଲେ ପାଇଲଟ୍‌

ଜୟପୁର, ୧୬ା୫ :ରାଜସ୍ଥାନର ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ୍‌ ସୋମବାର ତାଙ୍କର ୫ ଦିନିଆ ଜନସଂଘର୍ଷ ଯାତ୍ରା ଉଦ୍‌ଯାପନ କରିଛନ୍ତି। ବସୁନ୍ଧରା ରାଜେଙ୍କ ସରକାର ଅମଳରେ ହୋଇଥିବା ଦୁର୍ନୀତି ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ...

ଓ୍ବାଙ୍ଖଡ଼େଙ୍କ ବିରୋଧରେ ସିବିଆଇ ଏତଲା

ମୁମ୍ବାଇ, ୧୬ା୫: ୨୫ କୋଟି ଟଙ୍କା ନ ଦେଲେ ନିଶା କାରବାର ଅଭିଯୋଗରେ ପୁଅ ଆର୍ୟନ ଖାନ୍‌ଙ୍କ ବିରୋଧରେ ମାମଲା ଦାଏର କରାଯିବ ବୋଲି ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ୍‌ଙ୍କ ପରିବାରକୁ ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ପୂର୍ବତନ ଜୋନାଲ ନିର୍ଦ୍ଦେଶକ...

ପାକ୍‌ ସୁପ୍ରିମକୋର୍ଟ ଆଗରେ ଶାସକ ମେଣ୍ଟର ବିକ୍ଷୋଭ

ଇସ୍‌ଲାମାବାଦ, ୧୬ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ଙ୍କୁ ଜାମିନ ପ୍ରତିବାଦରେ ଦେଶର ଶାସକ ଦଳଗୁଡ଼ିକର ମେଣ୍ଟ ପାକିସ୍ତାନ ଡେମୋକ୍ରାଟିକ୍‌ ମୁଭ୍‌ମେଣ୍ଟ (ପିଡିଏମ୍‌)ର ସମର୍ଥକମାନେ ସୋମବାର ସୁପ୍ରିମକୋର୍ଟ ବାହାରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ପିଡିଏମ୍‌ ପକ୍ଷରୁ ସୁପ୍ରିମକୋର୍ଟ ଆଗରେ ବିକ୍ଷୋଭ...

କର୍ନାଟକ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ହୋଇପାରୁନି

ନୂଆଦିଲ୍ଲୀ, ୧୬ା୫: କର୍ନାଟକ ବିଧାନସଭା ନିର୍ବାଚନରେ କଂଗ୍ରେସ ଜିତିବା ପରେ କିଏ ମୁଖ୍ୟମନ୍ତ୍ରୀ ହେବେ ତାହା ସ୍ପଷ୍ଟ ହୋଇପାରୁନି। ବରିଷ୍ଠ ନେତା ସିଦ୍ଦାରାମାୟା ଏବଂ ଦଳର ରାଜ୍ୟ ସଭାପତି ଡି.କେ. ଶିବକୁମାର ମୁଖ୍ୟମନ୍ତ୍ରୀ ପଦ ଲାଗି ଦାବିଦାର ହୋଇଥିବାବେଳେ କାହାକୁ...

ହାଇଦ୍ରାବାଦକୁ ହରାଇଲା ଗୁଜରାଟ

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ର ୬୨ତମ ମ୍ୟାଚ୍‌ରେ ଗୁଜରାଟ ୩୪ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ସହ ଗୁଜରାଟ ୧୬ ପଏଣ୍ଟ ପାଇ ଟେବୁଲର ଶୀର୍ଷ ସ୍ଥାନ ବଜାୟ ରଖି ପ୍ଲେ-ଅଫ୍‌ ଆଶା...

ହଟିଲା ସଫ୍ଟ ସିଗ୍‌ନାଲ: ଫ୍ରି ହିଟ୍‌ ପାଇଁ ଆସିଲା ନୂତନ ନିୟମ

ଦୁବାଇ,୧୫ା୫: ଅନ୍ତର୍ଜାତୀୟ କ୍ରିକେଟ୍‌ କାଉନସିଲ୍‌(ଆଇସିସି) ପକ୍ଷରୁ ସୋମବାର କେତେକ ନିୟମରେ ବଡ଼ ପରିବର୍ତ୍ତନ କରାଯାଇଛି। ଏପରିକି ବିବାଦୀୟ ସଫ୍ଟ ସିଗ୍‌ନାଲ ନିୟମକୁ ଆଇସିସି ହଟାଇ ଦେଇଛି। ପୂର୍ବରୁ କୌଣସି କ୍ୟାଚ୍‌ର ନିଷ୍ପତ୍ତି ଟିଭି ଅମ୍ପାୟରଙ୍କୁ ରେଫର କରିବା ପୂର୍ବରୁ ଅନ୍ୟ...

ହାଇଦ୍ରାବାଦ ଆଗରେ ୧୮୯ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୧୫।୫: ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ସୋମବାର ଖେଳାଯାଇଥିବା ଆଇପିଏଲ୍‌ ୬୨ତମ ମ୍ୟାଚ୍‌ରେ ଶୁବମନ ଗିଲଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଳରେ ଗୁଜରାଟ ନିର୍ଦ୍ଧାରିତ ୨୦ ଓଭରରେ ୯ ଉଇକେଟ ହରାଇ ୧୮୮ ରନ୍‌ କରିଛି। ଫଳରେ ହାଇଦ୍ରାବାଦ ଆଗରେ...

ଆଇପିଏଲରେ ଶୁଭମାନଙ୍କ ପ୍ରଥମ ଶତକ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ବ୍ୟାଟିଂ...

ପାଇଲଟଙ୍କ ପଦଯାତ୍ରା ଶେଷ, ୧୫ ଦିନ ଭିତରେ କାର୍ଯ୍ୟାନୁଷ୍ଠାନ ଲାଗି ଗେହଲଟଙ୍କୁ ଦେଲେ ଚେତାବନୀ

ଜୟପୁର, ୧୫ା୫ : ରାଜସ୍ଥାନର ବରିଷ୍ଠ କଂଗ୍ରେସ ନେତା ତଥା ରାଜସ୍ଥାନର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟ ସୋମବାର ତାଙ୍କର ୫ ଦିନିଆ ଜନ ସଂଘର୍ଷ ଯାତ୍ରା ପୂରା କରିଛନ୍ତି। ଏହି ସମୟରେ ବସୁନ୍ଧରା ରାଜେଙ୍କ ସରକାର ଅମଳରେ ହୋଇଥିବା...

ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଲା ହାଇଦ୍ରାବାଦ

ଅହମ୍ମଦାବାଦ,୧୫।୫: ଆଇପିଏଲ ୨୦୨୩ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ସୋମବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ହାଇଦ୍ରାବାଦ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ଗୁଜରାଟ ଗୁଜରାଟ...

ଦିଲ୍ଲୀରେ ପହଞ୍ଚିଲେ ସିଦ୍ଦାରାମାୟା, ହାଇକମାଣ୍ଡଙ୍କ ସହ କରିବେ ଆଲୋଚନା

ନୂଆଦିଲ୍ଲୀ,୧୫।୫: କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସ ନେତା ସିଦ୍ଦରାମାୟା ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି। ସିଦ୍ଦାରାମାୟାଙ୍କ ସହ କଂଗ୍ରେସ ବିଧାୟକ ଏମ.ବି ପାଟିଲ, ସିଦ୍ଦରାମାୟାଙ୍କ ପୁଅ ୟତିନ୍ଦ୍ର ଏବଂ କଂଗ୍ରେସ ବିଧାୟକ ଜମିର ଅହମ୍ମଦ ଅଛନ୍ତି। କଂଗ୍ରେସର କେନ୍ଦ୍ରୀୟ ପର୍ଯ୍ୟବେକ୍ଷକଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri