Tag Archives: Home Middle

‘ମୋ’ ଜୀବନ ପ୍ରତି ବିପଦ ଅଛି’

ଇସଲାମାବାଦ,୧୪ା୫: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ତେହେରିକ-ଇ-ଇନ୍‌ସାଫ (ପିଟିଆଇ)ର ଅଧ୍ୟକ୍ଷ ଇମ୍ରାନ ଖାନ୍‌ ରବିବାର ଅପରାହ୍ନରେ ସାରା ଦେଶରେ ଶାନ୍ତିପୂର୍ଣ୍ଣ ଭାବେ ବିରୋଧ କରିବାକୁ ସମର୍ଥନମାନଙ୍କୁ ନିବେଦନ କରିଛନ୍ତି। ତାଙ୍କୁ ନ୍ୟାଶନାଲ ଆକାଉଣ୍ଟାବିଲିଟି ବ୍ୟୁରୋ (ନାବ) ଗିରଫ କରିବାର କିଛି...

ଟସ ଜିତିଲା ଆରସିବି, ପ୍ରଥମେ ବ୍ୟାଟିଂ…

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ(ଆରଆର) ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ମଧ୍ୟରେ ମ୍ୟାଚ ହେଉଛି। ଏହି ମ୍ୟାଚ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଆରସିବି ଟସ ଜିତି ପ୍ରଥମେ ବ୍ୟାଟିଂ...

କର୍ନାଟକ ପୋଲିସ ମୁଖ୍ୟ ହେବେ ସିବିଆଇର ପରବର୍ତ୍ତି ନର୍ଦ୍ଦେଶକ

ନୂଆଦିଲ୍ଲୀ,୧୪।୫: କର୍ନାଟକରେ ଏବେ ପୋଲିସ ମହାନିର୍ଦ୍ଦେଶକ(ଡିଜିପି) ଥିବା ପ୍ରବୀଣ ସୁଦଙ୍କୁ କେନ୍ଦ୍ରୀୟ ଯାଞ୍ଚ ବ୍ୟୁରୋ(ସିବିଆଇ)ର ପରବର୍ତ୍ତି ନିର୍ଦ୍ଦେଶକ ଭାବେ ନିଯୁକ୍ତ କରାଯାଇଛି। ମେ ୨୫ରେ ବର୍ତ୍ତମାନର ସିବିଆଇ ମୁଖ୍ୟ ଥିବା ସୁବୋଧ କୁମାର ଜାୟସଓ୍ବାଲଙ୍କ କାର୍ଯ୍ୟକାଳ ପୂରଣ ହେବା ପରେ...

ମୋଦି ଲହର ଏବେ ଶେଷ: ସଞ୍ଜୟ ରାଉତ…

ମୁମ୍ବାଇ,୧୪।୫ : କର୍ନାଟକ ନିର୍ବାଚନ ଫଳାଫଳ ପ୍ରକାଶ ପରେ ଶିବସେନା (ଉଦ୍ଧବ ଠାକରେ) ନେତା ସଞ୍ଜୟ ରାଉତ କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲହର ଶେଷ ହୋଇଛି ଏବଂ ବର୍ତ୍ତମାନ ତାଙ୍କର ଲହର ଆସିବାକୁ ଯାଉଛି। ବଜରଙ୍ଗ ବାଲି ଭାଜପାକୁ...

ଓଡ଼ିଶାରେ ପାକିସ୍ତାନ ଲିଙ୍କ୍‌, ତଥ୍ୟ ଦେଇ ବନ୍ଧାହେଲେ ୩

ଭୁବନେଶ୍ୱର/ନୟାଗଡ଼,୧୪ା୫(ବ୍ୟୁରୋ/ଡି.ଏନ୍‌.ଏ.): ଓଟିପି ଶେୟାରିଂ ସ୍କାମ୍‌ ନେଇ ଏସ୍‌ଟିଏଫ୍‌ ଚଢ଼ାଉ କରି ନୟାଗଡ଼ର ପଠାଣୀ ସାମନ୍ତ ଲେଙ୍କା, ସରୋଜ କୁମାର ନାୟକ ଓ ଯାଜପୁରର ସୌମ୍ୟ ପଟ୍ଟନାୟକଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ୧୯ଟି ଦାମୀ ମୋବାଇଲ, ୪୭ଟି ସିମ୍‌କାର୍ଡ, ୬୧ଟି ଏଟିଏମ୍‌...

ଆଇସିଏସଇ ଦ୍ୱାଦଶ-ଦଶମ ପରୀକ୍ଷା ଫଳ ପ୍ରକାଶ…

ନୂଆଦିଲ୍ଲୀ,୧୪।୫ : କାଉନସିଲ ଫର ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ(ଆଇସିଏସଇ)ର ଦ୍ୱାଦଶ ଏବଂ ଦଶମ ପରୀକ୍ଷା ଫଳ ପ୍ରକାଶ ପାଇଛି। ବୋର୍ଡ ଦ୍ୱାରା ପ୍ରକାଶିତ ଅପଡେଟ ଅନୁଯାୟୀ, ଆଇସିଏସଇ, ଆଇଏସସି ଫଳାଫଳ ୨୦୨୩ ରବିବାର ଅପରାହ୍ନ ୩ଟାରେ ପ୍ରକାଶ ପାଇଛି। ଛାତ୍ରୀଛାତ୍ରମାନେ...

ଅଫିସରେ ମିଳିବ ମଦ!

ଚଣ୍ଡୀଗଡ,୧୪।୫:ଚିଲ୍ଡ ଆଉଟ୍‌ ହେଉ କିମ୍ବା ସୁଖଦୁଖରେ ଲୋକେ ମଦ ପିଇଥାନ୍ତି। ତେବେ ଆପଣ କେବେ ଅଫିସରେ ମଦ ପିଇବା କଥା ଭାବି ପାରୁଛନ୍ତି। ଏପରି କଲେ ବସ୍‌ ଚାକିରୀରୁ ବିଦା କରିବା କଥା ଆପଣ ଭାବିଥାଇ ପାରନ୍ତି। କିନ୍ତୁ ଆପଣ...

ସକ୍ରିୟ ମାମଲା ୧୬ ହଜାର ତଳେ…

ନୂଆଦିଲ୍ଲୀ, ୧୪।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ଜୟପୁର ଆକାଶ ମେଘୁଆ: ମ୍ୟାଚ ବାତିଲ ହେଲେ ପଏଣ୍ଟ ଭାଗ କରିବେ ଆରଆର-ଆରସିବି…

ଜୟପୁର,୧୪।୫ : ଆଇପିଏଲ ୨୦୨୩ ର ୬୦ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ମଧ୍ୟରେ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଅପରାହ୍ନ ସାଢ଼େ ୩ଟା ରୁ ଖେଳାଯିବ। ପ୍ରଶଂସକମାନେ ଏହି ରାଜକୀୟ ମ୍ୟାଚ ପାଇଁ...

ଚେନ୍ନାଇରେ ଧୋନି-ନୀତୀଶ ମୁହାଁମୁହିଁ…

ଚେନ୍ନାଇ,୧୪।୫ : ଆଇପିଏଲ ୨୦୨୩ର ୬୧ତମ ମ୍ୟାଚରେ କୋଲକାତା ନାଇଟ ରାଇଡର୍ସ(କେକେଆର) ରବିବାର ରୟାଲ ଚେନ୍ନାଇ ସୁପର କିଙ୍ଗ୍ସ(ସିଏସକେ)କୁ ଭେଟିବ। ଏହି ମ୍ୟାଚ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ପଏଣ୍ଟ ଟେବୁଲରେ କେକେଆର ଦଳ ଅଷ୍ଟମ ସ୍ଥାନରେ ଏବଂ...

୮ ଦେଶର ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌. ଜୟଶଙ୍କର

ନୂଆଦିଲ୍ଲୀ,୧୪ା୫: ଭାରତୀୟ ବୈଦେଶିକ ବ୍ୟାପାର ମନ୍ତ୍ରୀ ଦ୍ୱିତୀୟ ଇୟୁ ଇଣ୍ଡୋ-ପାସିଫିକ୍‌ ମିନିଷ୍ଟ୍ରିଆଲ ଫୋରମ୍‌ (EIPMF)ରେ ଅଂଶଗ୍ରହଣ କରିବାକୁ ସ୍ବିଡେନରେ ପହଞ୍ଚିଛନ୍ତି। ସେ ଫ୍ରାନ୍ସ, ଅଷ୍ଟ୍ରିଆ, ବେଲ୍‌ଜିୟମ, ବୁଲ୍‌ଗେରିଆ, ସାଇପ୍ରସ୍‌, ଲାଟଭିଆ, ଲିଥୁଆ ଏବଂ ରୋମାନିଆର ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଛନ୍ତି। ଏହି...

ଆଇପିଏଲ-୨୦୨୩ର ୬୦ତମ ମ୍ୟାଚ: ଆରଆର-ଆରସିବି ଲଢ଼େଇ…

ଜୟପୁର,୧୪।୫ : ଆଇପିଏଲ ୨୦୨୩ର ୬୦ତମ ମ୍ୟାଚ ରେ ରାଜସ୍ଥାନ ରୟାଲ୍ସ(ଆରଆର) ରବିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି)କୁ ଭେଟିବ। ଏହି ମ୍ୟାଚ ଜୟପୁରର ସାୱାଇ ମାନସିଂହ ଷ୍ଟାଡିୟମରେ ଖେଳାଯିବ। ପଏଣ୍ଟ ଟେବୁଲରେ ରାଜସ୍ଥାନର ଦଳ ପଞ୍ଚମ ସ୍ଥାନରେ ଏବଂ ବାଙ୍ଗାଲୋରର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri