Tag Archives: Home Middle

ଇନ୍ଦିରା ଗାନ୍ଧୀଙ୍କ ହତ୍ୟାକାରୀଙ୍କ ଭଣଜା ଗିରଫ

ନୂଆଦିଲ୍ଲୀ/ଓ୍ବାଶିଂଟନ,୧୫ା୪: ନ୍ୟୁଜିଲାଣ୍ଡର ଅକଲାଣ୍ଡରେ ଥିବା ପୋଲିସ କର୍ମଚାରୀ ଏକ ଡ୍ରଗ୍ସ ରାକେଟକୁ ଧରିବାରେ ସଫଳ ହୋଇଛି। ଏଥିରେ ବଲତେଜ ସିଂ ନାମକ ଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ଯିଏକି ସତଓ୍ବନ୍ତ ସିଂଙ୍କ ଭଣଜା। ଯିଏକି ସାଥୀ ଅଙ୍ଗରକ୍ଷୀ ବେଆନ୍ତ ସିଂଙ୍କ...

କେଜ୍‌ରିଓ୍ବାଲଙ୍କୁ ୫ଟି ପ୍ରଶ୍ନର ଉତ୍ତର ମାଗିଲା ଭାଜପା

ନୂଆଦିଲ୍ଲୀ,୧୫।୪: ଦିଲ୍ଲୀର ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରି୍‌ଓ୍ବାଲଙ୍କୁ ସମନ ଜାରି କରିଛି। ଏହାକୁ ନେଇ ଶନିବାର ଭାଜପା ଖବରଦାତା ସମ୍ମିଳନୀ କରି କେଜରି୍‌ଓ୍ବାଲଙ୍କୁ ୫ଟି ପ୍ରଶ୍ନର ଉତ୍ତର ମାଗିଛିି। ଅବକାରୀ ନୀତିର ଗୁରୁତ୍ୱପୂର୍ଣ୍ଣ...

ବିଚାରାଧୀନ କଏଦୀଙ୍କ ପୋଷାକ ଓହ୍ଲାଇ ତଲାସୀ ନେବା ଅଧିକାରର ଉଲ୍ଲଂଘନ: କୋର୍ଟ…

ମୁମ୍ବାଇ,୧୫।୪ : ମୁମ୍ବାଇର ଏକ ସ୍ବତନ୍ତ୍ର ଅଦାଲତ କହିଛନ୍ତି, ବିଚାରାଧୀନ କଏଦୀଙ୍କ ପୋଷାକ ଓହ୍ଲାଇ ତଲାସୀ ନେବା ଅଧିକାରର ଉଲ୍ଲଂଘନ॥ ଏହା କଏଦୀଙ୍କର ମୌଳିକ ଅଧିକାରର ଉଲ୍ଲଂଘନ ବୋଲି କୋର୍ଟ କହିଛନ୍ତି। ବନ୍ଦୀମାନଙ୍କ ତଲାସୀ ପାଇଁ ସ୍କାନର ଏବଂ ବୈଷୟିକ...

ବେଙ୍ଗାଲୁରୁରେ ଆରସିବି-ଡିସି ଲଢ଼େଇ…

ବେଙ୍ଗାଲୁରୁ,୧୫।୪ : ଖରାପ ଫର୍ମ ସହ ସଂଘର୍ଷ କରୁଥିବା ଦିଲ୍ଲୀ କ୍ୟାପିଟାଲ୍ସ(ଡିସି) ଦଳ ଶନିବାର ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ବିପକ୍ଷରେ ଆଇପିଏଲ -୧୬ରେ ପ୍ରଥମ ବିଜୟ ପଞ୍ଜିକରଣ କରିବା ଉଦ୍ଦେଶ୍ୟରେ ପଡ଼ିଆକୁ ଅପରାହ୍ନ ସାଢ଼େ ୩ଟାରେ ଓହ୍ଲାଇବ। ଏହି...

ଏଆଇର ଅପବ୍ୟବହାର ରୋକିବା ଜରୁରୀ: ଜାତିସଂଘରେ କହିଲା ଭାରତ…

ଜେନେଭା,୧୫।୪ : ମିଳିତ ଜାତିସଂଘରେ ଭାରତର ସ୍ଥାୟୀ ମିଶନ ମିଳିତ ଜାତିସଂଘ ମୁଖ୍ୟାଳୟ କମ୍ପ୍ଲେକ୍ସରେ ଏକ ସମ୍ମିଳନୀ ଆୟୋଜନ କରି ନିରନ୍ତର ବିକାଶ ଲକ୍ଷ୍ୟ ହାସଲ କରିବାରେ ଟେକ୍ନୋଲୋଜିର ବିଶେଷ କରି କୃତ୍ରିମ ବୁଦ୍ଧିମତା (ଏଆଇ) ର ଭୂମିକା ଉପରେ...

ଇଦ୍‌-ଉଲ୍‌-ଫିତର ପରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ଇମ୍ରାନ

ଇସଲାମାବାଦ,୧୫ା୪: ପାକିସ୍ତାନ ତେହେରିକ-ଇ-ଇନ୍‌ସାଫ (ପିଟିଆଇ) ଅଧ୍ୟକ୍ଷ ଇମ୍ରାନ ଖାନ୍‌ ଇଦ୍‌-ଉଲ୍‌-ଫିତର ପରେ ଦେଶରେ ଶାନ୍ତିପୂର୍ଣ୍ଣ ବିରୋଧ ପ୍ରଦର୍ଶନ କରିବେ ବୋଲି ଘୋଷଣା କରିଛନ୍ତି। ଏକ ରିପୋର୍ଟ ଅନୁଯାୟୀ, ଇମ୍ରାନ ପିଟିଆଇ କର୍ମୀ ଏବଂ ସମର୍ଥକଙ୍କୁ ସମ୍ବୋଧିତ କରି କହିଛନ୍ତି, ଇଦ୍‌-ଉଲ-ଫିତର...

କ୍ଷେପଣାସ୍ତ୍ର ପରୀକ୍ଷା କଲା ଚାଇନା

ବେଜିଂ,୧୫ା୪: ଚାଇନା ଏକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଛି। ପ୍ରତିରକ୍ଷା ମନ୍ତ୍ରଣାଳୟ କହିଛି, ଚାଇନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଏହି ଅପରେଶନ କରାଯାଇଥିଲା ଏବଂ ଏହାର ଉଦ୍ଦେଶ୍ୟ ହାସଲ କରାଯାଇଥିଲା। ଏହି ପରୀକ୍ଷା ବିଷୟରେ ମନ୍ତ୍ରଣାଳୟ ଅଧିକ ସୂଚନା...

ଆମେରିକାର ଚେତାବନି ପରେ ନଇଁଲା ଚାଇନା! ଯୁଦ୍ଧରେ କୌଣସି ପକ୍ଷକୁ ଅସ୍ତ୍ର ନ ଦେବାକୁ ନେଲା ସଂକଳ୍ପ

ବେଜିଂ,୧୫।୪: ରୁଷିଆ-ୟୁକ୍ରେନ ଯୁଦ୍ଧରେ ଚାଇନା କୌଣସି ପକ୍ଷକୁ ଅସ୍ତ୍ର ବିକ୍ରୟ କରିବ ନାହିଁ। ପଶ୍ଚିମ ଦେଶ ଚିନ୍ତା ପ୍ରକଟ କରିଥିଲା କି ବେଜିଂ ରୁଷିଆକୁ ସେନା ସହାୟତା ପ୍ରଦାନ କରିପାରେ। ଏହାର ଜବାବରେ ଚାଇନାର ବଦେଶିକ ମନ୍ତ୍ରୀ କିନ ଗୌଂଗ...

ସମ୍ବଲପୁର ସହରରେ କର୍ଫ୍ୟୁ

ସମ୍ବଲପୁର,୧୫ା୪(ବ୍ୟୁରୋ): ସମ୍ବଲପୁର ସହରରେ ଭୟର ବାତାବରଣ ଲାଗି ରହିଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ ସତ୍ତ୍ୱେ ଗୁରୁବାର ରାତିରୁ ଶୁକ୍ରବାର ରାତି ପର୍ଯ୍ୟନ୍ତ ୧୦ଟି ଦୋକାନରେ ଭଙ୍ଗାରୁଜା କରାଯିବା ସହ ପୋଡ଼ାଜଳା କରାଯାଇଛି। ସ୍ଥିତି ନିୟନ୍ତ୍ରଣକୁ ନ...

କରୋନ: ଗୋଟିଏ ଦିନରେ ୨୭ ମୃତ, ୧୦ ହଜାରରୁ ଅଧିକ ସଂକ୍ରମିତ, ଆକ୍ଟିଭ କେଶ ୫୩ ହଜାର ଟପିଲା

ନୂଆଦିଲ୍ଲୀ,୧୫।୪: କରୋନା ସଂକ୍ରମଣ ଏବେ ବଢିବାରେ ଲାଗିଛି। ଏହାକୁ ନେଇ ଏବେ କେନ୍ଦ୍ର ଓ ରାଜ୍ୟ ସରକାର ଚିନ୍ତାରେ ପଡି ଗଲେଣି। ଗତ ୨୪ ଘଣ୍ଟାରେ ୧୦ ହଜାର ୭୫୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏହାପରେ ଦେଶରେ ଆକ୍ଟିଭ...

ଶିଂଜୋ ଆବେଙ୍କ ପରେ ଏବେ ଟାର୍ଗେଟରେ ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦା! ଭାଷଣ ଦେବା ସମୟରେ ଫିଙ୍ଗାଗଲା ପାଇପ ବମ

ଟୋକିଓ,୧୫।୪: ଜାପାନ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ସଭାରେ ୧୫ ଏପ୍ରିଲ ଅର୍ଥାତ୍‌ ଶନିବାର ଏକ ବଡ ଧରଣର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣ ଓ୍ବାକାୟାମା ସହରରେ ପ୍ରଧାନମନ୍ତ୍ରୀ ଫୁମିୟୋ କିଶିଦାଙ୍କ ଭାଷଣ ଆରମ୍ଭ ହେବାର ଠିକ ପୂର୍ବରୁ ହୋଇଛି। ଏହି...

ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri