Tag Archives: Home Middle

ଚାଇନାଠାରୁ ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବ ସୌଦି: ଆମେରିକାର ବଢ଼ିଲା ଚିନ୍ତା…

ବେଜିଂ,୭।୫ : ମଧ୍ୟ ପୂର୍ବର ସବୁଠାରୁ ଧନୀ ଦେଶ ସୌଦି ଆରବ ନିଜ ବନ୍ଧୁ ଚାଇନା ଠାରୁ ୧୨ ଟାଇପ ୦୫୨-ଡି ଗାଇଡେଡ ମିଜାଇଲ ବିଧ୍ୱଂସକ କିଣିବାକୁ ଯୋଜନା କରୁଛି। ଗତ ମାସରେ, ଆବୁଧାବି ଅନ୍ତର୍ଜାତୀୟ ପ୍ରତିରକ୍ଷା ପ୍ରଦର୍ଶନୀରେ ଚାଇନା...

ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଧକ୍କା ଦେଲା ଟ୍ରକ୍‌: ୮ ମୃତ, ୧୫ ଆହତ

ଲକ୍ଷ୍ନୌ,୭।୫: ଉତ୍ତରପ୍ରଦେଶର ମୋରାଦାବାଦର ଦଳପଟପୁର-କାଶୀପୁର ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ପିକ୍‌ଅନ ଭ୍ୟାନକୁ ଦ୍ରୁତ ଗତିରେ ଆସୁଥିବା ଟ୍ରକ୍‌ ଧକ୍କା ଦେଇଛି। ଫଳରେ ଏକ ଶିଶୁ ସମେତ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୫ ଜଣ...

୫୬ ରନରେ ଜିତିଲା ଜିଟି…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି)କୁ ୫୬ ରନରେ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର ବିଛା କରି ଏଲଏସଜି ୨୦ ଓଭରରେ ୭ ଓ୍ବିକେଟ ହରାଇ ୧୭୧ ରନ କରିଥିଲା।...

ଟସ ଜିତିଲା ଆରଆର, ପ୍ରଥମେ ବ୍ୟାଟିଂ…

ଜୟପୁର,୭।୫ : ଆଇପିଏଲ ୨୦୨୩ର ୫୨ ତମ ମ୍ୟାଚ ରାଜସ୍ଥାନ ରୟାଲ୍ସ(ଆରଆର) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ମଧ୍ୟରେ ରବିବାର ଜୟପୁରର ସଓ୍ବାଇ ମାନସିଂ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଟସ ଜିତି ଆରଆର ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଦଳ...

ମୋଦିଙ୍କ ଜ୍ୟାକେଟ ପ୍ରସିଦ୍ଧି ହାସଲ କରିଛି, ଦିନରେ ୪ ଥର କରନ୍ତି ପରିବର୍ତ୍ତନ: ଖାର୍ଗେଙ୍କ କଟାକ୍ଷ…

ବେଙ୍ଗାଲୁରୁ,୭।୫ : ୨୨୪ ଆସନ ବିଶିଷ୍ଟ କର୍ନାଟକ ବିଧାନସଭା ନିର୍ବାଚନକୁ ତିନି ଦିନରୁ କମ ସମୟ ବାକି ଅଛି। ଏଭଳି ପରିସ୍ଥିତିରେ ରାଜନୈତିକ ଦଳ ଏବଂ ନେତାମାନେ ସେମାନଙ୍କର ସମସ୍ତ ଶକ୍ତି ଲଗାଇ ଦେଇଛନ୍ତି। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଏଲଏସଜି ପାଇଁ ବିଜୟ ଲକ୍ଷ୍ୟ ୨୨୮ ରନ…

ଅହମଦାବାଦ,୭।୫ : ଆଇପିଏଲ ୨୦୨୩ର ୫୧ ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ(ଜିଟି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ଏଲଏସଜି ଟସ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ କ୍ରୁନାଲ...

ଆପଣମାନେ ଯେଉଁ ଭଲପାଇବା ଆଉ ଆଶୀର୍ବାଦ ଦେଇଛନ୍ତି, ସୁଧମୂଳ ସହ ଫେରାଇବି: ମୋଦି

ବେଙ୍ଗାଲୁରୁ,୭।୫: କର୍ନାଟକ ବିଧାନସଭା ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତ ରାଜନୈତିକ ଦଳର ପ୍ରଚାର ବି ସେତିକି ଆଗକୁ ଆଗକୁ ବଢି ଚାଲିଛି। ଏଥର ରାଜ୍ୟରେ ଭାରତୀୟ ଜନତା ପାର୍ଟି(ଭାଜପା) ଓ କଂଗ୍ରେସ ମଧ୍ୟରେ ଯୋରଦାର ଟକ୍କର ଦେଖିବାକୁ ମିଳିଛି।...

ଶରଦ ପାଓ୍ବାର ପ୍ରସଙ୍ଗରେ ବାରମ୍ବାର ଆଲୋଚନାର ଆବଶ୍ୟକତା ନାହିଁ: ଅଜିତ ପାଓ୍ବାର…

ମୁମ୍ବାଇ,୭।୫ : ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ନେତା ଅଜିତ ପାୱାର ରବିବାର କହିଛନ୍ତି ଶରଦ ପାୱାର ତାଙ୍କର ସର୍ବୋଚ୍ଚ ନେତା। ତାଙ୍କ ଇସ୍ତଫା ସହିତ ଏହି ପ୍ରସଙ୍ଗ ବର୍ତ୍ତମାନ ଶେଷ ହୋଇଛି ଏବଂ ଏହାକୁ ବାରମ୍ବାର ଆଲୋଚନା କରିବାର...

ସମାଜକୁ ବିଭାଜନ କରିବ ଏନଆରସି-ୟୁସିସି: ଚିଦାମ୍ବରମ…

ବେଙ୍ଗାଲୁରୁ,୭।୫ : ବଜରଙ୍ଗ ଦଳ ବିବାଦ ମଧ୍ୟରେ ବରିଷ୍ଠ କଂଗ୍ରେସ ନେତା ପି ଚିଦାମ୍ବରମ ଭାଜପାକୁ କଡ଼ା ସମାଲୋଚନା କରିଛନ୍ତି। ରବିବାର ସେ କହିଛନ୍ତି, କର୍ନାଟକ ନିର୍ବାଚନ ପାଇଁ କଂଗ୍ରେସ ଇସ୍ତାହାରରେ କୁହାଯାଇ ନାହିଁ, ଯଦି ରାଜ୍ୟରେ ସରକାର ଗଠନ...

ବଙ୍ଗୋପସାଗର ଉପକୂଳ ମୁହାଁ ଘୁର୍ଣ୍ଣିବଳୟ ମୋଚା, ଆନ୍ଧ୍ରପ୍ରଦେଶ ସମେତ ୩ ରାଜ୍ୟକୁ ଆଲର୍ଟ

ନୂଆଦିଲ୍ଲୀ,୭।୫: ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ରବିବାରଠାରୁ ବଙ୍ଗେପାସାଗର ଉପକୂଳରେ ଆସୁଥିବା ଏକ ଘୂର୍ଣ୍ଣିବଳୟକୁ ନେଇ ଚେତାବନୀ ଜାରି କରିଛି। ଏହି ଘୂର୍ଣ୍ଣିବଳୟ ଦେଶର ପୂର୍ବ ଉପକୂଳରେ ମାଡ ହୋଇପାରେ। ଏହାକୁ ମୋଚା ନାମ ଦିଆଯାଇଛି। ପାଣିପାଗ ବିଭାଗ ଚେତାବନୀ ଦେଇଛି...

୧୦ ଜୁନରେ ଉଦ୍ଧବଙ୍କ ସହ ବିଶ୍ୱାସଘାତ କରି ସଞ୍ଜୟ ଏନସିପିରେ ହେବେ ସାମିଲ: ନୀତୀଶ ରାଣେ…

ମୁମ୍ବାଇ,୭।୫ : ମହାରାଷ୍ଟ୍ରର ଭାରତୀୟ ଜନତା ପାର୍ଟି ବିଧାୟକ ନୀତୀଶ ରାଣେ ରବିବାର ଶିବସେନା ଉଦ୍ଧବ ଦଳର ରାଜ୍ୟସଭା ଏମପି ସଞ୍ଜୟ ରାଉତଙ୍କୁ କଡ଼ା ସମାଲୋଚନା କରିଛନ୍ତି। ନୀତୀଶ ସଞ୍ଜୟଙ୍କ ତୁଳନା ସାପ ସହିତ କରିଛନ୍ତି। ସେ ଉଦ୍ଧବ ଠାକରେଙ୍କ...

ଗୁପ୍ତଚରୀ ଆଇନରେ ପରିବର୍ତ୍ତନ କଲା ଚାଇନା, ଚିନ୍ତାରେ ବିଦେଶୀ କମ୍ପାନୀ…

ବେଜିଂ,୭।୫ : ଗତ ସପ୍ତାହରେ ଚାଇନାର ରବର-ଷ୍ଟାମ୍ପ ସଂସଦ ଦେଶର ଗୁପ୍ତଚର ଆଇନରେ ପରିବର୍ତ୍ତନ ଆଣିଥିଲା, ଯାହା ଦେଶରେ କାର୍ଯ୍ୟ କରୁଥିବା ବିଦେଶୀ କମ୍ପାନୀ ଏବଂ ବ୍ୟକ୍ତିବିଶେଷଙ୍କ ପାଇଁ ଆଇନଗତ ବିପଦ ଆଣିପାରେ ବୋଲି ଆଶଙ୍କା ଦେଖାଦେଇଛି। ଜାତୀୟ ସୁରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri