Tag Archives: Home Middle

ଝାରସୁଗୁଡ଼ା ଉପନିର୍ବାଚନ: ଆଜି ସରୁଛି ପ୍ରଚାର

ଭୁବନେଶ୍ୱର,୮ା୫(ବ୍ୟୁରୋ): ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ସୋମବାର ପ୍ରଚାର ସରୁଥିବା ବେଳେ ହାଇଭୋଲଟେଜ୍‌ ପ୍ରଚାରରେ କମ୍ପୁଛି ଅଞ୍ଚଳ। ହାତରେ ଆଉ ଗୋଟିଏ ଦିନ ଥିବାରୁ ୩ ପ୍ରମୁଖ ଦଳର ପ୍ରାର୍ଥୀମାନେ ପୂରା ଦମ୍‌ରେ ଲାଗିପଡ଼ିଛନ୍ତି। ବିଜେଡି ପ୍ରାର୍ଥୀ ଦୀପାଳି ଦାସ, ଭାଜପା...

ୟୁକ୍ରେନ୍‌ ଲୋକେ ଆତଙ୍କିତ: ମାରିଆପୋଲ ଗଣ ହତ୍ୟାକାରୀ ଓ୍ବାଗନର ଗ୍ରୁପରେ ଯୋଗଦେଲେ…

ମସ୍କୋ,୮।୫ : ରୁଷିଆର ପୂର୍ବତନ ଡେପୁଟି ପ୍ରତିରକ୍ଷା ମନ୍ତ୍ରୀ ଭାବରେ ବରଖାସ୍ତ ହୋଇଥିବା କର୍ନେଲ ଜେନେରାଲ ମିଖାଇଲ ମିଜିଣ୍ଟସେଭ ୱାଗନର୍‌ ଗ୍ରୁପରେ ଡେପୁଟି କମାଣ୍ଡର ଭାବରେ ଯୋଗ ଦେଇଛନ୍ତି। ଏହାକୁ ନେଇ ପୁଣି ନରସଂହାର ଭୟରେ ୟୁକ୍ରେନ ଲୋକେ ଆତଙ୍କିତ...

ବାଇଡେନଙ୍କ ପୁଣି କ୍ଷମତା ଦଖଲ ପାଇଁ ଗୁରୁତ୍ୱପୂର୍ଣ୍ଣ ମୂଳ ଭାରତୀୟ ଅଜୟ ଜୈନ ଭୁଟୋରିଆ…

ଓ୍ବାଶିଂଟନ,୮।୫ : ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ପୁଣିଥରେ ୨୦୨୪ ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ଦାବି ଉପସ୍ଥାପନ କରିଛନ୍ତି। ଯାହା ପରେ ରାଷ୍ଟ୍ରପତି ଜୋ ବାଇଡେନ ଏବଂ ଉପରାଷ୍ଟ୍ରପତି କମଲା ହାରିସ ଆମେରିକାର ଶ୍ରେଷ୍ଠ ୧୫୦ ଦାନଦାତାଙ୍କୁ ଭେଟିଥିଲେ।...

ବନ୍ଧୁକ ସଂସ୍କୃତି: ୧୨ ମାସରେ ୧୫ରୁ ଅଧିକ ଗୁଳିକାଣ୍ଡ, ୧୦୦ରୁ ଅଧିକ ଲୋକଙ୍କ ଗଲାଣି ଜୀବନ…

ଓ୍ବାଶିଂଟନ,୮।୫ : ଆମେରିକାରେ ଜାରି ରହିଥିବା ବନ୍ଧୁକ ସଂସ୍କୃତି ଯୋଗୁ ଗୁଳିକାଣ୍ଡ ଘଟଣା ଥମିବାର ନା ଧରୁନି। ଧୀରେଧିରେ ଏହା ବୃଦ୍ଧି ପାଉଛି। ଶନିବାର ଟେକ୍ସାସରେ ହୋଇଥିବା ଗୁଳି ବିନିମୟରେ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୭ ଜଣ...

ଓଡ଼ିଶା ଏଫ୍‌ସି ୫-୦ ଗୋଲରେ ବିଜୟୀ

ଅହମଦାବାଦ, ୮।୫: ଇଣ୍ଡିଆନ ଓମେନ୍ସ ଲିଗ୍‌ (ଆଇଡବ୍ଲ୍ୟୁଏଲ୍‌)ର ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଓଡ଼ିଶା ଏଫ୍‌ସି ୫-୦ ଗୋଲରେ ଲଡର୍‌ସ ଏଫ୍‌ଏ କୋଚି ଓ୍ବାଇଏମ୍‌ଏଏ ଦଳକୁ ପରାସ୍ତ କରିଛି। ସ୍ଥାନୀୟ ଶାହିବାଗ୍‌ ପୋଲିସ ଷ୍ଟାଡିୟମରେ ଆୟୋଜିତ ମ୍ୟାଚ୍‌ଟି ଆରମ୍ଭରୁ ବେଶ୍‌ ଚ୍ୟାଲେଞ୍ଜପୂର୍ଣ୍ଣ...

ଚିତ୍ରଭେଲ, ଅବିନାଶ, ପାରୁଲଙ୍କ ଜାତୀୟ ରେକର୍ଡ

ନୂଆଦିଲ୍ଲୀ, ୮ା୫ (ପି.ଟି.): ବିଶ୍ୱ ଆଥ୍‌ଲେଟିକ୍ସ ଦିବସରେ ଜାତୀୟ ରେକର୍ଡ ଭାଙ୍ଗିଛନ୍ତି ଟ୍ରିପଲ ଜମ୍ପର ପ୍ରବୀଣ ଚିତ୍ରଭେଲ, ୫୦୦୦ ମିଟର ଧାବକ ଓ ଧାବିକା ଅବିନାଶ ସାବଲେ ଏବଂ ପାରୁଲ ଚୌଧାରୀ। କ୍ୟୁବାରେ ପ୍ରବୀଣ ଜାତୀୟ ରେକର୍ଡ ଭାଙ୍ଗିବା ସହିତ...

ଜେରେମିଙ୍କୁ ରୌପ୍ୟ ପଦକ

ଜିଞ୍ଜୁ(କୋରିଆ),୮ା୫(ପି.ଟି.): କୋରିଆର ଜିଞ୍ଜୁରେ ଅନୁଷ୍ଠିତ ଏସିଆନ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ରେ ଭାରତର ଜେରେମି ଲାଲରିନ୍ନୁଙ୍ଗାଙ୍କୁ ରୌପ୍ୟ ପଦକ ମିଳିଛି। ସେ ସ୍ନାଚ୍‌ରେ ରୌପ୍ୟ ପଦକ ହାସଲ କରିଥିଲେ ସୁଦ୍ଧା କ୍ଲିନ୍‌ ଆଣ୍ଡ ଜର୍କରେ ଇଭେଣ୍ଟ ଫିନିଶ କରିବାରେ ସଫଳ ହୋଇ ନ...

ଚଣ୍ଡିଗଡ଼, ବିହାରର ବୃହତ୍‌ ବିଜୟ

ଭୁବନେଶ୍ୱର, ୮।୫ (କ୍ରୀଡ଼ା ପ୍ରତିନିଧି): ରାଉରକେଲାର ବିର୍ସାମୁଣ୍ଡା ହକି ଷ୍ଟାଡିୟମରେ ଚାଲିଥିବା ୧୩ତମ ଜାତୀୟ ସବ୍‌ଜୁନିୟର ମହିଳା ହକି ଚାମ୍ପିୟନଶିପ୍‌ର ରବିବାର ଅନୁଷ୍ଠିତ ୪ଟି ମ୍ୟାଚରେ ପଞ୍ଜାବ, ଆନ୍ଧ୍ର ପ୍ରଦେଶ, ଚଣ୍ଡିଗଡ଼ ଓ ବିହାର ଦଳ ବିଜୟ ହାସଲ କରିଛି।...

ଓଡ଼ିଶା ପ୍ରତିଯୋଗୀଙ୍କୁ ୫ ସ୍ବର୍ଣ୍ଣ ସହ ୮ ପଦକ

ଭୁବନେଶ୍ୱର, ୮।୫(କ୍ରୀଡ଼ା ପ୍ରତିନିଧି): ବେଙ୍ଗାଲୁରୁର ଶ୍ରୀ କାନ୍ତିରଭା ଷ୍ଟାଡିୟମରେ ରବିବାର ଶେଷ ହୋଇଥିବା ୫ମ ଇଣ୍ଡିଆନ ଓପନ୍‌ ପାରା ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌ର ଅନ୍ତିମ ଦିବସରେ ଓଡ଼ିଶାକୁ ୨ଟି ସ୍ବର୍ଣ୍ଣ ପଦକ ମିଳିଛି। ଏହାକୁ ମିଶାଇ ଓଡ଼ିଶା ମୋଟ୍‌ ୮ ପଦକ...

ମେଇତିଙ୍କୁ ଏସ୍‌ଟି ମାନ୍ୟତା ବିରୋଧରେ ସୁପ୍ରିମକୋର୍ଟ ଗଲେ ଭାଜପା ବିଧାୟକ

ନୂଆଦିଲ୍ଲୀ, ୮ା୫ (ପି.ଟି.) : ମଣିପୁର ସ୍ଥିତିକୁ ନେଇ ସୁପ୍ରିମକୋର୍ଟରେ ଏକାଧିକ ପିଟିଶନ ଦାଏର ହୋଇଛି। ମେଇତି ସମ୍ପ୍ରଦାୟଙ୍କୁ ଅନୁସୂଚିତ ଜନଜାତି ମାନ୍ୟତା ପ୍ରଦାନ ଲାଗି ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ଭାଜପା ବିଧାୟକ ତଥା ପାର୍ବତ୍ୟାଞ୍ଚଳ କମିଟି (ଏଚ୍‌ଏସି)...

ମଣିପୁର ହିଂସା: ଉଦ୍ଧାର ହେଲେଣି ୨୩ ହଜାର

ଇମ୍ଫାଲ, ୮ା୫ : ମଣିପୁରରେ ଗତ କିଛିଦିନର ହିଂସାକାଣ୍ଡ ଓ ରକ୍ତାକ୍ତ ଜାତିଗତ ସଂଘର୍ଷ ପରେ ରବିବାର ଜୀବନଯାତ୍ରା ସ୍ବାଭାବିକ ସ୍ଥିତିକୁ ଫେରୁଥିବା ଦେଖାଯାଇଛି। ସୈନ୍ୟବାହିନୀ ପକ୍ଷରୁ ହିଂସାପ୍ରବଣ ଅଞ୍ଚଳରେ ଡ୍ରୋନ୍‌ ଏବଂ ହେଲିକପ୍ଟର ସହାୟତାରେ ଆକାଶ ମାର୍ଗରୁ ତୀକ୍ଷ୍ଣ...

ଛତିଶଗଡ଼ରେ ୨,୦୦୦ କୋଟିର ମଦ ଦୁର୍ନୀତି

ରାୟପୁର, ୮ା୫ : ଛତିଶଗଡ଼ରେ ବେଆଇନ ମଦ ସିଣ୍ଡିକେଟ୍‌ ପଛରେ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌)ର ଜଣେ ଅଧିକାରୀ କିଙ୍ଗ୍‌ପିନ୍‌ ବୋଲି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଅଭିଯୋଗ କରିଛି। ଆଇଏଏସ୍‌ ଅଫିସର ଅନିଲ ତୁତେଜା ମଦ ବ୍ୟବସାୟୀ ଅନଓ୍ବର ଧେବାରଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri