Tag Archives: Home Middle

ଆଜି ବାହୁଡ଼ିବେ ମହାବାହୁ

ପୁରୀ,୧୫ା୭(ଅଜିତ୍‌ କୁମାର ମହାନ୍ତି): ପବିତ୍ର ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥିରେ ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ପ୍ରଭୁ ବଳଭଦ୍ର ଓ ଭଉଣୀ ଦେବୀ ସୁଭଦ୍ରାଙ୍କୁ ସାଥିରେ ଧରି ନବଦିନାତ୍ମକ ଯାତ୍ରାରେ ବାହାରି ରଥାରୂଢ଼ ହୋଇ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି।...

ରତ୍ନଭଣ୍ଡାର ଖୋଲିବା ପରେ ଏମିତି କହିଦେଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର,୧୪ା୭(ଅନିଲ ଦାସ)-ଦୀର୍ଘ ବର୍ଷ ପରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯାଇଥିବାରୁ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସରକାରଙ୍କୁ ରବିବାର ଟୁଇଟ୍‌ କରି ଧନ୍ୟବାଦ ଜଣାଇଛନ୍ତି । କେନ୍ଦ୍ରମନ୍ତ୍ରୀ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥ ଓଡ଼ିଆ...

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି:୬ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୪ା୭:ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏଥିସହିତ ପଶ୍ଚିମବଙ୍ଗ ଏବଂ ଓଡ଼ିଶା ଉପରେ ମଧ୍ୟ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ରହିଛି । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ରାୟଗଡ଼ା...

ଭିତର ରତ୍ନଭଣ୍ଡାରରେ କ’ଣ ରହିଛି, ଜଷ୍ଟିସ ବିଶ୍ୱନାଥ ରଥ କଲେ ଖୁଲାସା

ପୁରୀ,୧୪।୭: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ଆଜି ଖୋଲିଛି। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଏସ୍‌ଓପି ଅନୁସାରେ ତାଲା ଭାଙ୍ଗି ଭିତର ରତ୍ନଭଣ୍ଡାର ଖୋଲାଯାଇଛି। ଟ୍ରେଜେରିରୁ ଯେଉଁ ଚାବି ଆସିଥିଲା, ସେଥିରେ ତାଲା ଖୋଲି ପାରି ନ...

ରତ୍ନଭଣ୍ଡାର ଖୋଲିବା ପରେ ବାହାରକୁ ଆସି ଏମିତି କହିଲେ ମୁଖ୍ୟ ପ୍ରଶାସକ

ପୁରୀ,୧୪।୭: ଶେଷରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି। ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଏବଂ ପରେ ଭିତର ରତ୍ନଭଣ୍ଡାରକୁ ଖୋଲାଯାଇଛି। ଭିତର ଅବସ୍ଥା ଦେଖିବା ପରେ ବାହାରକୁ ଆସିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ରତ୍ନଭଣ୍ଡାର ଖୋଲିବା ପରେ...

ରଥଯାତ୍ରା ପରେ ହେବ ରତ୍ନଭଣ୍ଡାର ଅଳଙ୍କାର ଗଣନା, ସୂଚନା ଦେଲେ ଅରବିନ୍ଦ ପାଢ଼ୀ

ପୁରୀ,୧୪।୭: ଦୀର୍ଘ ଚାରି ଦଶନ୍ଧିର ଅପେକ୍ଷା ପରେ ଖୋଲିଛି ଶ୍ରୀମନ୍ଦିର ଚାରି ଦ୍ୱାର। ସରକାରଙ୍କ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାକୁ ପାଳନ କରି ଜଷ୍ଟିସ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ରତ୍ନଭଣ୍ଡାର ତାଲା ଖୋଲିଛନ୍ତି। କମିଟିର ୧୧ ସଦସ୍ୟ...

ଖୋଲିଲା ଭିତର ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ପୂର୍ବ ନିର୍ଦ୍ଧାରିତ ସମୟ ଅନୁସାରେ ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ ବାହାର ଭଣ୍ଡାର ଦ୍ୱାର ଖୋଲାଯାଇଥିଲା। ଏହା...

ମଣିପୁରରେ ଥମୁନି ହିଂସା! ଉଗ୍ରବାଦୀଙ୍କ ଆକ୍ରମଣରେ ଜଣେ ଯବାନ ଶହୀଦ

ଇମ୍ଫାଲ,୧୪।୭: ମଣିପୁରର ଜିରିବାମ ଜିଲାରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏଠାରେ ପୋଲିସ ସହିତ ମିଳିତ ପାଟ୍ରୋଲିଂ ଦଳ ସନ୍ଦିଗ୍ଧ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ କରିଥିଲା। ଏହି ଆକ୍ରମଣରେ ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆରପିଏଫ)ର ଜଣେ ଯବାନ...

ଇତିହାସ ରଚିବେ ନିର୍ମଳା ସୀତାରାମନ

ନୂଆଦିଲ୍ଲୀ,୧୪।୭: ଜୁଲାଇ ୨୩ରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ କେନ୍ଦ୍ର ବଜେଟ ୨୦୨୪-୨୫ ଉପସ୍ଥାପନ କରିବେ। ଏହା ସହ ଅର୍ଥମନ୍ତ୍ରୀ ଇତିହାସ ସୃଷ୍ଟି କରିବାକୁ ଯାଉଛନ୍ତି। କ୍ରମାଗତ ସପ୍ତମ ଥର ପାଇଁ କେନ୍ଦ୍ର ବଜେଟ ଉପସ୍ଥାପନ କରିଥିବା ସୀତାରାମନ ଦେଶର ପ୍ରଥମ...

ଖୋଲିଲା ରତ୍ନଭଣ୍ଡାର

ପୁରୀ,୧୪ା୭: ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୪୬ ବର୍ଷ ପରେ ଆଜି ଖୋଲିଛି ରତ୍ନଭଣ୍ଡାର। ରବିବାର ଅପରାହ୍ନ ୧ଟା ୨୮ରେ ଶୁଭମୁହୂର୍ତ୍ତରେ ଖୋଲିଛି ରତ୍ନଭଣ୍ଡାର। ପୂର୍ବରୁ ସମୟ ନିର୍ଦ୍ଧାରିତ ହୋଇଥିବା ବେଳେ ଠିକ୍‌ ସମୟରେ ଖୋଲିଛି ରତ୍ନଭଣ୍ଡାର। ପ୍ରଥମେ...

ରତ୍ନଭଣ୍ଡାର ଅଳଙ୍କାର ରହିବା ପାଇଁ ଆସିଲା ସିନ୍ଦୁକ: ଜାଣନ୍ତୁ କିଏ, କେତେ ସମୟରେ କେଉଁଥିରେ କଲେ ତିଆରି

ପୁରୀ,୧୪।୭: ଆଜି ଖୋଲିବ ରତ୍ନଭଣ୍ଡାର, ଭିତରେ ଥିବା ସିନ୍ଦୁକରୁ ଅଳଙ୍କାର ଗଣତି କରାଯାଇ ଅନ୍ୟ ସିନ୍ଦୁକରେ ରଖାଯିବା ପାଇଁ ୬ ସିନ୍ଦୁକ ଆସି ପୁରୀରେ ପହଞ୍ଚିଛି। ସ୍ବତନ୍ତ୍ର ବରାଦ କରାଯାଇ ଏହି ୬ ସିନ୍ଦୁକ ତିଆରି କରାଯାଇଛି। ପ୍ରଶାସନ ପକ୍ଷରୁ...

ଚନ୍ଦ୍ରୟାନ-୩କୁ ପୂରିଲା ବର୍ଷେ, ଜାଣନ୍ତୁ କିପରି ଥିଲା ସମ୍ପୂର୍ଣ୍ଣ ଯାତ୍ରା…

ନୂଆଦିଲ୍ଲୀ,୧୪ା୭: ଜୁଲାଇ ୧୪ ଅର୍ଥାତ୍‌ ଆଜିର ଦିନରେ ଇତିହାସ ରଚିଥିଲା ଭାରତ। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ) ସଫଳତାର ସହ ୧୪ ଜୁଲାଇ ୨୦୨୩ରେ ଆନ୍ଧ୍ରପ୍ରଦେଶର ଶ୍ରୀହାରିକୋଟାସ୍ଥିତ ସତୀଶ ଧାଓ୍ବନ ମହାକାଶ କେନ୍ଦ୍ରରୁ ଏହି ଅଭିଯାନ ଆରମ୍ଭ କରିଥିଲେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri