Tag Archives: Home Middle

ରଞ୍ଜନ ଦାସ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ବିଜ୍ଞପ୍ତି ଅନୁଯାୟୀ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିଛନ୍ତି। ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ...

ଡିସି ପାଇଁ ୧୯୮ରନର ବିଜୟ ଲକ୍ଷ୍ୟ ରଖିଲା ଏସଆରଏଚ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତି ଅଧିନାୟକ ଇଡେନ...

ଡିଜିପିଙ୍କୁ ଚୁଡ଼ି ପିନ୍ଧାଇ ଦେଇଛନ୍ତି ମୁଖ୍ୟମନ୍ତ୍ରୀ: ଭାଜପାର କଟାକ୍ଷ…

ମୁଜାଫରପୁର,୨୯।୪ : ପୂର୍ବତନ ଏମପି ଆନନ୍ଦ ମୋହନ ଜେଲରୁ ଖଲାସ ହେବା ପରଠାରୁ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଲଗାତାର ଟାର୍ଗେଟ କରାଯାଉଛି। ବିହାର ସରକାରଙ୍କ ଏହି ନିଷ୍ପତ୍ତିକୁ ଭାଜପା ପ୍ରଶ୍ନ କରୁଛି। ଭାଜପାର ରାଜ୍ୟ ସଭାପତି ସମ୍ରାଟ ଚୌଧୁରୀ ମୁଖ୍ୟମନ୍ତ୍ରୀଙ୍କ...

ଆଇପିଏସ୍‌ ସ୍ତରରେ ଅଦଳବଦଳ, ବିନୟତୋଷ ମିଶ୍ର ହୋମଗାର୍ଡ ଡିଜି

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ରାଜ୍ୟ ସରକାର ବରିଷ୍ଠ ଆଇପିଏସ୍‌ ଅଧିକାରୀ ସ୍ତରରେ ଛୋଟଧରଣର ଅଦଳବଦଳ କରିଛନ୍ତି। ଏନେଇ ଗୃହ ବିଭାଗ ପକ୍ଷରୁ ଶନିବାର ଏକ ବିଜ୍ଞପ୍ତିରେ ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ବିନୟତୋଷ ମିଶ୍ରଙ୍କୁ ଅଗ୍ନିଶମ ଓ ହୋମଗାର୍ଡ ଡିଜି ଭାବେ ଦାୟିତ୍ୱ...

୭ ଓ୍ବିକେଟରେ ଜିତିଲା ଜିଟି …

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର) ବିପକ୍ଷରେ ଗୁଜରାଟ ଟାଇଟାନ୍ସ (ଜିଟି) ରନରେ ବିଜୟ ହାସଲ କରିଛି। ଜିଟି ୧୭.୫ଓଭରରେ ୩ ଓ୍ବିକେଟ ହରାଇ ୧୮୦ ରନ କରିଛି। ଜିଟି ପକ୍ଷରୁ ରିଦ୍ଧିମାନ...

ସମ୍ବଲପୁରରୁ ହଟିଲା କର୍ଫ୍ୟୁ

ସମ୍ବଲପୁର ଅଫିସ,୨୯ା୪: ସମ୍ବଲପୁରରୁ ଶନିବାର ହଟିଛି କର୍ଫ୍ୟୁ। ଦୀର୍ଘ ୧୭ ଦିନ ପରେ ସ୍ଥିତି ସ୍ବାଭାବିକ ହୋଇଥିବା ଲକ୍ଷ୍ୟ କରି ପ୍ରଶାସନ ଏହି ପଦକ୍ଷେପ ନେଇଥିବା ସମ୍ବଲପୁର ଏସ୍‌ପି ବି.ଗଙ୍ଗାଧର ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ସମ୍ବଲପୁର ଅନ୍ତର୍ଗତ ପୂର୍ବରୁ...

ଟସ ଜିତିଲା ଏସଆରଏଚ: ପ୍ରଥମେ ବ୍ୟାଟିଂ…

ନୂଆଦିଲ୍ଲୀ,୨୯।୪ : ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ୪୦ତମ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଦଳ ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଟିମ୍‌ ମୁହାଁମୁହିଁ ହୋଇଛନ୍ତି। ମ୍ୟାଚରେ ଏସଆରଏଚ ଦଳ ଟସ ଜିତିଛି। ଅଧିନାୟକ ଇଡେନ...

ଜେଇଇ ମେନ୍‌ ସେସନ୍‌-୨ ରେଜଲ୍ଟ ପ୍ରକାଶ: ପ୍ରିୟଙ୍କା ସର ରାଜ୍ୟ ଟପ୍ପର

ଭୁବନେଶ୍ୱର,୨୯ା୪(ବ୍ୟୁରୋ): ଶନିବାର ପ୍ରକାଶ ପାଇଛି ଜେଇଇ ମେନ ସେସନ-୨ ରେଜଲ୍ଟ। ଏହି ପରୀକ୍ଷାରେ ପ୍ରିୟଙ୍କା ସର ୯୯.୯୮ ପ୍ରତିଶତ ମାର୍କ ରଖି ରାଜ୍ୟ ଟପ୍ପର ହୋଇଛନ୍ତି। ସେ ଫିଜିକ୍ସରେ ୧୦୦ ପ୍ରତିଶତ ମାର୍କ ରଖିଛନ୍ତି। ଗଣିତରେ ୧୦୦ ପ୍ରତିଶତ ମଧ୍ୟ...

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୦ ରନ…

କୋଲକାତା,୨୯।୪ : ଆଇପିଏଲ ୨୦୨୩ ର ୩୯ତମ ମ୍ୟାଚ କୋଲକାତା ନାଇଟ ରାଇଡର୍ସ(କେକେଆର)ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ କୋଲକାତାର ଇଡେନ ଗାର୍ଡେନରେ ଖେଳାଯାଉଛି। ଏହି ମ୍ୟାଚରେ ଗୁଜରାଟ ଦଳ ଟସ ଜିତିଥିଲା। ଟସ ଜିତି ଦଳ ଅଧିନାୟକ ହାର୍ଦ୍ଦିକ...

ମହାରାଷ୍ଟ୍ର ରାଜନୀତି ସରଗରମ: ଉଦ୍ଧବଙ୍କୁ ହଟାଇ ମୁଖ୍ୟମନ୍ତ୍ରୀ ହେବାକୁ ଷଡ଼ଯନ୍ତ୍ର କରିଥିଲେ ଆଦିତ୍ୟ…

ମୁମ୍ବାଇ,୨୯।୪ : ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା ସମୟରେ ଉଦ୍ଧବ ଠାକରେଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ଦାବି ସାମ୍ନାକୁ ଆସିଛି। କୁହାଯାଉଛି, ଯେତେବେଳେ ମୁଖ୍ୟମନ୍ତ୍ରୀ ପଦବୀରେ ଥିବାବେଳେ ଉଦ୍ଧବ ଠାକରେଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ସେତେବେଳେ ତାଙ୍କ ପୁଅ...

ଦେଶରେ ବହୁ ଜରୁରୀ ସମସ୍ୟା ଥିବାବେଳେ ସମଲିଙ୍ଗୀ ବିବାହ ମାମଲାରେ ସୁପ୍ରିମ୍‌କୋର୍ଟ ସମୟ ନଷ୍ଟ ନ କରନ୍ତୁ: ରାଷ୍ଟ୍ରପତିଙ୍କୁ ଜୈନ ସାଧୁଙ୍କ ଚିଠି…

ନୂଆଦିଲ୍ଲୀ,୨୯।୪ : ସମଲିଙ୍ଗୀ ବିବାହର ମାନ୍ୟତା ଦାବିରେ ସୁପ୍ରିମକୋର୍ଟରେ ତୀବ୍ର ବିତର୍କ ଚାଲିଛି। ଏଥି ସହିତ କେନ୍ଦ୍ର ସରକାର ଏବଂ ଧାର୍ମିକ ନେତାମାନେ ଏହାକୁ ବିରୋଧ କରୁଛନ୍ତି। ବର୍ତ୍ତମାନ ଜୈନ ସମାଜ ମଧ୍ୟ ସମଲିଙ୍ଗୀ ବିବାହକୁ ବିରୋଧ କରିଛି। ରାଷ୍ଟ୍ରପତି...

କେନ୍ଦ୍ରକୁ ଟାର୍ଗେଟ କଲେ ମେହେବୁବା ମୁଫତି, କହିଲେ ଏତେ ସୁରକ୍ଷିତ ଅଞ୍ଚଳରେ ପୁଞ୍ଛ ଆତଙ୍କବାଦୀ ଆକ୍ରମଣ କେମିତି ହେଲା

ଜମ୍ମୁ,୨୯।୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓ ପିଡିପି ମୁଖ୍ୟ ମେହେବୁବା ମୁଫତି ଶନିବାର କେନ୍ଦ୍ର ସରକାରଙ୍କ ଉପରେ ଗୁରୁତର ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, କିଛିଦିନ ତଳେ ପୁଞ୍ଛରେ ଏକ ଦୁର୍ଭାଗ୍ୟପୂର୍ଣ୍ଣ ଘଟଣା ଘଟିଛି। ଯେଉଁଥିରେ ୫ ଯବାନ ଶହୀଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri