Tag Archives: Home Middle

ତଲାକ୍‌ ରୋକିବାରେ ବିଫଳ ହୋଇଛି ନିଷେଧାଦେଶ

ନୂଆଦିଲ୍ଲୀ,୨୭ା୪: ୨୦୧୭ର ଶାୟରା ବାନୋ ମାମଲାରେ ସୁପ୍ରିମକୋର୍ଟ ତିନି ତଲାକ୍‌ ପ୍ରଥା ଅବୈଧ ବୋଲି ରୁଲିଂ ଦେବା ଏବଂ ସର୍ବଭାରତୀୟ ମୁସ୍‌ଲିମ୍‌ ପର୍ସନାଲ ଲ’ ବୋର୍ଡର ପ୍ରତିଶ୍ରୁତି ସତ୍ତ୍ୱେ ଦେଶର ବିଭିନ୍ନ ଭାଗରେ ତିନି ତଲାକ୍‌ ଜରିଆରେ ଛାଡ଼ପତ୍ର ଘଟିଚାଲିଛି।...

ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ଯୋଗଦେବେ ନ୍ୟୁଜିଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ

କେମ୍ବ୍ରିଜ୍‌,୨୭ା୪ : ନ୍ୟୁଜିଲାଣ୍ଡର ପୂର୍ବତନ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡେର୍ନ ଚଳିତ ବର୍ଷ ଶେଷ ଭାଗରେ ହାର୍ଭାର୍ଡ ବିଶ୍ୱବିଦ୍ୟାଳୟରେ ସାମୟିକ ଭାବେ ଯୋଗଦେବେ। କେନେଡି ସ୍କୁଲ୍‌ ଡିନ୍‌ ଡୋଗ୍‌ଲାସ ଏଲ୍‌ମେଣ୍ଡୋର୍ଫ ଏହି ସୂଚନା ଦେଇଛନ୍ତି। ଆର୍ଡେର୍ନ ବାମଦଳର ବିଶ୍ୱ ଆଇକନ୍‌ ଏବଂ...

ଜେଲେନ୍‌ସ୍କିଙ୍କୁ ଫୋନ୍‌ କଲେ ଜିନ୍‌ପିଙ୍ଗ୍‌

ବେଜିଂ,୨୭ା୪: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ ବୁଧବାର ୟୁକ୍ରେନ୍‌ ରାଷ୍ଟ୍ରପତି ଭୋଲୋଡିମିର ଜେଲେନ୍‌ସ୍କିଙ୍କୁ ଫୋନ୍‌ କରି କଥା ହୋଇଛନ୍ତି। ଆଣବିକ ଯୁଦ୍ଧରେ କେହି ବିଜେତା ହୁଅନ୍ତି ନାହିଁ ବୋଲି ଜିନ୍‌ପିଙ୍ଗ୍‌ ତାଙ୍କୁ ଚେତାଇଦେଇଥିବା ଚାଇନାର ଏକ ସରକାରୀ ଗଣମାଧ୍ୟମ ସୂତ୍ରରୁ...

୬୪ ବର୍ଷ ପରେ ଦଲାଇ ଲାମାଙ୍କୁ ମିଳିଲା ମାଗାସେସେ ପୁରସ୍କାର

ଧର୍ମଶାଳା,୨୭ା୪ (ପି.ଟି.): ଦୀର୍ଘ ୬୪ ବର୍ଷ ପରେ ତିବ୍ବତୀୟ ଧର୍ମଗୁରୁ ଦଲାଇ ଲାମାଙ୍କୁ ବୁଧବାର ତାଙ୍କ ବାସଭବନରେ ୧୯୫୯ର ରାମୋନ ମାଗାସେସେ ପୁରସ୍କାର ପ୍ରଦାନ କରାଯାଇଛି। ତିବ୍ବତୀୟମାନଙ୍କ ଧର୍ମର ସୁରକ୍ଷା ପାଇଁ ବୀରତ୍ୱପୂର୍ଣ୍ଣ ସଂଘର୍ଷର ନେତୃତ୍ୱ ନେଉଥିବା ଦଲାଇଲାମାକୁ ଏହା...

‘ବିଜୟୀ ହେବେ କୁସ୍ତିଯୋଦ୍ଧା’

ନୂଆଦିଲ୍ଲୀ,୨୭ା୪ : କେନ୍ଦ୍ରର ମୁଣ୍ଡବ୍ୟଥା ସାଜିଥିବା ଜମ୍ମୁ-କଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ବୁଧବାର ନୂଆଦିଲ୍ଲୀର ଯନ୍ତରମନ୍ତରରେ ଧାରଣାରତ କୁସ୍ତିଯୋଦ୍ଧାଙ୍କ ସହ ସାମିଲ ହୋଇଛନ୍ତି। ଭାଜପା ଏମ୍‌ପି ତଥା ଭାରତୀୟ କୁସ୍ତି ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ଅଧ୍ୟକ୍ଷ ବ୍ରିଜ୍‌ଭୂଷଣ ଶରଣ ସିଂଙ୍କ...

୨୧ ରନରେ କେକେଆର ବିଜୟ…

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଇଛି। ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରକୁ ହରାଇ କୋଲକାତା ନାଇଟ ରାଇଡର୍ସ ବିଜୟ ହୋଇଛି ।...

ଆରସିବିକୁ ୨୦୧ ରନର ଟାର୍ଗେଟ୍‌ ଦେଲା କେକେଆର

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ...

ଆମେ ବୃଦ୍ଧାବୃଦ୍ଧ ହେଲୁଣୁ, ସନ୍ତାନଙ୍କୁ ବିବାହ ଦେବାକୁ ଚାହୁଁଛୁ କହିଲେ ସମଲିଙ୍ଗୀ ଦମ୍ପତି

ନୂଆଦିଲ୍ଲୀ,୨୬ା୪: ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ଦେବା ପ୍ରସଙ୍ଗରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ଏହି ସମୟରେ ସମଲିଙ୍ଗୀ ମାତାପିତା ପ୍ରଧାନ ବିଚାରପତି (CJI) ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କୁ ଏକ ଚିଠି ଲେଖିଛନ୍ତି। ପ୍ରକୃତରେ ୪୦୦ରୁ ଅଧିକ ସମଲିଙ୍ଗୀ ମାତାପିତା ଏକ ଗୋଷ୍ଠୀ...

ମାନହାନି ମାମଲା: ରାହୁଲ ଗାନ୍ଧୀଙ୍କ ଆବେଦନର ଶୁଣାଣିରୁ ଓହରିଲେ ହାଇକୋର୍ଟ ବିଚାରପତି

ନୂଆଦିଲ୍ଲୀ,୨୬।୪: କଂଗ୍ରେସ ନେତା ରାହୁଲ ଗାନ୍ଧୀ ମାନହାନି ମାମଲାରେ ସୁରଟସ୍ଥିତ କୋର୍ଟ ଦୋଷୀ ସାବ୍ୟସ୍ତ କରିଥିଲେ। ତେବେ ନିମ୍ନ ଅଦାଲତର ଆଦେଶକୁ ଚ୍ୟାଲେଞ୍ଜ କରି ସେ ଗୁଜରାଟ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ହେଲେ ତାଙ୍କ ଆବେଦନର ଶୁଣାଣି କରିବାକୁ ଥିବା...

ପାକିସ୍ତାନକୁ ଭାରତର ସର୍ଜିକାଲ ଷ୍ଟ୍ରାଇକ୍‌ ଭୟ

ଇସଲାମାବାଦ,୨୬ା୪: ଜମ୍ମୁ କଶ୍ମୀରର ପୁଞ୍ଚରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନର ପୂର୍ବତନ କୂଟନୀତିଜ୍ଞ ଅବଦୁଲ ବସିତ ଭାରତ ପାକିସ୍ତାନ ଉପରେ ଆଉ ଏକ ସର୍ଜିକାଲ ଷ୍ଟ୍ରାଇକ୍‌ କରିପାରେ ବୋଲି ଆଶଙ୍କା କରିଛନ୍ତି। ଅବଦୁଲ ଏକ ଭିଡିଓରେ କହିଛନ୍ତି, ବର୍ତ୍ତମାନ...

ଟସ୍‌ ଜିତି ଆରସିବିର ବୋଲିଂ ନିଷ୍ପତ୍ତି

ବେଙ୍ଗାଲୁରୁ,୨୬।୪: ଆଇପିଏଲର ୩୬ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଏବଂ କୋଲକାତା ନାଇଟ ରାଇଡର୍ସ(କେକେଆର)ମଧ୍ୟରେ ବେଙ୍ଗାଲୁରୁର ଏମ ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ମ୍ୟାଚରେ ପ୍ରଥମେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା...

ଆସନ୍ତା ୩୦ ଯାଏ ଜାରି ରହିବ କାଳବୈଶାଖୀ, ଏସବୁ ଜିଲାକୁ ସତର୍କ ସୂଚନା

ଭୁବନେଶ୍ୱର,୨୬ା୪(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜିଲାରେ ଦୁଇଦିନ ଧରି କାଳବୈଶାଖୀ ବର୍ଷା ହୋଇଥିବା ବେଳେ କିଛି ସ୍ଥାନରେ କୁଆପଥର ବର୍ଷା ବି ହୋଇଛି। ତେବେ ଆସନ୍ତା ୩୦ ତାରିଖ ଯାଏ ରାଜ୍ୟର କିଛି ଜିଲାରେ କାଳବୈଶାଖୀ ବର୍ଷା ଓ କୁଆପଥର ପଡ଼ିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri