Tag Archives: Home Middle

‘ଅପରେଶନ କାବେରୀ’ ଅଧୀନରେ ଭାରତୀୟଙ୍କୁ ଫେରାଇ ଆଣିବା ପାଇଁ ସାହାର୍ଯ୍ୟ କରିବ ସ୍ପାଇସଜେଟ

ନୂଆଦିଲ୍ଲୀ,୧।୫: ‘ଅପରେଶନ କାବେରୀ’ ଅଧୀନରେ ଭାରତୀୟମାନଙ୍କୁ ଘରକୁ ଫେରାଇ ଆଣିବା ପାଇଁ ସ୍ପାଇସଜେଟ ଏହାର ସ୍ବତନ୍ତ୍ର ବିମାନ ଚଳାଇବ। ସୋମବାର କମ୍ପାନୀ ପକ୍ଷରୁ ଏହି ଘୋଷଣା କରାଯାଇଛି। ଏୟାରଲାଇନ ‘ଅପରେଶନ କାବେରୀ’ ଅଧୀନରେ ଏପ୍ରିଲ ୩୦ରେ ଜେଡ୍ଡାରୁ କୋଚି ପର୍ଯ୍ୟନ୍ତ...

୪୩ ତମ ମ୍ୟାଚରେ ଏଲଏସଜି-ଆରସିବି ଲଢ଼େଇ…

ଲକ୍ଷ୍ନୌ,୧।୫ : ଆଇପିଏଲ ୨୦୨୩ର ୪୩ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆରସିବି) ଏବଂ ଲକ୍ଷ୍ନୌ ସୁପର ଜ୍ୟାଣ୍ଟ୍ସ(ଏଲଏସଜି) ମଧ୍ୟରେ ଲଢ଼େଇ ହେବ। ଲକ୍ଷ୍ନୌର ଅଟଳ ବିହାରୀ ବାଜପେୟୀ ଏକନ୍ନା କ୍ରିକେଟ ଷ୍ଟାଡିୟମରେ ଏହି ମ୍ୟାଚ ସନ୍ଧ୍ୟା ସାଢ଼େ ୭ଟାରେ ଅନୁଷ୍ଠିତ...

ବିଦ୍ୟୁତ ସରବରାହ ବନ୍ଦ: ୪୦ ବିମାନର ଉଡାଣ ବାତିଲ…

ମାନିଲା,୧।୫ : ସୋମବାର ମାନିଲା ବିମାନବନ୍ଦରର ଟର୍ମିନାଲ ୩ ରେ ହଠାତ ବିଦ୍ୟୁତ ସରବରାହ ବନ୍ଦ ହେବା ଯୋଗୁ ୪୦ଟି ବିମାନ ଉଡ଼ାଣ ବାତିଲ କରାଯାଇଥିଲା। ବିମାନବନ୍ଦରରେ ଉପସ୍ଥିତ ଅଧିକାରୀମାନେ ଏହି ସୂଚନା ଦେଇଛନ୍ତି। ବିଦ୍ୟୁତ ସରବରାହ ବନ୍ଦ ହେବାର...

କର୍ନାଟକ ବିଧାନସଭା ନିର୍ବାଚନ: ଭାଜପା ଜାରି କଲା ଇସ୍ତାହାର: ବିପିଏଲ ପରିବାର ପାଇଁ ୫ କିଲୋଗ୍ରାମ ଚାଉଳ-ଗହମ, ଅଧ ଲିଟର ନନ୍ଦିନୀ କ୍ଷୀର…

ବେଙ୍ଗାଲୁରୁ,୧।୫ : କର୍ନାଟକରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପାଇଁ ଇସ୍ତାହାର ଜାରି କରିଛି। ବେଙ୍ଗାଲୁରୁରେ ଥିବା ଭାଜପା ମୁଖ୍ୟାଳୟରେ ରାଷ୍ଟ୍ରୀୟ ଜେ.ପି. ନଡ୍ଡା ଏହି ସମୟରେ ମୁଖ୍ୟମନ୍ତ୍ରୀ ବାସବରାଜ ବୋମ୍ମାଇ ଏବଂ ଭାଜପାର ବରିଷ୍ଠ ନେତା ବି.ଏସ ୟେଦୁରପ୍ପା...

ବିବାହ ରଦ୍ଦ କରିବାର ଅଧିକାର ସୁପ୍ରିମ୍‌କୋର୍ଟଙ୍କର ରହିଛି …

ନୂଆଦିଲ୍ଲୀ,୧।୫ : ସୁପ୍ରିମକୋର୍ଟର ସମ୍ବିଧାନ ବେଞ୍ଚ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିରେ କହିିନ୍ତି, ବିବାହକୁ ରଦ୍ଦ ବୋଲି ଘୋଷଣା କରିବାର ସର୍ବୋଚ୍ଚ ନ୍ୟାୟାଳୟର ଅଧିକାର ରହିଛି। ଯଦି ବିବାହକୁ ଜାରି ରଖିବା ଅସମ୍ଭବ ତେବେ ସୁପ୍ରିମକୋର୍ଟ ତାଙ୍କ ତରଫରୁ ଛାଡପତ୍ର ପାଇଁ...

ମହିଳା କୁସ୍ତି ଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ ପ୍ରଧାନମନ୍ତ୍ରୀ: ସିବଲ…

ନୂଆଦିଲ୍ଲୀ,୧।୫ : ରାଜ୍ୟସଭା ଏମବି କପିଲ ସିବଲ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ କି ବାତ କାର୍ଯ୍ୟକ୍ରମ ନେଇ କଟାକ୍ଷ କରିଛନ୍ତି। ସିବଲ କହିଛନ୍ତି ,ପ୍ରଧାନମନ୍ତ୍ରୀ ମଧ୍ୟ ଜନ୍ତର ମନ୍ତରକୁ ଯାଇ ମହିଳା କୁସ୍ତିଯୋଦ୍ଧାଙ୍କ ମନର କଥା ଶୁଣନ୍ତୁ...

ମିଶନାରୀ ଦ୍ୱାରା ଖ୍ରୀଷ୍ଟିଆନ ଧର୍ମ ପ୍ରସାର କରାଯିବା ବେଆଇନ ନୁହେଁ: ସୁପ୍ରିମକୋର୍ଟରେ ଷ୍ଟାଲିନ ସରକାରଙ୍କ ଜବାବ…

ନୂଆଦିଲ୍ଲୀ,୧।୫ : ସୁପ୍ରିମକୋର୍ଟରେ ଜାରି କରାଯାଇଥିବା ଧର୍ମ ପରିବର୍ତ୍ତନ ବିରୋଧୀ ଆଇନ ସମ୍ପର୍କରେ ବିତର୍କରେ ତାମିଲନାଡୁ ନିଜର ଆଭିମୁଖ୍ୟ ସ୍ପଷ୍ଟ କରିଛି। ତାମିଲନାଡୁର ମୁଖ୍ୟମନ୍ତ୍ରୀ ଏମ୍‌.କେ. ଷ୍ଟାଲିନ ସରକାର କହିଛନ୍ତି, ମିଶନାରୀ ଦ୍ୱାରା ଖ୍ରୀଷ୍ଟିଆନ ଧର୍ମ ବିସ୍ତାର କରିବାରେ କୌଣସି...

‘ଦେଶ ନିର୍ମାଣରେ ଶ୍ରମିକମାନଙ୍କ କଠିନ ପରିଶ୍ରମ ଅତୁଳନୀୟ’

ଭୁବନେଶ୍ୱର,୧ା୫(ବ୍ୟୁରୋ): ଆଜି ହେଉଛି ବିଶ୍ୱ ଶ୍ରମିକ ଦିବସ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତ ଶ୍ରମିକ ଭଉଣୀଭାଇଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ଶ୍ରମିକ ଦିବସ ଅବସରରେ ସମସ୍ତ ଶ୍ରମିକ ଭାଇଭଉଣୀମାନଙ୍କୁ ମୋର ଆନ୍ତରିକ ଶୁଭେଚ୍ଛା।...

୧୪ ମୋବାଇଲ ଆପକୁ ଅବରୋଧ କଲେ ଭାରତ ସରକାର: ଆତଙ୍କବାଦୀଙ୍କ ଦ୍ୱାରା ହେଉଥିଲା ବ୍ୟବହାର…

ନୂଆଦିଲ୍ଲୀ,୧।୫ : ପାକିସ୍ତାନରେ ଆତଙ୍କବାଦୀମାନେ ବ୍ୟବହାର କରୁଥିବା ୧୪ ଟି ମେସେଞ୍ଜର ମୋବାଇଲ ଆପକୁ କେନ୍ଦ୍ର ସରକାର ଅବରୋଧ କରିଛନ୍ତି। କେତେକ ଗଣମାଧ୍ୟମ ରିପୋର୍ଟରେ ଦର୍ଶାଯାଇଛି, ସରକାରଙ୍କ ଦ୍ୱାରା ଅବରୋଧିତ ହୋଇଥିବା ଆପଗୁଡ଼ିକ ମଧ୍ୟରେ କ୍ରିପଭାଇଜର, ଏନିଗମା, ସେଫସୱିସ, ୱିକର୍ମ,...

ସକ୍ରିୟ ମାମଲା-ଦୈନିକ ସଂକ୍ରମଣରେ ବ୍ରେକ୍‌…

ନୂଆଦିଲ୍ଲୀ, ୧।୫: ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ଘନେଇବାରେ ଲାଗିଛି। ସଂକ୍ରମଣ ଦିନେ କମିଲେ ପୁଣି ବଢ଼ିବାରେ ଲାଗିଛି। ଭାରତୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଦେଶରେ ଦୈନିକ କରୋନା ସଂକ୍ରମଣ ମାମଲା ପୁଣି କମିଛି। ସେହିପରି...

ପ୍ରଧାନ ବିଚାରପତିଙ୍କୁ ପ୍ରଶଂସା କଲେ ଆଇନ ମନ୍ତ୍ରୀ…

ନୂଆଦିଲ୍ଲୀ,୧।୫ : କେନ୍ଦ୍ର ଆଇନ ମନ୍ତ୍ରୀ କିରେନ ରିଜିଜୁ ଦେଶର ପ୍ରଧାନ ବିଚାରପତି ଡି.ଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ନିଷ୍ପତ୍ତିକୁ ପ୍ରଶଂସା କରିଛନ୍ତି। ପ୍ରକୃତରେ, ଜଣେ ଯୁବକ ଅସୁସ୍ଥତା ଯୋଗୁ ଲେଖିବାରେ ଅସୁବିଧା ଭୋଗୁଥିଲେ। ଏହା ଉପରେ ଯୁବକ ସୁପ୍ରିମକୋର୍ଟରେ ଏକ ଆବେଦନ...

ପାଠ ପଢ଼ାଇବେ ଜ୍ୟାକ୍‌ ମା

ଟୋକିଓ,୧ା୫: ‘ଆଲିବାବା ଗ୍ରୁପ୍‌ ହୋଲ୍ଡିଂ ଲିମିଟେଡ’ର ସହ-ପ୍ରତିଷ୍ଠାତା ତଥା ଚାଇନା ବିଲିୟନେୟାର୍‌ ଜ୍ୟାକ୍‌ ମା’ ‘ୟୁନିଭର୍ସିଟି ଅଫ୍‌ ଟୋକିଓ’ର ‘ଟୋକିଓ କଲେଜ’ରେ ଗବେଷଣା କରିବା ସହିତ ପିଲାଙ୍କୁ ଶିକ୍ଷାଦାନ କରିବେ ବୋଲି ବିଶ୍ବବିଦ୍ୟାଳୟ ଓ୍ବେବ୍‌ସାଇଟ୍‌ରୁ ଜଣାପଡ଼ିଛି। ଜ୍ୟାକ୍‌ ମା ଗବେଷଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri