Tag Archives: Home Middle

ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ କଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ

ପୁରୀ,୧୮ା୭: ଦ୍ୱିତୀୟ ପର୍ଯ୍ୟାୟର ଗୁରୁବାର ଭିତର ରତ୍ନଭଣ୍ଡାର ଖୋଲିଛି ରତ୍ନଭଣ୍ଡାର ତଦାରଖ କମିଟି। ଏହି ଅବସରରେ ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ ଭିତର ରତ୍ନଭଣ୍ଡାରରେ ସ୍ଥିତି ଅନୁଧ୍ୟାନ କରିଛନ୍ତି। ଶ୍ରୀନଅରରୁ ଆସି ଗଜପତି ମହାରାଜା ଦକ୍ଷିଣ ଦ୍ବାର ଦେଇ...

ଓଡ଼ିଶା ଇତିହାସରେ ପ୍ରଥମ, ନବୀନ ଗଢିଲେ ଛାୟା କ୍ୟାବିନେଟ

ଭୁବନେଶ୍ୱର,୧୮।୭: ବୁଧବାର ଓଡ଼ିଶାର ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ନିଜ ମନ୍ତ୍ରୀମଣ୍ଡଳ ଗଠନ କରିଛନ୍ତି। କ୍ଷମତାସୀନ ମନ୍ତ୍ରୀମଣ୍ଡଳ ପରି ବିରୋଧୀଙ୍କ ମଧ୍ୟ ଏକ ମନ୍ତ୍ରୀ ମଣ୍ଡଳ ରହିଛି ଯାହାକୁ ‘ଛାୟା କ୍ୟାବିନେଟ’ ବୋଲି କୁହାଯାଏ।...

ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ସାଷ୍ଟାଙ୍ଗ ପ୍ରଣିପାତ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ

ପୁରୀ,୧୮ା୭: ଗୁରୁବାର ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ଖୋଲିବା ନେଇ ପ୍ରସ୍ତୁତି ଆରମ୍ଭ ହୋଇଛି। ତେବେ ମନ୍ଦିର ଭିତରକୁ ଯିବା ପୂର୍ବରୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାଷ୍ଟାଙ୍ଗ ପ୍ରଣିପାତ କରିଛନ୍ତି। ସବୁକିଛି ଭଲରେ ଭଲରେ ହୋଇଯାଉ...

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୮।୭: ଖୋଲିଲା ଭିତର ରତ୍ନ ଭଣ୍ଡାର। ନିର୍ଦ୍ଧାରିତ ସମୟ ୯ଟା ୫୧ରେ ଖୋଲିଲା ରତ୍ନଭଣ୍ଡାର। ରତ୍ନଭଣ୍ଡାର କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥଙ୍କ ସହ ଶ୍ରୀମନ୍ଦିର ପ୍ରଶାସକ ଅରବିନ୍ଦ ପାଢୀଙ୍କ ସମେତ ୧୧ଜଣିଆ ଟିମ୍‌ଙ୍କ ଉପସ୍ଥିତିରେ ଭଣ୍ଡାର ଖୋଲାଯାଇଛି। ଏସଓପି...

ଓଡ଼ିଶାରେ ଚାଲିବ ବୁଲ୍‌ଡୋଜର

ସମ୍ବଲପୁର (ପ୍ରମୋଦ ବହିଦାର)/ ଭୁବନେଶ୍ୱର (ଅନିଲ ଦାସ) ୧୮ା୭: ରାଜ୍ୟରେ ସରକାରୀ ଜମି ଜବରଦଖଲକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ। ଜବରଦଖଲକାରୀ ଯେତେ ପ୍ରଭାବଶାଳୀ ହୁଅନ୍ତୁ ନା କାହିଁକି, ତାଙ୍କ ଅସଲ ମୁଖା ଖୋଲାଯିବ। ଜଙ୍ଗଲ ଜମି ହେଉ ବା...

ଆଜି ଭିତର ରତ୍ନଭଣ୍ଡାର ଅଳଙ୍କାର ସ୍ଥାନାନ୍ତର

ପୁରୀ,୧୮ା୭(ଅଜିତ୍‌ କୁମାର ମହାନ୍ତି): ଶ୍ରୀମନ୍ଦିର ଭିତର ରତ୍ନଭଣ୍ଡାର ଦ୍ୱିତୀୟ ଥର ପାଇଁ ଗୁରୁବାର ଖୋଲିବାକୁ ଯାଉଛି। ସକାଳ ୯ଟା ୫୧ରୁ ମଧ୍ୟାହ୍ନ ୧୨ଟା ୧୫ ମଧ୍ୟରେ ଶୁଭ ମୁହୂର୍ତ୍ତ ରହିଛି। ତେଣୁ ଏହି ସମୟ ମଧ୍ୟରେ ଭିତର ରତ୍ନଭଣ୍ଡାର ଖୋଲାଯିବା...

ଏହି ଅଧିକାରୀ ହେଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ

ଭୁବନେଶ୍ୱର,୧୭ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ୨୦୧୧ ବ୍ୟାଚ୍ ଆଇଏଏସ ଅଫିସର ତଥା କଟକ ଜିଲାପାଳ ଅରିନ୍ଦମ ଡାକୁଆ। ସେହିପରି ୨୦୧୨ ବ୍ୟାଚ୍ ଆଇଏଏସ ଅଫିସର ଜଗତସିଂହପୁର ଜିଲାପାଳ ଅନୁପମ ଶାହାଙ୍କୁ ମୁଖ୍ୟମନ୍ତ୍ରୀଙ୍କ...

ଥମୁନି ଭାଜପା କଳି: ୟୁପି ପରେ ଏହି ରାଜ୍ୟରେ ଉଠିଲାଣି ବିଦ୍ରୋହର ସ୍ବର

ଡେରାଡୁନ୍‌,୧୭।୭: ୟୁପି ଭାଜପାରେ ଉଠିଥିବା ବିଦ୍ରୋହର ନିଆଁ ପଡ଼ୋଶୀ ଉତ୍ତରାଖଣ୍ଡକୁ ବ୍ୟାପିଲାଣି। ବରିଷ୍ଠ ଭାଜପା ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ତୀରଥ ସିଂ ରାଓ୍ବତ୍‌ କହିଛନ୍ତି, ସମସ୍ତଙ୍କ ସହ ବିଚାରବିମର୍ଶ କରି ଦଳ ଭିତରେ ନିଷ୍ପତ୍ତି ନିଆଯିବା ଉଚିତ। କାହା...

କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି: ଘରୋଇ କମ୍ପାନୀ ନିଯୁକ୍ତିରେ ୭୫% ସଂରକ୍ଷଣ

ବେଙ୍ଗାଲୁରୁ,୧୭ା୭:କର୍ନାଟକରେ ଘରୋଇ କମ୍ପାନୀ ଚାକିରିରେ ସ୍ଥାନୀୟ ଯୁବତୀଯୁବକମାନଙ୍କୁ ସଂରକ୍ଷଣ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛି। ମ୍ୟାନେଜ୍‌ମେଣ୍ଟ ଚାକିରିରେ ସ୍ଥାନୀୟ ପ୍ରାର୍ଥୀମାନଙ୍କ ପାଇଁ ୫୦ ପ୍ରତିଶତ ଏବଂ ଅଣପରିଚାଳନାଗତ ନିଯୁକ୍ତିରେ ୭୫ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା କରାଯାଇଛି। ଅନ୍ୟପକ୍ଷରେ ଘରୋଇ...

ସମୁଦ୍ରରେ ତୈଳବାହୀ ଜାହାଜ; ୯ ଜଣଙ୍କୁ ଉଦ୍ଧାର କଲା ଭାରତୀୟ ନୌସେନା, ୭ ନିଖୋଜ

ନୂଆଦିଲ୍ଲୀ,୧୭।୭: ଓମାନ ନିକଟ ସମୁଦ୍ରରେ ବୁଡ଼ି ଯାଇଥିବା ତୈଳବାହୀ ଜାହାଜର ୯ ଜଣ କ୍ରୁ ସଦସ୍ୟଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ଜାହାଜରେ ସମୁଦାୟ ୧୬ ଜଣ ଲୋକ ଥିଲେ, ସେମାନଙ୍କ ମଧ୍ୟରୁ ୭ ଜଣ ଏବେ ମଧ୍ୟ ନିଖୋଜ...

୧୨ ମାଓବାଦୀ ସଫା: ପୋଲିସ ଟିମ୍‌ ପାଇଁ ପୁରସ୍କାର ଘୋଷଣା କଲେ ସରକାର

ପୁଣେ,୧୭।୭: ମହାରାଷ୍ଟ୍ରର ଗଡଚିରୋଲିରେ ପୋଲିସ ଏବଂ ମାଓବାଦୀଙ୍କ ମଧ୍ୟରେ ଏକ ଏନକାଉଣ୍ଟର ହୋଇଛି। ପ୍ରାୟ ୬ ଘଣ୍ଟା ଧରି ଚାଲିଥିବା ଏହି ଏନକାଉଣ୍ଟରରେ ୧୨ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି। ଗଡଚିରୋଲି ଏସପି ନିଲୋତ୍ପଳ କହିଛନ୍ତି, ଅପରାହ୍ନରୁ...

ଡୋଡା ଆକ୍ରମଣକୁ ନେଇ ବଡ଼ ଖୁଲାସା: ଆତଙ୍କବାଦୀ ସାଜି ଭାରତରେ ପ୍ରବେଶ କରିଛନ୍ତି ପାକିସ୍ତାନର ପୂର୍ବତନ ଯବାନ

ଶ୍ରୀନଗର,୧୭।୭: ଜମ୍ମୁ-କଶ୍ମୀରର ଡୋଡାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନର ହାତ ରହିଛି। ସେନାର ଯବାନମାନେ ଆଧୁନିକ ବୁଲେଟ୍‌ ପ୍ରୁଫ୍‌ ଜ୍ୟାକେଟ୍‌ ଏବଂ ହେଲମେଟ୍‌ ପିନ୍ଧିଥିଲେ, ହେଲେ ତାଙ୍କ ମୁହଁ ଖୋଲା ରହିଥିଲା। ଆତଙ୍କବାଦୀମାନେ ଯବାନଙ୍କ ମୁହଁକୁ ଟାର୍ଗେଟ କରିଥିଲେ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri