Tag Archives: Home Middle

ଦିନ ଥିଲା ମୁଁ ବିଜେଡିରେ ଟିକେଟ୍‌ ବାଣ୍ଟୁଥିଲି, ଏବେ ମୁଁ ଦଳରେ ନାହିଁ, କାହିଁକି ଏପରି କହିଲେ ଅମର…

ଭୁବନେଶ୍ୱର,୧୪ା୧୦: ବିଜେଡିରେ ଚାଲିଥିବା ଅନ୍ତଃକନ୍ଦଳ ଏବେ ହାଟରେ ପଡ଼ି ଦାଣ୍ଡରେ ଗଡ଼ିଲାଣି। ଦଳର ବରିଷ୍ଠ ନେତାମାନେ ଜଣେ ଜଣଙ୍କୁ ଆକ୍ଷେପ ପ୍ରତି ଆକ୍ଷେପ କରି ଚାଲିଛନ୍ତି। ସବୁଠୁ ଚମକାଇ ଦେଇଛି ଦଳର ବରିଷ୍ଠ ନେତା ତଥା ବଡ଼ଚଣାର ପୂର୍ବତନ ବିଧାୟକ...

ଯାହାକୁ ଅଣନିଃଶ୍ୱାସୀ ଲାଗୁଛି ସେ ବିଜେଡି ଛାଡ଼ି ପଳାନ୍ତୁ, ଅମରଙ୍କୁ ଏପରି କହିଲେ ଲେନିନ

ଭୁବନେଶ୍ୱର,୧୪ା୧୦: ବିଜେଡି କନ୍ଦଳ ଦିନକୁ ଦିନ ବଢ଼ିବାରେ ଲାଗିଛି। ଆଉ ଏହି କନ୍ଦଳରେ ନିଆଁ ଲଗାଇ ଦେଇଛି ଲେନିନ ମହାନ୍ତିଙ୍କ ବିସ୍ଫୋରକ ବୟାନ। ବିଜେଡିର ବରିଷ୍ଠ ନେତା ତଥା ପୂର୍ବତନ ବିଧାୟକ ଅମର ପ୍ରସାଦ ଶତପଥୀଙ୍କୁ କଡ଼ା ଆକ୍ରମଣ କରିଛନ୍ତି...

ରାଜଧାନୀରେ ବାଣଫୁଟା ମନା, କଟକଣା ଜାରିକଲେ ସରକାର

ନୂଆଦିଲ୍ଲୀ,୧୪ା୧୦: ରାଜଧାନୀ ଦିଲ୍ଲୀ ଏନ୍‌ସିଆର୍‌ରେ ବାଣ ପ୍ରସ୍ତୁତି ସହ ବିକ୍ରି ଓ ଫୁଟାଇବା ମନା। ୨୦୨୫ ଜାନୁଆରୀ ୧ ଯାଏ କଟକଣା ଜାରି କରିଛନ୍ତି ସରକାର। ଅନ୍‌ଲାଇନ୍‌ ବିକ୍ରି ଉପରେ ମଧ୍ୟ କଟକଣା ଲଗାଇଛନ୍ତି ସରକାର। ରବିବାର ଦିଲ୍ଲୀ ପୋଲିସ...

ସିଆରପିଏଫର ‘Z’ କାଟାଗୋରି ସୁରକ୍ଷା ବଳୟରେ ରହିବେ ଚିରାଗ ପାସଓ୍ବାନ, ଆଇବିର ଆଲର୍ଟ ପରେ ପରିବର୍ତ୍ତନ

ନୂଆଦିଲ୍ଲୀ,୧୪।୧୦: କେନ୍ଦ୍ର ମନ୍ତ୍ରୀ ତଥା ଲୋକ ଜନଶକ୍ତି ପାର୍ଟି (ରାମ ବିଲାସ ଦଳ) ମୁଖ୍ୟ ଚିରାଗ ପାସୱାନଙ୍କ ସୁରକ୍ଷା କ୍ଷେତ୍ରରେ ପରିବର୍ତ୍ତନ କରାଯାଇଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ତାଙ୍କୁ ସିଆରପିଏଫର Z ବର୍ଗର ସୁରକ୍ଷା ଦେଇଛି। ଚିରାଗଙ୍କ ସୁରକ୍ଷା ପାଇଁ...

ବଡ଼ ନିଷ୍ପତ୍ତି ନେଲେ ସରକାର: ଆଉ ଦେବାକୁ ପଡ଼ିବନି ଟୋଲ୍ ଫି

ମୁମ୍ବାଇ,୧୩।୧୦: ବିଧାନସଭା ନିର୍ବାଚନ ପୂର୍ବରୁ ମହାରାଷ୍ଟ୍ରର ସିନ୍ଦେ କ୍ୟାବିନେଟ୍ ଏକ ବଡ଼ ଘୋଷଣା କରିଛନ୍ତି। ମହାରାଷ୍ଟ୍ର ସରକାର ମୁମ୍ବାଇରେ ପ୍ରବେଶ କରୁଥିବା ସମସ୍ତ ପାଞ୍ଚଟି ଟୋଲ ବୁଥରେ ଲାଇଟ ମୋଟର ଯାନ ପାଇଁ ଟୋଲ ଫି ସମ୍ପୂର୍ଣ୍ଣ ଛାଡ ଘୋଷଣା...

ଏୟାର ଇଣ୍ଡିଆ ବିମାନରେ ବୋମା ଧମକ, ନ୍ୟୁୟର୍କ ଯାଉଥିବା ବିମାନ ଦିଲ୍ଲୀ ଡାଇଭର୍ଟ

ନୂଆଦିଲ୍ଲୀ,୧୪।୧୦: ମୁମ୍ବାଇରୁ ନ୍ୟୁୟର୍କ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ବୋମା ଥିବା ଧମକ ମିଳିବା ପରେ ଉତ୍ତେଜନା ଦେଖାଦେଇଥିଲା। ଏହା ପରେ ବିମାନଟି ଦିଲ୍ଲୀ ବିମାନ ବନ୍ଦରକୁ ଡାଇଭର୍ଟ କରାଯାଇଥିଲା। ଅଧିକାରୀ କହିଛନ୍ତି ଯେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି...

ଆଜି ମେଲାଣି ନେବେ ମା’, କଟକଣା ଜାରି

ଭୁବନେଶ୍ୱର,୧୪ା୧୦: ଆଜି ମେଲାଣି ନେବେ ଜଗତ୍‌ଜନନୀ ମା’ ଦୁର୍ଗା। ପୁଣି ଆର ବରଷକୁ ଅପେକ୍ଷା କରିବେ ଭକ୍ତ। ମା’ଙ୍କ ଭସାଣି ଉତ୍ସବ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ପଦକ୍ଷେପ ନିଆଯାଇଛି। ବିଶେଷକରି ଟୁଇନ୍‌ ସିଟି ଭୁବନେଶ୍ବର-କଟକରେ ଭସାଣି ପାଇଁ କଟକଣା...

ଜାଣନ୍ତୁ ରାଷ୍ଟ୍ରପତି ଶାସନ କ’ଣ, ଜମ୍ମୁ-କଶ୍ମୀରରେ କେବେ ହୋଇଥିଲା ଜାରି…

ଶ୍ରୀନଗର,୧୪ା୧୦: ରାଜ୍ୟଗୁଡ଼ିକରେ ରାଷ୍ଟ୍ରପତିଙ୍କ ନିୟମ ସମ୍ବିଧାନର ଧାରା ୩୫୨ରେ ବିସ୍ତୃତ ଭାବରେ ବର୍ଣ୍ଣନା କରାଯାଇଛି। ସମ୍ବିଧାନ ଅନୁଯାୟୀ, ରାଜ୍ୟ ସରକାର କାର୍ଯ୍ୟ କରୁନାହାନ୍ତି ବୋଲି ରାଷ୍ଟ୍ରପତି ସନ୍ତୁଷ୍ଟ ନୁହନ୍ତି, ତେବେ ରାଷ୍ଟ୍ରପତିଙ୍କ ନାମରେ ସଂପୃକ୍ତ ରାଜ୍ୟରେ ରାଷ୍ଟ୍ରପତି ନିୟମ ଲାଗୁ...

ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କଲା ହେଜବୋଲ୍ଲା, ୪ ସେନା ନିହତ, ୭୦ ଆହତ

ଜେରୁଜେଲମ,୧୪।୧୦: ଲେବାନନରେ ଇସ୍ରାଏଲ ଏବଂ ହେଜବୋଲ୍ଲା ମଧ୍ୟରେ ଯୁଦ୍ଧ ଜାରି ରହିଛି। ଏହି ସମୟରେ ହେଜବୋଲ୍ଲା ଇସ୍ରାଏଲ ଉପରେ ସବୁଠାରୁ ଭୟଙ୍କର ଆକ୍ରମଣ କରିଛି। କୁହାଯାଉଛି ଯେ ଏଥର ହେଜବୋଲ୍ଲା ଇସ୍ରାଏଲର ସାମରିକ ବେସକୁ ଟାର୍ଗେଟ କରିଛି। ଯେଉଁଥିରେ ୪ଜଣ...

ଜମ୍ମୁ-କଶ୍ମୀରରୁ ରାଷ୍ଟ୍ରପତି ଶାସନ ହଟିବା ପରେ ରାଜ୍ୟ ଚଳାଇବେ…

ଶ୍ରୀନଗର,୧୪ା୧୦: ପ୍ରାୟ ୭ବର୍ଷ ୪ ମାସ ପରେ ଜମ୍ମୁ-କଶ୍ମୀର ପାଇଁ ଏକ ଖୁସି ଖବର ଆସିଛି। ରବିବାର ବିଳମ୍ବିତ ରାତିରେ ରାଷ୍ଟ୍ରପତିଙ୍କ ଶାସନକୁ ଏଠାରୁ ହଟାଇ ଦିଆଯାଇଛି। ବିଳମ୍ବିତ ରାତିରେ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମଧ୍ୟ ଏ ସମ୍ପର୍କରେ ବିଜ୍ଞପ୍ତି...

ଜମ୍ମୁ-କଶ୍ମିରରୁ ଉଠିଲା ରାଷ୍ଟ୍ରପତି ଶାସନ: ସରକାର ଗଠନ ପାଇଁ ଫିଟିଲା ବାଟ

ନୂଆଦିଲ୍ଲୀ,୧୩|୧୦: ଜମ୍ମୁ କଶ୍ମିରରୁ ରାଷ୍ଟ୍ରପତି ଶାସନକୁ ଉଠାଇ ଦେଇଛନ୍ତି କେନ୍ଦ୍ର ସରକାର। ଏନେଇ ରବିବାର ଗୃହ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। କେନ୍ଦ୍ର ସରକାରଙ୍କ ଏହି ପଦକ୍ଷେପ ପରେ ଏଠାରେ ନୂତନ ସରକାର ଗଠନ କରିବା ପାଇଁ ରାସ୍ତା...

ହକି ଇଣ୍ଡିଆ ଲିଗ୍: ଏତିକି ଟଙ୍କାରେ ବିକ୍ରି ହେଲେ ଓଡ଼ିଶାର ଅମିତ ରୋହିଦାସ

ନୂଆଦିଲ୍ଲୀ,୧୩।୧୦: ହକି ଇଣ୍ଡିଆ ଲିଗ୍ ପ୍ଲେୟାର ନିଲାମ ୨୦୨୪/୨୫ ରେ ଓଡ଼ିଶାର ଅମିତ ରୋହିଦାସଙ୍କୁ ୪୮ ଲକ୍ଷ ଡଲାରରେ ବିକ୍ରି କ୍ରୟ କରାଯାଇଛି। ତାମିଲନାଡୁ ଡ୍ରାଗନ୍ସ ନିଲାମର ପ୍ରଥମ ଦିନର ପ୍ରଥମାର୍ଦ୍ଧରେ ରୋହିଦାସଙ୍କୁ କିଣିଛି। ଅକ୍ଟୋବର ୧୩, ୧୪ ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri