Tag Archives: Home Middle

ସୁଦାନରେ ୪ଶହରୁ ଅଧିକ ଲୋକଙ୍କ ମୃତ୍ୟୁ ପରେ ୭୨ ଘଣ୍ଟାର ସିଜଫାୟାର ଲାଗୁ, ଖୁବଶୀଘ୍ର ଉଦ୍ଧାର ହୋଇପାରନ୍ତି ଭାରତୀୟ

ଖାରତୋମ,୨୫।୪: ହିଂସାଗ୍ରସ୍ତ ସୁଦାନରେ ଦୁଇ ପକ୍ଷର ଜେନରାଲ ୭୨ ଘଣ୍ଟାର ସିଜଫାୟାର ପାଇଁ ପ୍ରସ୍ତୁତ ହୋଇଯାଇଛନ୍ତି। ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟନି ବ୍ଲିଙ୍କନ ଏହି ସୂଚନା ଦେଇଛନ୍ତି। ପ୍ରାୟ ୧୦ ଦିନର ଲଢେଇ, ଶହ ଶହ ଲୋକଙ୍କ ମୃତ୍ୟୁ ଓ...

କର୍ନାଟକ ବିଧାନସଭା ନିର୍ବାଚନ: ୫୧୭ଜଣ କଲେ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର

ବେଙ୍ଗାଲୁରୁ, ୨୫।୪: କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିବାର ସୋମବାର ଶେଷ ଦିନ ଥିଲା। ତେବେ ନିର୍ବାଚନ ଅଧିକାରୀ କହିଛନ୍ତି, ୫୧୭ଜଣ ପ୍ରାର୍ଥୀ ସେମାନଙ୍କ ପ୍ରାର୍ଥତ୍ପତ୍ର ପ୍ରତ୍ୟାହାର କରିଛନ୍ତି। ବର୍ତ୍ତମାନ ମୋଟ ୨୬୧୩ଜଣ ପ୍ରାର୍ଥୀ ନିର୍ବାଚନ ଲଢ଼ିବେ।...

ଇଣ୍ଡୋନେସିଆରେ ୭.୩ ତୀବ୍ରତାର ଭୂକମ୍ପ, ସୁନାମି ଚେତାବନୀ

ଜାକର୍ତ୍ତା,୨୫।୪: ଇଣ୍ଡୋନେସିଆର ସୁମାତ୍ରା ଦ୍ୱୀପର ଇଷ୍ଟନ ଅଂଶରେ ମଙ୍ଗଳବାର) ରେ ୭.୩ ତୀବ୍ରତାର ଏକ ଭୂକମ୍ପ ଘଟିଛି। ଏହା ପରେ ଇଣ୍ଡୋନେସିଆର ଜିଓଫିଜିକ୍ସ ଏଜେନ୍ସି (ବିଏମକେଜି) ମଧ୍ୟ ସୁନାମି ଚେତାବନୀ ଦେଇଛି। ଇଣ୍ଡୋନେସିଆ ଦେଶର ପାଣିପାଗ ବିଭାଗ କହିଛି ଯେ...

୨୬ ଆଞ୍ଚଳିକ ଦଳଙ୍କୁ ମିଳିଛି ୧୮୯ କୋଟି ଚାନ୍ଦା

ନୂଆଦିଲ୍ଲୀ,୨୫ା୪:୨୦୨୧-୨୨ ଆର୍ଥତ୍କ ବର୍ଷରେ ଦେଶର ୨୬ଟି ଆଞ୍ଚଳିକ ଦଳଙ୍କୁ ମୋଟ ୧୮୯ କୋଟି ଟଙ୍କା ଚାନ୍ଦା ମିଳିଛି। ସେଥିରୁ ୮୫ ପ୍ରତିଶତ ଚାନ୍ଦା କେବଳ ୫ଟି ଦଳକୁ ଯାଇଛି। ତେବେ ବିଜେଡି, ଏଆଇଏଡିଏମ୍‌କେ, ଏନ୍‌ଡିପିପି, ଏସ୍‌ଡିଏଫ୍‌, ଏଆଇଏଫ୍‌ବି, ପିଏମ୍‌କେ ଏବଂ...

ହାଇଦ୍ରାବାଦକୁ ହରାଇ ଦିଲ୍ଲୀର ଦ୍ୱିତୀୟ ବିଜୟ

ହାଇଦ୍ରାବାଦ,୨୫ା୪: ଆଇପିଏଲର ୩୪ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୭ ରନରେ ପରାସ୍ତ କରିଛି ଦିଲ୍ଲୀ କ୍ୟାପିଟାଲ୍ସ। ଅକ୍ଷର ପଟେଲଙ୍କ ଅଲରାଉଣ୍ଡ ପ୍ରଦର୍ଶନ(୩୪ ରନ୍‌ ଓ ୨ ଉଇକେଟ) ବଳରେ ଚଳିତ ସିଜନର ଦ୍ୱିତୀୟ ବିଜୟ ହାସଲ କରିଛି ଦିଲ୍ଲୀ। ପ୍ରଥମେ...

ହାଇଦ୍ରାବାଦ ଆଗରେ ୧୪୫ ରନ୍‌ର ଟାର୍ଗେଟ ରଖିଲା ଦିଲ୍ଲୀ

ହାଇଦ୍ରାବାଦ,୨୪।୪: ଆଇପିଏଲ-୨୦୨୩ର ୩୪ ତମ ମ୍ୟାଚରେ ସୋମବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସନରାଇଜର୍ସ ହାଇଦ୍ରାବାଦ...

ଜିଏସଟିରେ ପରିବର୍ତ୍ତନ କରିବୁ…..କର୍ନାଟକରେ ଏମିତି କହିଲେ ରାହୁଲ ଗାନ୍ଧୀ

ବେଙ୍ଗାଲୁରୁ,୨୪।୪: କର୍ନାଟକ ବିଧାନ ସଭା ନିର୍ବାଚନ ପାଇଁ ସବୁ ରାଜନୈତିକ ଦଳ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ତେବେ କଂଗ୍ରେସ ପୁଣି ରାଜ୍ୟରେ ଶାସନକୁ ଫେରିବା ପାଇଁ ଜୋରଦାର ପ୍ରସ୍ତୁତି ଜାରି ରଖିଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଦୁଇଦିନିଆ କର୍ନାଟକ...

୨୦୩୩ ଯାଏ ଭାରତୀୟ ହକି ଦଳର ପ୍ରାୟୋଜକ ରହିବ ଓଡ଼ିଶା

ଭୁବନେଶ୍ବର,୨୪।୪(ବ୍ୟୁରୋ): ୨୦୨୩-୩୩ ପର୍ଯ୍ୟନ୍ତ ଭାରତୀୟ ହକି ଦଳର ଓଡ଼ିଶା ପ୍ରାୟୋଜକ ରହିବ । ଏନେଇ ସୋମବାର ରାଜ୍ୟ କ୍ୟାବିନେଟ ବୈଠକରେ ଏହି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୧୮ରେ ଓ ଉଭୟ ଜାତୀୟ ପୁରୁଷ ଓ ମହିଳା ହକି ଟିମର ପ୍ରାୟୋଜକ...

ଟସ୍‌ ଜିତିଲା ଦିଲ୍ଲୀ କ୍ୟାପିଟାଲ୍ସ, ବ୍ୟାଟିଂ କରିବ…

ହାଇଦ୍ରାବାଦ,୨୪।୪: ଆଇପିଏଲ-୨୦୨୩ର ୩୪ ତମ ମ୍ୟାଚରେ ସୋମବାର ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଏବଂ ସନରାଇଜର୍ସ ହାଇଦ୍ରାବାଦ(ଏସଆରଏଚ) ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ ସନରାଇଜର୍ସ ହାଇଦ୍ରାବାଦ...

କର୍ନାଟକ ବିଧାନସଭା ନିର୍ବାଚନ: ପ୍ରାର୍ଥୀପତ୍ର ପ୍ରତ୍ୟାହାର କଲା ଏଆଇଏଡିଏମ୍‌କେ

ନୂଆଦିଲ୍ଲୀ,୨୪।୪: ତାମିଲନାଡୁର ବିରୋଧୀ ଦଳ ନେତା କେ ପାଲାନିସ୍ବାମୀ ନେତୃତ୍ୱାଧୀନ ଦଳ ଏଆଇଏଡିଏମ୍‌କେ ସୋମବାର କର୍ନାଟକ ବିଧାନସଭା ନିର୍ବାଚନ ପାଇଁ ଦଳର ଏକମାତ୍ର ପ୍ରାର୍ଥୀପତ୍ରକୁ ପ୍ରତ୍ୟାହାର କରିନେଇଛି। ଭାଜପାର ବରିଷ୍ଠ ନେତା ଦିଲ୍ଲୀରୁ ଫୋନ ଯୋଗେ ପାଲାନିସ୍ବାମୀଙ୍କ ସହ କଥା...

ସରିଲା ରାଜ୍ୟ କ୍ୟାବିନେଟ ବୈଠକ: ୧୫ ପ୍ରସ୍ତାବକୁ ମୋହର

ଭୁବନେଶ୍ବର,୨୪।୪(ବ୍ୟୁରୋ): ରାଜ୍ୟ କ୍ୟାବିନେଟ ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ବୈଠକରେ ମୋଟ୍‌ ୧୫ଟି ପ୍ରସ୍ତାବକୁ ଅନୁମୋଦନ ମିଳିଛି। ୨୦୨୩-୩୩ ପର୍ଯ୍ୟନ୍ତ ହକି ଟିମ ପାଇଁ ଓଡ଼ିଶା ପ୍ରାୟୋଜକ ରହିବ । ଏ ସଂପର୍କିତ ପ୍ରସ୍ତାବକୁ କ୍ୟାବିନେଟ ଅନୁମୋଦନ କରିଛି। ଏଥିସହ...

ଅତିଫ, ଅଶ୍ରଫ ହତ୍ୟା ଘଟଣାର ତଦନ୍ତ ପାଇଁ କମିଟି ଗଠନର ଶୁଣାଣି କରିବେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୪।୪:ଗ୍ୟାଙ୍ଗଷ୍ଟର ଅତିଫ ଏବଂ ଅଶ୍ରଫଙ୍କ ହତ୍ୟା ଘଟଣାର ତଦନ୍ତ ପାଇଁ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କ ନେତୃତ୍ୱରେ ଏକ ଯାଞ୍ଚ କମିଟି ଗଠନ ପାଇଁ ଏକ ଆବେଦନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ସୋମବାର ସହମତି ହୋଇଛନ୍ତି। ଏପ୍ରିଲ ୨୮ରେ ଏହି ସବୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri