Tag Archives: Home Middle

ଆଜି ହେବନି ଗଣତି, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀଙ୍କ ବଡ଼ ସୂଚନା

ପୁରୀ,୧୪।୭: ରତ୍ନଭଣ୍ଡାର ଖୋଲିବା ନେଇ ବଡ଼ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ସେ କହିଛନ୍ତି, ଆଜି ଗଣତି ହେବ ନାହିଁ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଛନ୍ତି, ଆଜି ଗଣତି ମଣତି ହେବନି, ଖାଲି...

ରତ୍ନଭଣ୍ଡାର ଖୋଲିବା ନେଇ ନିର୍ଘଣ୍ଟ ହେଲା ସମୟ, ଶୁଭ ମୁହୂର୍ତ୍ତ ୧ଟା ୨୮

ପୁରୀ,୧୪।୭: ବହୁ ଅପେକ୍ଷାର ଅନ୍ତ ଘଟାଇ ୪୬ବର୍ଷ ପରେ ଆଜି ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ଏନେଇ ଶୁଭ ମୂହୁର୍ତ୍ତ ନିର୍ଘଣ୍ଟ ହୋଇଛି। ଏନେଇ ତଦାରଖ କମିଟି ବୈଠକ ପରେ ଜଷ୍ଟିସ ରଥ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଦିନ ୧ଟା...

ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ...

ରତ୍ନଭଣ୍ଡାର ଖୋଲିବା ପାଇଁ ଆସିଲା ଆଜ୍ଞାମାଳ, ୧ଟାରୁ ଦେଢ଼ଟା ମଧ୍ୟରେ ଶୁଭ ମୁହୂର୍ତ୍ତ

ଭୁବନେଶ଼୍ବର, ୧୪।୦୭: ରତ୍ନଭଣ୍ଡାର ଖୋଲିବା ପାଇଁ ଶ୍ରୀଲୋକନାଥଙ୍କ ମନ୍ଦିରରୁ ଆଜ୍ଞାମାଳ ଆସିଛି । ସେବାୟତମାନେ ଏହି ଆଜ୍ଞାମାଳ ନେଇ ଶ୍ରୀମନ୍ଦିରର ଅଭିମୁଖେ ଆସୁଥିବା ସୂଚନା ମିଳିଛି । ରତ୍ନ ଭଣ୍ଡାର ଖୋଲିବା ପୂର୍ବରୁ କମିଟିର ମୁଖ୍ୟ ଜଷ୍ଟିସ୍‌ ବିଶ଼୍ବନାଥ ରଥ...

ଆଜି ଖୋଲିବ ରତ୍ନଭଣ୍ଡାର, ଭଣ୍ଡାରରେ ରହିଛି ଏତେ ସୁନାରୁପା ଅଳଙ୍କାର!

ଭୁବନେଶ୍ୱର,୧୪।୭: ଖୋଲିବ କାଳିଆର ରତ୍ନ ଭଣ୍ଡାର। ୪୬ବର୍ଷ ପ୍ରତୀକ୍ଷାର ଅନ୍ତ। ଆଜି ସବୁ ଜଗନ୍ନାଥ ପ୍ରେମୀଙ୍କ ପାଇଁ ଖୁସିର ଦିନ। ରବିବାର ଦିନ ୧ଟାରୁ ୧ଟା ୩୦ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଯାଉଛି। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି...

ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରତିକ୍ରିୟା ରଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ ଏକ୍ସରେ ସେ ଏହି ଘଟଣାକୁ ଦୃଢ଼ ନିନ୍ଦା କରିଛନ୍ତି । ଟ୍ରମ୍ପଙ୍କ ଉପରେ ଗୁଳିମାଡ଼କୁ...

କାନ ଚିରି ବାହାରିଗଲା ଗୁଳି…ମରଣାନ୍ତକ ଆକ୍ରମଣ ପରେ ବଡ଼ ବୟାନ ଦେଲେ ଟ୍ରମ୍ପ

ଓ୍ବାଶିଂଟନ,୧୪।୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ପେନସିଲଭାନିଆରେ ଏକ ନିର୍ବାଚନ ରାଲିରେ ତାଙ୍କୁ ଗୁଳି କରାଯାଇଛି। ଏହି ଗୁଳିମାଡ଼ରେ ଟ୍ରମ୍ପ ଆହତ ହୋଇଛନ୍ତି। ତାଙ୍କ ମୁହଁ ଏବଂ କାନରେ ରକ୍ତ ଦାଗ ଦେଖିବାକୁ...

ଟିକିମୋହିନୀଙ୍କୁ ଦୁଇଟି ସ୍ବର୍ଣ୍ଣ

ଭୁବନେଶ୍ୱର, ୧୪।୭(ସରୋଜ ଜେନା): ଓଡ଼ିଶା ଭାରୋତ୍ତୋଳନ ସଂଘ ଓ ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗ ଆନୁକୂଲ୍ୟରେ କଳିଙ୍ଗ ଷ୍ଟାଡିୟମର ବିଜୁ ପଟ୍ଟନାୟକ ଓ୍ବେଟ୍‌ଲିଫ୍ଟିଙ୍ଗ୍‌ ହଲ୍‌ରେ ଚାଲିଥିବା ଅସ୍ମିତା ଖେଲୋ ଇଣ୍ଡିଆ ମହିଳା ଭାରୋତ୍ତୋଳନ ଜୋନାଲ ଲିଗ୍‌ରେ ଓଡ଼ିଶା ପ୍ରତିଯୋଗୀଙ୍କ ପ୍ରଭାବୀ...

ଆଜି ଖୋଲିବ ରତ୍ନଭଣ୍ଡାର

ଭୁବନେଶ୍ୱର,୧୪।୭(ଅନିଲ ଦାସ)/ପୁରୀ, (ଅଜିତ୍‌ ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ରତ୍ନଭଣ୍ଡାର ରବିବାର ଖୋଲିବ। ରତ୍ନଭଣ୍ଡାରର ମରାମତି ସହ ଅଳଙ୍କାର ଗଣତି ମଧ୍ୟ ହେବ। କେତେବେଳେ ଖୋଲାଯିବ ସେନେଇ ମନ୍ଦିରର ସେବାୟତମାନଙ୍କ ସହ ବିଚାରବିମର୍ଶ କରି ସମୟ ନିର୍ଘଣ୍ଟ କରିବାକୁ ଶ୍ରୀମନ୍ଦିର ମୁଖ୍ୟ...

ନର୍ସିଂହୋମ୍‌ରେ ନଆଁ, ରାସ୍ତାରେ ରୋଗୀ

କଟକ/ଭୁବନେଶ୍ୱର,୧୪।୭(ଶିଳ୍ପା ପ୍ରିୟଦର୍ଶିନୀ/ ଅନିଲ ଦାସ): ନର୍ସିଂହୋମ୍‌ ‘ତ୍ରିଶା ହସ୍ପିଟାଲ’ରେ ନିଅଁା ଲାଗିଥିବାବେଳେ କର୍ମଚାରୀ ଓ ସ୍ଥାନୀୟ ଲୋକ ଅଗ୍ନିଶମ ବାହିନୀ ଏବଂ ପୋଲିସକୁ ଖବର ଦେଇଥିଲେ। ଅଗ୍ନିଶମ ବାହିନୀର ଏକ ଟିମ୍‌ ପହଞ୍ଚି ନିଅଁାଲିଭା ଏବଂ ରୋଗୀଙ୍କୁ ଉଦ୍ଧାର କାର୍ଯ୍ୟ...

ପୂର୍ବତନ ରାଷ୍ଟ୍ରପତିଙ୍କୁ ଗୁଳିମାଡ଼, ଜଣେ ବ୍ୟକ୍ତିଙ୍କ ମୃତ୍ୟୁ

ୱାଶିଂଟନ୍‌, ୧୪।୦୭: ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଗୁଳିମାଡ଼ ହୋଇଛି ।  ପେନ୍‌ସ୍ଲେଭାନିଆରେ ଆୟୋଜିତ ଏକ ରାଲିରେ ତାଙ୍କ ଉପରକୁ ଗୁଳିମାଡ଼ କରାଯାଇଥିବା ଜଣାପଡ଼ିଛି । ଗୁଳି ଶବ୍ଦ ଶୁଣି ତାଙ୍କର ଅଙ୍ଗରାଖୀମାନେ ତାଙ୍କୁ ମଞ୍ଚ ଉପରୁ ଓହ୍ଲାଇ...

ରତ୍ନଭଣ୍ଡାର ଖୋଲାଯିବା ସମୟରେ କେଉଁମାନେ ଯିବେ ଭିତରକୁ ଜାଣନ୍ତୁ…

ପୁରୀ,୧୩ା୭: ସବୁ ପ୍ରତୀକ୍ଷାର ହେବ ଅନ୍ତ। ଆସନ୍ତକାଲି ମହାପ୍ରଭୁଙ୍କ ରତ୍ନଭଣ୍ଡାର ଖୋଲାଯାଇ ସ୍ବର୍ଣ୍ଣ ଅଳଙ୍କାର ଗଣତି ହେବ। ଏନେଇ ଆଇନମନ୍ତ୍ରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜ୍ୟ ସରକାର ଏନେଇ ପ୍ରସ୍ତୁତ କରିଥିବା ଏସ୍‌ଓପି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରାଯାଇଛି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri